ବିଦ୍ୟାଭାରତୀଙ୍କୁ ସାମୟିକ ଆଶ୍ବସ୍ତି
କଟକ ୪।୭: ଗଜପତି ପାରଳାଖେମୁଣ୍ଡି ଏସିଏଫ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ମାମଲାରେ ସ୍ତ୍ରୀ ବିଦ୍ୟାଭାରତୀଙ୍କୁ ସାମୟିକ ଆଶ୍ବସ୍ତି ମିଳିଛି। ଜାରି ହୋଇଥିବା ଏନବିଡବ୍ଲୁ ଉପରେ ରୋକ ଲଗାଯାଇଛି। ହାଇକୋର୍ଟ କଠୋର କାର୍ଯ୍ୟାନୁଷ୍ଠାନ ନନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ପାରଳାଖେମୁଣ୍ଡି ଏସଡିଜିଏମ୍ଙ୍କ ନିର୍ଦ୍ଦେଶ ଉପରେ ବିଦ୍ୟାଭାରତୀଙ୍କୁ…
ବିପଦକୁ ଡାକୁଛି ସ୍କୁଲ ସମ୍ମୁଖ ଗର୍ତ୍ତ
କଟକ,୪ା୭(ସୁପ୍ରିୟା ପ୍ରିୟଦର୍ଶିନୀ): ଖାନ୍ନଗର ସରକାରୀ ଉଚ୍ଚ ବିଦ୍ୟାଳୟ ସମ୍ମୁଖ ରାସ୍ତା ଶୋଚନୀୟ ହୋଇପଡ଼ିଛି। ରାସ୍ତାରେ ଏକ ବଡ଼ ଗର୍ତ୍ତ ସୃଷ୍ଟି ହୋଇଛି। ଛାତ୍ରୀଛାତ୍ରଙ୍କଠାରୁ ଆରମ୍ଭକରି ଜନସାଧାରଣ ଏହି ରାସ୍ତା ଦେଇ ଯାତାୟତ କରୁଛନ୍ତି। ତେବେ ଗ୍ୟାସ୍ ପାଇପ ଲାଇନ ପାଇଁ ଖୋଳାଯାଇଥିବା…
୨୩ ଜିଲାରେ ୫୦ ପେପରଲେସ୍ କୋର୍ଟ ଆରମ୍ଭ
କଟକ,୪ା୭(କାର୍ତ୍ତିକ ସାହୁ): ରାଜ୍ୟର ୨୩ଟି ଜିଲାରେ ସୋମବାରଠାରୁ ୫୦ଟି ପେପରଲେସ୍ କୋର୍ଟ କାର୍ଯ୍ୟକ୍ଷମ ହୋଇଛି। ହାଇକୋର୍ଟ ମୁଖ୍ୟ ବିଚାରପତି ଡ. ଏସ୍. ମୁରଲୀଧର ଭର୍ଚୁଆଲ ମାଧ୍ୟମରେ ପେପରଲେସ୍ କୋର୍ଟଗୁଡ଼ିକୁ ଉଦ୍ଘାଟନ କରି କହିଲେ, ଦ୍ୱିତୀୟ ପର୍ଯ୍ୟାୟରେ ୫୦ଟି ପେପରଲେସ୍ କୋର୍ଟ ଆରମ୍ଭ…
ଜୀବିକା ଦୃଷ୍ଟିରୁ ମୋଟର ବୋଟ୍ ଚାଳନାକୁ ଅନୁମତି
କଟକ,୪ା୭(କାର୍ତ୍ତିକ ସାହୁ): ଚିଲିକାର ବିହଙ୍ଗ ବିହାର ଭାବେ ପରିଚିତ ମଙ୍ଗଳାଯୋଡ଼ିରେ ମୋଟର ବୋଟ ଚାଳନା ବନ୍ଦ ସଂକ୍ରାନ୍ତରେ ହାଇକୋର୍ଟରେ ଆଗତ ମାମଲାରେ ରାଜ୍ୟ ସରକାର ସୋମବାର ସତ୍ୟପାଠ ଦାଖଲ କରିଛନ୍ତି। ହାଇକୋର୍ଟ ବିଚାରପତି ଶୁଭାଶିଷ ତାଳପତ୍ର ଓ ବିଚାରପତି ସାବିତ୍ରୀ ରଥଙ୍କ…
ନିର୍ମାଣକୁ ୨ ମାସ ପୂରିଲାନି: ରାସ୍ତା ଫାଟିଲା
ମାହାଙ୍ଗା,୩ା୭(ଯଯାତି ସିଂହ): ସରକାର ଗ୍ରାମାଞ୍ଚଳରେ ଲୋକମାନଙ୍କ ଗମନାଗମନର ସୁବିଧା ନିମନ୍ତେ ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରି ରାସ୍ତା ଉନ୍ନତୀକରଣ କରୁଛନ୍ତି। ତେବେ ରାସ୍ତା ନିର୍ମାଣର କିଛି ଦିନ ମଧ୍ୟରେ ଅନେକ ସ୍ଥାନରେ ଏହା ଭାଙ୍ଗିରୁଜି ଯାଉଛି। ଏହାର…
୯ ବର୍ଷ ପରେ ମହାରାଷ୍ଟ୍ରରୁ ବାପା ଗିରଫ
କଟକ,୨।୭ (କାର୍ତ୍ତିକ ସାହୁ)କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଞ୍ଚଳରେ ୧୦ ବର୍ଷ ତଳେ ଘଟିଥିବା ଏକ ହତ୍ୟା ମାମଲାର ଅଭିଯୁକ୍ତ ପ୍ରଶାନ୍ତ ସାହାଣୀଙ୍କୁ କ୍ରାଇମ୍ବ୍ରାଞ୍ଚ ଗିରଫ କରିଛି। କ୍ରାଇମବ୍ରାଞ୍ଚ ଅଭିଯୁକ୍ତଙ୍କୁ ମହାରାଷ୍ଟ୍ରର ଥାନେ ଅନ୍ତର୍ଗତ ମୁରବାଦରୁ ଧରି ଶନିବାର ସନ୍ଧ୍ୟାରେ କଟକରେ…
ତାଳଦଣ୍ଡା କେନାଲ: ଜଳ ପ୍ରବାହକୁ ନେଇ ଅନିଶ୍ଚିତତା
କଟକ ସଦର,୨।୭(ସୁଶାନ୍ତ କୁମାର ଜେନା)ଚଳିତବର୍ଷ ଜୁଲାଇ ୧ ତାରିଖ ସୁଦ୍ଧା ବର୍ଷାର ଅଭାବ ଦେଖାଦେଇଛି। ଏହାଛଡ଼ା ଗରମ ଓ ଗୁଳୁଗୁଳି ଲାଗି ରହିଛି। ଗଜା ମରୁଡି ଆଶଙ୍କାରେ କଟକ ସଦର ବ୍ଲକ ସମେତ ଜଗତ୍ସିଂହପୁର ଜିଲାର ଚାଷୀମାନେ ଏପର୍ଯ୍ୟନ୍ତ ତଳି ପକାଇବାକୁ…
ଯୁବକଙ୍କ କଟାହାତ ଯୋଡ଼ାହେଲା
କଟକ,୧ା୭ (କାର୍ତ୍ତିକ ସାହୁ): ଜଣେ ଯୁବକଙ୍କ କଟା ହାତକୁ ଯୋଡ଼ି ଏସ୍ସିବି ମେଡିକାଲର ଡାକ୍ତରମାନେ ଆଉ ଏକ ସଫଳତାର ଫର୍ଦ୍ଦ ଯୋଡ଼ିଛନ୍ତି। ସମ୍ପୂର୍ଣ୍ଣ ଦୁଇଖଣ୍ଡ ହୋଇଯାଇଥିବା ହାତରେ ଜଟିଳ ଅସ୍ତ୍ରୋପଚାର ମାଧ୍ୟମରେ ଅସମ୍ଭବକୁ ସମ୍ଭବ କରି ଦେଖାଇଛନ୍ତି ଏସ୍ସିବି ମେଡିକାଲ କଲେଜର…
ଆଜି ରାଜ୍ୟର ୩୦୭ କେନ୍ଦ୍ରରେ ଓଟିଇଟି
କଟକ ,୧ା୭(ସୁପ୍ରିୟା ପ୍ରିୟଦର୍ଶିନୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ)ପକ୍ଷରୁ ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି)କୁ ନେଇ ପୁଣି ବିଭ୍ରାଟ ଦେଖାଦେଇଛି। ବିଗତ ଦିନରେ ପରୀକ୍ଷା କେନ୍ଦ୍ରରେ ଅନିୟମିତତା ଦେଖାଦେଇଥିବାବେଳେ ଏବେ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ନେଇ ଚର୍ଚ୍ଚା ଜୋର୍…
ରତ୍ନଭଣ୍ଡାରକୁ ନେଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା
କଟକ,୧ା୭ (କାର୍ତ୍ତିକ ସାହୁ): ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲା ପୁଣି ଚର୍ଚ୍ଚାକୁ ଆସିଛି। ରତ୍ନଭଣ୍ଡାରର ବିପଦସଙ୍କୁଳ ସ୍ଥିତି ସମେତ ବିବିଧ ସମସ୍ୟା ନେଇ ହାଇକୋର୍ଟରେ ଶୁକ୍ରବାର ଏକ ଜନସ୍ବାର୍ଥ ମାମଲା ଦାୟର ହୋଇଛି। ରାଜ୍ୟ ସରକାର ରତ୍ନଭଣ୍ଡାରର ସୁରକ୍ଷା ନେଇ ତ୍ୱରିତ ପଦକ୍ଷେପ…
ଓଟିଇଟି ପ୍ରଶ୍ନପତ୍ର ଲିକ୍ ଚର୍ଚ୍ଚା : ଭାଇରାଲ ପ୍ରଶ୍ନପତ୍ରରେ କୌଣସି ସତ୍ୟତା ନାହିଁ କହିଲା ବୋର୍ଡ
କଟକ, ୩୦।୬: ଓଟିଇଟି ପରୀକ୍ଷା ପ୍ରଶ୍ନ ଲିକ୍ ହୋଇଥିବା ଚର୍ଚ୍ଚାକୁ ନେଇ ବୋର୍ଡ କର୍ତ୍ତୃପକ୍ଷ ଉତ୍ତର ରଖିଛନ୍ତି। ସୋସିଆଲ ମିଡିଆରେ ଘୁରି ବୁଲୁଥିବା ପ୍ରଶ୍ନପତ୍ରରେ କୌଣସି ସତ୍ୟତା ନାହିଁ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଛି। ତେବେ ଦଶମ ଶ୍ରେଣୀ…
ଯାତ୍ରୀଙ୍କ ପାଇଁ ବ୍ୟବସ୍ଥା କର: ହାଇକୋର୍ଟ
କଟକ,୨୮।୬ (କାର୍ତ୍ତିକ ସାହୁ) ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ଓ ସୁନାବେଶ ଉପଲକ୍ଷେ ପୁରୀକୁ ସ୍ବତନ୍ତ୍ର ଟ୍ରେନ୍ ଚଳାଚଳ ନିମନ୍ତେ ରେଲଓ୍ବେ ବୋର୍ଡକୁ ହାଇକୋର୍ଟ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ଏ ସମ୍ପର୍କିତ ଜନସ୍ବାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ବିଚାରପତି ଶୁଭାଶିଷ…

