କଟକ

ବିଜେଡିରୁ ଶୁଭେନ୍ଦୁ ସାମଲ ନିଲମ୍ୱିତ

ଭୁବନେଶ୍ୱର,୩।୫: ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ରବିବାର ଚୌଦ୍ୱାର ମ୍ୟୁନିସିପାଲିଟି ଉପାଧ୍ୟକ୍ଷ ଶୁଭେନ୍ଦୁ ସାମଲଙ୍କୁ ଦଳରୁ ନିଲମ୍ୱନ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଶୁଭେନ୍ଦୁଙ୍କୁ ନିଲମ୍ୱନ କରାଯାଇଛି ବୋଲି ବିଜେଡି ଉପସଭାପତି(ମୁଖ୍ୟାଳୟ) ପ୍ରତାପ ଜେନା ଦଳୀୟ ନିର୍ଦ୍ଦେଶନାମାରେ ଦର୍ଶାଇଛନ୍ତି।

ମାଟ୍ରିକ୍‌ ରେଜଲ୍ଟ ପ୍ରକାଶ, ତୁରନ୍ତ ଜାଣିବା ପାଇଁ ଏମିତି କରନ୍ତୁ ଚେକ୍‌…

କଟକ,୨ା୫: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଚଳିତବର୍ଷର ମାଟ୍ରିକ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ଶନିବାର ଅପରାହ୍ନରେ ପ୍ରକାଶ ପାଇଛି। ବୋର୍ଡ କାର୍ଯ୍ୟାଳୟରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଉପସ୍ଥିତ ରହି ବିଧିବଦ୍ଧ ଭାବେ ରେଜଲ୍ଟ ପୁସ୍ତକ…

ନୃଶଂସ କାଣ୍ଡ: ପୁଅର ଶିଳପୁଆ ମାଡରେ ବାପର ମୃତ୍ୟୁ

ଆଠଗଡ,୨।୫(ସତ୍ୟ ପ୍ରସାଦ ରଥ): ଆଠଗଡ ଥାନା ଅନ୍ତର୍ଗତ ଜାଗିଆପଡା ଗ୍ରାମ ତଅଁଳା ସାହିରେ ଶନିବାର ସକାଳୁ ଘଟିଯାଇଛି ଅଘଟଣ।ନିଶାଶକ୍ତ ପୁଅ ବିଭୂତି ନାଏକ(୪୦)ର ଶିଳପୁଆ ମାଡରେ ବାପା ବିକଳ ନାଏକଙ୍କ ମୃତ୍ୟୁ ଘଟିଛି। ଘଟଣା ଘଟିବା ପରେ ଗ୍ରାମବାସୀ ବିଭୂତିକୁ କାବୁ…

ଯୁବତୀ-ଯୁବକଙ୍କ ଭିତରେ ପଶିଲା ପୋଲିସ, ୩କର୍ମୀଙ୍କୁ ପିଟିପିଟି…

କଟକ,୩୦।୪(ପ୍ରଭୁକଲ୍ୟାଣ ପାଲ୍): କଟକ ଓଏମପି ସ୍ଥିତ ଷଷ୍ଠ ବାଟାଲିୟନ ପରିସରରେ ପୋଲିସ କର୍ମଚାରୀଙ୍କୁ ଅସାମାଜିକ ଯୁବକଙ୍କ ଦ୍ୱାରା ଧାରୁଆ ଅସ୍ତ୍ରରେ ସଂଘବଦ୍ଧ ଆକ୍ରମଣ କରାଯାଇଛି । ଏହି ଆକ୍ରମଣରେ ତିନିଜଣ ପୋଲିସ କର୍ମଚାରୀ ଆହତ ହୋଇଥିବା ବେଳେ ତାଙ୍କୁ ଚିକିତ୍ସା ପାଇଁ…

ଓଡ଼ିଆ ଓ ଇଂରାଜୀରେ ମିଳିବ ମାଟ୍ରିକ ସାର୍ଟିଫିକେଟ୍‌, ଏହି ଦିନ ବାହାରିବ ରେଜଲ୍ଟ

କଟକ,୨୯ା୪(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଚଳିତ ବର୍ଷର ମାଟ୍ରିକ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ପ୍ରକାଶ ପାଇଁ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି। ତେବେ ଗଣଶିକ୍ଷା ବିଭାଗର ମନ୍ତ୍ରୀ ଓ ସଚିବଙ୍କ ଅନୁମତିକୁ ଅପେକ୍ଷା କରାଯାଇଛି।…

ମୋକିମଙ୍କ ଘରେ ଦିଲୀପ, ବଢ଼ିଲା ରାଜନୈତିକ ଚର୍ଚ୍ଚା

କଟକ,୨୭।୪: ରାଜ୍ୟ ସଭା ଏମ୍‌ପି ଦିଲ୍ଲୀପ ରାୟ ସୋମବାର କଟକ ଗସ୍ତରେ ଆସି ବରିଷ୍ଠ ନେତା ମହମ୍ମଦ ମୋକିମ୍‌ଙ୍କୁ ଭେଟିଛନ୍ତି। ଏପରିକି ମୋକିମଙ୍କ ବାସଭବନରେ ଦିଲୀପ ବିଧାୟିକା ସୋଫିଆ ଫିର୍ଦ୍ଦୋସଙ୍କୁ ମଧ୍ୟ ଭେଟି ବିଭିନ୍ନ ବିଷୟରେ ଆଲୋଚନା କରିଥିବା ସୂଚନା ମିଳିଛି।…

କଟକରେ ବାଇକ୍‌କୁ ଧକ୍କା ଦେଲା ଆମ ବସ୍, ୨ ଗୁରୁତର ଏସ୍‌ସିବି ମେଡିକାଲ୍‌ରେ ଭର୍ତ୍ତି

କଟକ,୨୫ା୪(ପ୍ରଭୁକଲ୍ୟାଣ ପାଲ୍): କଟକରେ ଆମ ବସ୍ ଦୁର୍ଘଟଣା । କ୍ୟାଣ୍ଟନମେଣ୍ଟ ରୋଡ୍‌ରେ ବାଇକ୍‌କୁ ଧକ୍କା ଦେଲା ଆମ ବସ୍ । ବସ୍ ଧକ୍କାରେ ସ୍ୱାମୀ ଓ ସ୍ତ୍ରୀ ଗୁରୁତର ହୋଇଥିବା ନେଇ ସୂଚନା ରହିଛି । ସୂଚନା ଅନୁସାରେ, କ୍ୟାଣ୍ଟନମେଣ୍ଟ ରୋଡରେ…

ବାଇକ୍‌ଚାଳକଙ୍କୁ ଧକ୍କା ଦେଇ ଫେରାର ହୋଇଯାଇଥିଲେ ହାଇଓ୍ବା ଚାଳକ, ପରେ ସାଧାରଣ ଦର୍ଶକ ଭାବେ ଆସି…

ବାରଙ୍ଗ,୨୪ା୪(ଲିଙ୍ଗରାଜ ରାଉତ): କଟକ ଜିଲା ଗୋଡ଼ିସାହି ଫାଣ୍ଡି ଅନ୍ତର୍ଗତ ରତାଗଡ଼ ରେଳ ପୋଲ ନିକଟରେ ବେଆଇନ ମୋରମ ବୋଝେଇ ହାଇଓ୍ବା ଧକ୍କାରେ ଜଣେ ବାଇକ୍‌ଚାଳକଙ୍କ ଜୀବନ ଯାଇଛି। ପୋଲିସ ଯୁବକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଦୁର୍ଘଟଣାଗ୍ରସ୍ତ ଗାଡ଼ି…

ବଜ୍ରପାତରେ ପରମହଂସନାଥ ମନ୍ଦିର ଦଧିନଉତିରୁ ଖସିପଡ଼ିଲା ପଥର

କଟକ ସଦର,୨୦ା୪(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ଅନ୍ତର୍ଗତ ପରମହଂସନାଥ ମନ୍ଦିରରେ ଏକ ଅଘଟଣ ଘଟିଯାଇଛି। ରବିବାର ରାତିରେ ମନ୍ଦିର ଚୂଡ଼ାରେ ବଜ୍ରପାତ ହୋଇଥିଲା। ଯାହାଫଳରେ ଦଧିନଉତିରୁ ଗୋଟିଏ ପଥର ତଳେ ପଡ଼ିଯାଇ ଭାଙ୍ଗିଯାଇଥିଲା। ସୋମବାର ସକାଳେ ସେବାୟତମାନେ ମନ୍ଦିରକୁ…

ଏସ୍‌ସିବି ରୋଗୀଙ୍କ ଖାଦ୍ୟରୁ ବାହାରିଲା ବେଙ୍ଗ: ଭିଡିଓ ଭାଇରାଲ ପରେ ଚର୍ଚ୍ଚା ବଢ଼ିଲା

କଟକ,୧୮।୪(ଶିଳ୍ପା ପ୍ରିୟଦର୍ଶିନୀ):ଡାକ୍ତରଖାନାରେ ରୋଗୀଙ୍କୁ ଦିଆଯାଉଥିବା ଖାଦ୍ୟରୁ ବେଙ୍ଗ ବାହାରିବା ଘଟଣା ଏବେ ସାମ୍ନାକୁ ଆସିଛି। ତେବେ ଏହି ଖାଦ୍ୟ ଏସ୍‌ସିବି ମେଡିକାଲ ପରିସରରେ ଥିବା ଏକ କ୍ୟାଣ୍ଟିନର ବୋଲି କୁହାଯାଉଛି। ମେଡିକାଲରେ ଜଣେ ରୋଗୀଙ୍କ ଖାଦ୍ୟରେ ଥିବା ଆଚାରରୁ ବେଙ୍ଗ ବାହାରିଥିବାବେଳେ…

ନର୍ଲା ବିଧାୟିକାଙ୍କ ସ୍ୱାମୀଙ୍କୁ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି

କଟକ,୧୬।୪: ନର୍ଲା ବିଧାୟିକାଙ୍କ ସ୍ୱାମୀ ଦୁର୍ଗା ପ୍ରସାଦ ମହାନ୍ତିଙ୍କୁ ମିଳିଛି ବଡ଼ ଆଶ୍ୱସ୍ତି। ହାଇକୋର୍ଟ ଦୁର୍ଗା ପ୍ରସାଦଙ୍କୁ ୬ ସପ୍ତାହ ପାଇଁ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି। ନର୍ଲା ତହସିଲଦାରଙ୍କୁ ହତ୍ୟା ଧମକ ଦେଇ ବିବାଦରେ ପଡିଥିଲେ ଦୁର୍ଗା ପ୍ରସାଦ।

ସୋସିଆଲ ମିଡିଆ ପ୍ରେମ; କଟକରୁ କଲେଜ ଛାତ୍ରୀଙ୍କୁ ନେଇ ପୁରୀରେ ବଳାତ୍କାର, ମାଷ୍ଟରମାଇଣ୍ଡକୁ ବାନ୍ଧିଲା ପୋଲିସ

କଟକ,୧୬।୪(ପ୍ରଭୁକଲ୍ୟାଣ ପାଲ୍): କଟକରୁ କଲେଜ ଛାତ୍ରୀଙ୍କୁ ଅପହରଣ ପରେ ପୁରୀରେ ନେଇ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ଆସିଛି । ସୋସିଆଲ ମିଡିଆରେ ପ୍ରେମ ପରେ ପୁରୀକୁ ନେଇ ବଳାତ୍କାର କରାଯାଇଥିଲା । କଟକର ନାବାଳିକା କଲେଜ ଛାତ୍ରୀଙ୍କୁ ବଳାତ୍କାର ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?