ଲୋକାର୍ପଣ ହୋଇପାରୁନି ପାନୀୟ ଜଳ ପ୍ରକଳ୍ପ
ନିଶ୍ଚିନ୍ତକୋଇଲି,୨୦।୩ (ସ୍ବ.ପ୍ର.): ନିଶ୍ଚିନ୍ତକୋଇଲି ବ୍ଲକରେ ପ୍ରତି ପରିବାରକୁ ଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ପାଇଁ ବିଭିନ୍ନ ସ୍ଥାନରେ ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ହେଉଛି। କିନ୍ତୁ ଦୁଃଖର ବିଷୟ ବିଭାଗୀୟ ଯନ୍ତ୍ରୀଙ୍କ ଅପାରଗତା ଓ ଉଦାସୀନ ତଥା ଲାଞ୍ଚଖୋର ମନୋଭାବ…
ପଖାଳକୁ ଜିଆଇ ଟ୍ୟାଗ୍ ମାନ୍ୟତା ମିଳୁ
କଟକ ଅଫିସ,୨୦ା୩: ଓଡ଼ିଶାର ପାରମ୍ପରିକ ଖାଦ୍ୟ କହିଲେ ପଖାଳକୁ ବୁଝାଏ। ଯାହା ପ୍ରତ୍ୟେକ ଓଡ଼ିଆଙ୍କ ପ୍ରିୟ ଖାଦ୍ୟ। ସୋମବାର ବିଶ୍ୱରେ ଥିବା ଓଡ଼ିଆମାନେ ପଖାଳ ଦିବସ ପାଳନ କରିବେ। କିନ୍ତୁ ଦୁର୍ଭାଗ୍ୟର ବିଷୟ ବର୍ତ୍ତମାନ ସୁଦ୍ଧା ପଖାଳକୁ ଜିଆଇ ଟ୍ୟାଗ୍ ମିଳିପାରିନାହିଁ।…
ଷ୍ଟେଟ୍ ଡେଣ୍ଟାଲ କାଉନ୍ସିଲ୍ ପୁନଃଗଠିତ: ଏସ୍ସିବିର ଡା. ଆଶିଷ ବାରିକ ନୂତନ ସଭାପତି
କଟକ ଅଫିସ,୨୦ା୩: ବହୁ ବର୍ଷ ପରେ ଷ୍ଟେଟ୍ ଡେଣ୍ଟାଲ କାଉନ୍ସିଲ୍ ପୁନଃଗଠିତ ହୋଇଛି। ରାଜ୍ୟ ସରକାରଙ୍କ ସହାୟତାରେ ଅତିରିକ୍ତ ଡିଏମ୍ଇଟି ପ୍ରଫେସର ଡା. ଉମାକାନ୍ତ ଶତପଥୀ ଓ ଭାରପ୍ରାପ୍ତ ରେଜିଷ୍ଟ୍ରାର ଡା. ସୁବାସ ଚନ୍ଦ୍ର ରାଜ ନୂତନ ସଦସ୍ୟ ଓ କର୍ମକର୍ତ୍ତା…
ପଦ୍ମଶ୍ରୀ ଶ୍ରୀନିବାସ ଉଦ୍ଗାତା ପାଇଲେ ସାହିତ୍ୟ ଭାରତୀ ସମ୍ମାନ
କଟକ ଅଫିସ,୨୦ା୩:ସାହିତ୍ୟ ସବୁବେଳେ ବେଦନାର ଭାଷାକୁ ରୂପାୟିତ କରିଥାଏ। ମଣିଷ ଯେତେବେଳେ ସଭ୍ୟ ହେଲା ସେତେବେଳେ ସାହିତ୍ୟକୁ ଚିହ୍ନିଲା। ସାହିତ୍ୟ ଏକ ଆଧ୍ୟାତ୍ମିକ ଶକ୍ତି। ଏହା ମାନବତାକୁ ଉତ୍ତରଣକୁ ନେଇଯାଏ। ମଣିଷର ବ୍ୟଥା ଓ ବେଦନାରୁ ସାହିତ୍ୟ ସୃଷ୍ଟି ହୋଇଥାଏ ବୋଲି…
ମାଟ୍ରିକ ପ୍ରଶ୍ନପତ୍ରରେ ତ୍ରୁଟିକୁ ସ୍ବୀକାର କଲେ ବୋର୍ଡ କର୍ତ୍ତୃପକ୍ଷ
କଟକ ଅଫିସ,୧୮ା୩: ମାଟ୍ରିକ ପରୀକ୍ଷାରେ ଶନିବାର ଇତିହାସ ଓ ଭୂଗୋଳ ପ୍ରଶ୍ନପତ୍ରରେ ତ୍ରୁଟି ଥିବା ଜଣାପଡ଼ିଥିଲା। ସେଟ୍ ‘ବି’ ଭିତରେ ‘ଏ’ ସେଟ୍ର ପ୍ରଶ୍ନ ପଡ଼ିଥିଲା। ଆଜି ବରଗଡ଼, ଢେଙ୍କାନାଳରୁ ଏପରି ଖବର ଆସିଥିଲା। ତେବେ ଏହି ଭୁଲ୍କୁ ସ୍ବୀକାର କରିଛନ୍ତି…
୮ ସପ୍ତାହରେ ୧୦ ଲକ୍ଷ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ
କଟକ ଅଫିସ,୧୮ା୩: ରାୟଗଡ଼ାର ଜଣେ ଆଦିବାସୀ ଯୁବକଙ୍କ ହାଜତ ମୃତ୍ୟୁ ମାମଲାର ବିଚାର କରି ହାଇକୋର୍ଟ ଆବେଦନକାରୀ ତଥା ମୃତକଙ୍କ ସ୍ତ୍ରୀଙ୍କୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାୟ ପ୍ରଦାନ କରିଛନ୍ତି। ସିଆରପିଏଫ୍ ଏବଂ ଓଡ଼ିଶା ପୋଲିସ ୫ ଲକ୍ଷ…
୨୦୧୮ ଜୁନ୍ରୁ ମହଙ୍ଗା ଭତ୍ତା ସହ ମିଳିବ ବର୍ଦ୍ଧିତ ପ୍ରାପ୍ୟ
କଟକ ଅଫିସ,୧୮ା୩: ଓଡ଼ିଶା ପୋଲିସରେ କାର୍ଯ୍ୟରତ ହୋମ୍ଗାର୍ଡମାନଙ୍କୁ ସ୍ଥାୟୀ କନଷ୍ଟେବଲଙ୍କ ପରି ଦରମା ଓ ମହଙ୍ଗା ଭତ୍ତା ମିଳିବ। ସ୍ଥାୟୀ କନଷ୍ଟେବଲଙ୍କ ଦରମା ବଢ଼ିବା ଅନୁସାରେ ହୋମଗାର୍ଡଙ୍କ ଦରମା ବି ବଢ଼ିବ। ଏଥିସହ ରାଜ୍ୟ ସରକାର ଏହାକୁ ପିଛିଲା ଭାବେ ୨୦୧୮…
ଜୁନ୍ ୨୫ ସୁଦ୍ଧା ରତ୍ନଭଣ୍ଡାର ସ୍ଥିତି ସତ୍ୟପାଠ ଦାଖଲ ହେବ
କଟକ ଅଫିସ,୧୭ା୩: ହାଇକୋର୍ଟରେ ଗୁରୁବାର ପୁରୀ ଶ୍ରୀମନ୍ଦିର ସଂସ୍କାର ସମ୍ପର୍କିତ ମାମଲାର ଶୁଣାଣି ହୋଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଶ୍ରୀମନ୍ଦିରର ଜଗମୋହନ ଓ ନାଟମଣ୍ଡପ କାର୍ଯ୍ୟ ଚାଲିଥିବା ତଥ୍ୟ ଉପସ୍ଥାପନ କରାଯାଇଛି। ଏଏସ୍ଆଇ ପକ୍ଷରୁ ଗତ ୧୪ରୁ ଆରମ୍ଭ ହୋଇଥିବା ମନ୍ଦିର…
ବିଜ୍ଞାନ ପରୀକ୍ଷାରେ ୧୭,୬୬୧ ଛାତ୍ରୀଛାତ୍ର ଅନୁପସ୍ଥିତ
କଟକ ଅଫିସ,୧୭ା୩:ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ସମ୍ମେଟିଭ-୨ ପରୀକ୍ଷାର ଗୁରୁବାର ଛାତ୍ରୀଛାତ୍ର ବିଜ୍ଞାନ ପରୀକ୍ଷା ଦେଇଛନ୍ତି। ତେବେ ଏହି ପରୀକ୍ଷାରେ ରାଜ୍ୟରେ ୧୭,୬୬୧ ଛାତ୍ରୀଛାତ୍ର ଅନୁପସ୍ଥିତ ଥିବା ଜଣାପଡିଛି। ସେଥିମଧ୍ୟରେ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ…
ଉଦ୍ଘାଟନର ୮ଦିନରେ ଭାଙ୍ଗିପଡ଼ିଲା ଡ୍ରେନ
ଚୌଦ୍ୱାର/ମଙ୍ଗୁଳି-ଜଗତ୍ପୁର (ଡି.ଏନ୍.ଏ.)୧୭।୩: ଚୌଦ୍ୱାର ପୌରପାଳିକା ଅଧୀନ ୧୯ନମ୍ବର ୱାର୍ଡ ହାଉସିଂ ବୋର୍ଡ କଲୋନୀରେ ଗତ ୮ଦିନ ତଳେ ଉଦ୍ଘାଟିତ ହୋଇଥିବା ଏକ ଡ୍ରେନ୍ ଏବଂ ଏଥିରେ ପକାଯାଇଥିବା ସ୍ଲାବ ଭାଙ୍ଗି ଯାଇଛି। ଫଳରେ ଗୁରୁବାର ସକାଳେ ସେହି ଡ୍ରେନ୍ ଦେଇ ଯାଉଥିବା…
୭୦% ସିଟ୍ ଓଡ଼ିଆ ଛାତ୍ରୀଛାତ୍ରଙ୍କ ପାଇଁ ସଂରକ୍ଷଣ
କଟକ ଅଫିସ, ୧୬ା୩: କଟକସ୍ଥିତ ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟ(ଏମ୍ଏଲ୍ୟୁ)ରେ ଅଧ୍ୟୟନ ନିମନ୍ତେ ଓଡ଼ିଶାର ଛାତ୍ରୀଛାତ୍ରଙ୍କ ପାଇଁ ୭୦% ସିଟ୍ ସଂରକ୍ଷଣ ବ୍ୟବସ୍ଥା କରାଯିବ। ଏହି ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ୨୪ଟି ମହାବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ଅଗ୍ରାଧିକାର ଭିତ୍ତିରେ ଏହି ସୁବିଧା ମିଳିବ। ବାହାର…
ମାଟ୍ରିକ ସମ୍ମେଟିଭ-୨ ପରୀକ୍ଷା: ବଦଳିଲା ପ୍ରଶ୍ନପତ୍ର ପହଞ୍ଚିବା ସମୟ
କଟକ ଅଫିସ, ୧୫ା୩: ମାଟ୍ରିକ ସମ୍ମେଟିଭ-୨ ପରୀକ୍ଷା ପାଇଁ ନୋଡାଲ ସେଣ୍ଟରରୁ ପରୀକ୍ଷା କେନ୍ଦ୍ରକୁ ପ୍ରଶ୍ନପତ୍ର ପହଞ୍ଚିବା ସମୟ ପରିବର୍ତ୍ତନ ହୋଇଛି। ବାକିଥିବା ୩ଟି ପରୀକ୍ଷା ପାଇଁ ଏହା ଲାଗୁ କରାଯିବ। ନୋଡାଲ ସେଣ୍ଟରରୁ ସକାଳ ସାଢେ ୬ଟା ପରେ ପ୍ରଶ୍ନପତ୍ର…
Archives


