ପ୍ରକାଶ ପାଇଲା ଓଜେଏସ୍ ପ୍ରିଲିମିନାରି ଲିଖିତ ପରୀକ୍ଷାଫଳ
କଟକ,୨୮।୬(ସୁପ୍ରିୟା ପ୍ରିୟଦର୍ଶିନୀ): ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍ସି) ପକ୍ଷରୁ ଓଡ଼ିଶା ନ୍ୟାୟିକ ସେବା(ଓଜେଏସ୍)୨୦୨୨ ପ୍ରିଲିମିନାରି ଲିଖିତ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ୯୯୪ ଜଣ ପ୍ରାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୫୬୨ ଜଣ ମହିଳା ଅଛନ୍ତି। ଏହି ପରୀକ୍ଷା…
ଜୁଲାଇ ୩ରୁ ମାଟ୍ରିକ ସପ୍ଲିମେଣ୍ଟାରି ପରୀକ୍ଷା
କଟକ,୨୮।୬(ସୁପ୍ରିୟା ପ୍ରିୟଦର୍ଶିନୀ): ଆସନ୍ତା ଜୁଲାଇ ୩ରୁ ୮ ତାରିଖ ପର୍ଯ୍ୟନ୍ତ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଅନୁଷ୍ଠିତ ହେବ। ମୋଟ ୮୦ଟି କେନ୍ଦ୍ରରେ ଛାତ୍ରୀଛାତ୍ରମାନେ ପରୀକ୍ଷା ଦେବେ। ଏ ନେଇ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଚଳିତବର୍ଷ…
ମୌଳିକ ସୁବିଧାରୁ ବଞ୍ଚିତ ନଗଡ଼ା ତୁମୁଣି ଆଦିବାସୀ
କଟକ,୨୮।୬ (କାର୍ତ୍ତିକ ସାହୁ): ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ ନଗଡ଼ା ନିକଟ ତୁମୁଣି ଅଞ୍ଚଳର ଆଦିବାସୀଙ୍କୁ ସ୍ବାସ୍ଥ୍ୟସେବା, ଶିକ୍ଷା ଓ ଜଳଯୋଗାଣ ଆଦି ମୌଳିକ ସୁବିଧା ନ ମିଳିବା ନେଇ ହାଇକୋର୍ଟରେ ପୁଣି ଏକ ଜନସ୍ବାର୍ଥ ମାମଲା ରୁଜୁ ହୋଇଛି।…
ସୌରୀନ ଭଟ୍ଟଙ୍କୁ ସମର୍ପଣ ପାଇଁ ଆହ୍ବାନ
କଟକ ଅଫିସ,୨୬।୬: ଓଲିଉଡ କଣ୍ଠଶିଳ୍ପୀ ସୌରୀନ ଭଟ୍ଟଙ୍କୁ ଗିରଫ କରିବାକୁ ପୋଲିସ୍ ଟିମ୍ କୋଲକାତା ଯାଇଥିଲା। ମାତ୍ର ସେଠାରୁ ପୋଲିସକୁ ଖାଲି ହାତରେ ଫେରିବାକୁ ପଡ଼ିଥିଲା। କଟକର ଜଣେ ଯୁବତୀଙ୍କୁ ପ୍ରେମ ପ୍ରତାରଣା ଓ ଠକେଇ ଅଭିଯୋଗ ଆସିବା ପରେ ସୌରୀନଙ୍କୁ…
କାମ ନ ସରି ରାସ୍ତା ଫାଟିଲା
ନିଶ୍ଚିନ୍ତକୋଇଲି,୨୬। ୬(ଅଶୋକ କୁମାର ମହାପାତ୍ର): ନିଶ୍ଚିନ୍ତକୋଇଲି ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ଖନ୍ଦଳ ଠାରୁ ଝାଡ଼େଶ୍ୱପୁର ଭାୟା ଉମର ରାସ୍ତା କାମ ଚାଲିଛି। ଏହି କାମ ନିମ୍ନମାନର ହୋଇଥିବା ଅଭିଯୋଗ ହୋଇଛି। ଗ୍ରାମ୍ୟ ଉନ୍ନୟନ ବିଭାଗ…
ପରୀକ୍ଷାର୍ଥୀଙ୍କ ସମସ୍ୟା ସମାଧାନ ପାଇଁ ଚେଷ୍ଟା କରାଯାଉଛି: ବୋର୍ଡ
କଟକ,୨୬ା୬(ସୁପ୍ରିୟା ପ୍ରିୟଦର୍ଶିନୀ): ଆସନ୍ତା ଜୁଲାଇ ୧ରେ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି) ଅନୁଷ୍ଠିତ ହେବ। ଉକ୍ତ ଦିନ ପରୀକ୍ଷାର୍ଥୀମାନେ ଦୁଇଟି ପେପର ପରୀକ୍ଷା ଦେଇପାରିବେ। କେତେଜଣ ପରୀକ୍ଷାର୍ଥୀ ପେପର-୧ ଗୋଟିଏ ସ୍ଥାନରେ ଏବଂ ପେପର-୨ ଆଉ…
ଦିନକରେ ୨ ସ୍ଥାନରେ କେନ୍ଦ୍ରକୁ ନେଇ ଅସନ୍ତୋଷ
କଟକ,୨୫।୬( ସୁପ୍ରିୟା ପ୍ରିୟଦର୍ଶିନୀ)ଆସନ୍ତା ଜୁଲାଇ ୧ରେ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି) ଅନୁଷ୍ଠିତ ହେବ। ଉକ୍ତ ଦିନ ପରୀକ୍ଷାର୍ଥୀମାନେ ଦୁଇଟି ପେପର ପରୀକ୍ଷା ଦେଇପାରିବେ। କିଛି ପରୀକ୍ଷାର୍ଥୀ ପେପର-୧ ଗୋଟିଏ ସ୍ଥାନରେ ଏବଂ ପେପର-୨ ଆଉ…
ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଡିଏଫଓଙ୍କୁ ମିଳିଲା ସାମାନ୍ୟ ଆଶ୍ୱସ୍ତି
କଟକ,୨୪।୬: ବହୁ ଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଡିଏଫଓ ସଂଗ୍ରାମ କେଶରୀ ବେହେରାଙ୍କୁ ହାଇକୋର୍ଟରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ପାରଳାଖେମୁଣ୍ଡି ଏସ୍ଡିଜେଏମ୍ କୋର୍ଟରେ ଚାଲିଥିବା ଏସିଏଫ ସୌମ୍ୟରଞ୍ଜନ ହତ୍ୟା ମାମଲାର ଶୁଣାଣି ଉପରେ ହାଇକୋର୍ଟ ସାମୟିକ ସ୍ଥଗିତାଦେଶ ଜାରି…
ଅନାଥ ଶିଶୁକନ୍ୟା ଲିଲିଆନାଙ୍କ ନୂଆ ଠିକଣା ଆମେରିକା
କଟକ,୨୪ା୬ (କାର୍ତ୍ତିକ ସାହୁ): ଅନାଥ ଶିଶୁକନ୍ୟା ଲିଲିଆନାଙ୍କୁ ମିଳିଗଲେ ମାଆବାପା। କଟକର ବସୁନ୍ଧରାରୁ ଯାଇ ଆମେରିକାର ଆଲାବାମା ରାଜ୍ୟସ୍ଥିତ ଓକ୍ଲାହୋମା ସହରରେ ନିଜର ନୂଆ ଠିକଣା ସେ ପାଇବ। ସେ ନିଜ ପରିଚୟ ସହ ପରିବାର, ଆବାସ, ମାତାପିତାଙ୍କ ଗହଣରେ ନୂଆ…
ଫୁଲ, ଫଳ ଚାଷ କରି ପାଲଟିଛନ୍ତି ପ୍ରେରଣା
ନିଶ୍ଚିନ୍ତକୋଇଲି, ୨୩।୬(ଅଶୋକ କୁମାର ମହାପାତ୍ର) : ସାମ୍ପ୍ରତିକ ସମାଜରେ ଉଚ୍ଚ ଶିକ୍ଷତ ଯୁବତୀ, ଯୁବକମାନେ ଚାକିରି ପଛରେ ଗୋଡ଼ାଉଛନ୍ତି। ଶେଷରେ ନ ପାଇ ବେକାର ହୋଇଯାଉଛନ୍ତି। ଏପରିସ୍ଥଳେ ନିଶ୍ଚିନ୍ତକୋଇଲି ବ୍ଲକ ନତକାଇ ପଞ୍ଚାୟତ ଅନ୍ତର୍ଗତ ଏକରୁଖି ଗ୍ରାମର ଜଣେ ଉଚ୍ଚ ଶିକ୍ଷିତ…
ବର୍ଷାରେ ସହରତଳି ଅଞ୍ଚଳ ଜଳମଗ୍ନ
କଟକ,୨୩ା୬(ସୁପ୍ରିୟା ପ୍ରିୟଦର୍ଶିନୀ): ମୌସୁମୀ ପ୍ରଭାବରେ ଲଗାଣ ବର୍ଷା ଯୋଗୁ କଟକ ସହରର ଅଧିକାଂଶ ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି। ବିଶେଷକରି ନୂଆ ରାଉସାପାଟଣା, ମକରବାଗ ସାହି, ସୂତାହାଟ, ଖ୍ରୀଷ୍ଟିଆନ୍ ଲେନ୍ ଆଦି ଅଞ୍ଚଳ ରାସ୍ତାରେ ବର୍ଷାପାଣି ଜମିଥିବା ଦେଖିବାକୁ ମିଳିଥିଲା। ପ୍ରତିବର୍ଷ…
ଦୁର୍ଘଟଣା ଆଶଙ୍କା ବଢ଼ାଉଛି ରାସ୍ତାରେ ଗର୍ତ୍ତ
କଟକ,୨୩ା୬(ସୁପ୍ରିୟା ପ୍ରିୟଦର୍ଶିନୀ): ଓଡ଼ିଶାରେ ମୌସୁମୀ ପ୍ରବେଶ କଲାଣି। ଗୁରୁବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। କଟକରେ ମଧ୍ୟ ବର୍ଷା ହୋଇଛି। ବର୍ଷା ଦିନରେ ସହରରେ ଜଳବନ୍ଦୀ ସମସ୍ୟା ବହୁ ପୁରୁଣା ହୋଇଥିବା ବେଳେ ଏବେ ରାସ୍ତାରେ ଗର୍ତ୍ତ ସୃଷ୍ଟି ହେବା…

