ଗୁଣାଦେଳରେ ପୁଣି ଅଜଣା ଜନ୍ତୁ ଆତଙ୍କ
କଣ୍ଟାପଡା,୧୫।୩ (ଡି.ଏନ୍.ଏ.): ଗତ ୪ଦିନର ବ୍ୟବଧାନ ପରେ ଗୋବିନ୍ଦପୁର ଥାନା ଅନ୍ତର୍ଗତ ନାହାଳପୁର ପଞ୍ଚାୟତସ୍ଥିତ ଗୁଣାଦେଳ ଗ୍ରାମ ଠାକୁରା ପୋଖରୀ ସାହିରେ ପୁଣି ଅଜଣା ଜନ୍ତୁ ଆକ୍ରମଣରେ ୨ଜଣ ଚାଷୀଙ୍କର ୨୯ଟି ମେଣ୍ଢାଙ୍କ ମୃତ୍ୟୁ ହୋଇଛି। ଗତ ୯ତାରିଖ ରାତିରେ ଗ୍ରାମର…
ତୃତୀୟ ଭାଷାରେ ୧୭,୪୦୦ ଅନୁପସ୍ଥିତ
କଟକ ଅଫିସ, ୧୫ା୩: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ସମ୍ମେଟିଭ-୨ ପରୀକ୍ଷାର ମଙ୍ଗଳବାର ତୃତୀୟ ଦିନରେ ତୃତୀୟ ଭାଷା ବିଷୟରେ ଛାତ୍ରୀଛାତ୍ରମାନେ ପରୀକ୍ଷା ଦେଇଛନ୍ତି। ତେବେ ତୃତୀୟ ଭାଷା ବିଷୟରେ ରାଜ୍ୟରେ ମୋଟ ୫…
‘ମୋ ବାପା ମା’ଙ୍କୁ ଶାନ୍ତିରେ ନିଶ୍ୱାସ ମାରିବାକୁ ଦିଅ’
କଟକ ଅଫିସ,୧୪।୩: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ଅଭିନେତା ଅନୁଭବ ମହାନ୍ତିଙ୍କ ପାରିବାରିକ ବିବାଦ ଥମିବାର ନା ନେଉନି। ବର୍ଷା କିଛିଦିନ ପୂର୍ବରୁ ଅନୁଭବଙ୍କ ଘର ଛାଡ଼ିଥିଲେ ମଧ୍ୟ ସୋସିଆଲ ମିଡିଆରେ ବିବାଦର ଅନ୍ତ ହେଉନି। ନିକଟରେ ଅନୁଭବ ବର୍ଷାଙ୍କୁ ଟ୍ୟାଗ…
ମୃତାହତଙ୍କୁ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ
କଟକ ଅଫିସ,୧୪ା୩:ହାତୀ ଆକ୍ରମଣଜନିତ କ୍ଷତିଗ୍ରସ୍ତଙ୍କୁ ତୁରନ୍ତ କ୍ଷତି ପୂରଣ ଦେବା ପାଇଁ ହାଇକୋର୍ଟ ଜଙ୍ଗଲ ବିଭାଗକୁ ସୋମବାର ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ମୁଖ୍ୟ ବନ ସଂରକ୍ଷକ ମନୋଜ ନାୟାର ହାତୀ ମଣିଷକୁ ମାରିଲେ ମୃତକଙ୍କ ପରିବାରକୁ କ୍ଷତିପୂରଣ ପ୍ରଦାନ ରାଶି ବାବଦରେ…
୧୭୭୦୩ ପରୀକ୍ଷାର୍ଥୀ ଅନୁପସ୍ଥିତ
କଟକ ଅଫିସ,୧୪ା୩: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ୍ ସମେଟିଭ-୨ ପରୀକ୍ଷା ଦେବା ପାଇଁ ଛାତ୍ରୀଛାତ୍ର ଫର୍ମପୂରଣ କରିବା ସହ ଆଡମିଟ୍ କାର୍ଡ ପାଇଛନ୍ତି। ମାତ୍ର ହଜାର ହଜାର ସଂଖ୍ୟକ ପରୀକ୍ଷାର୍ଥୀ ପରୀକ୍ଷା ଦେବାକୁ ଆସିନାହାନ୍ତି। ରାଜ୍ୟର ୧୯…
ପରିତ୍ୟକ୍ତ କୂଅରୁ ଆଇନଜୀବୀଙ୍କ ମୃତଦେହ ମିଳିଲା
କଟକ ଅଫିସ,୧୪ା୩:କଟକ ବିଡ଼ାନାସୀ ଥାନା ଅନ୍ତର୍ଗତ ବିଡ଼ାନାସୀ ନୂଆସାହିର ଏକ ପରିତ୍ୟକ୍ତ କୂଅରୁ ସୋମବାର ଜଣେ ଆଇନଜୀବୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ ପୁରୀଘାଟ ଥାନା ଅଧୀନ ତେଲେଙ୍ଗାବଜାର ଅଞ୍ଚଳର ଶଶୀଭୂଷଣ ଚୌଧୁରୀଙ୍କ ପୁଅ ଆର୍ଯ୍ୟଭୂଷଣ ଚୌଧୁରୀ (୪୮)।…
ଶାରଦା ଚିଟ୍ଫଣ୍ଡ ଠକେଇ ମାମଲା: ନିର୍ଦ୍ଦେଶିକାଙ୍କ ଜାମିନ ଆବେଦନ ଖାରଜ
କଟକ ୧୩।୩: ଶାରଦା ଚିଟ୍ଫଣ୍ଡ ଠକେଇ ମାମଲାରେ ନିର୍ଦ୍ଦେଶିକା ଦେବଯାନୀ ମୁଖାର୍ଜୀଙ୍କ ଜାମିନ ଆବେଦନ ସୋମବାର ଖାରଜ ହୋଇଯାଇଛି। ଓଡ଼ିଶା ହାଇକୋର୍ଟ ଦେବଯାନୀଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି । ଶାରଦା ଚିଟ୍ଫଣ୍ଡ ସଂସ୍ଥା ନାଁରେ କୋଟି କୋଟି ଟଙ୍କା ଠକେଇ…
ଲୁଟେରାଙ୍କୁ ନିସ୍ତୁକ ମାଡ଼, ପୋଲିସ ଜିମା ଦେଲେ ଲୋକେ
ନିଶ୍ଚିନ୍ତକୋଇଲି,୧୩।୩(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଞ୍ଚଳରେ ସୋମବାର ଜଣେ ଲୁଟେରାଙ୍କୁ ଲୋକମାନେ କାବୁ କରି ନିର୍ଦ୍ଧୁମ ଛେଚି ପୋଲିସ ଜିମା ଦେଇଛନ୍ତି। ମିଳିଥିବା ସୂଚନା ମୁତାବକ, ୨ ଜଣ ଲୁଟେରା ସୁଚା ଚେନ ଛିଣ୍ଡାଇ ଫେରାର ହୋଇଯିବାକୁ ଉଦ୍ୟମ କରୁଥିଲେ।…
ବଢୁଛି ବେଆଇନ ମଦ କାରବାର
ଖୁଣ୍ଟୁଣୀ,୧୩ା୩(ଡି.ଏନ୍.ଏ.): ଖୁଣ୍ଟୁଣୀ ଥାନା ଅଞ୍ଚଳରେ ବେଆଇନ ଭାବେ ଦେଶୀମଦ କାରବାର ବୃଦ୍ଧି ପାଇବାରେ ଲାଗିଛି। ବଣିଆବନ୍ଧ ସଂରକ୍ଷିତ ଜଙ୍ଗଲ ସମେତ ଅନେକ ସ୍ଥାନରେ ଦେଶୀମଦ ପ୍ରସ୍ତୁତ କରାଯାଇ ବିକ୍ରି ପାଇଁ କଟକ, ଚୌଦ୍ୱାର, ଢେଙ୍କାନାଳ ଓ ବାରଙ୍ଗ ଅଞ୍ଚଳକୁ ପଠାଯାଉଛି। ଏହାଦ୍ୱାରା…
ପୁନଃ ନିର୍ମାଣ ଅପେକ୍ଷାରେ ଶୀତଳ ଭଣ୍ଡାର
କଟକ ସଦର,୧୩ା୩ (ଡି.ଏନ୍.ଏ.): କଟକ ସଦର ବ୍ଲକ ଅନ୍ତର୍ଗତ ୪୨ ମୌଜା ଅଞ୍ଚଳରେ ଥିବା ସମବାୟ ଶୀତଳ ଭଣ୍ଡାର ୧୯୯୯ ମହାବାତ୍ୟା ପରଠାରୁ ଅଚଳ ଅବସ୍ଥାରେ ରହିଛି। ଏହାକୁ ପୁନଃ ନିର୍ମାଣ କରିବା ପାଇଁ ରାଜ୍ୟ ସରକାରଙ୍କ ଉପରେ ଚାପ ପଡୁଛି।…
ସର୍ବସାଧାରଣଙ୍କ ପାଇଁ ଖୋଲିଲା ମ୍ୟୁଜିୟମ ଅଫ୍ ଜଷ୍ଟିସ୍
କଟକ ଅଫିସ,୧୧ା୩: କଟକ ବାରବାଟୀ ଦୁର୍ଗ ପରିସରସ୍ଥ ମ୍ୟୁଜିୟମ୍ ଅଫ୍ ଜଷ୍ଟିସ୍କୁ ସର୍ବସାଧାରଣଙ୍କ ଲାଗି ଶୁକ୍ରବାରଠାରୁ ଖୋଲାଯାଇଛି। ଏହି ନ୍ୟାୟିକ ସଂଗ୍ରହାଳୟ ସପ୍ତାହରେ ସୋମବାର ବ୍ୟତୀତ ଅନ୍ୟ ସବୁଦିନ ପୂର୍ବାହ୍ନ ୧୦ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଖୋଲାରହିବ। ସଂଗ୍ରହାଳୟ ମଧ୍ୟକୁ ପ୍ରବେଶ…
ମନ୍ଦିର ସମ୍ମୁଖରେ ନିର୍ମାଣକୁ ନେଇ ବିରୋଧ
ଆଠଗଡ଼,୧୦ା୩(ଡି.ଏନ୍.ଏ.): କଟକ ଜିଲା ଅନ୍ତର୍ଗତ ଆଠଗଡ଼ ସହରସ୍ଥିତ ରଘୁନାଥ ମନ୍ଦିର ସମ୍ମୁଖରେ ଦେବୋତ୍ତର ପକ୍ଷରୁ ଗୃହ ନିର୍ମାଣକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ ଆଠଗଡ଼ ସହରର ଶ୍ରଦ୍ଧାଳୁମାନେ ମନ୍ଦିର ସମ୍ମୁଖରେ ଶୁକ୍ରବାର ପୂର୍ବାହ୍ନରେ ୬୫ ନମ୍ବର ରାଜ୍ୟ ରାଜପଥ ଅବରୋଧ…
Archives


