ପାସ୍ ହେଲା ୬୦୫ କୋଟିର ବଜେଟ
କଟକ ଅଫିସ,୧୦ା୩: କଟକ ମହାନଗର ନିଗମ (ସିଏମ୍ସି)ର ଚିଠା ବଜେଟରୁ ପୂର୍ଣ୍ଣାଙ୍ଗ ବଜେଟ୍ ଆୟବ୍ୟୟ ବୃଦ୍ଧି ପାଇଛି। ପୂର୍ବରୁ ଚିଠା ବଜେଟ୍ରେ ସମ୍ଭାବ୍ୟ ଆୟ ୫୮୭ କୋଟି ଦର୍ଶାଯାଇଥିବାବେଳେ ଏହାକୁ ପରିବର୍ତ୍ତନ କରାଯାଇ ପୂର୍ଣ୍ଣାଙ୍ଗ ବଜେଟ୍ରେ ସମ୍ଭାବ୍ୟ ଆୟ ୬୦୫ କୋଟି…
ଆଜିଠୁ ମାଟ୍ରିକ ସମ୍ମେଟିଭ-୨ ପରୀକ୍ଷା
କଟକ ଅଫିସ,୧୦ା୩:ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ ଅଫ୍ ସେକେଣ୍ଡାରୀ ଏଜୁକେଶନ) ଦ୍ବାରା ପରିଚାଳିତ ମାଟ୍ରିକ ସମ୍ମେଟିଭ-୨ ପରୀକ୍ଷା ଶୁକ୍ରବାରଠାରୁ ଆରମ୍ଭ ହେବ। ଏହି ପରୀକ୍ଷା ମାର୍ଚ୍ଚ ୨୦ ତାରିଖରେ ସରିବ। ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ମଧ୍ୟ ଏହି ସମୟ…
ଶୁକ୍ରବାରଠୁ ଆରମ୍ଭ ମାଟ୍ରିକ ପରୀକ୍ଷା: ଘଣ୍ଟାଏ ପୂର୍ବରୁ ପହଞ୍ଚିବ ପ୍ରଶ୍ନପତ୍ର
କଟକ ଅଫିସ,୯।୩: ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଶୁକ୍ରବାରଠୁ ଆରମ୍ଭ ହେଉଛି। ଏହା ମାର୍ଚ୍ଚ ୧୦ ଅର୍ଥାତ୍ ଶୁକ୍ରବାରଠୁ ଆରମ୍ଭ ହୋଇ ମାର୍ଚ୍ଚ ୧୭ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ତେବେ ପରୀକ୍ଷାର ଘଣ୍ଟାଏ ପୂର୍ବରୁ ପ୍ରଶ୍ନପତ୍ର କେନ୍ଦ୍ରରେ ପହଞ୍ଚିବ। ପ୍ରଶ୍ନପତ୍ର…
ହୋଲି ଖେଳି ସାରି ନଦୀକୁ ଗାଧୋଇବାକୁ ଯାଇ ୨ ଯୁବକ ନିଖୋଜ
କଟକ ଅଫିସ,୮ା୩: ହୋଲି ଖେଳି ସାରି ସାଙ୍ଗମାନଙ୍କ ସହ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ୨ ଯୁବକ ନିଖୋଜ ହୋଇଯାଇଛନ୍ତି। କଟକ ଜିଲା ସାଲେପୁର ବୁହାଳ ଗାଁ ନାଗାମଠ ନିକଟ ଚିତ୍ରୋତ୍ପଳା ନଦୀରେ ଭାସିଯାଇ ଏହି ଦୁଇ ଯୁବକ ନିଖୋଜ ହୋଇଯାଇଛନ୍ତି।…
୯୮ ପ୍ରାର୍ଥୀଙ୍କ ନାମାଙ୍କନ
କଟକ ଅଫିସ,୭ା୩: ଆସନ୍ତା ଏପ୍ରିଲ ୧୫ରେ ହେବାକୁ ଥିବା ଓଡ଼ିଶା ରାଜ୍ୟ ବାର୍ କାଉନ୍ସିଲ୍ ନିର୍ବାଚନ ନିମନ୍ତେ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ସୋମବାର ଶେଷ ହୋଇଛି। ବାର୍ କାଉନ୍ସିଲ୍ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ମାର୍ଚ୍ଚ ୧ରୁ ନାମାଙ୍କନପତ୍ର ଦାଖଲ…
୫ଶ୍ରେଣୀକୁ ଜଣେ ଶିକ୍ଷୟିତ୍ରୀ
ନିଶ୍ଚିନ୍ତକୋଇଲି,୪ା୩(ସ୍ବ.ପ୍ର.): ପ୍ରାଥମିକ ଶିକ୍ଷାକୁ ବାଧ୍ୟତାମୂଳକ କରିବା ସହ ଏହା ଏକ ମୌଳିକ ଆବଶ୍ୟକତା ଭାବେ ଗ୍ରହଣ କରି ସରକାର ବିଦ୍ୟାଳୟର ଭିତି ଭୂମି ବିକାଶରେ କୋଟି କୋଟି ଟଙ୍କା ବ୍ୟୟ କରି ବିଦ୍ୟାଳୟକୁ ଆଧୁନିକ ଓ ଶିକ୍ଷଣ ଉପଯୋଗୀ କରିଛନ୍ତି। ଶିକ୍ଷାଦାନ…
ବ୍ଲକ କାର୍ଯ୍ୟାଳୟ ଘେରାଉ ପରେ ବୋମା ମାଡ଼
ତିଗିରିଆ,୪। ୩(ଡି. ଏନ. ଏ. ): ତିଗିରିଆ ବ୍ଲକର ବିଭିନ୍ନ ପଞ୍ଚାୟତରେ ମହିଳା ଗୋଷ୍ଠୀ କର୍ମକର୍ତ୍ତା ନିଯୁକ୍ତିରେ ଅନିୟମିତତା ହୋଇଥିବା ଅଭିଯୋଗ କରି ଶୁକ୍ରବାର ବ୍ଲକ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା। ଆନ୍ଦୋଳନକାରୀମାନେ ଯେଉଁ ଗାଡ଼ିରେ ଆସିଥିଲେ ତା’ଉପରକୁ ବୋମାମାଡ଼ ହୋଇଥିବା ଅଭିଯୋଗ…
ତୀର୍ଥଯାତ୍ରାରେ ୨୪୬ ବରିଷ୍ଠ ନାଗରିକ
କଟକ ଅଫିସ, ୪ା୩: ୨୪୬ ଜଣ ବରିଷ୍ଠ ନାଗରିକ ପୁଷ୍କର ଓ ଆଜମେର ତୀର୍ଥଯାତ୍ରାରେ ବାହାରିଛନ୍ତି। ରାଜ୍ୟ ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା କାର୍ଯ୍ୟକ୍ରମ ଜରିଆରେ ଜିଲାପାଳ ଭବାନୀ ଶଙ୍କର ଚୟନୀଙ୍କ ତତ୍ତ୍ୱାବଧାନରେ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ କଟକ ଜିଲାରୁ ୨୪୬…
ଧାର୍ଯ୍ୟ ସମୟରେ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ
କଟକ ଅଫିସ,୪ା୩: କଟକ ସହରରେ ଚାଲିଥିବା ଏକାଧିକ ନିର୍ମାଣାଧୀନ କାର୍ଯ୍ୟକୁ ଅଧିକ ତ୍ୱରାନ୍ବିତ କରିବା ପାଇଁ ପ୍ରଶାସନ ଗୁରୁତ୍ୱ ଦେଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର କଟକ ଉନ୍ନୟନ କର୍ତ୍ତୃପକ୍ଷ (ସିଡ଼ିଏ) ଅଧ୍ୟକ୍ଷ ଅନିଲ କୁମାର ସାମଲ ସହରରେ ବିଭିନ୍ନ ନିର୍ମାଣାଧୀନ କାର୍ଯ୍ୟର…
‘କୃଷି କ୍ଷେତ୍ରରେ ବିକଳ୍ପ ଯୋଜନା ପ୍ରସ୍ତୁତ ଆବଶ୍ୟକ’
କଟକ ଅଫିସ, ୪ା୩: ଜନହିତକର କାର୍ଯ୍ୟ ନିର୍ବାହ ପୂର୍ବରୁ ତାହାର ଆନୁଷଙ୍ଗିକ ଦିଗକୁ ଧ୍ୟାନ ଦେବା ଆବଶ୍ୟକ। ଏଥିସହ କାର୍ଯ୍ୟଶୈଳୀର ଅନୁଶୀଳନ ଓ ପ୍ରଗତିକୁ ତୁଳନାତ୍ମକ ବିଚାର କଲେ କାର୍ଯ୍ୟଧାରାରେ ପରିବର୍ତ୍ତନ ଅଣାଯାଇପାରିବ। ଜିଲା ପରିଷଦର ସଭ୍ୟାସଭ୍ୟମାନେ ସ୍ଥାନୀୟ ବିଧାୟକଙ୍କ ସହିତ…
ପ୍ରଥମ ଦିନରେ ୩ ଫିଲ୍ମ ପ୍ରଦର୍ଶିତ
କଟକ ଅଫିସ,୪ା୩: ଭାରତୀୟ ସିନେ ଜଗତର କିମ୍ବଦନ୍ତୀ ପୁରୁଷ ସତ୍ୟଜିତ୍ ରାୟଙ୍କ ଜନ୍ମ ଶତବାର୍ଷିକୀକୁ ସାରା ଦେଶରେ ପାଳନ କରିବା ପାଇଁ ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରୟାସ ଜାରି ରହିଛି। ସିନେ ନିର୍ଦ୍ଦେଶକ, ସଂଳାପ ଲେଖକ,…
ପଦ୍ମଶ୍ରୀ ଶ୍ରୀନିବାସ ଉଦ୍ଗାତା ପାଇବେ ସାହିତ୍ୟ ଭାରତୀ ସମ୍ମାନ
କଟକ ଅଫିସ,୩ା୩:ଗଙ୍ଗାଧର ରଥ ଫାଉଣ୍ଡେଶନ ପକ୍ଷରୁ ସର୍ବୋଚ୍ଚ ‘ସାହିତ୍ୟ ଭାରତୀ ସମ୍ମାନ : ୨୦୨୩’ ସାହିତି୍ୟକ ପଦ୍ମଶ୍ରୀ ଶ୍ରୀନିବାସ ଉଦ୍ଗାତାଙ୍କୁ ପ୍ରଦାନ କରାଯିବ। ଏହି ସମ୍ମାନ ବାବଦକୁ ତାଙ୍କୁ ୧ ଲକ୍ଷ ଟଙ୍କା ଓ କୋଣାର୍କ ସୂର୍ଯ୍ୟ ମନ୍ଦିରର ରୌପ୍ୟ ପ୍ରତିକୃତି…
Archives


