ମାଟ୍ରିକ୍ ପରୀକ୍ଷା ନେଇ ବୋର୍ଡ ବିଜ୍ଞପ୍ତି
କଟକ ଅଫିସ, ୯ା୨: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଚଳିତବର୍ଷର ଦଶମ ଶ୍ରେଣୀ ସମ୍ମେଟିଭ-୨ ପରୀକ୍ଷା ନିମନ୍ତେ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଯେଉଁ ପରୀକ୍ଷାର୍ଥୀ ସମ୍ମେଟିଭ-୧ ପରୀକ୍ଷାରେ କପି କରି ଧରାପଡିଥିଲେ, ସେମାନେ ସମ୍ମେଟିଭ-୨ ପରୀକ୍ଷା ଦେବାରୁ...
ଷଣ୍ଢ ପେଟରୁ ବାହାରିଲା ୬୦ କିଗ୍ରା ପଲିଥିନ୍
ବାଙ୍କୀ, ୯ା୨(ସ୍ବ.ପ୍ର.): ବାଙ୍କୀ ସହର ଅଞ୍ଚଳରେ ଏକ ବୁଲା ଷଣ୍ଢ ଅସୁସ୍ଥ ଅବସ୍ଥାରେ ପଡିଥିବାରୁ ତାର ପେଟକୁ ଅପରେଶନ କରାଯାଇ ୬୦କେଜିରୁ ଊର୍ଦ୍ଧ୍ୱ ପଲିଥିନ ବୁଧବାର ବାହାର କରାଯାଇଛି। ସୂଚନାଯୋଗ୍ୟ ବାଙ୍କୀ ସହରର ଗୋଟିଏ ବୁଲା ଷଣ୍ଢ ସପ୍ତାହେ ହେଲା...
ମହିଳାଙ୍କୁ ବଳାତ୍କାର, ହତ୍ୟା
ମଙ୍ଗୁଳି/ଜଗତପୁର, ୯ା୨(ଡି.ଏନ୍.ଏ.):ଜଗତପୁର ଥାନା ଅଧୀନ ଟ୍ରକ୍ ଟର୍ମିନାଲ ନିକଟ ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କ ମୃତଦେହ ଉଲଗ୍ନ ଅବସ୍ଥାରେ ପୋଲିସ ଜବତ କରିଛି। ମୃତା ଜଗତପୁର ଷ୍ଟେଶନ ବଜ଼ାର ଅଞ୍ଚଳର ବୋଲି ଜଣାପଡ଼ିଛି। ବଳାତ୍କାର...
ବନ ବିଭାଗ ହେପାଜତରେ ମୃତ୍ୟୁ ଘଟଣା: ରେଞ୍ଜର ସମେତ ୬ ବନ କର୍ମଚାରୀ କୋର୍ଟ ଚାଲାଣ
କଟକ ଅଫିସ, ୮।୨: ବନ ବିଭାଗ ହେପାଜତରେ ସାତଗୋଛିଆ ଗାଁ ଧନେଶ୍ୱର ବେହେରାଙ୍କ ମୃତ୍ୟୁ ମାମଲାରେ ବଡ଼ମ୍ବା ରେଞ୍ଜର ସୁବ୍ରତ ବେହେରାଙ୍କ ସମେତ ୬ ବନ କର୍ମଚାରୀଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି। ଗିରଫ ଅନ୍ୟ କର୍ମଚାରୀମାନେ ହେଲେ...
ଜିଏସ୍ଟି ଚଢ଼ାଉ, ୧୭.୮୧ ଲକ୍ଷ ଟଙ୍କା ଜବତ
କଟକ ଅଫିସ,୮ା୨: ସରକାରଙ୍କୁ ଦ୍ରବ୍ୟ ଓ ସେବା କର (ଜିଏସ୍ଟି) ଫାଙ୍କି ବ୍ୟବସାୟ କରିବା ଅଭିଯୋଗରେ ଜିଏସ୍ଟି ବିଭାଗ ପକ୍ଷରୁ ମଙ୍ଗଳବାର କଟକର ଜଣେ ବ୍ୟବସାୟୀଙ୍କ ବ୍ୟବସାୟ ପ୍ରତିଷ୍ଠାନ ସମେତ ୪ଟି ଜାଗାରେ ଚଢ଼ାଉ କରାଯାଇଛି। ଚଢ଼ାଉବେଳେ ୧୭ ଲକ୍ଷ...
ଗୋତାରା ସରପଞ୍ଚଙ୍କ ପରଲୋକ
ନିଶ୍ଚିନ୍ତକୋଇଲି,୭।୮(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ବ୍ଲକ ଗୋତରା ପଞ୍ଚାୟତର ସରପଞ୍ଚ ରତ୍ନାକର ସାହୁଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା। ବିଭିନ୍ନ ରୋଗରେ ଆକ୍ରାନ୍ତ ହୋଇ କଟକରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ତାଙ୍କର...
ରାଷ୍ଟ୍ରପତିଙ୍କ କଟକ ଗସ୍ତ ପ୍ରସଙ୍ଗ: ଆବଶ୍ୟକ ଗାଡ଼ି ନ ଆସିବାରୁ ଗିରଫ ପରଓ୍ବାନା ଜାରି କଲେ ଜିଲାପାଳ
କଟକ ଅଫିସ,୭।୧: ଆସନ୍ତା ୧୦ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦ୍ୱିତୀୟ ଥର ଲାଗି ଓଡ଼ିଶା ଗସ୍ତରେ ଆସୁଛନ୍ତି। ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ସେ ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ଥିବା ବେଳେ ୧୧...
ଶିଶୁକନ୍ୟା ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ୍ଦଣ୍ଡ
କଟକ ଅଫିସ,୭ା୨: ଦେଢ଼ବର୍ଷର ଶିଶୁକନ୍ୟା ବଳାତ୍କାର ମାମଲାରେ କଟକ ସ୍ବତନ୍ତ୍ର ପୋକ୍ସୋ କୋର୍ଟ ଜଣେ ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ୍ଦଣ୍ଡ ସହ ୧୦ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦାୟ ଅଭିଯୁକ୍ତଙ୍କୁ ଅଧିକ ୧ ବର୍ଷ ଜେଲ୍ଦଣ୍ଡ...
ପୂର୍ବତନ ଏମ୍ପି ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟ ଝଟ୍କା
କଟକ ଅଫିସ,୭ା୨:ବାଲେଶ୍ୱରର ପୂର୍ବତନ ଏମ୍ପି ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଝଟ୍କା ଲାଗିଛି। ସି-ସୋର ଚିଟ୍ଫଣ୍ଡ ଠକେଇ ମାମଲାରେ ରବୀନ୍ଦ୍ରଙ୍କ ଲିଙ୍କ୍ ସଂକ୍ରାନ୍ତୀୟ ଶୁଣାଣି ଜାରି ରହିବ ବୋଲି ବିଚାରପତି ବି.ପି. ରାଉତରାୟଙ୍କ ଖଣ୍ଡପୀଠ ସୋମବାର ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ସି-ସୋର...
ହେପାଜତ ମୃତ୍ୟୁ ନେଇ ୨ ଏସିଏଫ୍ ଅଟକ
ବଡ଼ମ୍ବା,୬ା୨(ଡି.ଏନ୍.ଏ.): କଟକ ଜିଲା ଆଠଗଡ଼ ବନଖଣ୍ଡରେ ଏକ ଅଭାବନୀୟ ଘଟଣା ଘଟିଛି। ହାତୀକୁ ହତ୍ୟା କରିଥିବା ସନ୍ଦେହରେ ଅଟକ ରଖି ଜେରା ବେଳେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିବାରୁ ଦୁଇ ଏସିଏଫ୍ ଘନଶ୍ୟାମ ମୁଦୁଲି ଏବଂ ହରେକୃଷ୍ଣ ମଲ୍ଲିକଙ୍କୁ ଅଟକ...
ମାଟ୍ରିକ୍ ପରୀକ୍ଷା ନେଇ ଛାତ୍ରୀଛାତ୍ର ତତ୍ପର
କଟକ ଅଫିସ,୬ା୨:ଆସନ୍ତା ମାର୍ଚ୍ଚ ୧୦ରୁ ୨୦ ତାରିଖ ପର୍ଯ୍ୟନ୍ତ ମାଟ୍ରିକ୍ ସମ୍ମେଟିଭ-୨ ପରୀକ୍ଷା ଅନୁଷ୍ଠିତ ହେବ। ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ହାଇସ୍କୁଲ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ସୂଚୀ ପ୍ରକାଶ ପାଇଛି। ଏହାକୁ ନେଇ ଛାତ୍ରୀଛାତ୍ରମାନେ...
ଆର୍ମସ୍ ଆଣ୍ଡ୍ ଆମ୍ୟୁନିସନ ଇସ୍ୟୁ ରେଜିଷ୍ଟର ଯାଞ୍ଚ
କଟକ ଅଫିସ,୬ା୨:ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଅଭିଯୁକ୍ତ ଏଏସ୍ଆଇ ଗୋପାଳ ଦାସଙ୍କ ଦ୍ୱିତୀୟ ପର୍ଯ୍ୟାୟ ୪ ଦିନିଆ ରିମାଣ୍ଡ ରବିବାରଠାରୁ ଆରମ୍ଭ ହୋଇଛି। ପୂର୍ବଭଳି କ୍ରାଇମବ୍ରାଞ୍ଚ ପକ୍ଷରୁ ଝାରସୁଗୁଡ଼ାଠାରେ ଗୋପାଳଙ୍କୁ ମାରାଥନ ଜେରା କରାଯାଇ ମନ୍ତ୍ରୀଙ୍କ ହତ୍ୟା...
Archives


