ବଦଳିଲା ମାଟ୍ରିକ ପରୀକ୍ଷା ଢାଞ୍ଚା
କଟକ ଅଫିସ,୨୪ା୫: ମାଟ୍ରିକ ପରୀକ୍ଷା ଢାଞ୍ଚା ବଦଳିଥିବା ବୋର୍ଡ ପକ୍ଷରୁ ବୁଧବାର ଘୋଷଣା କରାଯାଇଛି। ବୋର୍ଡ ସଭାପତି ରାମାଶିଷ ହାଜରା ଏକ ପ୍ରେସ୍ମିଟ୍ରେ ଏହା ପ୍ରକାଶ କରିଛନ୍ତି। କରୋନା ପାଇଁ ସମ୍ମେଟିଭ୍ ପରୀକ୍ଷା ବ୍ୟବସ୍ଥା ହୋଇଥିଲା। ଏଣିକି ପୁରୁଣା ପଦ୍ଧତିରେ ପୁଣି…
ଇଟାଭାଟି, ହୋଟେଲ, ଦୋକାନରେ ଚଢ଼ାଉ
କଟକ ଅଫିସ, ୨୪।୫: କଟକ ମହାନଗର ନିଗମ(ସିଏମ୍ସି) ଅଞ୍ଚଳର ବିଭିନ୍ନ ସ୍ଥାନରେ ଥିବା ହୋଟେଲ, ରେଷ୍ଟୁରାଣ୍ଟ, ନର୍ସିଂହୋମ୍ ଓ ଅନ୍ୟାନ୍ୟ ଦୋକାନରେ କିଛିଦିନ ହେବ ଚଢ଼ାଉ ଜାରି ରହିଛି। ଦୋକାନରେ ଥିବା ଖାଦ୍ୟର ମାନ ଯାଞ୍ଚ କରାଯାଉଛି। ବାସିଖାଦ୍ୟ ଥିବା ଜଣାପଡ଼ିବା…
ଟୋଲଗେଟ୍ କର୍ମଚାରୀ-ପର୍ଯ୍ୟଟକ ଗଣ୍ଡଗୋଳ
ଆଠଗଡ଼,୨୪।୫(ସ୍ବ.ପ୍ର.): କଟକ ଜିଲା ଆଠଗଡ଼ ଥାନା ମୁଣ୍ଡଳୀ ମହାନଦୀ ବ୍ରିଜ ଟୋଲ ଗେଟ୍ରେ କର୍ମଚାରୀଙ୍କ ସହ ୨ ବସ୍ ଚାଳକ ଓ ପର୍ଯ୍ୟଟକଙ୍କ ଗଣ୍ଡଗୋଳ ହୋଇଛି। ଏଥିରେ ଉଭୟ ପକ୍ଷରୁ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଛତିଶଗଡ଼ର ୪…
ଆଜିଠୁ ମାଟ୍ରିକ୍ ଖାତା ରିଚେକିଂ ପାଇଁ ଆବେଦନ କରିପାରିବେ ଛାତ୍ରୀଛାତ୍ର
କଟକ ଅଫିସ,୨୩।୫: ଆଜିଠୁ ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ। ଯଦି ଯେଉଁ ଛାତ୍ରୀଛାତ୍ର ଫଳାଫଳକୁ ନେଇ ଅସନ୍ତୁଷ୍ଟ ବା କୌଣସି ବିଷୟରେ ଫଳ କମ ରହିଛି ବୋଲି ଭାବୁଥିବେ ସେହି ଛାତ୍ରୀଛାତ୍ରମାନେ ପୁଣି ନିଜ…
ଅଗ୍ନିଶମ ଡିଜି ଭାବେ ଦାୟିତ୍ୱ ନେଲେ ସୁଧାଂଶୁ ଷଡ଼ଙ୍ଗୀ
କଟକ ଅଫିସ,୨୨ା୫: ରାଜ୍ୟ ଅଗ୍ନିଶମ ଓ ଜରୁରୀକାଳିନ ସେବା ସଂସ୍ଥା ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଡକ୍ଟର ସୁଧାଂଶୁ ଷଡ଼ଙ୍ଗୀ। ୧୯୯୦ ବ୍ୟାଚ୍ର ବରିଷ୍ଠ ଆଇପିଏସ୍ ଅଫିସର ସୁଧାଂଶୁ ଷଡ଼ଙ୍ଗୀ ଦାୟିତ୍ୱ ଗ୍ରହଣ କରିବା ପରେ କୌଣସି ସଂଗଠନର ବିକାଶ…
ମନ୍ଦିରକୁ ଲାଗି ଶୌଚାଳୟ ନିର୍ମାଣକୁ ଗ୍ରାମବାସୀଙ୍କ ବିରୋଧ
ମାହାଙ୍ଗା,୨୨ା୫(ସ୍ବ.ପ୍ର.): ମନ୍ଦିରକୁ ଲାଗି ଶୌଚାଳୟ ନିର୍ମାଣ କରାଯାଉଛି। ଏହାକୁ ଗ୍ରାମବାସୀ ବିରୋଧ କରିଛନ୍ତି। ମାହାଙ୍ଗା ବ୍ଲକ ଅନ୍ତର୍ଗତ ଉମର ପଞ୍ଚାୟତସ୍ଥିତ ଓସ୍ତପୁର ଗ୍ରାମର ଇଷ୍ଟଦେବ ନୀଳକଣ୍ଠେଶ୍ୱର ମହାଦେବ ପରିସରରେ ଏଭଳି ଘଟଣା ଘଟିଛି। ଏନେଇ ଗ୍ରାମବାସୀଙ୍କ ପକ୍ଷରୁ ବିଡିଓଙ୍କ ନିକଟରେ ଅଭିଯୋଗ…
ହାଇକୋର୍ଟ ଷ୍ଟେନୋ ଚାକିରି ଦେବୀ ନାଁରେ ଠକେଇ: ସିଏମ୍ସି ଅସ୍ଥାୟୀ ପିଅନ ଗିରଫ
କଟକ ଅଫିସ,୨୨ା୫: ହାଇକୋର୍ଟରେ ଷ୍ଟେନୋ ଚାକିରି କରାଇ ଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ ହୋଇଛି। ଏହି ଘଟଣାରେ ଲାଲ୍ବାଗ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ସେ ହେଲେ ବାଙ୍କୀ ଥାନା ଅନ୍ତର୍ଗତ କରବର…
ଅମାନତ ରାଶି ଫେରାଉନାହାନ୍ତି ବିଡିଓ
କଟକ ସଦର,୨୨ା୫(ଡି.ଏନ୍.ଏ.): କଟକ ସଦର ବ୍ଲକ ଅଞ୍ଚଳରେ ୨୦୦୯ ପରଠାରୁ କରାଯାଇଥିବା ସମସ୍ତ ଉନ୍ନୟନମୂଳକ କାର୍ଯ୍ୟରେ କାର୍ଯ୍ୟ ନିର୍ବାହୀ(ଶ୍ରମିକ ପ୍ରତିନିଧି)ମାନଙ୍କଠାରୁ ଅମାନତ ରାଶି ରଖାଯାଇଥିଲା। ଇତିମଧ୍ୟରେ ୧୩ ବର୍ଷ ବିତିଯାଇଥିଲେ ସୁଦ୍ଧା ଉକ୍ତ ଟଙ୍କା ବ୍ଲକ ପ୍ରଶାସନ ଫେରସ୍ତ କରୁନାହିଁ ବୋଲି…
ଏଣିକି ଏକା ବେଞ୍ଚରେ ସମାନ ମାମଲାର ଜାମିନ ଆବେଦନ
କଟକ ଅଫିସ,୨୨ା୫: ସୁପ୍ରିମକୋର୍ଟଙ୍କ ଗତ ୧୫ ତାରିଖର ନିର୍ଦ୍ଦେଶନାମା ଆଧାରରେ ଓଡ଼ିଶା ହାଇକୋର୍ଟ ଜାମିନ ଆବେଦନ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶନାମା ଜାରି କରିଛନ୍ତି। ହାଇକୋର୍ଟରେ ବିଚାରାଧୀନ କିମ୍ବା ଫଇସଲା ହୋଇଥିବା ମାମଲାରେ ନିୟମିତ ବା ଆଗୁଆ ଜାମିନ ଆବେଦନ ଏକା…
ଓଡ଼ିଶା ଇଣ୍ଡଷ୍ଟ୍ରିଜ୍ ଆସୋସିଏଶନର ଦିନିକିଆ କର୍ମଶାଳା
କଟକ,୨୧।୫: ଓଡ଼ିଶା ଇଣ୍ଡଷ୍ଟ୍ରିଜ୍ ଆସୋସିଏଶନ (ଓଆଇଏ) ପକ୍ଷରୁ ଏକ ଦିନିକିଆ କର୍ମଶାଳା କଟକର ଜଗତପୁରଠାରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ରାଜ୍ୟରେ ଲଘୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍ଏସ୍ଏମ୍ଇ)ର ସ୍ଥିତି ସଂକ୍ରାନ୍ତୀୟ ଏକ ଆଲୋଚନାଚକ୍ରର ଆୟୋଜନ କରାଯାଇଥିଲା। ଅପରପକ୍ଷରେ ଓଆଇଏର ସଭାପତି…
ମେ’ ୨୨ରୁ ହାଇକୋର୍ଟରେ ଗ୍ରୀଷ୍ମକାଳୀନ ଛୁଟି
କଟକ ଅଫିସ,୨୦।୫: ଆସନ୍ତା ମେ’ ୨୨ତାରିଖରୁ ଜୁନ ୨୦ତାରିଖ ପର୍ଯ୍ୟନ୍ତ ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମକାଳୀନ ଛୁଟି। ଏନେଇ ଶୁକ୍ରବାର ହାଇକୋର୍ଟଙ୍କ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି। ତେବେ ଏହି ଛୁଟି ମଧ୍ୟରେ ଜରୁରୀ ମାମଲାର ଶୁଣାଣି ନିମନ୍ତେ ହାଇକୋର୍ଟଙ୍କ ଅବକାଶକାଳୀନ…
ରାସ୍ତାରେ ଗଛ ଉପୁଡ଼ିଲା, ଘର ଭାଙ୍ଗିଲା
କଟକ ଅଫିସ/ଖୁଣ୍ଟୁଣୀ, ୨୦ା୫(ଡି.ଏନ୍.ଏ.): କଟକ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଖୁବ୍ ଜୋରରେ ପବନ ବହିବା ସାଙ୍ଗକୁ ଘଡ଼ଘଡ଼ି ସହ ବର୍ଷା ହୋଇଥିଲା। ଅନେକ ସ୍ଥାନରେ ଗଛ ଭାଙ୍ଗି ପଡିବାରୁ ବିଦ୍ୟୁତ୍ ସରବରାହ ବାଧାପ୍ରାପ୍ତ ହୋଇଥିଲା। ଶୁକ୍ରବାର…

