ଧବଳେଶ୍ୱରଙ୍କ ପୀଠ ଚଳଚଞ୍ଚଳ: ଜମୁଛି ଶ୍ରଦ୍ଧାଳୁଙ୍କ ଭିଡ଼
କଟକ ଅଫିସ,୧୮।୨: କଟକ ଜିଲା ଆଠଗଡ଼ ବାବା ଧବଳେଶ୍ୱରଙ୍କ ପୀଠରେ ମହାଶିବରାତ୍ରି ଧୁମ୍ଧାମ୍ରେ ପାଳନ ହେଉଛି। ମନ୍ଦିର ଚଳଚଞ୍ଚଳ ହୋଇଥିବା ବେଳେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ହଜାର ହଜାର ଭକ୍ତଙ୍କ ସମାଗମ ହୋଇଛି। ଶାନ୍ତିଶୃଙ୍ଖଳାର ସହ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ…
ରାଜ୍ୟ ସମବାୟ ବ୍ୟାଙ୍କ ଏମ୍ଡିଙ୍କ ପୁନଃ ନିଯୁକ୍ତିକୁ ଚ୍ୟାଲେଞ୍ଜ: ହାଇକୋର୍ଟଙ୍କ ଅନ୍ତରୀଣ ରହିତାଦେଶ
କଟକ ଅଫିସ,୧୭ା୨: ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ ପରିଚାଳନା ନିର୍ଦ୍ଦେଶକ(ଏମ୍ଡି) ପଦରେ ଅବସରପ୍ରାପ୍ତ ପ୍ରଶାସକ ଗୋପବନ୍ଧୁ ଶତପଥୀଙ୍କ ପୁନଃ ନିଯୁକ୍ତିକୁ ଚ୍ୟାଲେଞ୍ଜ କରି ଆଗତ ମାମଲାରେ ହାଇକୋର୍ଟ ନିଯୁକ୍ତି ଉପରେ ଗୁରୁବାର ଅନ୍ତରୀଣ ରହିତାଦେଶ ଦେଇଛନ୍ତି। ଏଥିସହ ସମବାୟ ନିବନ୍ଧକଙ୍କୁ ତୁରନ୍ତ…
ଜବାବ ଦାଖଲ ପାଇଁ ସମୟ ନେଲେ ସରକାର
କଟକ ଅଫିସ,୧୭ା୨: ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ୬ଟି ସଦସ୍ୟ ପଦ ଖାଲି ପଡିଛି। ଏହାଦ୍ୱାରା ଆୟୋଗ ସମ୍ପୂର୍ଣ୍ଣ ଅଚଳ ସ୍ଥିତିରେ ପହଞ୍ଚତ୍ଛି। ଏ ସମ୍ପର୍କିତ ଜନସ୍ବାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍. ମୁରଲୀଧର…
ଭିତ୍ତିଭୂମି ଅଛି, ଡାକ୍ତର ଅଭାବ
ନିଶ୍ଚିନ୍ତକୋଇଲି,୧୭।୨(ସ୍ବ.ପ୍ର.): ଗ୍ରାମାଞ୍ଚଳ ଲୋକଙ୍କୁ ଉପଯୁକ୍ତ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ନିମନ୍ତେ ଜାତୀୟ ସ୍ବାସ୍ଥ୍ୟ ମିଶନ ଗଠନ କରାଯାଇଛି। ସ୍ବାସ୍ଥ୍ୟକେନ୍ଦ୍ର ଭିତ୍ତିଭୂମିର ଉନ୍ନତି ନିମନ୍ତେ କେନ୍ଦ୍ର ଓ ରାଜ୍ୟ ସରକାର କୋଟି କୋଟି ଟଙ୍କାର ଅନୁଦାନ ଯୋଗାଇ ଦେଉଛନ୍ତି। ଏପରିସ୍ଥଳେ ନିଶ୍ଚିନ୍ତକୋଇଲି ଗୋଷ୍ଠୀ…
ଫ୍ୟାମିଲି କୋର୍ଟରେ ହାଜର ହେଲେ ଅନୁଭବ-ବର୍ଷା
କଟକ ଅଫିସ,୧୬।୨: ଅଭିନେତା ତଥା ଏମ୍ପି ଅନୁଭବ ମହାନ୍ତି ଏବଂ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ମାମଲା ତୁଟିବାର ନାଁ ନେଉନାହିଁ। ଗୁରୁବାର ଏହି ମାମଲାରେ ଅନୁଭବ-ବର୍ଷା ହାଜର ହୋଇଛନ୍ତି। ତେବେ ମାମଲାରେ ଚତୁର୍ଥ ଥର ପାଇଁ ଆଜି ବର୍ଷାଙ୍କ ସାକ୍ଷ୍ୟ ଗ୍ରହଣ…
ଆଜିଠୁ ମାଟ୍ରିକ୍ ପ୍ରାକ୍ଟିକାଲ ପରୀକ୍ଷା
କଟକ ଅଫିସ,୧୫ା୨: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ଧନ୍ଦାମୂଳକ ଶିକ୍ଷାର ଦ୍ୱିତୀୟ ସମ୍ମେଟିଭ ଆସେସ୍ମେଣ୍ଟ (ଏସ୍ଏ-୨) ପ୍ରାକ୍ଟିକାଲ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହେବ। ଛାତ୍ରୀଛାତ୍ରମାନେ ନିଜ ସ୍କୁଲରେ ପରୀକ୍ଷା ଦେବେ। ଏହି ପରୀକ୍ଷା ଆସନ୍ତା…
ଦୁର୍ଘଟଣାସ୍ଥଳରେ ୨ ବାଇକ୍ ଆରୋହୀ ଜଳିଗଲେ
କଟକ ସଦର/ରାହାମା, ୧୫ା୨(ଡି.ଏନ.ଏ.): କଟକ-ପାରାଦୀପ ରାସ୍ତାର କନ୍ଦରପୁର ଟୋଲ୍ଗେଟ୍ରେ ସୋମବାର ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟୋଲ୍ଗେଟ୍ରେ ଅଟକି ଥିବା ମିକ୍ସର ମେଶିନ୍ରେ ଧକ୍କା ହେବା ଫଳରେ ଏକ ବାଇକ୍ ଜଳିଯାଇଛି। ଏଥିସହ ୨ ଜଣ ବାଇକ୍ ଆରୋହୀ…
ଚୌଦ୍ୱାର ଜେଲରେ ଗୋପାଳ ଦାସ
କଟକ ଅଫିସ/ଚୌଦ୍ୱାର/ବ୍ରଜରାଜନଗର,୧୫ା୨(ଡି.ଏନ୍.ଏ.): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାର ଅଭିଯୁକ୍ତ ଗୋପାଳ ଦାସଙ୍କୁ କଡ଼ା ସୁରକ୍ଷା ମଧ୍ୟରେ ଝାରସୁଗୁଡ଼ାରୁ ଚୌଦ୍ୱାର ମଣ୍ଡଳ କାରାଗାରକୁ ମଙ୍ଗଳବାର ସ୍ଥାନାନ୍ତର କରାଯାଇଛି। ଗୋପାଳଙ୍କ ଠିକଣା ଏବେ ଚୌଦ୍ୱାର ଜେଲର ୩ ନମ୍ବର ସେଲ୍ ପାଲଟିଛି।…
ବୁଧବାରଠାରୁ ମାଟ୍ରିକ ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ, ୨୮ ଯାଏ ଚାଲିବ
କଟକ ଅଫିସ,୧୪ା୨: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ଧନ୍ଦାମୂଳକ ଶିକ୍ଷାର ଦ୍ୱିତୀୟ ସମ୍ମେଟିଭ ଆସେସ୍ମେଣ୍ଟ(ଏସ୍ଏ-୨) ପ୍ରାକ୍ଟିକାଲ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହେବ। ଛାତ୍ରୀଛାତ୍ରମାନେ ନିଜ ସ୍କୁଲରେ ଏହି ପରୀକ୍ଷା ଦେବେ। ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ…
ବୁଧବାର କଟକ ଆସିବେ ରାଇନା, ପ୍ରଜ୍ଞାନ
କଟକ ଅଫିସ,୧୪ା୨: ଭାରତର ପୂର୍ବତନ କ୍ରିକେଟର ସୁରେଶ ରାଇନା ଓ ପ୍ରଜ୍ଞାନ ଓଝା ବୁଧବାର କଟକ ଆସିବେ। ଗୁରୁଡିଝାଟିଆ ଥାନା ଅଧୀନ କପୁରସିଂହ ଖେଳପଡ଼ିଆରେ ଏମ୍ଜିଏମ୍ ସ୍କୁଲ ଅଫ୍ ସ୍ପୋର୍ଟସ ଆଣ୍ଡ୍ ସେର୍ ଅଫ୍ ଏକ୍ସିଲେନ୍ସ ଫର୍ କ୍ରିକେଟ ଏକାଡେମୀ ଉଦ୍ଘାଟନ…
ଶାଢୀ ଦୋକାନରେ ଜିଏସ୍ଟି ଚଢାଉ
ଆଠଗଡ,୧୪।୨(ଡି.ଏନ.ଏ.): କଟକ ଜିଲା ଆଠଗଡ ସହର ବାଣୀକଣ୍ଠ ନଗରସ୍ଥିତ ଅମ୍ବର ଶାଢୀ ଦୋକାନରେ ମଙ୍ଗଳବାର ରାଜ୍ୟ ବାଣିଜ୍ୟ କର ଓ ଜିଏସ୍ଟି ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ଚଢାଉ ବେଳେ ଅଧିକାରୀମାନେ ଦୋକାନର କାଗଜପତ୍ର ଯାଞ୍ଚ କରୁଛନ୍ତି। ଟିକସ ଠକେଇ ନେଇ…
ହାଇକୋର୍ଟରେ ରାଜ୍ୟର ୩ ଡଙ୍ଗାବୁଡ଼ି ମାମଲା: ଏକତ୍ର ଶୁଣାଣି ପାଇଁ ନିର୍ଦ୍ଦେଶ
କଟକ ଅଫିସ,୧୪ା୨:ହାଇକୋର୍ଟରେ ବିଚାରାଧୀନ ଥିବା ଓଡ଼ିଶାରେ ସଂଘଟିତ ୩ଟି ଡଙ୍ଗାବୁଡ଼ି ମାମଲାର ଏକତ୍ର ଶୁଣାଣି ପାଇଁ ହାଇକୋର୍ଟ ସୋମବାର ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ବିଚାରପତି ଡ. ଏସ୍. ମୁରଲୀଧର ଏବଂ ବିଚାରପତି ଏମ୍.ଏସ୍. ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠ ଏ ସଂକ୍ରାନ୍ତ…
Archives


