କଟକ

ଏଏସ୍‌ଓ ମେରିଟ୍‌ ଲିଷ୍ଟକୁ ଖାରଜ କଲେ ହାଇକୋର୍ଟ, ୨ ମାସ ମଧ୍ୟରେ ସାନି ମେରିଟ୍‌ ଲିଷ୍ଟ ପ୍ରକାଶ କରିବାକୁ ନିର୍ଦ୍ଦେଶ

କଟକ ଅଫିସ,୧୯।୫: ଏଏସ୍‌ଓ ନିଯୁକ୍ତି ନେଇ ଲୋକସେବା ଆୟୋଗ(ଓପିଏସ୍‌ସି)ପକ୍ଷରୁ ଜାରି ହୋଇଥିବା ମେରିଟ୍‌ ଲିଷ୍ଟକୁ ଶୁକ୍ରବାର ହାଇକୋର୍ଟ ଖାରଜ କରିଦେଇଛନ୍ତି। ଏଥିସହିତ ଲିଖିତ ପରୀକ୍ଷାରେ ପିଲାମାନେ ପାଇଥିବା ମୋଟ ମାର୍କ ଆଧାରରେ ୨ ମାସ ମଧ୍ୟରେ ସାନି ମେରିଟ ଲିଷ୍ଟ ପ୍ରକାଶ…

ଏଥର ଝିଅ ଆଗରେ

କଟକ ଅଫିସ,୧୯ା୫: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ମାଟ୍ରିକ ସମ୍ମେଟିଭ-୨ ପରୀକ୍ଷାଫଳ ଗୁରୁବାର ପ୍ରକାଶ ପାଇଛି। ଏଥିସହିତ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ମଧ୍ୟ ପ୍ରକାଶ ପାଇଛି। ଏଥର ରେକର୍ଡ ସଂଖ୍ୟକ ପାସ୍‌ ହାର ୯୬.୪୦%…

୩,୨୨୨ ସ୍କୁଲରେ ଶତପ୍ରତିଶତ ରେଜଲ୍ଟ

କଟକ ଅଫିସ, ୧୮।୫: ଗୁରୁବାର ମାଟ୍ରିକ ପରୀକ୍ଷାଫଳ ପ୍ରକାଶ ପାଇଛି। ଗତବର୍ଷ ତୁଳନାରେ ଚଳିତ ବର୍ଷ ରେଜଲ୍ଟ ଭଲ ହୋଇଥିବା ବେଳେ ଚଳିତ ବର୍ଷ ମାଟ୍ରିକ ପାସ ହାର ୯୬.୪% ରହିଛି। ଏଥିସହ କଟକ ଓ ଜଗତସିଂହପୁର ଜିଲାରେ ପାସ୍‌ହାର ସର୍ବାଧିକ…

ଚଳିତ ବର୍ଷ ହେବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା: ମନ୍ତ୍ରୀ

କଟକ ଅଫିସ,୧୮ା୫: ଗୁରୁବାର ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଛି। ଆଜି ପୂର୍ବାହ୍ନରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରିଛନ୍ତି। ତେବେ ଏହି ସମୟରେ ମନ୍ତ୍ରୀ କହିଛନ୍ତି, ଗତଥର ସପ୍ଲିମେଣ୍ଟାରୀ ପରୀକ୍ଷା ହୋଇ ନ…

ମାଟ୍ରିକ ରେଜଲ୍ଟ ପ୍ରକାଶ, ପାସ୍‌ ହାର ୯୬.୪ ପ୍ରତିଶତ

କଟକ ଅଫିସ,୧୮ା୫: ଗୁରୁବାର ପ୍ରକାଶ ପାଇଛି ମାଟ୍ରିକ ରେଜଲ୍ଟ। ଏନେଇ କଟକ ବୋର୍ଡ ଅଫିସରେ ରେଜଲ୍ଟ ପୁସ୍ତିକା ଉନ୍ମୋଚନ ହୋଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ ପୂର୍ବାହ୍ନ ୧୦ଟାରେ ଏହି ପୁସ୍ତିକା ଉନ୍ମୋଚନ କରିଛନ୍ତି। ଚଳିତବର୍ଷ ମୋଟ୍‌ ପାସ୍‌…

୨୦ବର୍ଷ ତଳେ ନିଜସ୍ବ ଅର୍ଥରେ ଗଢ଼ିଥିଲେ ମନ୍ଦିର

ଖୁଣ୍ଟୁଣୀ,୧୭।୫( ଡି.ଏନ୍‌.ଏ.): ନିଜ ଜନ୍ମ ଭୂମିରେ ଏକ ମନ୍ଦିର କରିବା ପାଇଁ ସ୍ବପ୍ନ ଦେଖି ତାହାକୁ ସତରେ ପରିଣତ କରିବା ବହୁତ କମ୍‌ ଲୋକ ଥାଆନ୍ତି। ଏଭଳି କାଠିକର ସ୍ବପ୍ନକୁ ପୂରଣ କରି ଦେଖାଇଛନ୍ତି ଜଣେ ତ୍ୟାଗୀ, ଦରଦୀ ମଣିଷ। ଯିଏ…

ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶକଙ୍କୁ ଶୁଣାଣି ପାଇଁ ନିର୍ଦ୍ଦେଶ

କଟକ ଅଫିସ,୧୭।୫: ବିନା ଡାକ୍ତରୀ ପ୍ରେସ୍‌କ୍ରିପ୍‌ସନ୍‌ରେ ଗର୍ଭ ନିରୋଧକ ବଟିକା ବିକ୍ରି ଉପରେ କଟକଣା ଲଗାଇବାକୁ ହାଇକୋର୍ଟରେ ଆଗତ ଜନସ୍ବାର୍ଥ ମାମଲା ଶୁଣାଣି ମଙ୍ଗଳବାର ହୋଇଛି। ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ବିଚାରପତି ଗୌରୀଶଙ୍କର ଶତପଥୀଙ୍କ ଖଣ୍ଡପୀଠ ମାମଲାର…

ଗ୍ରୀଷ୍ମ ଅବକାଶ ପରେ ହେବ ବର୍ଷା-ଅନୁଭବଙ୍କ ଛାଡ଼ପତ୍ର ଶୁଣାଣି

କଟକ, ୧୬।୫: ଅଭିନେତା ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ଛାଡ଼ପତ୍ର ମାମଲା ପରିବାର ଅଦାଲତରେ ସମଧାନ ହୋଇପାରି ନାହିଁ । ମଙ୍ଗଳବାର ବାର ଉଭୟ ଫ୍ୟାମିଲି କୋର୍ଟରେ ହାଜର ହୋଇଥିଲେ ମଧ୍ୟ ଜେରା ପ୍ରକ୍ରିୟା ଅସମ୍ପୂର୍ଣ୍ଣ ରହିଛି ।…

୧୮ରେ ପ୍ରକାଶ ପାଇବ ମାଟ୍ରିକ୍‌ ରେଜଲ୍ଟ 

କଟକ ଅଫିସ,୧୬।୫: ଆସନ୍ତା ମେ୧୮ ତାରିଖରେ ମାଟ୍ରିକ୍‌ ରେଜଲ୍ଟ ପ୍ରକାଶ ପାଇବ। ଏ ନେଇ ବୋର୍ଡ (ମାଧ୍ୟମିକ ଶିକ୍ଷା ପରିଷଦ) ପକ୍ଷରୁ ମଙ୍ଗଳବାର ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି। ୧୮ ତାରିଖ ଦିନ ୧୦ଟା ସମୟରେ ଫଳାଫଳ ଘୋଷଣା କରାଯିବ। ଦିନ…

ଆଜି ହେବ ମାଟ୍ରିକ ପରୀକ୍ଷା ଫଳ ତାରିଖ ଘୋଷଣା

କଟକ ଅଫିସ,୧୬।୫: ଆଜି ପୂର୍ବାହ୍ନ ସାଢେ ୧୧ଟା ବେଳେ ମାଟ୍ରିକ ପରୀକ୍ଷା ଫଳ ତାରିଖ ଘୋଷଣା ହେବ। ଏନେଇ ବୋର୍ଡର ଉପସଭାପତି ଡକ୍ଟର ନିହାର ରଞ୍ଜନ ମହାନ୍ତି ସୂଚନା ଦେଇଛନ୍ତି। ସୂଚନା ଯୋଗ୍ୟ, ମାଟ୍ରିକ, ମଧ୍ୟମା, ମୁକ୍ତବିଦ୍ୟାଳୟ ପାଇଁ ମୋଟ ୫ଲକ୍ଷ…

ପଚା ଫଳ ବିକିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ

କଟକ ଅଫିସ,୧୬ା୫: ସହରରେ ପଚା ଫଳ ବିକିଲେ ଏଣିକି ଦୃଢ଼ କାର୍ଯ୍ୟନୁଷ୍ଠାନ ନିଆଯିବ। ଦୋକାନୀ ସିଧାସଳଖ ବ୍ଲାକ ଲିଷ୍ଟେଡ୍‌ ହେବା ସହ ସମ୍ପୃକ୍ତ ଦୋକାନୀଙ୍କ ଫଟୋ କାନ୍ଥରେ ଲାଗିବ। କେବଳ ସେତିକି ନୁହଁ ଅପରାଧୀଙ୍କୁ ଯେପରି ତଡ଼ିପାର କରାଯାଉଛି, ପଚା ଫଳ…

ଦିବାକର ମହାନ୍ତି, ନନ୍ଦକିଶୋର ସିଂହ ପାଇବେ ଭଜନସମ୍ରାଟ ଭିକାରୀ ବଳ ସ୍ମୃତି ସମ୍ମାନ

କଟକ ଅଫିସ, ୧୬।୫: ସଙ୍ଗୀତଜ୍ଞ ଦିବାକର ମହାନ୍ତି ଓ ଗୀତିକାର ନନ୍ଦକିଶୋର ସିଂହ ଭଜନ ସମ୍ରାଟ ଭିକାରୀ ବଳ ସ୍ମୃତି ସମ୍ମାନ-୨୦୨୩ ପାଇବାକୁ ମନୋନୀତ ହୋଇଛନ୍ତି। ଓଡ଼ିଶାର ଲବ୍ଧ ପ୍ରତିଷ୍ଠ କଣ୍ଠଶିଳ୍ପୀ ଭଜନ ସମ୍ରାଟ ଭିକାରୀ ବଳଙ୍କ ଜୟନ୍ତୀ ଉତ୍ସବ ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?