କଟକ

ଜବତ ଡାଏରିର ଫରେନସିକ ରିପୋର୍ଟ ନେଲା ପୋଲିସ

ଖୁଣ୍ଟୁଣୀ,୨୬।୨(ଡି.ଏନ୍‌.ଏ.): ବହୁଚର୍ଚ୍ଚିତ ବରିଷ୍ଠ ମହିଳା କ୍ରିକେଟର ରାଜଶ୍ରୀ ସ୍ବାଇଁଙ୍କ ମତ୍ୟୁ ଘଟଣାକୁ ଇତି ମଧ୍ୟରେ ୪୨ଦିନ ବିତିଗଲାଣି। ତଥାପି ମୃତ୍ୟୁର କାରଣ ରହସ୍ୟ ଏଯାବତ ଜଣାପଡ଼ି ନାହିଁ। ତେବେ ଗୁରୁଡ଼ିଝାଟିଆ ପୋଲିସକୁ ଗତ ମାସ ୧୭ ତାରିଖରେ କେବଳ ଶବ ବ୍ୟବଚ୍ଛେଦ…

ଏଣିକି ନୂଆ ବିଷୟ ପଢ଼ିବେ ଦଶମ ଛାତ୍ରୀଛାତ୍ର

କଟକ ଅଫିସ,୨୫।୨ : ଆସନ୍ତା ଶିକ୍ଷା ବର୍ଷଠାରୁ ଦଶମ ଶ୍ରେଣୀ ଛାତ୍ରୀଛାତ୍ରୀ ନୂଆ ବିଷୟ ପଢ଼ିବେ। ଏହା ସହ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ପ୍ରକାଶିତ ଭୌତ୍ତିକ ବିଜ୍ଞାନ ବହିରେ ଷ୍ଟାର ଚିହ୍ନ ଥିବା ବିଷୟଗୁଡ଼ିକୁ ୨୦୨୩-୨୪ ଶିକ୍ଷାବର୍ଷ ନିମନ୍ତେ ପାଠ୍ୟକ୍ରମରେ…

ମାର୍ଚ୍ଚ ୫ରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା

କଟକ ଅଫିସ,୨୫ା୨: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଏବଂ ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ଆସନ୍ତା ମାର୍ଚ୍ଚ ୫ରେ ଅନୁଷ୍ଠିତ ହେବ। ୯୨୯ଟି କେନ୍ଦ୍ରରେ ୧ଲକ୍ଷ ୭୩ ହଜାର ୧୬୩ ଜଣ…

କର୍ମଚାରୀଙ୍କୁ ନିଶାଦ୍ରବ୍ୟ ମନା

କଟକ ଅଫିସ,୨୪ା୨: ଏସ୍‌ସିବି ମେଡିକାଲରେ କାମ କରୁଥିବା କୌଣସି କର୍ମଚାରୀ ନିଶାଦ୍ରବ୍ୟ ସେବନ କରିପାରିବେ ନାହିଁ। ମେଡିକାଲରେ ଡ୍ୟୁଟିରେ ଥିବା ବେଳେ ଯଦି କେହି କର୍ମଚାରୀ ନିଶାଦ୍ରବ୍ୟ ରଖିଥିବେ କିମ୍ବା ଖାଉଥିବେ ତାଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏନେଇ…

୧୦ ବର୍ଷ ପରେ ବାର୍‌ କାଉନ୍‌ସିଲ୍‌ ନିର୍ବାଚନ

କଟକ ଅଫିସ,୨୪ା୨: ଦୀର୍ଘ ୧୦ ବର୍ଷର ବ୍ୟବଧାନ ପରେ ରାଜ୍ୟ ବାର୍‌ କାଉନ୍‌ସିଲ୍‌ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏନେଇ କାଉନସିଲ୍‌ ପକ୍ଷରୁ ବିଧିବଦ୍ଧ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ନିର୍ବାଚନ ଆସନ୍ତା ୧୫ରେ ହେବ ବୋଲି ଘୋଷଣା କରାଯାଇଛି। ଆସନ୍ତା…

୪୧ ପଞ୍ଚାୟତରେ ୨୪ କାର୍ଯ୍ୟନିର୍ବାହୀ ଅଧିକାରୀ

ନିଶ୍ଚିନ୍ତକୋଇଲି,୨୪ା୨(ସ୍ବ.ପ୍ର.): ପଞ୍ଚାୟତ ଓ ବ୍ଲକ ସ୍ତରରେ ଗ୍ରାମାଞ୍ଚଳର ବିକାଶ ପାଇଁ ପ୍ରକଳ୍ପ ଏବଂ ଯୋଜନାଗୁଡ଼ିକର ସଫଳ ରୂପାୟନ ହୋଇଥାଏ। ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନାକୁ କାର୍ଯ୍ୟକାରୀ କରିବାକୁ ଦକ୍ଷ ପ୍ରଶାସନିକ ଅଧିକାରୀ ଏବଂ କର୍ମଚାରୀଙ୍କ ଆବଶ୍ୟକତା ରହିଛି।…

ସତ୍ୟପାଠ ଦାଖଲ ପାଇଁ ରାଜ୍ୟ ସରକାର ସମୟ ନେଲେ

କଟକ ଅଫିସ,୨୪ା୨: ଅନୁସୂଚିତ ଜାତି(ଏସ୍‌ସି) ଓ ଅନୁସୂଚିତ ଜନଜାତି(ଏସ୍‌ଟି) ଛାତ୍ରୀଛାତ୍ରଙ୍କୁ ତୁରନ୍ତ ଷ୍ଟାଇପେଣ୍ଡ୍‌ ପ୍ରଦାନ ସମ୍ପର୍କିତ ମାମଲାର ଶୁଣାଣି ଗୁରୁବାର ହାଇକୋର୍ଟରେ ହୋଇଥିଲା। ଏଠାରେ ସତ୍ୟପାଠ ଦାଖଲ ପାଇଁ ରାଜ୍ୟ ସରକାର ସମୟ ନେଇଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ଗୁରୁବାର ଶୁଣାଣିବେଳେ…

କଟକ ଜିଲାରେ ପୋଲିସ ଅଧିନିୟମ ଧାରା ୩୦ ବଳବତ୍ତର

କଟକ ଅଫିସ,୨୪ା୨: କଟକ ଜିଲା ପୋଲିସ ଆରକ୍ଷୀ ଅଧୀକ୍ଷକଙ୍କ ଆଦେଶନାମା ଅନୁଯାୟୀ ପୋଲିସ ଅଧିନିୟମ ଧାରା ୩୦ ଗତ ୧୭ ତାରିଖଠାରୁ ଆସନ୍ତା ମେ’ ୧୮ ତାରିଖ ପର୍ଯ୍ୟନ୍ତ ଲାଗୁ କରାଯାଇଛି। ଜିଲା ପୋଲିସ ଆରକ୍ଷୀ ଅଧୀକ୍ଷକଙ୍କ ଆଦେଶନାମା ଅନୁଯାୟୀ, ସାଲେପୁର,…

ବସ୍ତିରେ ରାତି କାଟିଲେ ମେୟର

କଟକ ଅଫିସ,୨୪ା୨: କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ମୋ’ ୱାର୍ଡ ଅଭିଯାନ ଗୁରୁବାରଠାରୁ ଆରମ୍ଭ ହୋଇଛି। ସିଏମ୍‌ସି ମେୟର ସୁବାସ ସିଂ ୧ ନମ୍ବର ୱାର୍ଡରୁ ଏହି ଅଭିଯାନ ଆରମ୍ଭ କରିଛନ୍ତି। ଏହି ଅବସରରେ ଚହଟାସ୍ଥିତ ଗାୟତ୍ରୀ ମନ୍ଦିର ପ୍ରାଙ୍ଗଣରେ…

୫୦ ଲକ୍ଷ କ୍ଷତିପୂରଣ ଦେବେ ରାଜ୍ୟ ସରକାର

କଟକ ଅଫିସ,୨୪ା୨:ଜଗତସିଂହପୁର ଜିଲା ଚକ୍ରଧରପୁର ଫାଣ୍ଡିରେ ୨୦୦୫ରେ ଘଟିଥିବା ଗୁଳିକାଣ୍ଡରେ ମୃତ ଯୁବକଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ହାଇକୋର୍ଟ ରାୟ ପ୍ରଦାନ କରିଛନ୍ତି। ବିଚାରପତି ବିଶ୍ୱନାଥ ରଥଙ୍କ ଖଣ୍ଡପୀଠ ଏହି ମାମଲାର ରାୟ ପ୍ରଦାନ କରି ୭…

ଶ୍ରୀଭୂମି କମ୍ପାନୀର ସମ୍ପତ୍ତି ବାଜ୍ୟାପ୍ତି ନିର୍ଦ୍ଦେଶ

କଟକ ଅଫିସ,୨୪ା୨: ଜିଲା ସ୍ବତନ୍ତ୍ର ଚିଟ୍‌ଫଣ୍ଡ୍‌ ଅଦାଲତ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରି ଶ୍ରୀଭୂମି ଗ୍ରୁପ ଅଫ୍‌ କମ୍ପାନୀର ସ୍ଥାବର ଅସ୍ଥାବର ସମ୍ପତ୍ତି ବାଜ୍ୟାପ୍ତି ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଖୋର୍ଦ୍ଧା ଜିଲାର ବିଭିନ୍ନ ତହସିଲରେ ଥିବା କମ୍ପାନୀର ପ୍ରାୟ…

ଗୋଟିଏ ବିଦ୍ୟାଳୟରେ ୨ ପ୍ରଧାନ ଶିକ୍ଷକ

କଟକ ଅଫିସ,୨୩ା୨: ଖ୍ରୀଷ୍ଟ କଲିଜିଏଟ୍‌ ସ୍କୁଲରେ ୨ ଜଣ ପ୍ରଧାନ ଶିକ୍ଷକ। ଜିଲା ଶିକ୍ଷା ଅଧିକାର(ଡିଇଓ) କାର୍ଯ୍ୟାଳୟ ପକ୍ଷରୁ ଜଣଙ୍କୁ ପ୍ରଧାନ ଶିକ୍ଷକ ଦାୟିତ୍ୱ ଦିଆ ଯାଇଥିବାବେଳେ କଟକ ଖ୍ରୀଷ୍ଟିଆନ ଏଜୁକେଶନ ବୋର୍ଡ (ସିସିଇବି) ଦ୍ବାରା ଆଉ ଜଣେ ପ୍ରଧାନ ଶିକ୍ଷକଭାବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri