ଡାଲି ବ୍ୟବସାୟୀ ଫାରୁକ୍ ହତ୍ୟା ମାମଲା : ଡି-ବ୍ରଦର୍ସ ନିର୍ଦ୍ଦୋଷରେ ଖଲାସ
କଟକ ଅଫିସ,୧୫।୫: କଟକ ମାଲଗୋଦାମ ଡାଲି ବ୍ୟବସାୟୀ ସେକ୍ ଫାରୁକ ହତ୍ୟା ମାମଲାରେ ଡି-ବ୍ରଦର୍ସ ସୋମବାର ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି। ଉଭୟ ସୁଶାନ୍ତ ଧଳସାମନ୍ତ ଓ ସୁଶୀଲ ଧଳସାମନ୍ତଙ୍କ ସହ ତାଙ୍କ ସହଯୋଗୀ ଆରିଫ ଖାଁ ମଧ୍ୟ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି।…
ଏଣିକି ମାଗଣାରେ ଅନ୍ଲାଇନ୍ ସାର୍ଟିଫାଏଡ୍ କପି
କଟକ ଅଫିସ,୧୫ା୫: ଓଡ଼ିଶା ହାଇକୋର୍ଟ ପକ୍ଷରୁ ଡିଜିଟାଲ ବ୍ୟବସ୍ଥାକୁ ଲୋକାଭିମୁଖୀ କରିବା ପାଇଁ ଆଉ ପାଦେ ଆଗକୁ ଯାଇଛି ପେପରଲେସ୍ କୋର୍ଟ। ହାଇକୋର୍ଟରେ ଫଇସଲା ହେଉଥିବା ମାମଲାଗୁଡ଼ିକର ରାୟ ଓ ନିର୍ଦ୍ଦେଶନାମା ଡିଜିଟାଲ୍ ସାଇନ୍ ହୋଇ ହାଇକୋର୍ଟ ଓ୍ବେବ୍ସାଇଟ୍ରେ ଉପଲବ୍ଧ ହୋଇଛି।…
ରାଜ୍ୟର ପ୍ରଥମ ମହିଳା ଭେଷଜ ବିଶେଷଜ୍ଞଙ୍କ ପରଲୋକ
କଟକ ଅଫିସ,୧୪।୫: ରାଜ୍ୟର ପ୍ରଥମ ମହିଳା ଭେଷଜ ବିଶେଷଜ୍ଞ ପ୍ରଫେସର ଡା. ଅନ୍ନପୂର୍ଣ୍ଣା ଦେବୀ(୭୭)ଙ୍କର କଟକ କେଶରପୁରସ୍ଥିତ ବାସଭବନରେ ଶନିବାର ହୃଦ୍ଘାତରେ ପରଲୋକ ହୋଇଯାଇଛି। ଖାନ୍ନଗରସ୍ଥିତ ସ୍ବର୍ଗଧାମରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ପୁତ୍ର ଚିନ୍ମୟ ମୁଖାଗ୍ନି ଦେଇଥିଲେ। ଡା. ଅନ୍ନପୂର୍ଣ୍ଣା…
ଇଣ୍ଡିଆନ୍ ବ୍ୟାଙ୍କ କଟକ ଆଞ୍ଚଳିକ କାର୍ଯ୍ୟାଳୟର ନୂତନ ପରିସର ଉଦ୍ଘାଟିତ
କଟକ,୧୪।୫: ଇଣ୍ଡିଆନ୍ ବ୍ୟାଙ୍କ କଟକ ଆଞ୍ଚଳିକ କାର୍ଯ୍ୟାଳୟର ନୂତନ ପରିସର କଟକର ସିଡିଏଠାରେ ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ ଇଣ୍ଡିଆନ ବ୍ୟାଙ୍କର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଅଶ୍ୱିନୀ କୁମାର ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ୟାଙ୍କର…
ବାଘଛାଲ ଜବତ, ୨ ଗିରଫ
ଫୁଲବାଣୀ ଅଫିସ, ୧୩ା୫: କନ୍ଧମାଳ ଜିଲା ଚକାପାଦ ବ୍ଲକ ପସରା ପଞ୍ଚାୟତ ପଖାଳଖିଆ ଗ୍ରାମ ନିକଟରେ ଫୁଲବାଣୀ ବନ ବିଭାଗ ଚଢ଼ାଉ କରି ଚାଲାଣ ପାଇଁ ପ୍ରସ୍ତୁତ ହେଉଥିବା ଏକ କଲରାପତରିଆ ବାଘ ଛାଲକୁ ଜବତ କରିଛି । ଏହି ଘଟଣାରେ…
‘ଓଡ଼ିଶାର ଆଞ୍ଚଳିକ ଜୁଡିସିଆଲ ଏକାଡେମୀ ଦେଶ ପାଇଁ ଉଦାହରଣ’
କଟକ ଅଫିସ,୧୪।୫: ରାଜ୍ୟର ଅନୁଗୋଳ, ବାଲେଶ୍ୱର, କୋରାପୁଟ, ଗଞ୍ଜାମ, ସମ୍ବଲପୁର ଜିଲାରେ ଆଞ୍ଚଳିକ ଜୁଡିସିଆଲ ଏକାଡେମୀ କାର୍ଯ୍ୟକ୍ଷମ ହୋଇଛି। ବିଚାର ବିଭାଗୀୟ ଅଧିକାରୀ, କୋର୍ଟ କର୍ମଚାରୀ, ଆଇନଜୀବୀଙ୍କ ଦକ୍ଷତା ବିକାଶ ପାଇଁ ଏହି ଏକାଡେମୀ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବ। ଅନୁଗୋଳଠାରେ…
୧୫,୮୨୭ ମାମଲା ଫଇସଲା
କଟକ ଅଫିସ, ୧୪।୫: ଓଡ଼ିଶା ରାଜ୍ୟ ଆଇନସେବା ପ୍ରାଧିକରଣ (ଓଏସ୍ଏଲ୍ଏସ୍ଏ) ପକ୍ଷରୁ ରାଜ୍ୟର ପ୍ରତ୍ୟେକ ଜିଲା ଏବଂ ତାଲୁକ୍ସ୍ତରୀୟ ବିଚାର ବିଭାଗୀୟ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଶନିବାର ଅନୁଷ୍ଠିତ ହୋଇଯାଇଛି। ହାଇକୋର୍ଟ ମୁଖ୍ୟ ବିଚାରପତି ତଥା ଓଏସ୍ଏଲ୍ଏସ୍ଏ…
ଆମ୍ବ ତୋଳିବାକୁ ଯାଇ ହାତୀ ହାବୁଡରେ ପଡିଗଲେ ବୃଦ୍ଧ
ତିଗିରିଆ, ୧୩।୫ (ଡି.ଏନ.ଏ ): ତିଗିରିଆ ଥାନା ଅନ୍ତର୍ଗତ ଭେଜିଆ ଜଙ୍ଗଲ ନିକଟସ୍ଥ ବାରଘରିଆ ଆମ୍ବ ତୋଟାରେ ଶନିବାର ଆମ୍ବ ତୋଳିବା ପାଇଁ ଯାଇଥିବା ବୃଦ୍ଧଙ୍କୁ ଦଳି ଦେଲା ହାତୀ। ଏଭଳି ଘଟଣା ଭୋଗଡା ପଞ୍ଚାୟତ ଗୋକର୍ଣ୍ଣଖାଲ ଗ୍ରାମରେ ଘଟିଛି। ସେ…
କନଷ୍ଟେବଳଙ୍କ ସନ୍ଦେହଜନକ ମୃତ୍ୟୁ
ନିଶ୍ଚିନ୍ତକୋଇଲି,୧୨ା୫(ସ୍ବ.ପ୍ର.): ଡ୍ୟୁଟି କରିବାକୁ ଆସି ପୋଲିସ କର୍ମଚାରୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ପରିବାର ଲୋକେ ତଦନ୍ତ ଦାବି କରିଛନ୍ତି। ଏପରି ଘଟଣା ଘଟିଛି କଟକ ଜିଲା ନିଶ୍ଚିନ୍ତକୋଇଲିର ଜିଗ୍ନିପୁର ଠାରେ। କଟକ ପୋଲିସ ହେଡ କ୍ବାର୍ଟର୍ସରେ କନଷ୍ଟେବଳ ଭାବେ ଶ୍ରୀନିବାସ ରାଉତ…
ପିଆଇଡବ୍ଲ୍ୟୁଟି ନିର୍ଦ୍ଦେଶକଙ୍କ ସତ୍ୟପାଠ ଦାଖଲ
କଟକ ଅଫିସ,୧୨ା୫: ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟ ସରକାରଙ୍କ ପକ୍ଷରୁ ଡଙ୍ଗାବୁଡ଼ି ମାମଲାରେ ମେ’ ୧ ତାରିଖରେ ସତ୍ୟପାଠ ଦାଖଲ କରାଯାଇଛି। ଓଡ଼ିଶା ପୋର୍ଟ ଆଣ୍ଡ୍ ଆଇଲାଣ୍ଡ୍ ଓ୍ବାଟର ଟ୍ରାନ୍ସପୋର୍ଟ ବିଭାଗ(ପିଆଇଡବ୍ଲ୍ୟୁଟି)ର ନିର୍ଦ୍ଦେଶକ ପଦ୍ମଲୋଚନ ରାଉଳ ସତ୍ୟପାଠ ଦାଖଲ କରି ରାଜ୍ୟରେ…
ବରିଷ୍ଠ କଂଗ୍ରେସ ନେତା ଅଶୋକ ସାମଲଙ୍କ ପରଲୋକ
କଟକ ଅଫିସ,୧୧ା୫: ବରିଷ୍ଠ କଂଗ୍ରେସ ନେତା ଅଶୋକ ସାମଲଙ୍କ ଗୁରୁବାର ପରଲୋକ ଘଟିଛି। ତେଲଙ୍ଗାବଜାରସ୍ଥିତ ତାଙ୍କ ବାସଭବନରେ ଦେହାନ୍ତ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା।ସୂଚନାଯୋଗ୍ୟ, ସେ କିଛିଦିନ ହେଲା ଲିଭର ଜନିତ ରୋଗରେ ପୀଡ଼ିତ ଥାଇ ଚିକିତ୍ସିତ…
ଜିଲାର ୫୩ ସ୍କୁଲରେ ଗୋଟିଏ ଲେଖାଏ ଶ୍ରେଣୀଗୃହ
କଟକ ଅଫିସ,୧୧ା୫: ଉନ୍ନତ ଶିକ୍ଷାଦାନ ସହ ବିଦ୍ୟାଳୟ ଭିତ୍ତିଭୂମିର ବିକାଶ ପାଇଁ ସରକାର ପ୍ରଚୁର ଟଙ୍କା ଖର୍ଚ୍ଚ କରୁଛନ୍ତି। ଏପରିକି ୫-ଟି ଅଧୀନରେ ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟକ୍ରମ କରାଯାଉଛି। ତଥାପି ଅନେକ ବିଦ୍ୟାଳୟର ସ୍ଥିତି ସୁଧୁରିପାରୁନାହିଁ। କେଉଁଠି ଶିକ୍ଷକ ସମସ୍ୟା ତ…

