ଏସ୍ଆଇ ନିଯୁକ୍ତି ବିଜ୍ଞପ୍ତି ଉପରେ ରହିତାଦେଶ
କଟକ ଅଫିସ,୧୧ା୨: ଓଡ଼ିଶା ପୋଲିସ ସବ୍ଇନ୍ସପେକ୍ଟର (ଏସ୍ଆଇ) ନିଯୁକ୍ତି ନେଇ ୨୦୨୧ ଜୁନ୍ ୨୨ତାରିଖରେ ପ୍ରକାଶିତ ବିଜ୍ଞପ୍ତି ଉପରେ ଓଡ଼ିଶା ହାଇକୋର୍ଟ ଅନ୍ତରୀଣ ରହିତାଦେଶ ଦେଇଛନ୍ତି। ଅଦାଲତଙ୍କ ଅନ୍ୟାଦେଶ ପର୍ଯ୍ୟନ୍ତ ଏହି ବିଜ୍ଞପ୍ତି ଉପରେ କୌଣସି ପଦକ୍ଷେପ ଗ୍ରହଣ କରାଯାଇପାରିବ ନାହିଁ…
ବିଦ୍ୟାଳୟରେ ୫ ଶିକ୍ଷକ ପଦବୀ ଖାଲି
ସାଲେପୁର,୧୦।୨(ଡି.ଏନ୍.ଏ.): ସରକାର ଶିକ୍ଷା ଉନ୍ନତି ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରୁଛନ୍ତି। ବିଦ୍ୟାଳୟଗୁଡ଼ିକୁ ଅନେକ ଉପକରଣ ଯୋଗାଇ ଦେଉଥିବା ନେଇ ଡିଣ୍ଡିମ ପିଟୁଛନ୍ତି। ମାତ୍ର ଶିକ୍ଷକ ପଦବୀ ପୂରଣ ଉପରେ ଗୁରୁତ୍ୱ ଦେଉ ନ ଥିବା ଅଭିଯୋଗ ହେଉଛି। ଶିକ୍ଷକ ଅଭାବ…
ଆଜି ରେଡିଓରେ ଶୁଭିବ ସିଏମ୍ସି ‘ସଂକଳ୍ପ’
କଟକ ଅଫିସ,୧୦ା୨: କଟକ ମହାନଗର ନିଗମ (ସିଏମ୍ସିି)ର ବିଭିନ୍ନ ଯୋଜନା, କାର୍ଯ୍ୟକ୍ରମ, ପ୍ରକଳ୍ପ ସମ୍ପର୍କରେ ଲୋକେ ସଚେତନ ହେବେ। ରେଡ଼ିଓ ଏଫ୍ଏମ୍ ଯୋଗେ ଅଧିକାରୀମାନେ ସଚେତନ କରାଇବେ। ଶୁକ୍ରବାରଠାରୁ ‘ସଂକଳ୍ପ’ ନାମରେ ଏକ କାର୍ଯ୍ୟକ୍ରମକୁ ସିଏମ୍ସି କମିଶନର ନିଖିଲ ପଓ୍ବନ କଲ୍ୟାଣ…
୨୫.୬୫ ଲକ୍ଷ ଉପଭୋକ୍ତା ଖାଇବେ ବଟିକା
କଟକ ଅଫିସ,୧୦ା୨: ସାର୍ବଜନୀନ ବାତଜ୍ୱର ଔଷଧ ସେବନ କାର୍ଯ୍ୟକ୍ରମ ନିମନ୍ତେ ଏକ ବୈଠକ ଜିଲା ସ୍ବାସ୍ଥ୍ୟ ବିଭାଗ ସଭାଗୃହରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା କୀଟବାହିତ ରୋଗ ପରାମର୍ଶଦାତ୍ରୀ ତୃପ୍ତିରାଣୀ ନାୟକ ଯୋଗଦେଇ କହିଥିଲେ, ଲୋକଙ୍କୁ ବୟସ ଅନୁପାତରେ ଡିଇସି,…
ହାଇକୋର୍ଟରେ ଚାର୍ଜସିଟ୍ ଦାଖଲ
କଟକ ଅଫିସ,୧୦ା୨:ବହୁ ଚର୍ଚ୍ଚିତ ବ୍ଲାକ୍ମେଲର ଅର୍ଚ୍ଚନା ନାଗ ଜାମିନ ଆବେଦନ ମାମଲାର ଶୁଣାଣି ଗୁରୁବାର ହାଇକୋର୍ଟରେ ହୋଇଛି। ଆବେଦନକାରୀଙ୍କ ବିରୋଧରେ ଚାର୍ଜସିଟ ଦାଖଲ ହୋଇଥିବା ଶୁଣାଣିବେଳେ ସ୍ପଷ୍ଟ ହୋଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ତଦନ୍ତର ସାନି ସ୍ଥିତି ଅବଗତ କରାଯାଇଛି। ଚାର୍ଜସିଟ୍ରେ…
ନିୟମାବଳୀ ଯଥାର୍ଥ ଦର୍ଶାଇଲେ ଓପିଏସ୍ସି
କଟକ ଅଫିସ,୧୦ା୨:ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି) ଦ୍ୱାରା ଅନୁଷ୍ଠିତ ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍ଓ) ପରୀକ୍ଷାର ନିୟମାବଳୀକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ଆଗତ ମାମଲାର ଶୁଣାଣି ଗୁରୁବାର ହୋଇଛି। ଓପିଏସ୍ପି ଓ ଆଡ୍ଭୋକେଟ ଜେନେରାଲ ଜବାବ ଦାଖଲ କରି ପରୀକ୍ଷା ନିମନ୍ତେ…
ମାଟ୍ରିକ୍ ପରୀକ୍ଷା ନେଇ ବୋର୍ଡ ବିଜ୍ଞପ୍ତି
କଟକ ଅଫିସ, ୯ା୨: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଚଳିତବର୍ଷର ଦଶମ ଶ୍ରେଣୀ ସମ୍ମେଟିଭ-୨ ପରୀକ୍ଷା ନିମନ୍ତେ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଯେଉଁ ପରୀକ୍ଷାର୍ଥୀ ସମ୍ମେଟିଭ-୧ ପରୀକ୍ଷାରେ କପି କରି ଧରାପଡିଥିଲେ, ସେମାନେ ସମ୍ମେଟିଭ-୨ ପରୀକ୍ଷା ଦେବାରୁ ବଞ୍ଚିତ…
ଷଣ୍ଢ ପେଟରୁ ବାହାରିଲା ୬୦ କିଗ୍ରା ପଲିଥିନ୍
ବାଙ୍କୀ, ୯ା୨(ସ୍ବ.ପ୍ର.): ବାଙ୍କୀ ସହର ଅଞ୍ଚଳରେ ଏକ ବୁଲା ଷଣ୍ଢ ଅସୁସ୍ଥ ଅବସ୍ଥାରେ ପଡିଥିବାରୁ ତାର ପେଟକୁ ଅପରେଶନ କରାଯାଇ ୬୦କେଜିରୁ ଊର୍ଦ୍ଧ୍ୱ ପଲିଥିନ ବୁଧବାର ବାହାର କରାଯାଇଛି। ସୂଚନାଯୋଗ୍ୟ ବାଙ୍କୀ ସହରର ଗୋଟିଏ ବୁଲା ଷଣ୍ଢ ସପ୍ତାହେ ହେଲା ଖିଆପିଆ…
ମହିଳାଙ୍କୁ ବଳାତ୍କାର, ହତ୍ୟା
ମଙ୍ଗୁଳି/ଜଗତପୁର, ୯ା୨(ଡି.ଏନ୍.ଏ.):ଜଗତପୁର ଥାନା ଅଧୀନ ଟ୍ରକ୍ ଟର୍ମିନାଲ ନିକଟ ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କ ମୃତଦେହ ଉଲଗ୍ନ ଅବସ୍ଥାରେ ପୋଲିସ ଜବତ କରିଛି। ମୃତା ଜଗତପୁର ଷ୍ଟେଶନ ବଜ଼ାର ଅଞ୍ଚଳର ବୋଲି ଜଣାପଡ଼ିଛି। ବଳାତ୍କାର ପରେ…
ବନ ବିଭାଗ ହେପାଜତରେ ମୃତ୍ୟୁ ଘଟଣା: ରେଞ୍ଜର ସମେତ ୬ ବନ କର୍ମଚାରୀ କୋର୍ଟ ଚାଲାଣ
କଟକ ଅଫିସ, ୮।୨: ବନ ବିଭାଗ ହେପାଜତରେ ସାତଗୋଛିଆ ଗାଁ ଧନେଶ୍ୱର ବେହେରାଙ୍କ ମୃତ୍ୟୁ ମାମଲାରେ ବଡ଼ମ୍ବା ରେଞ୍ଜର ସୁବ୍ରତ ବେହେରାଙ୍କ ସମେତ ୬ ବନ କର୍ମଚାରୀଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି। ଗିରଫ ଅନ୍ୟ କର୍ମଚାରୀମାନେ ହେଲେ ଫରେଷ୍ଟର…
ଜିଏସ୍ଟି ଚଢ଼ାଉ, ୧୭.୮୧ ଲକ୍ଷ ଟଙ୍କା ଜବତ
କଟକ ଅଫିସ,୮ା୨: ସରକାରଙ୍କୁ ଦ୍ରବ୍ୟ ଓ ସେବା କର (ଜିଏସ୍ଟି) ଫାଙ୍କି ବ୍ୟବସାୟ କରିବା ଅଭିଯୋଗରେ ଜିଏସ୍ଟି ବିଭାଗ ପକ୍ଷରୁ ମଙ୍ଗଳବାର କଟକର ଜଣେ ବ୍ୟବସାୟୀଙ୍କ ବ୍ୟବସାୟ ପ୍ରତିଷ୍ଠାନ ସମେତ ୪ଟି ଜାଗାରେ ଚଢ଼ାଉ କରାଯାଇଛି। ଚଢ଼ାଉବେଳେ ୧୭ ଲକ୍ଷ ୮୧…
ଗୋତାରା ସରପଞ୍ଚଙ୍କ ପରଲୋକ
ନିଶ୍ଚିନ୍ତକୋଇଲି,୭।୮(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ବ୍ଲକ ଗୋତରା ପଞ୍ଚାୟତର ସରପଞ୍ଚ ରତ୍ନାକର ସାହୁଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା। ବିଭିନ୍ନ ରୋଗରେ ଆକ୍ରାନ୍ତ ହୋଇ କଟକରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ତାଙ୍କର ଦେହାନ୍ତ…
Archives


