କଟକ

ହାତୀମୃତ୍ୟୁ ଘଟଣାରେ ହାଇକୋର୍ଟଙ୍କ ଉଦ୍‌ବେଗ

କଟକ ଅଫିସ,୧୦ା୫: ରାଜ୍ୟରେ କ୍ରମାଗତ ହାତୀମୃତ୍ୟୁକୁ ନେଇ ହାଇକୋର୍ଟ ମଙ୍ଗଳବାର ଶୁଣାଣିରେ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଦାଖଲ ସତ୍ୟପାଠରେ ହାତୀ ଆକ୍ରମଣରେ ମୃତକଙ୍କ ନିମନ୍ତେ ଅନୁକମ୍ପାମୂଳକ କ୍ଷତିପୂରଣ ରାଶି ବୃଦ୍ଧି କରାଯାଇଥିବା ନେଇ ଉଲ୍ଲେଖ କରାଯାଇଥିଲା।…

ତ୍ରିଶୂଳିଆଠାରେ କାଠଯୋଡ଼ିରେ ହେବ ଦ୍ୱିତୀୟ ସେତୁ

କଟକ ଅଫିସ,୮ା୫: କଟକର ତ୍ରିଶୂଳିଆ ନିକଟ କାଠଯୋଡ଼ି ନଦୀ ଉପରେ ଖୁବ୍‌ଶୀଘ୍ର ଦ୍ୱିତୀୟ ସେତୁ ନିର୍ମାଣ ହେବ। ଏହି ସେତୁ ୪ ଲେନ୍‌ ବିଶିଷ୍ଟ ହେବ। ନେତାଜୀ ସୁଭାଷ ଚନ୍ଦ୍ର ବୋଷ ସେତୁ ନିକଟରେ ଅତ୍ୟାଧୁନିକ ଜ୍ଞାନକୌଶଳ ଉପଯୋଗରେ ଏହି ସେତୁ…

୨ ୱାର୍ଡରେ ପାନୀୟଜଳ ସମସ୍ୟା

ମଙ୍ଗୁଳି-ଜଗତପୁର,୮ା୫(ଡି.ଏନ.ଏ.): ଟାଙ୍ଗୀ-ଚୌଦ୍ୱାର ବ୍ଲକ ଅଧୀନ କୟଳପଡା ପଞ୍ଚାୟତର ୨୦ ଓ ୨୧ ନମ୍ବର ୱାର୍ଡରେ ପ୍ରାୟ ଏକବର୍ଷ ହେବ ପାନୀୟଜଳ ସମସ୍ୟା ଲାଗିରହିଛି। ଏ ସମ୍ପର୍କରେ ଗ୍ରାମବାସୀ ବାରମ୍ବାର ବିଡିଓ ଆଶୁତୋଷ ମିଶ୍ରଙ୍କ ନିକଟରେ ଅଭିଯୋଗ କରିଥିଲେ ମଧ୍ୟ ସୁଫଳ ମିଳିପାରି…

ନୂଆ ରୂପ ନେଉଛି ସିଲଭର ସିଟି ବୋଟ୍‌ କ୍ଲବ୍‌

କଟକ ଅଫିସ,୮ା୫: କଟକ ମାତାମଠସ୍ଥିତ ମହାନଦୀ କୂଳରେ ଥିବା ସିଲ୍‌ଭର ସିଟି ବୋଟ୍‌ କ୍ଲବ ଏବେ ନୂଆ ରୂପ ପାଇବାକୁ ଯାଉଛି। ପର୍ଯ୍ୟଟକଙ୍କୁ ଅଧିକ ଆକୃଷ୍ଟ କରିବା ପାଇଁ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ପକ୍ଷରୁ ଏହାର ପରିସରରେ ବିଭିନ୍ନ ଉନ୍ନୟନମୂଳକ…

କଟକରେ ନକଲି ମୃଦୁ ପାନୀୟ କାରଖାନା

କଟକ ଅଫିସ, ୭ା୫: କଟକ ନକଲି ଓ ଅପମିଶ୍ରିତ କାରବାରର ପେଣ୍ଠସ୍ଥଳ ପାଲଟିଛି। ପୂର୍ବରୁ ବେଆଇନ କାରଖାନାରେ ପୋଲିସ ଚଢ଼ାଉ କରି ନକଲି ସିମେଣ୍ଟ, ଚା, ମସଲା, ଅପମିଶ୍ରିତ ସସ୍‌ ଆଦି ଜବତ କରିଛି। କେତେକ କ୍ଷେତ୍ରରେ କାରଖାନାକୁ ସିଲ୍‌ କରାଯିବା…

ଦେଶରେ ସୁଦୃଢ଼ ହେବ ଇ-କୋର୍ଟ ଭିତ୍ତିଭୂମି: ସିଜେଆଇ

କଟକ ଅଫିସ,୭।୫: ଓଡ଼ିଶା ହାଇକୋର୍ଟ ଭଳି ସୁପ୍ରିମକୋର୍ଟରେ ଇ-କୋର୍ଟ ପ୍ରକଳ୍ପ କାର୍ଯ୍ୟକାରୀ ହେବ। ଏଥିପାଇଁ ତୃତୀୟ ପର୍ଯ୍ୟାୟ ଆକ୍ସନ ପ୍ଲାନ୍‌ କାର୍ଯ୍ୟକାରୀ କରିବା ନିମନ୍ତେ ବୈଷୟିକ ଜ୍ଞାନକୌଶଳର ଉପଯୋଗର ସମ୍ଭାବନାମୟ ଦିଗ ଉପରେ ଆଲୋକପାତ କରିବା ଉଦ୍ଦେଶ୍ୟରେ କଟକସ୍ଥିତ ଜୁଡିସିଆଲ ଏକାଡେମୀଠାରେ…

ଲମ୍ବୁଛି କୈଫି ଖାନ ଠକେଇ କାରନାମା ଚେର: ୮୦ ଆକାଉଣ୍ଟ ଠାବ

କଟକ ଅଫିସ, ୫।୫: ତାନ୍ତ୍ରିକ କୈଫି ଖାନ ଠକେଇ କାରନାମା ଚେର ଯେତେ ଖୋଳାଯାଉଛି ସେତେ ଲମ୍ବୁଛି। ଶୁକ୍ରବାର କୈଫି ଖାନଙ୍କ ୮୦ଟି ଆକାଉଣ୍ଟ ଠାବ ହୋଇଛି। ଯେଉଁଥିରୁ ଲକ୍ଷାଧିକ ଟଙ୍କା ମିଳିଛି। କଟକର ବିଭିନ୍ନ ବ୍ୟାଙ୍କରେ କୈଫିଙ୍କ ଏସବୁ ଆକାଉଣ୍ଟ…

ଗର୍ଭ ନିରୋଧକ ବଟିକା ବିକ୍ରିକୁ ନେଇ ହାଇକୋର୍ଟରେ ମାମଲା

କଟକ ଅଫିସ,୫ା୫: ବିନା ଡାକ୍ତରୀ ପ୍ରେସ୍‌କ୍ରିପ୍‌ସନ୍‌ରେ ଗର୍ଭ ନିରୋଧକ ବଟିକା ବିକ୍ରି ଉପରେ କଟକଣା ଲଗାଇବାକୁ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାୟର ହୋଇଛି। ଅନିୟନ୍ତ୍ରିତ ଗର୍ଭ ନିରୋଧକ ବଟିକା ସେବନ ଦ୍ୱାରା ମହିଳାଙ୍କଠାରେ କର୍କଟ ରୋଗ ହେବାର ଆଶଙ୍କା ଥିବା…

ରାସ୍ତାଫାଟି ଆଁ, ଗ୍ରାମବାସୀ ଅସନ୍ତୁଷ୍ଟ

ସାଲେପୁର,୫।୫(ଡି.ଏନ୍‌.ଏ.): ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା-୨ରେ ମାଛୁଆତି-ପୁରୁଷୋତ୍ତମପୁର ନଈଗୁଆଁ ରାସ୍ତାର ବଲ୍ଲଭପୁର ରାଜସ୍ବ ଗ୍ରାମକୁ ସମ୍ପ୍ରସାରିତ ହୋଇଥିବା ରାସ୍ତା ଫାଟି ଆଁ କଲାଣି। ୧୧ମାସ ତଳେ ନିର୍ମାଣ ହୋଇଥିବା ଏହି ରାସ୍ତାରେ ନିମ୍ନମାନର କଞ୍ଚାମାଲ ବ୍ୟବହାର କରାଯାଇଥିବା ଅଭିଯୋଗ ହୋଇଛି। ଫଳରେ…

ଦୋକାନରେ ଜିଏସ୍‌ଟି ଚଢ଼ାଉ

ଚୌଦ୍ୱାର,୪ା୫(ଡି.ଏନ୍‌.ଏ.): କଟକ ଜିଲା ଚୌଦାର ସହରର କଳିଙ୍ଗ ଛକଠାରେ ଥିବା ବେହେରା ଗ୍ଲାସ ହାଉସ୍‌ ନାମକ ଏକ ଦୋକାନ ଉପରେ ସିଟି ଏବଂ ଜିଏସ୍‌ଟି ଚଢ଼ାଉ ଚାଲିଛି । ଗ୍ରାହକମାନଙ୍କୁ ବିନା ଜିଏସ୍‌ଟି ବିଲ୍‌ରେ ଜିନିଷ ବିକ୍ରି କରୁଥିବା ଅଭିଯୋଗ ଥିଲା।…

ଜବରଦଖଲରେ ଗୋଚର ଜମି

କଟକ ସଦର,୧ା୫(ଡି.ଏନ୍‌.ଏ.): କିଶନନଗର ତହସିଲ ଅନ୍ତର୍ଗତ କେଶନଗର ମୌଜାରେ ଷ୍ଟାଡିୟମ ନିର୍ମାଣ ପାଇଁ କଟକ ଜିଲାପାଳ ୨୫ ଡିସିମିଲ ଜାଗା ଲିଜ୍‌ ଆକାରରେ ପ୍ରଦାନ କରିଛନ୍ତି। ମାତ୍ର ଏହି ଜାଗା ପାର୍ଶ୍ୱରେ ଥିବା ୨ ଏକରରୁ ଊର୍ଦ୍ଧ୍ୱ ଜମିକୁ ଖେଳିବା ପାଇଁ…

ଡିସେମ୍ବର ସୁଦ୍ଧା ପ୍ରକଳ୍ପ ନିର୍ମାଣ ଶେଷ କର

କଟକ ଅଫିସ,୧ା୫: କଟକ ସହରର ସୌନ୍ଦର୍ଯ୍ୟକରଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ଜାରି ରହିଛି। ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ରବିବାର କଟକ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କରିବା ସହ ଉନ୍ନୟନ କାର୍ଯ୍ୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?