କଟକ

ଶାଢୀ ଦୋକାନରେ ଜିଏସ୍‌ଟି ଚଢାଉ

ଆଠଗଡ,୧୪।୨(ଡି.ଏନ.ଏ.): କଟକ ଜିଲା ଆଠଗଡ ସହର ବାଣୀକଣ୍ଠ ନଗରସ୍ଥିତ ଅମ୍ବର ଶାଢୀ ଦୋକାନରେ ମଙ୍ଗଳବାର ରାଜ୍ୟ ବାଣିଜ୍ୟ କର ଓ ଜିଏସ୍‌ଟି ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ଚଢାଉ ବେଳେ ଅଧିକାରୀମାନେ ଦୋକାନର କାଗଜପତ୍ର ଯାଞ୍ଚ କରୁଛନ୍ତି। ଟିକସ ଠକେଇ ନେଇ…

ହାଇକୋର୍ଟରେ ରାଜ୍ୟର ୩ ଡଙ୍ଗାବୁଡ଼ି ମାମଲା: ଏକତ୍ର ଶୁଣାଣି ପାଇଁ ନିର୍ଦ୍ଦେଶ

କଟକ ଅଫିସ,୧୪ା୨:ହାଇକୋର୍ଟରେ ବିଚାରାଧୀନ ଥିବା ଓଡ଼ିଶାରେ ସଂଘଟିତ ୩ଟି ଡଙ୍ଗାବୁଡ଼ି ମାମଲାର ଏକତ୍ର ଶୁଣାଣି ପାଇଁ ହାଇକୋର୍ଟ ସୋମବାର ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ବିଚାରପତି ଡ. ଏସ୍‌. ମୁରଲୀଧର ଏବଂ ବିଚାରପତି ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠ ଏ ସଂକ୍ରାନ୍ତ…

କଳା, ସଂସ୍କୃତିର ସହର କଟକ

କଟକ ଅଫିସ,୧୩ା୨:କଟକ ଉପର ବାଲିଯାତ୍ରା ପଡ଼ିଆରେ ୨୨ତମ ବାରବାଟୀ ଫେଷ୍ଟିଭାଲ ରବିବାର ଉଦ୍‌ଘାଟିତ ହୋଇଯାଇଛି। ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମ ଏହାକୁ ଉଦ୍‌ଘାଟନ କରି କଟକର ଇତିହାସରେ ଏହି ଉତ୍ସବର ଆୟୋଜନ ସମ୍ପର୍କରେ ଆଲୋକପାତ କରିଥିଲେ। ମୁଖ୍ୟ ଅତିଥି ଭାବେ କଟକ…

ପୁଣି ଏକ ଦନ୍ତାହାତୀର ମୃତଦେହ ଜବତ

ଆଠଗଡ,୧୩।୨(ସ୍ବ.ପ୍ର.): ଆଠଗଡ ବନାଞ୍ଚଳ ଅନ୍ତର୍ଗତ ନୂଆବନ୍ଧ ନୂଆ ତଇଲା କାଜୁ ଜଙ୍ଗଲରେ ପୁଣି ଏକ ଦନ୍ତାହାତୀର ମୃତ୍ୟୁ ଘଟିଛି। ହାତୀର ଆନୂମାନିକ ବୟସ ୨୦ ହେ ବ ବୋଲି ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଘଟଣାସ୍ଥଳରେ ଆଠଗଡ ବନାଞ୍ଚଳ ଅଧିକାରୀ…

ସରୁନି ଜାତୀୟ ରାଜପଥ ସମ୍ପ୍ରସାରଣ କାମ

ଭଦ୍ରକ ଅଫିସ,୧୩ା୨:୧୬ ନଂ. ଜାତୀୟ ରାଜପଥର ଭଦ୍ରକ ଜିଲାର ଆଖୁଆପଦାଠାରୁ ରାଣୀତାଲ ସୀମା ପର୍ଯ୍ୟନ୍ତ ୩୦ କି.ମି. ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଅବଧି ସରିଯାଇଥିଲେ ମଧ୍ୟ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇପାରିନାହିଁ। ୨୦୧୮ରୁ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇ ୨୦୨୧ରେ ଶେଷ ହେବା…

ଆଜି କୋର୍ଟରେ ହାଜର ହେବେ ଗୋପାଳ

କଟକ ଅଫିସ,୧୩ା୨:ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଏଏସ୍‌ଆଇ ଗୋପାଳ କୃଷ୍ଣ ଦାସଙ୍କ ୫ ଦିନିଆ ରିମାଣ୍ଡ ଅବଧି ରବିବାର ଶେଷ ହୋଇଛି। ୩ଟି ପର୍ଯ୍ୟାୟରେ କ୍ରାଇମବ୍ରାଞ୍ଚ ଗୋପାଳଙ୍କୁ ରିମାଣ୍ଡରେ ଆଣି ଜେରା କରିବା ସହ…

ଗୁଳିମାଡ଼ରେ ଗୋଟିଏ ପରିବାରର ୩ ଗୁରୁତର

ଆଠଗଡ଼,୧୨।୨(ସ୍ବ.ପ୍ର.): କଟକ ଜିଲା ଆଠଗଡ଼ ଥାନା ଅଧୀନ ଜେନାପଦା ମଝି ସାହିରେ ରବିବାର ସନ୍ଧ୍ୟାରେ ଗୁଳିମାଡ଼ ହୋଇଛି। ଗୁଳିମାଡ଼ରେ ଗୋଟିଏ ପରିବାରର ୩ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ବଂଶୀଧର ନାୟକ, ଜିତେନ୍ଦ୍ର ନାୟକ, ଦୀନବନ୍ଧୁ ନାୟକ। ଗୁରୁତରମାନଙ୍କୁ ପ୍ରଥମେ ଆଠଗଡ଼…

ଅବହେଳିତ ଅବସ୍ଥାରେ ଅନନ୍ତେଶ୍ୱର ମହାଦେବ

ନିଶ୍ଚିନ୍ତକୋଇଲି,୧୨।୨(ସ୍ବ.ପ୍ର.): କେନ୍ଦ୍ର ଓ ରାଜ୍ୟ ସରକାର ମନ୍ଦିର ମାନଙ୍କର ଉନ୍ନତୀକରଣ ଓ ପରିଚାଳନା ନିମନ୍ତେ ଲକ୍ଷ ଲକ୍ଷ ଟଙ୍କାର ଅନୁଦାନ ଯୋଗାଇ ଦେଉଛନ୍ତି। ମାତ୍ର ଅନେକ ସମୟରେ ଐତିହାସିକ କୀର୍ତ୍ତିରାଜି ଥିବା ପୀଠଗୁଡ଼ିକ ପ୍ରତି ଅଣଦେଖା କରାଯାଉଛି। ଏହାର ଉଦାହରଣ ନିଶ୍ଚିନ୍ତକୋଇଲି…

‘ସାମାଜିକ ଗଣମାଧ୍ୟମରେ କ୍ଷୟ ହେଉଛି ସତ୍ୟ’

କଟକ ଅଫିସ,୧୨।୨: ଓଡ଼ିଶା ହାଇକୋର୍ଟ ପକ୍ଷରୁ ୨ ଦିନିଆ ଜିଲା ଜଜ୍‌ ସମ୍ମିଳନୀ କଟକସ୍ଥିତ ଓଡ଼ିଶା ଜୁଡିସିଆଲ ଏକାଡେମୀଠାରେ ଶନିବାର ଉଦ୍‌ଘାଟିତ ହୋଇଯାଇଛି। ସୁପ୍ରିମକୋର୍ଟ ବିଚାରପତି ସଞ୍ଜୀବ ଖାନ୍ନା ଏହାକୁ ଉଦ୍‌ଘାଟନ କରି କହିଥିଲେ, ଭାରତୀୟ ସଂସ୍କୃତି ମୁକୁଟରେ ଓଡ଼ିଶା ହେଉଛି…

୧,୬୫,୭୦୦ ମାମଲା ଫଇସଲା

କଟକ ଅଫିସ, ୧୨।୨: ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ (ଓଏସ୍‌ଏଲ୍‌ଏସ୍‌ଏ) ପକ୍ଷରୁ ରାଜ୍ୟର ପ୍ରତି ଜିଲା ଏବଂ ତାଲୁକସ୍ତରୀୟ ବିଚାର ବିଭାଗୀୟ କୋର୍ଟ ପରିସରରେ ଚଳିତବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଶନିବାର ଅନୁଷ୍ଠିତ ହୋଇଯାଇଛି। ହାଇକୋର୍ଟ ମୁଖ୍ୟ ବିଚାରପତି…

ଭାରତୀୟ ଖାଦ୍ୟ ସୁରକ୍ଷାର ଆଧାର ଚାଉଳ: ରାଷ୍ଟ୍ରପତି

କଟକ ଅଫିସ,୧୨।୨: ଭାରତୀୟ ଖାଦ୍ୟ ସୁରକ୍ଷାର ମୁଖ୍ୟ ଆଧାର ଓ ଅର୍ଥନୀତିର ପ୍ରମୁଖ ଅଙ୍ଗ ହେଉଛି ଚାଉଳ। ଆମ ସଂସ୍କୃତି ଓ ଐତିହ୍ୟ ସହ ଅଙ୍ଗାଙ୍ଗୀ ଭାବେ ଜଡ଼ିତ। ଅକ୍ଷତ କୁହାଯାଉଥିବା ଅଭଙ୍ଗା ଚାଉଳ ପ୍ରଗତି ଓ ପୂର୍ଣ୍ଣ ଜୀବନର ପ୍ରତୀକ…

ଇଣ୍ଡିଆନ ରାଇସ କଂଗ୍ରେସର ଉଦ୍‌ଘାଟନ କଲେ ରାଷ୍ଟ୍ରପତି

କଟକ ଅଫିସ,୧୧।୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କଟକରେ ପହଞ୍ଚି ଜାତୀୟ ଧାନ ଗବେଷଣା କେନ୍ଦ୍ରରେ ଦ୍ୱିତୀୟ ଇଣ୍ଡିଆନ ରାଇସ କଂଗ୍ରେସର ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଓ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମର,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri