କଟକ

ହରିଣଙ୍କ ସ୍ବାସ୍ଥ୍ୟ ପ୍ରଭାବିତ ହେବା ଆଶଙ୍କା

କଟକ ଅଫିସ,୨୫ା୪: କଟକ ମହାନଗର ନିଗମ (ସିଏମ୍‌ସି) ଅନ୍ତର୍ଗତ ତୁଳସୀପୁର ବିଜୁ ପଟ୍ଟନାୟକ ରୋଡ୍‌ର ମହାନଦୀ ବନ୍ଧ ସନ୍ନିକଟରେ ଡିଅର ପାର୍କ ଅବସ୍ଥିତ। ଏହି ପାର୍କରେ ସ୍ବଳ୍ପ ସ୍ଥାନରେ ୨୫୦ରୁ ଅଧିକ ହରିଣ ରହିଛନ୍ତି। ପ୍ରତ୍ୟେକ ଦିନ ଏଠାକୁ ହରିଣ ଦେଖିବା…

ଜିଲାପାଳ, ଏସ୍‌ପିଙ୍କୁ ଜବାବ ମାଗିଲେ ଓଏଚ୍‌ଆର୍‌ସି

କଟକ ଅଫିସ,୨୫ା୪: ସମ୍ବଲପୁରରେ ହନୁମାନ ଜୟନ୍ତୀବେଳେ ସଂଘଟିତ ଗୋଷ୍ଠୀ ସଂଘର୍ଷ ମାମଲାରେ ଜିଲାପାଳ ଏବଂ ଏସ୍‌ପି ଜବାବ ଦାଖଲ କରିବାକୁ ସୋମବାର ଓଡ଼ିଶା ମାନବ ଅଧିକାର କମିଶନ୍‌ (ଓଏଚ୍‌ଆର୍‌ସି) ନିର୍ଦ୍ଦେଶ ଦେଇଛନ୍ତି। ମାମଲାର ଆବେଦନ ଆଧାରରେ ସମ୍ବଲପୁର ସହରରେ ଇଣ୍ଟରନେଟ୍‌ ସଂଯୋଗ…

ବାଣପୁର ଆଇଆଇସିଙ୍କୁ ତଦନ୍ତ ନିର୍ଦ୍ଦେଶ

କଟକ ଅଫିସ,୨୪ା୪: ଏକ ପରିବାରକୁ ବାସନ୍ଦ କରାଯାଇଥିବା ନେଇ ପୋଲିସର ନିଷ୍କ୍ରିୟତା ବିରୋଧରେ ଆଗତ ମାମଲାରେ ବାଣପୁର ଥାନା ଆଇଆଇସିଙ୍କୁ ହାଇକୋର୍ଟ ଉପଯୁକ୍ତ ତଦନ୍ତ କରିବା ନିମନ୍ତେ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ବିଚାରପତି ଏସ୍‌. କେ. ପାଣିଗ୍ରାହୀ ମାମଲାର ଶୁଣାଣି କରି…

ଘର ଭାଙ୍ଗିଲା, ଧାନ ଖାଇଲା

ଖୁଣ୍ଟୁଣୀ,୨୪ା୪(ଡି.ଏନ୍‌.ଏ.): ଖୁଣ୍ଟୁଣୀ ବନାଞ୍ଚଳରେ ହାତୀ ଉପଦ୍ରବ ଦେଖିବାକୁ ମିଳିଛି। ଏହାକୁ ନେଇ ଲୋକମାନେ ଭୟଭୀତ ହୋଇପଡିଛନ୍ତି। ଗତ ଦୁଇମାସ ମଧ୍ୟରେ ହାତୀ ୪ ଜଣଙ୍କର ଘର ଭାଙ୍ଗିବା ସହ ଧାନ, ଚାଉଳ ଖାଇ ନଷ୍ଟ କରିଛନ୍ତି। ହେଲେ ହାତୀଙ୍କୁ ସମ୍ପୂର୍ଣ୍ଣମାତ୍ରାରେ ଘଉଡାଇବାରେ…

ପୂର୍ବତନ ଏମ୍‌ପି ତ୍ରିଲୋଚନ କାନୁନ୍‌ଗୋଙ୍କ ଶେଷକୃତ୍ୟ ସମ୍ପନ୍ନ

କଣ୍ଟାପଡ଼ା,୨୩।୪(ଡି.ଏନ୍‌.ଏ.): ଜଗତ୍‌ସିଂହପୁରର ପୂର୍ବତନ ଏମ୍‌ପି, ବିଶିଷ୍ଟ ଅର୍ଥନୀତିଜ୍ଞ ତଥା ଶିକ୍ଷାବିତ୍‌ ତ୍ରିଲୋଚନ କାନୁନ୍‌ଗୋଙ୍କର ଶନିବାର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ମସ୍ତିଷ୍କ ଆଘାତରେ ଆକ୍ରାନ୍ତ ହୋଇ ସେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ସକାଳେ ତାଙ୍କର…

ଠିକା କର୍ମଚାରୀଙ୍କୁ ମିଳୁନି ଦରମା

ଚୌଦ୍ୱାର,୨୧ା୪(ଡି.ଏନ୍‌.ଏ.): ଚୌଦ୍ୱାର ପୌରପାଳିକାରେ କାର୍ଯ୍ୟରତ ୩୦ ଜଣ ଠିକା କର୍ମଚାରୀ ୨ ମାସରୁ ଊର୍ଦ୍ଧ୍ୱ ସମୟ ହେବ ଦରମା ପାଇନାହାନ୍ତି। ଫଳରେ ସେମାନଙ୍କ ପରିବାର ଚଳିବା କଷ୍ଟକର ହୋଇପଡିଛି। ଏ ସମ୍ପର୍କରେ ସେମାନେ ପୌରପାଳିକା ଅଧିକାରୀଙ୍କୁ ଜଣାଇଥିଲେ ସୁଦ୍ଧା କୌଣସି ସୁଫଳ…

୪ ମାସରେ ହସ୍ପିଟାଲ ରାସ୍ତାକାମ ସରିବ

କଟକ ଅଫିସ,୨୧ା୪: ମଙ୍ଗଳାବାଗ ଥାନା ପ୍ରାଣୀଧନ ନିର୍ଦ୍ଦେଶାଳୟ ପରିସରକୁ ସ୍ଥାନାନ୍ତର କରାଯିବ। ଓଏମ୍‌ପି ଛକ ନିକଟ ଅଧ ଏକର ଜମିରେ ବ୍ଲଡ୍‌ ବ୍ୟାଙ୍କ ଷ୍ଟାଫ କ୍ୱାର୍ଟର୍ସ ନିର୍ମାଣ ହେବ। ଏସ୍‌ସିବି ମେଡିକାଲକୁ ବିଶ୍ୱସ୍ତରୀୟ କରିବା ପାଇଁ ସମ୍ପ୍ରସାରଣ କାର୍ଯ୍ୟ ଜାରି ରହିଛି।…

ବିକ୍ଷୋଭ ବେଳେ ପୋଲିସ ସହ ଧସ୍ତାଧସ୍ତି ମାମଲା: ୨୨ ଭାଜପା ଯୁବମୋର୍ଚ୍ଚା ନେତାଙ୍କୁ ହାଇକୋର୍ଟରୁ ଜାମିନ ମିଳିଲା

କଟକ ଅଫିସ,୨୧ା୪: ଦେଢ଼ ମାସରୁ ଊର୍ଦ୍ଧ୍ୱ ସମୟ ଧରି ଜେଲ୍‌ରେ ଥିବା ୨୨ ଜଣ ଭାଜପା ଯୁବମୋର୍ଚ୍ଚା ନେତାଙ୍କୁ ହାଇକୋର୍ଟ ଗୁରୁବାର ଜାମିନ ପ୍ରଦାନ କରିଛନ୍ତି। ଭୁବନେଶ୍ୱରରେ ବିକ୍ଷୋଭ କରିବାବେଳେ ପୋଲିସ ସହ ଧସ୍ତାଧସ୍ତି ହୋଇ ଯୁବମୋର୍ଚ୍ଚା ନେତାମାନେ ଗିରଫ ହୋଇଥିଲେ।…

କୃଷି ଶିକ୍ଷାର ହବ୍‌ ହେବ ଏନ୍‌ଆର୍‌ଆର୍‌ଆଇ

କଟକ ଅଫିସ,୨୦ା୪: କଟକ ଉପକଣ୍ଠ ବିଦ୍ୟାଧରପୁରଠାରେ ଥିବା ଜାତୀୟ ଧାନ ଗବେଷଣା ପ୍ରତିଷ୍ଠାନ (ଏନ୍‌ଆର୍‌ଆର୍‌ଆଇ) କୃଷି ଶିକ୍ଷାର ହବ୍‌ ପାଲଟିବ। ଏହି ଐତିହାସିକ ପ୍ରତିଷ୍ଠାନ କୃଷି ଗବେଷଣା ସହ ଶିକ୍ଷାଦାନର ଏକ ପ୍ରମୁଖ ପ୍ରତିଷ୍ଠାନ ହେବ। କୃଷିଶିକ୍ଷା ନିମନ୍ତେ ଚୟନ ହୋଇଥିବା…

‘ଆଧ୍ୟାତ୍ମିକ ବ୍ୟକ୍ତିତ୍ୱ ସମ୍ମାନ’ରେ ସମ୍ମାନିତ ହେଲେ ଶ୍ରୀସନ୍ନ୍ୟାସୀ ଜୀ

କଟକ ଅଫିସ,୧୯ା୪: କଟକ ସଦର ସାମାଜିକ ଓ ସାଂସ୍କୃତିକ ସଂସଦ ଦ୍ୱାରା ଇଷାଣି ବ୍ରହ୍ମପୁର ପଞ୍ଚାୟତ ମଲ୍ଲୀପୁରର ମହାନଦୀପଠାରେ ‘ମହାନଦୀ ତଟୋତ୍ସବ’ ଅନୁଷ୍ଠିତ ହୋଇଯାଇଛି। ଏହି ମହୋତ୍ସବର ଚତୁର୍ଥ ସନ୍ଧ୍ୟାରେ ବିଶିଷ୍ଟ ଆଧ୍ୟାତ୍ମିକ ସ୍ତମ୍ଭକାର, ଲୋକପ୍ରିୟ ଆଧ୍ୟାତ୍ମିକ ପତ୍ରିକା ‘ଦିବ୍ୟାଲୋକ ସନ୍ଧାନେ’ର…

ଭାବରେ କମ୍ପିଲା ବାଲିଯାତ୍ରା ପଡ଼ିଆ

କଟକ ଅଫିସ,୧୯।୪: ଆମେ ଓଡ଼ିଆ ଅନୁଷ୍ଠାନ ପକ୍ଷରୁ କଟକ ବାଲିଯାତ୍ରା ଉପର ପଡ଼ିଆରେ ୫ ଦିନ ବ୍ୟାପୀ ଚାଲିଥିବା ଅନ୍ତର୍ଜାତୀୟ ଶ୍ରୀଜଗନ୍ନାଥ ମହାସମ୍ମିଳନୀ ମଙ୍ଗଳବାର ଉଦ୍‌ଯାପିତ ହୋଇଛି। ଉଦ୍‌ଯାପନୀ ସନ୍ଧ୍ୟାରେ ଶ୍ରୀଜଗନ୍ନାଥଙ୍କ ଭାବରେ ବାଲିଯାତ୍ରା ପଡ଼ିଆ କମ୍ପି ଉଠିଥିଲା। ସକାଳେ ସାଧୁସନ୍ଥମାନେ…

ମେ’ ୨୧ରେ ଓଜେଏସ୍‌-୨୦୨୨ ପ୍ରିଲିମନାରି ପରୀକ୍ଷା

କଟକ ଅଫିସ,୧୯।୪: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ଜୁଡିସିଆଲ ସର୍ଭିସ (ଓଜେଏସ୍‌)-୨୦୨୨ର ପ୍ରିଲିମନାରି ପରୀକ୍ଷା ଆସନ୍ତା ମେ’ ୨୧ରେ ଅନୁଷ୍ଠିତ ହେବ। ପୂର୍ବାହ୍ନ ୧୦ଟାରୁ ୧୧ଟା ୩୦ ମିନିଟ୍‌ ପର୍ଯ୍ୟନ୍ତ ପରୀକ୍ଷାର୍ଥୀମାନେ ପରୀକ୍ଷା ଦେବେ। ଦିବ୍ୟାଙ୍ଗ ପରୀକ୍ଷାର୍ଥୀଙ୍କୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?