କଟକ

୪ ବର୍ଷ ପରେ ବି ସରୁନି ୪୦ ମିଟର ରାସ୍ତା କାମ

କଟକ ଅଫିସ,୧୪ା୪: ୪୦ ମିଟର ରାସ୍ତା କାମକୁ ୪ ବର୍ଷ ବିତିଯାଇଥିଲେ ବି ଶେଷ ହୋଇପାରୁନାହିଁ। ଏଥିପାଇଁ କଲ୍ୟାଣନଗର ବାସିନ୍ଦା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବାରମ୍ବାର ଅଭିଯୋଗ କଲେ କର୍ତ୍ତୃପକ୍ଷ ଶୁଣୁ ନ ଥିବା ବେଳେ ଯାତାୟାତ ପାଇଁ ହଇରାଣ ହେବାକୁ…

ଲୋକାୟୁକ୍ତ ଟିମ୍‌ର ତଦନ୍ତ ଆରମ୍ଭ

ମଙ୍ଗୁଳି-ଜଗତପୁର/ଚୌଦ୍ୱାର, ୧୪ା୪(ଡି.ଏନ୍‌.ଏ.): ଚୌଦ୍ୱାର ପୌରପାଳିକା ଅଧୀନ ୮ଟି ୱାର୍ଡରେ ୧୪ଟି ଉନ୍ନୟନ ପ୍ରକଳ୍ପ ନିର୍ମାଣ ବାବଦରେ ଲକ୍ଷାଧିକ ଟଙ୍କା ହଡ଼ପ ହୋଇଥିବା ଅଭିଯୋଗ ହୋଇଥିଲା। ଏ ନେଇ ଚୌଦ୍ୱାର ସୂଚନାକର୍ମୀ ମନୋଜ ସାହୁ ଓ ଶ୍ରୀକାନ୍ତ ପାକଳ ଲୋକାୟୁକ୍ତରେ ଏକ ମାମଲା…

ଠିକ୍‌ ଠିକଣାରେ ଭୁଲ ମୃତଦେହ

ନିଶ୍ଚିନ୍ତକୋଇଲି,୧୨।୪(ସ୍ବ.ପ୍ର): ଠିକଣା ଠିକ୍‌ ଥିଲେ ମଧ୍ୟ ଭୁଲ୍‌ ମୃତଦେହ ପରିବାର ନିକଟରେ ପହଞ୍ଚତ୍ଥିଲା। ଆତ୍ମୀୟଙ୍କ ମରଶରୀରକୁ ଚିହ୍ନି ନ ପାରି ପରିବାର ଲୋକେ ତାହାକୁ ସତ୍କାର କରିଦେଲେ। ହେଲେ ପରେ ଜଣାପଡ଼ିଥିଲା ସଂସ୍କାର କରାଯାଇଥିବା ମୃତଦେହ ରାଜସ୍ଥାନର ଜଣେ ମୃତବ୍ୟକ୍ତିଙ୍କର। କୋରିୟର…

ନିରାଶ ହେଲେ ପ୍ରଭାତ ବିଶ୍ୱାଳ

କଟକ ଅଫିସ,୧୧।୪: କଟକ ଚୌଦ୍ୱାର ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳଙ୍କର ଚିଟ୍‌ଫଣ୍ଡ ସଂସ୍ଥା ସି-ସୋର ସହ ଆର୍ଥିକ କାରବାର ଅଭିଯୋଗ ମାମଲାରେ ହାଇକୋର୍ଟରେ ଶୁଣାଣି ହୋଇଛି। ଆସନ୍ତା ୨ ମାସ ମଧ୍ୟରେ ଚାର୍ଜଫ୍ରେମ କରି ବର୍ଷକରେ ବିଚାର ଶେଷ କରିବାକୁ ସିବିଆଇ…

ଜବରଦଖଲରେ ଝୋଟେଶ୍ୱର ମନ୍ଦିର ଜମି

ମଙ୍ଗୁଳି-ଜଗତପୁର,୧୧୪(ଡି.ଏନ୍‌.ଏ.): ଚୌଦ୍ୱାର ପୌରପାଳିକା ଅଧୀନ ୬ନଂ. ୱାର୍ଡ ମୁଣ୍ଡମାଳ ଗ୍ରାମରେ ଥିବା ବହୁ ପୁରାତନ ଝୋଟେଶ୍ୱର ମନ୍ଦିର ଜମିକୁ ସ୍ଥାନୀୟ ଅଞ୍ଚଳର କେତେଜଣ ବ୍ୟକ୍ତି ଜବରଦଖଲ କରିଛନ୍ତି। ସେମାନଙ୍କ କବଳରୁ ଏହି ଜମି ମୁକୁଳାଇବା ପାଇଁ ଗ୍ରାମବାସୀ ବାରମ୍ବାର ତହସିଲ କାର୍ଯ୍ୟାଳୟରେ…

ସତ୍ୟଭାମାପୁର ମଧୁସ୍ମୃତି ପୀଠର ଉନ୍ନତୀକରଣ ହେବ

କଟକ ଅଫିସ, ୧୧ା୪: କଟକ ଜିଲା ସତ୍ୟଭାମାପୁରସ୍ଥିତ ମଧୁବାବୁଙ୍କ ଜନ୍ମପୀଠକୁ ରାଜ୍ୟ ପର୍ଯ୍ୟଟନସ୍ଥଳୀ ମାନ୍ୟତା ମିଳିଛି। ରାଜ୍ୟ ସରକାର ମଧୁସ୍ମୃତି ପୀଠର ପାରିପାର୍ଶ୍ୱିିକ ବିକାଶ ନିମନ୍ତେ ଏକ ନକ୍ସା ପ୍ରସ୍ତୁତ କରିଛନ୍ତି। ଏହି ପରିପ୍ରେକ୍ଷୀରେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ (ଆର୍‌ଡିସି)ଙ୍କ କାର୍ଯ୍ୟାଳୟସ୍ଥିତ…

ପୋଲିସକୁ ଚକ୍‌ମା ଦେଇ ବାବା ବେଶରେ ରହୁଥିଲେ

କଟକ ଅଫିସ,୧୦ା୪: ପୋଲିସ ଆଖିରେ ଧୂଳି ଦେଇ ଖସି ବୁଲୁଥିଲେ ହତ୍ୟା ଅଭିଯୁକ୍ତ। ଗିରଫଦାରିରୁ ବର୍ତ୍ତିବା ପାଇଁ ବାବା ବେଶରେ ରହୁଥିଲେ। ଦାଢ଼ି ରଖୁଥିଲେ ଆଉ ଗେରୁଆ ବସ୍ତ୍ର ପିନ୍ଧୁଥିଲେ। ନିଜକୁ ମହିମା ଅଲେଖ ଧାର୍ମିକ ଅନୁଷ୍ଠାନର ଜଣେ ସନ୍ଥ ଭାବେ…

ଖୁଣ୍ଟୁଣୀ ବନାଞ୍ଚଳରେ ଚନ୍ଦକାର ୨୪ ହାତୀଙ୍କ ଉତ୍ପାତ

ଖୁଣ୍ଟୁଣୀ,୧୦ା୪(ଡି.ଏନ୍‌.ଏ.): ଚନ୍ଦକା ଜଙ୍ଗଲରୁ ଆସିଥିବା ୨୪ ଟିକିଆ ହାତୀପଲ କିଛିଦିନ ହେବ ଖୁଣ୍ଟୁଣୀ ବନାଞ୍ଚଳରେ ପ୍ରବେଶ କରିଛିି। ଏହାକୁ ନେଇ ଧାନ ଓ ପରିବା ଫସଲ କରିଥିବା ଚାଷୀ ଆତଙ୍କିତ ହୋଇପଡିଛନ୍ତି। ହାତୀପଲ ଧାନ ଓ ଆଖୁ ଖାଇବା ସହ ଲୋକଙ୍କ…

ରାଜ୍ୟରେ ପ୍ରଥମ: ରୋଗୀଙ୍କ ଶ୍ୱାସନଳୀରୁ ବାହାରିଲା ଟ୍ୟୁମର

କଟକ ଅଫିସ,୧୦ା୪: କଟକସ୍ଥିତ ଏସ୍‌ସିବି ମେଡିକାଲର ସିଟିଭିଏସ୍‌ ବିଭାଗରେ ଏକ୍‌ମୋ ମେଶିନ ସହାୟତାରେ ଜଟିଳ ଅସ୍ତ୍ରୋପଚାର ଶନିବାର କରାଯାଇଛି। ଜଣେ ୨୧ ବର୍ଷୀୟ ଯୁବକଙ୍କ ଶ୍ୱାସନଳୀକୁ ବନ୍ଦ କରି ରଖିଥିବା ଏକ ଟ୍ୟୁମରକୁ ବାହାର କରିବାରେ ଡାକ୍ତରମାନେ ସଫଳ ହୋଇଛନ୍ତି। ରୋଗୀ…

‘ମଣିଷ ସତ୍ୟର ସନ୍ଧାନୀ ହେଉ’

କଟକ ଅଫିସ,୯।୪: ଭଗବାନଙ୍କ ସୃଷ୍ଟିରେ ମନୁଷ୍ୟକୁ ଅମୃତମୟ ଦୃଷ୍ଟିରେ ଦେଖିବା, ମଧୁର ବାଣୀ ବିତରଣ କରିବା ଏକାନ୍ତ ଆବଶ୍ୟକ। ନିଜ ସୁଖସ୍ବାଚ୍ଛନ୍ଦ୍ୟ ସହିତ ଅନ୍ୟର ସୁଖଦୁଃଖରେ ଭାଗିଦାର ହେବା ଉଚିତ୍‌। ଏଥିସହ ମଣିଷ ସତ୍ୟର ସନ୍ଧାନୀ ହେବାକୁ ରାଜ୍ୟପାଳ ପ୍ରଫେସର ଗଣେଶୀ…

ଚୌଦ୍ୱାରରୁ ଜର୍ମାନୀ ଯିବେ ସାଇମୀନାକ୍ଷୀ

କଟକ ଅଫିସ,୭ା୪: କଟକ ଜିଲା ଚୌଦ୍ୱାରରୁ ଜର୍ମାନୀ ଯିବେ ସାଇମୀନାକ୍ଷୀ। ଜର୍ମାନୀର ଥାଙ୍ଗାଭେଲ ଦମ୍ପତି ଅନାଥ ଶିଶୁକନ୍ୟା ସାଇମୀନାକ୍ଷୀଙ୍କୁ ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରିଛନ୍ତି। ଫଳରେ ସାଇମୀନାକ୍ଷୀଙ୍କ ନୂଆ ଠିକଣା ହୋଇଛି ଜର୍ମାନୀର ଲଣ୍ଡୌଏର ଷ୍ଟ୍ରାବେ-୧୦୦। ଏଥିସହ ସାଇମୀନାକ୍ଷୀ ମାତାପିତା,…

ବର୍ଷାରେ ରାସ୍ତା-ଡ୍ରେନ୍‌ ଏକାକାର

କଟକ ଅଫିସ,୭ା୪: କାଳବୈଶାଖୀ ପ୍ରଭାବରେ ଗୁରୁବାର ଅପରାହ୍ନରେ କଟକ ସହରର ବିଭିନ୍ନ ସ୍ଥାନରେ ପ୍ରବଳ ବେଗରେ ପବନ ବହିବା ସହ ବର୍ଷା ହୋଇଛି। କେତେକ ସ୍ଥାନରେ ଗଛ ଉପୁଡି ପଡିଥିବା ଦେଖିବାକୁ ମିଳିଛି। ପବନରେ ବାଲିଯାତ୍ରା ଉପର ପଡିଆରେ ପଡିଥିବା ଅନ୍ତର୍ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?