କଟକ

ବ୍ୟାଙ୍କ ଡକାୟତି ଯୋଜନା ପଣ୍ଡ, ସାଇରନ ବାଜିବାରୁ ଛୁ ମାରିଲେ ଲୁଟେରା

କଟକ ଅଫିସ,୬ା୪: ତ୍ରିଶୁଳିଆ ନିକଟ ଫକୀରପଡ଼ାରେ ଥିବା ଆଇସିଆଇସିଆଇ ବ୍ୟାଙ୍କକୁ ସ୍ପଷ୍ଟ ଦିବାଲୋକରେ ଲୁଟ୍‌ କରିବାକୁ ଆସି ଲୁଟେରାମାନେ କର୍ମଚାରୀଙ୍କ ମୁଣ୍ଡରେ ବନ୍ଧୁକ ଓ ମାରଣାସ୍ତ୍ର ଦେଖାଇ ଲକର ଚାବି ମାଗିଥିଲେ। ମାତ୍ର ବ୍ୟାଙ୍କର ସାଇରନ ବାଜିବାରୁ ଲୁଟେରାଙ୍କ ଉଦ୍ୟମ ପଣ୍ଡ…

ଆଧ୍ୟାତ୍ମିକ ଗୁରୁ ଅସୀମାନନ୍ଦ ସରସ୍ବତୀଙ୍କ ପରଲୋକ

କଟକ ଅଫିସ,୪।୪: କଟକ ଚହଟା ସ୍ଥିତ ରାମ ନିଗମେଶ୍ୱର ଆଶୟମରେ ମଙ୍ଗଳବାର ଭୋରରେ ଆଧ୍ୟାତ୍ମିକ ଗୁରୁ ସ୍ବାମୀ ଅସୀମାନନ୍ଦ ସରସ୍ବତୀ ମହାରାଜଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ବର୍ଷ ବୟସ ହୋଇଥିଲା। ବାର୍ଦ୍ଧକ୍ୟ ଜନିତ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି।…

କାର୍ଯ୍ୟାନୁଷ୍ଠାନ ପାଇଁ ଜିଲାପାଳ, କଲେଜ ଅଧ୍ୟକ୍ଷଙ୍କୁ ଦାବିପତ୍ର

ବାଙ୍କୀ,୪ା୪(ସ୍ବ.ପ୍ର.): ବାଙ୍କୀ କଲେଜ ମିନି ଷ୍ଟାଡିୟମ ଗ୍ୟାଲେରି ଉଦ୍‌ଘାଟନ ହେବାର ୧୦ ଦିନ ମଧ୍ୟରେ ଭୁଶୁଡ଼ିବା ଓ ରାତିରାତି ମରାମତି କରିବା ଘଟଣା ସାଧାରଣରେ ଆଲୋଡ଼ନ ସୃଷ୍ଟି କରିଛି। ଏହି କାର୍ଯ୍ୟ ନିମ୍ନମାନର ହୋଇଥିବା ଅଭିଯୋଗ କରି ବାଙ୍କୀ ଭାଜପା ପକ୍ଷରୁ…

ଚଢ଼ାଉବେଳେ ଖଣି ବିଭାଗ ସ୍କ୍ବାଡ୍‌ ଟିମ୍‌କୁ ଆକ୍ରମଣ

ଖୁଣ୍ଟୁଣୀ,୪।୪(ଡି.ଏନ୍‌.ଏ.): ଖୁଣ୍ଟୁଣୀ ଥାନା ଅନ୍ତର୍ଗତ କୃଷ୍ଣଶ୍ୟାମପୁର (ନୂଆସାହି) ଗ୍ରାମ ସନ୍ନିକଟ ରିଜର୍ଭ ଜଙ୍ଗଲ ପାର୍ଶ୍ୱରେ ବେଆଇନ ଚୋରା କୋଇଲା ଡିପୋ ଉପରେ ସୋମବାର ସାରେ ଖଣି ବିଭାଗର ସ୍କ୍ବାଡ ଓ ଖୁଣ୍ଟୁଣୀ ପୋଲିସ ପକ୍ଷରୁ ମିଳିତ ଭାବେ ଚଢ଼ାଉ କରାଯାଇଛି। ଚଢ଼ାଉ…

ଯାତ୍ରା ଦେଖିବାକୁ ଆସି ମହିଳା ନିଖୋଜ

ଖୁଣ୍ଟୁଣୀ, ୪।୪(ଡି.ଏନ୍‌.ଏ.): ଖୁଣ୍ଟୁଣୀ ଥାନା ଅନ୍ତର୍ଗତ ରାଧାଦାମୋଦରପୁର ଗ୍ରାମକୁ ଯାତ୍ରା ଦେଖିବାକୁ ପଡ଼ୋଶୀଙ୍କ ସହିତ ଆସିଥିବା ଜଣେ ମହିଳା ଯାତ୍ରା ପଡିଆରୁ ନିଖୋଜ ଥିବା ତାଙ୍କ ସ୍ବାମୀ ସୋମବାର ଥାନାରେ ଅଭିଯୋଗ କରିଛନ୍ତି। ଗୁରୁଡ଼ିଝାଟିଆ ଥାନା ଡେରା ଗ୍ରାମର ରାଜକିଶୋର ଗୁନ୍ଦୁଆଙ୍କ…

ଅଚଳାବସ୍ଥାରେ ୧୯୩୯ ସ୍କୁଲର ଶୌଚାଳୟ

କଟକ ଅଫିସ,୪ା୪: ଯୋଜନା ପରେ ଯୋଜନା ହେଉଛି, ତଥାପି ସରକାରୀ ବିଦ୍ୟାଳୟଗୁଡ଼ିକର ଭିତ୍ତିଭୂମି ସଜଡ଼ା ହୋଇପାରୁନାହିଁ। ‘ମୋ ସ୍କୁଲ’ ପରି ଯୋଜନା ମାଧ୍ୟମରେ ପୂର୍ବତନ ଛାତ୍ରୀଛାତ୍ରଙ୍କୁ ସ୍କୁଲ ବିକାଶରେ ସାମିଲ କରାଗଲା। ସରକାର ବି ଅର୍ଥ ଯୋଗାଇଲେ। ତା’ପରେ ବି ବିଶେଷ…

ଅଜଣା ରୋଗରେ ଗୋରୁ ଆକ୍ରାନ୍ତ, ଚିନ୍ତାରେ ଗୋପାଳକ

ନିଶ୍ଚିନ୍ତକୋଇଲି,୩।୪(ସ୍ବ.ପ୍ର.): ନିଶ୍ଚିନ୍ତକୋଇଲି ବ୍ଲକରେ ଗୋରୁଙ୍କୁ ଅଜଣା ରୋଗ ପିଛା ଛାଡ଼ୁନାହିଁ। କେତେବେଳେ ଚର୍ମରୋଗ ତ କେତେବେଳେ ଫାଟୁଆ ବ୍ୟାପିବାରେ ଲାଗିଛି। ଏବେ ଋତୁ ପରିବର୍ତ୍ତନ ହୋଇଥିତ୍ବାବେଳେ ହଠାତ ଗୋରୁ ଅଜଣା ରୋଗରେ ଆକ୍ରାନ୍ତ ହେଉଛନ୍ତି। ସେମାନଙ୍କୁ ଦୁର୍ଗନ୍ଧଯୁକ୍ତ ଝାଡ଼ା ହେଉଛି। ଏଥିଯୋଗୁ…

ପଶ୍ଚିମା ଝଡ଼ ବର୍ଷାରେ ରାସ୍ତା ଅବସ୍ଥା ଶୋଚନୀୟ

ତିଗିରିଆ,୩।୪(ଡି.ଏନ.ଏ.): ତିଗିରିଆ ବ୍ଲକ ପାଇକିଆଁରାଠାରୁ ଚଷାଆଁରାକୁ ସଂଯୋଗ କରୁଥିବା ରାସ୍ତା ଅବସ୍ଥା ଶୋଚନୀୟ ହୋଇଯାଇଛି। ପଶ୍ଚିମା ଝଡ଼ ପ୍ରଭାବରେ କିଛି ଦିନ ହେବ ବର୍ଷା ଲାଗି ରହିବାରୁ ଏହି ରାସ୍ତାରେ ଯାତାୟାତ ଏକରକମ ଠପ୍‌ ହୋଇଯାଇଛି। ପ୍ରତିବର୍ଷ ବନ୍ୟା ଆସିଲେ ଚଷାଆଁରା…

ରାତାରାତି ମରାମତି କରି ରଙ୍ଗ ବୋଳିଦେଲେ

ବାଙ୍କୀ,୩ା୪(ସ୍ବ.ପ୍ର.): ଉଦ୍‌ଘାଟନର ୧୦ଦିନ ମଧ୍ୟରେ ବାଙ୍କୀ କଲେଜ ମିନି ଷ୍ଟାଡିୟମ ଗ୍ୟାଲେରି ଶନିବାର ଭୁଶୁଡ଼ିବା ଘଟଣା ଏବେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। ଅତି ନିମ୍ନମାନର କାର୍ଯ୍ୟ ଯୋଗୁ ସାମାନ୍ୟ ବର୍ଷାରେ ଗ୍ୟାଲେରି ଭୁଶୁଡ଼ିବା ଘଟଣା ଲୋକଙ୍କ ମଧ୍ୟରେ ଯେତିକି ଅସନ୍ତୋଷ ସୃଷ୍ଟି…

ଆଜିଠୁ ମାଟ୍ରିକ୍‌ ଖାତା ମୂଲ୍ୟାୟନ

କଟକ ଅଫିସ,୩ା୪: ସୋମବାରଠାରୁ ମାଟ୍ରିକ୍‌, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍‌ ପରୀକ୍ଷାଖାତା ମୂଲ୍ୟାୟନ ଆରମ୍ଭ ହେବ। ଏଥିପାଇଁ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ରବିବାର ସବୁ ମୂଲ୍ୟାୟନ କେନ୍ଦ୍ରରେ ପରୀକ୍ଷକମାନେ ଯୋଗଦେଇଛନ୍ତି। ଏଥିସହ ଜିଲା…

କ୍ରିକେଟ ଖେଳରେ ଛୁରାମାଡ଼, ଯୁବକଙ୍କ ଜୀବନଗଲା

ଚୌଦ୍ୱାର,୨ା୪(ଡି.ଏନ୍‌.ଏ.): ଝିମିଟି ଖେଳରୁ ମହାଭାରତ ପରି କ୍ରିକେଟ ଖେଳରୁ ଛୁରାମାଡ଼ ଓ ବ୍ୟାଟ୍‌ରେ ଆକ୍ରମଣ କରିବାରୁ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଘଟଣା ଦେଖିବାକୁ ମିଳିଛି କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ମହିଷାଲଣ୍ଡା ଖେଳପଡ଼ିଆରେ। ସେଠାରେ ଆୟୋଜିତ ଏକ…

୧୦ଦିନରେ ଭାଙ୍ଗିଗଲା ମିନି ଷ୍ଟାଡିୟମ ଗ୍ୟାଲେରି

କଟକ ଅଫିସ୍‌/ବାଙ୍କୀ(ସ୍ବ.ପ୍ର.),୨।୪: କଟକ ଜିଲା ବାଙ୍କୀ ଉପଖଣ୍ଡସ୍ଥିତ ବାଙ୍କୀ ସ୍ବୟଂଶାସିତ ମହାବିଦ୍ୟାଳୟରେ ଗତ କିଛି ଦିନ ତଳେ ଉଦ୍‌ଘାଟିତ ହୋଇଥିବା ମିନି ଷ୍ଟାଡିୟମ ଗ୍ୟାଲେରି ଶନିବାର ସକାଳେ ଭୁଶୁଡ଼ିପଡ଼ିଛି। ୪୦ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ କରାଯାଇଥିବା ଏହି ଷ୍ଟାଡିୟମ ଗ୍ୟାଲେରିକୁ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?