କଟକ

ମଧୁସୂଦନଙ୍କ ଜନ୍ମପୀଠ, ସଂଗ୍ରହାଳୟ ବିକାଶ ଉପରେ ଗୁରୁତ୍ୱାରୋପ

ସାଲେପୁର,୨।୪(ଡି. ଏନ.ଏ.): ଓଡ଼ିଶା ଦିବସ ଅବସରରେ ୫-ଟି ସଚିବ ଭି.କେ.ପାଣ୍ଡିଆନ ଶନିବାର କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ସତ୍ୟଭାମାପୁରରେ ପହଞ୍ଚତ୍ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜନ୍ମପୀଠ ପରିଦର୍ଶନ କରିଛନ୍ତି। ଏହି ଅବସରରେ ପୀଠ ଓ ସଂଗ୍ରହାଳୟର ବିକାଶ ଉପରେ…

ଶପିଂ ମଲ୍‌ରେ ଚଢାଉ, ଏକ୍ସପାଏରି ଖାଦ୍ୟ ଜବତ

କଟକ ଅଫିସ,୩୧ା୩: ଠିକ୍‌ ଦାମ୍‌, ଉଚିତ୍‌ ମାନର ଖାଦ୍ୟସାମଗ୍ରୀ କିଣିବା ନିମନ୍ତେ ଲୋକମାନେ ଶପିଂ ମଲ୍‌ ଯାଉଛନ୍ତି। ଶୀତତାପ ନିୟନ୍ତ୍ରିତ ମଲ୍‌ରେ କିନ୍ତୁ ଗ୍ରାହକଙ୍କୁ ଏକ୍ସପାଏରି ଖାଦ୍ୟ ସାମଗ୍ରୀ ବିକ୍ରି କରାଯାଉଛି। ବାଦାମବାଡ଼ିସ୍ଥିତ ଭି-ବଜାର ନାମକ ଶପିଂ ମଲ୍‌ରେ ଗୁରୁବାର ଏଭଳି…

‘ବିଶ୍ୱସ୍ତରୀୟ ହେବ କଟକ ରେଳଷ୍ଟେଶନ’

କଟକ ଅଫିସ,୩୧ା୩?:କଟକ ରେଳ ଷ୍ଟେଶନକୁ ବିଶ୍ୱସ୍ତରୀୟ ଷ୍ଟେଶନ ଭାବେ ବିକଶିତ କରାଯିବ। କଟକ ଷ୍ଟେଶନର ପୁନଃ ନିର୍ମାଣ ପାଇଁ ୩୦୩ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଶ୍ରୀରାମ ନବମୀ ଅବସରରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଗୁରୁବାର କଟକ ରେଳଷ୍ଟେଶନଠାରେ ଭଦ୍ରକ-ନୟାଗଡ଼ ଟାଉନ୍‌…

ରାମନବମୀରେ ଭିଡ଼ ଭିତରୁ ୬ ମହିଳାଙ୍କ ଚେନ୍‌ ଝାମ୍ପିନେଲେ ଲୁଟେରା

ନିଶ୍ଚିନ୍ତକୋଇଲି,୩୦ା୩(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ କେଣ୍ଟାଲ ପଞ୍ଚୟତ ରଘୁନାଥ ମନ୍ଦିରରେ ଶ୍ରୀରାମ ନବମୀ ଅବସରରେ ବହୁ ଜନ ସମାଗମ ହୋଇଥିଲା। ଏହାର ସୁଯଗ ନେଇ ଚେନ୍‌ ଲୁଟେରା ସକ୍ରିୟ ହୋଇ ପଡ଼ିଥିଲେ। ସକାଳୁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଦେଖି ଲୁଟେରାମାନେ…

‘ଓଡ଼ିଶାବାସୀଙ୍କ ଆତିଥ୍ୟରେ ସ୍ବତନ୍ତ୍ରତା ରହିଛିି’

କଟକ ଅଫିସ,୩୦ା୩:ଭୁବନେଶ୍ୱରରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ପାଇଁ ଓଡ଼ିଶା ଆସିଛନ୍ତି ବଲିଉଡ ଅଭିନେତ୍ରୀ ଜୟାପ୍ରଦା। ନବରାତ୍ର ଅବସରରେ ବୁଧବାର ରାତି ପ୍ରାୟ ୮ଟା ୪୫ରେ ସେ କଟକର ଅଧିଷ୍ଠାତ୍ରୀ ଦେବୀ ମା’ କଟକଚଣ୍ଡୀଙ୍କ ଦର୍ଶନ…

କନଷ୍ଟେବଲ ନିଯୁକ୍ତି ମାମଲା: ହାଇକୋର୍ଟଙ୍କ ରାୟ ଉପରେ ନିର୍ଭର କରିବ ନିଯୁକ୍ତି

କଟକ ଅଫିସ,୩୦ା୩: ରାଜ୍ୟରେ କନ୍‌ଷ୍ଟେବଲ ନିଯୁକ୍ତି ପ୍ରକ୍ରିୟାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ଦାଏର ୫ଟି ମାମଲାର ଏକତ୍ର ଶୁଣାଣି ବୁଧବାର ହୋଇଛି। ବିଚାରପତି ଆଦିତ୍ୟ କୁମାର ମହାପାତ୍ରଙ୍କ ଖଣ୍ଡପୀଠ ମାମଲାଗୁଡ଼ିକର ଶୁଣାଣି କରି ହାଇକୋର୍ଟଙ୍କ ରାୟ ଉପରେ କନ୍‌ଷ୍ଟେବଲ ନିଯୁକ୍ତି ପ୍ରକ୍ରିୟା…

ପ୍ରଥମ ଦିନରେ ଧରାହେଲେ ୮୪ ନାବାଳକ

କଟକ ଅଫିସ୍‌,୨୯ା୩: ରାଜ୍ୟରେ ଦୁର୍ଘଟଣା ରୋକିବାକୁ ମଙ୍ଗଳବାରଠାରୁ ସ୍ବତନ୍ତ୍ର ଡ୍ରାଇଭ୍‌ ଆରମ୍ଭ ହୋଇଛି। ପରିବହନ ବିଭାଗର ଏନ୍‌ଫୋର୍ସମେଣ୍ଟ ଟିମ୍‌ ଏବଂ ପୋଲିସର ମିଳିତ ସହଯୋଗରେ ରାଜ୍ୟର ବିଭିନ୍ନ ସ୍ଥାନରେ ଯାଞ୍ଚ କରାଯାଇ ପ୍ରଥମ ଦିନରେ ୮୪ଜଣ ନାବାଳକ ଚାଳକ ଧରାପଡ଼ିଛନ୍ତି। ସବୁ…

ନିର୍ମାଣ ହୋଇପାରୁନି ମଡେଲ ଭେଣ୍ଡିଂ ଜୋନ୍‌

କଟକ ଅଫିସ,୨୭ା୩: ସହରରେ ବିସ୍ଥାପିତ ୧୨୦୦ ଉଠାଦୋକାନୀଙ୍କୁ ଥଇଥାନ କରିବା ପାଇଁ ମୁଖ୍ୟମନ୍ତ୍ରୀ କର୍ମତତ୍ପର ଅଭିଯାନ ଯୋଜନାରେ ମଡେଲ୍‌ ଭେଣ୍ଡିଂଜୋନ୍‌ ନିର୍ମାଣ କରିବାକୁ କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ନିଷ୍ପତ୍ତି ନିଆଯାଯାଇଥିଲା। ସହରରେ ରାସ୍ତା ପାର୍ଶ୍ୱରେ ବସି ବିକ୍ରି କରୁଥିବା ସମସ୍ତ…

ଅଭିନେତା ଶ୍ରୀତମ ଦାସଙ୍କ ମାତୃ ବିୟୋଗ

କଟକ ଅଫିସ,୨୬।୩: ଅଭିନେତା, ପ୍ରଯୋଜକ, ନିର୍ଦ୍ଦେଶକ ଶ୍ରୀତମ୍‌ ଦାସଙ୍କ ମା’ ସଂଯୁକ୍ତା ଦାସ(୭୪)ଙ୍କର ଶନିବାର ଅପରାହ୍ନ ପ୍ରାୟ ୫ଟା ୧୦ ମିନିଟ୍‌ରେ କଟକ କନିକା ଛକସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି। ହୃଦ୍‌ଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଶ୍ରୀତମ୍‌ ସୂଚନା ଦେଇଛନ୍ତି। ମୃତ୍ୟୁଶଯ୍ୟା…

ନିର୍ଦ୍ଦିଷ୍ଟ ସମୟରେ ସୂଚନା ଦେବାକୁ ନିର୍ଦ୍ଦେଶ

କଟକ ଅଫିସ,୨୬।୩: ସୂଚନା ଅଧିକାର ଆଇନ (ଆର୍‌ଟିଆଇ)ରେ ମିଳୁନି ଜେଲ ସୂଚନା ପ୍ରସଙ୍ଗରେ ରାଜ୍ୟ ଗୃହ ବିଭାଗର ଜନସୂଚନା ଅଧିକାରୀଙ୍କ ଚିଠି ଆଧାରରେ ଜେଲ ନିର୍ଦ୍ଦେଶାଳୟର ପ୍ରଶାସନିକ ଅଧିକାରୀ ତଥା ପିଆଇଓ (ଜନ ସୂଚନା ଅଧିକାରୀ) ତତ୍ପରତା ଦେଖାଇଛନ୍ତି। ଆବେଦନକାରୀ ଡ.…

ଆରମ୍ଭ ହେଲା ନୂତନ ମାର୍କେଟ କମ୍ପ୍ଲେକ୍ସ କାମ

କଟକ ଅଫିସ,୨୫ା୩: କଟକ ଚଣ୍ଡୀ ମନ୍ଦିର ରୂପାନ୍ତରଣ କାର୍ଯ୍ୟ ଦ୍ରୁତଗତିରେ ଜାରି ରହିଛି। ସେଠାରେ ନୂତନ ମାର୍କେଟ କମ୍ପ୍ଲେକ୍ସ କାମ ଆରମ୍ଭ ହୋଇଯାଇଛି ା ଏତଦ୍‌ବ୍ୟତୀତ ଶୈଳବାଳା ମହିଳା ସ୍ବୟଂସାଶିତ କଲେଜ ଭିତର ଦେଇ ରାସ୍ତା ଡାଇଭର୍ସନ କାର୍ଯ୍ୟ ଜାରି ରହିଛି…

‘କ୍ୟାନ୍‌ସର ସର୍ଜରି ଏକ ଜଟିଳ ପ୍ରଣାଳୀ’

କଟକ,୨୨ା୩: ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା କଟକ ତେଲଙ୍ଗାପେଣ୍ଠସ୍ଥିତ ଏଚ୍‌ସିଜି ପଣ୍ଡା କ୍ୟାନ୍‌ସର ହସ୍ପିଟାଲ ପକ୍ଷରୁ ନିକଟରେ ଏକ କ୍ୟାନ୍‌ସର ସର୍ଜରି କର୍ମଶାଳା ଆୟୋଜିତ ହୋଇଯାଇଛି। ବିଶେଷକରି ଲାପାରୋସ୍କୋପିକ୍‌ କଲୋରେକ୍ଟାଲ୍‌ କର୍କଟ ଶଲ୍ୟ ଚିକିତ୍ସା ପ୍ରଣାଳୀ ଉପରେ ଏକ ଲାଇଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?