ଏଏସ୍ଓ ପରୀକ୍ଷାକୁ ନେଇ ହାଇକୋର୍ଟରେ ଆଉ ଏକ ମାମଲା
କଟକ ଅଫିସ,୩୦ା୧୧: ଓପିଏସ୍ସି ଦ୍ୱାରା ପରିଚାଳିତ ଏଏସ୍ଓ ପରୀକ୍ଷାକୁ ନେଇ ତୁଟୁନି ବିବାଦ। ଏହି ପରୀକ୍ଷାକୁ ନେଇ ହାଇକୋର୍ଟରେ ପୁଣି ଏକ ମାମଲା ଦାୟର କରିଛନ୍ତି କିଛି ପରୀକ୍ଷାର୍ଥୀ। ଚୟନ ପାଇଁ ବିଷୟ ଭିତ୍ତିକ ସର୍ବନିମ୍ନ ମାର୍କ ବ୍ୟବସ୍ଥା ଉଚ୍ଛେଦ...
ଡିସେମ୍ବର ୯ରୁ ମାଟ୍ରିକ୍ ଖାତାଦେଖା
କଟକ ଅଫିସ,୩୦।୧୧: ସରିଲା ମାଟ୍ରିକ୍ ସମ୍ମେଟିଭ ୧ ପରୀକ୍ଷା। ଡିସେମ୍ବର ୯ରୁ ଖାତା ଦେଖା ଆରମ୍ଭ ହେବ। ମୋଟ ୫୬ଟି କେନ୍ଦ୍ରରେ ହେବ ଖାତା ମୂଲ୍ୟାୟନ। ସକାଳ ୯ଟାରୁ ସନ୍ଧ୍ୟା ୫ଟା ଯାଏ ଖାତା ଦେଖା ଚାଲିବ। ଏହି ଖାତା...
ଡିଜିପିଙ୍କୁ ଭେଟିଲା ଭାଜପା ପ୍ରତିନିଧି ମଣ୍ଡଳୀ
କଟକ ଅଫିସ,୩୦।୧୧: ପଦ୍ମପୁର ଉପନିର୍ବାଚନ ପରିପ୍ରେକ୍ଷୀରେ ଆଇନ ଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ ଓ ମୁକ୍ତ ତଥା ଅବାଧ ନିର୍ବାଚନ ନିମନ୍ତେ ବରଗଡ଼ ଏସ୍ପିଙ୍କ ନିଷ୍କ୍ରିୟତା ଯୋଗୁ ତାଙ୍କୁ ବଦଳି କରିବାକୁ ଭାଜପାର ଏକ ପ୍ରତିନିଧି ମଣ୍ଡଳୀ ମଙ୍ଗଳବାର ଡିଜିପିଙ୍କ ନିକଟରେ...
ଶାଶୁଘର ସମ୍ମୁଖରେ ଧାରଣାଦେଲେ ବୋହୂ
ସାଲେପୁର,୨୯।୧୧(ଡି.ଏନ୍.ଏ.): ଜଣେ ବୋହୂ ଶାଶୁଘର ସମ୍ମୁଖରେ ଧାରଣାରେ ବସିବା ଓ ସମ୍ପୃକ୍ତ ବୋହୂକୁ ସମର୍ଥନ କରି ଉକ୍ତ ଗ୍ରାମର ଏସ୍ଏଚ୍ଜି ମହିଳା ଧାରଣାରେ ବସିବା ଚର୍ଚ୍ଚାର ବିଷୟ ହୋଇଛି। ପ୍ରକାଶ ଯେ, ସାଲେପୁର ଥାନା ଅନ୍ତର୍ଗତ ବାଲିସାହି ଗ୍ରାମର ସନାତନ...
ସାଟେଲାଇଟ୍ ସର୍ଭେରୁ ଧରାପଡ଼ିଲା ଅଯୋଗ୍ୟ ଜମି
କଟକ ସଦର, ୨୮ା୧୧(ଡି.ଏନ୍.ଏ.): ୨୦୨୨-୨୦୨୩ ଆର୍ଥିକ ବର୍ଷରେ ଚାଷୀମାନେ ଧାନ ବିକ୍ରି ପାଇଁ ଅନ୍ଲାଇନରେ ନାମ ପଞ୍ଜୀକରଣ କରିଥିଲେ। ଏହି ପଞ୍ଜୀକରଣବେଳେ ବହୁ ଅଯୋଗ୍ୟ ପ୍ଲଟ୍ରେ ଧାନଚାଷ ହୋଇଥିବା ଦର୍ଶାଯାଇଥିଲା। ମାତ୍ର ସେହି ପ୍ଲଟ୍ଗୁଡ଼ିକରେ ଧାନଚାଷ ହୋଇ ନ ଥିବା...
ଶୈଳବାଳାରୁ ପ୍ରଦୂଷଣମୁକ୍ତ କ୍ୟାମ୍ପସ୍ ବାର୍ତ୍ତା: ଆଜିଠୁ ପ୍ରତି ସୋମବାର ଗାଡ଼ି ମନା
କଟକ ଅଫିସ,୨୮ା୧୧: ନାରୀ ଶିକ୍ଷାର ପ୍ରାଚୀନ ଶିକ୍ଷାନୁଷ୍ଠାନ ଶୈଳବାଳା ମହିଳା ସ୍ବୟଂଶାସିତ ମହାବିଦ୍ୟାଳୟ ଏକ ଅଭିନବ ଢଙ୍ଗରେ ପ୍ରଦୂଷଣମୁକ୍ତ କ୍ୟାମ୍ପସର ବାର୍ତ୍ତା ଆରମ୍ଭ କରିଛି। ନଭେମ୍ବର ୨୮ ତାରିଖରୁ ଆରମ୍ଭ କରି ପ୍ରତି ସୋମବାର କଲେଜ କ୍ୟାମ୍ପସକୁ ପ୍ରଦୂଷଣମୁକ୍ତ କରାଯିବ।...
ପିଲାଙ୍କୁ ଭିନ୍ନ ଶିକ୍ଷା ନ ଦେବା ଭବିଷ୍ୟତ ପାଇଁ ଅପରାଧ
କଟକ ଅଫିସ,୨୭ା୧୧: କଳାପ୍ରେମୀମାନେ ହିଁ ସେମାନଙ୍କ ପିଲାଙ୍କୁ କିଛି ନୂଆ ଶିଖାଇବାକୁ ଚାହାନ୍ତି। ଆମ ଶିକ୍ଷା ବ୍ୟବସ୍ଥା ଯେଭଳି ରହିଛିି ତାହା ସହ ପିଲାଙ୍କୁ ତାଙ୍କ ଜୀବନରେ ଭିନ୍ନ ସ୍ବାଦ ନ ଦେବା ତାହା ଭବିଷ୍ୟତର ସମାଜ ପାଇଁ ଏକ...
ଭୋଟର ପରିଚୟପତ୍ର ପାଇଁ ଲୋକେ ହଇରାଣ
କଟକ ଅଫିସ,୨୭ା୧୧: ସରକାରୀ ସେବାକୁ ଲୋକାଭିମୁଖୀ କରିବା ପାଇଁ ସମ୍ପୂର୍ଣ୍ଣ ବ୍ୟବସ୍ଥାକୁ ଅନ୍ଲାଇନ୍ କରାଯାଉଛି। ସାଧାରଣ ଲୋକେ ଆଉ ସରକାରୀ ଦପ୍ତରରେ ଦୀର୍ଘଦିନ ଅଥବା ଦୀର୍ଘ ସମୟ ଅପେକ୍ଷା କରିବାର ଆବଶ୍ୟକତା ପଡ଼ୁନାହିଁ। ମାତ୍ର ଭୋଟର ପରିଚୟପତ୍ର କ୍ଷେତ୍ରରେ କିଛି...
ରାଣୀ ପଣ୍ଡାଙ୍କ କାର୍ ଦୁର୍ଘଟଣା,ଚିକିତ୍ସାଧୀନ ଅବସ୍ଥାରେ ବାଇକ୍ ଆରୋହୀଙ୍କ ମୃତ
ଆଠଗଡ,୨୬।୧୧(ଡି.ଏନ.ଏ.) କଟକ ଜିଲା ଆଠଗଡ ବ୍ଲକ ଡାଳଖାଇ ଛକ ନିକଟରେ ଗୁରୁବାର ରାତିରେ ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ଡାଙ୍କ କାର୍ ଦୁର୍ଘଟଣା ଗସ୍ତ ହୋଇଛି। ଏକ ବାଇକ୍ ସହ ତାଙ୍କ କାର୍ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ବାଇକ୍ ଆରୋହୀଙ୍କ...
କଟକରେ ହେବ ମଲ୍ଟିପର୍ପସିଂ ପାର୍କ
କଟକ ଅଫିସ,୨୫ା୧୧: କଟକ ମହାନଗର ନିଗମ(ସିଏମ୍ସି) ଅଞ୍ଚଳରେ ପ୍ରଥମଥର ସହରବାସୀଙ୍କ ପାଇଁ ମଲ୍ଟିପର୍ପସିଂ ପାର୍କ ନିର୍ମାଣ ହେବ। ଜୁଡିସିଆଲ ଏକାଡେମୀ ନେତାଜୀ ସେତୁ ନିକଟରେ ଏହି ପାର୍କ ନିର୍ମାଣ କରିବାକୁ ସିଏମ୍ସି ଯୋଜନା ପ୍ରସ୍ତୁତ କରିଛି। ଏଥିରେ ଫୁଡ୍ କୋର୍ଟ...
୫ ପଞ୍ଚାୟତରେ ଦୁର୍ନୀତି
ମଙ୍ଗୁଳି/ଜଗତପୁର/ଟାଙ୍ଗୀ-ଚୌଦ୍ୱାର,୨୫ା୧୧(ଡି.ଏନ୍.ଏ): ଟାଙ୍ଗୀ-ଚୌଦ୍ୱାର ବ୍ଲକରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ କରି ଯୁବ ସଂଗଠକ ଅଭୟ ବାରିକଙ୍କ ନେତୃତ୍ୱରେ ଶତାଧିକ ମହିଳା ପୁରୁଷ ଗୁରୁବାର ବ୍ଲକ କାର୍ଯ୍ୟାଳୟ ଘେରାଉ କରିଛନ୍ତି। ପ୍ରାୟ ତିନି ଘଣ୍ଟା ବ୍ଲକ କାର୍ଯ୍ୟାଳୟକୁ ଆନ୍ଦୋଳନକାରୀ ଅଚଳ କରିଦେଇଥିଲେ...
ଆଜିଠାରୁ ଦଶମ ଶ୍ରେଣୀ ଏସ୍ଏ-୧ ପରୀକ୍ଷା
କଟକ ଅଫିସ, ୨୩ା୧୧: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ପ୍ରଥମ ସମ୍ମେଟିଭ ଆସେସମେଣ୍ଟ (ଏସ୍ଏ-୧) ପରୀକ୍ଷା ବୁଧବାରଠାରୁ ଆରମ୍ଭ ହେବ। ରାଜ୍ୟରେ ମୋଟ ୫ଲକ୍ଷ ୩୨ହଜାର ୭୧୨ ପରୀକ୍ଷାର୍ଥୀ ହାଇସ୍କୁଲ ସାର୍ଟିଫିକେଟ ନିମନ୍ତେ ଏହି...
Archives


