କଟକ

ଉଚ୍ଚସ୍ତରୀୟ କମିଟି ଗଠନ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୨୨।୩: ରାଜ୍ୟରେ ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଅଣସଂଗଠିତ କର୍ମଚାରୀଙ୍କୁ ଚିହ୍ନଟ କରିବା ନେଇ ଆଗତ ମାମଲାର ଶୁଣାଣି କରି ଏକ ଉଚ୍ଚସ୍ତରୀୟ କମିଟି ଗଠନ ପାଇଁ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ଶାସନ ସଚିବଙ୍କ…

ରାଜ୍ୟ ସରକାର ଜବାବ ଦାଖଲ କଲେ

କଟକ ଅଫିସ,୨୨।୩ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ସମସ୍ତ ସଦସ୍ୟ ପଦବୀ ଖାଲି ପଡ଼ିବା ମାମଲାରେ ରାଜ୍ୟ ସରକାରଙ୍କ ପକ୍ଷରୁ ହାଇକୋର୍ଟରେ ମଙ୍ଗଳବାର ଜବାବ ଦାଖଲ କରାଯାଇଛି। ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗର ମାର୍ଚ୍ଚ ୧୪…

ମାଟ୍ରିକ୍‌ ପରୀକ୍ଷା: ୩୬ହଜାରରୁ ଅଧିକ ପରୀକ୍ଷାର୍ଥୀ ଅନୁପସ୍ଥିତ

କଟକ ଅଫିସ,୨୧ା୩:ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ୍‌ ସମ୍ମେଟିଭ-୨ ପରୀକ୍ଷା ସୋମବାର ଶେଷ ହୋଇଛି। ଏହି ପରୀକ୍ଷା ସୁରୁଖୁରୁରେ ହେବା ପାଇଁ ବୋର୍ଡ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସବୁ ପ୍ରକାର ବ୍ୟବସ୍ଥା କରାଯାଇଥିଲେ ମଧ୍ୟ ପ୍ରତିଟି ବିଷୟରେ ନାନା…

ମାଟ୍ରିକ ପରୀକ୍ଷା ଦେଇ ଫେରୁଥିବା ବେଳେ ଛାତ୍ରୀଙ୍କୁ ଧକ୍କାଦେଲା ଟ୍ରେଲର

ଚୌଦ୍ୱାର,୨୦ା୩(ଡି.ଏନ୍‌.ଏ.): ସୋମବାର ଜଣେ ଦଶମ ଶ୍ରେଣୀ ଛାତ୍ରୀ ପରୀକ୍ଷା ଦେଇ ଫେରୁଥିବା ବେଳେ ଦୁର୍ଘଟଣା ଘଟିଛି। ସେ ଗୁରୁତର ହୋଇ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ସୂଚନାନୁଯାୟୀ, ଚୌଦ୍ୱାର ଦେଇ ଯାଇଥିବା ୫୫ ନମ୍ବର…

ଏପ୍ରିଲ ୩ରୁ ମାଟ୍ରିକ ଖାତାଦେଖା

କଟକ ଅଫିସ,୨୦ା୩: ସୋମବାର ଶେଷ ହୋଇଛି ମାଟ୍ରିକ ପରୀକ୍ଷା। ଶେଷଦିନରେ ଛାତ୍ରୀଛାତ୍ରୀ ଗଣିତ ପରୀକ୍ଷା ଦେଇଥିଲେ। ଶାନ୍ତିଶୃଙ୍ଖଳାର ସହ ପରୀକ୍ଷା ସରିଥିବା ବୋର୍ଡ ସଭାପତି ରାମାଶିଷ ହାଜରା କହିଛନ୍ତି। ତେବେ ଆସନ୍ତା ୩ରୁ ମାଟ୍ରିକ ଖାତା ଦେଖାହେବ ବୋଲି ବୋର୍ଡ ସଭାପତି…

ସରିଲା ମାଟ୍ରିକ ପରୀକ୍ଷା

କଟକ ଅଫିସ,୨୦ା୩: ସୋମବାର ମାଟ୍ରିକ ପରୀକ୍ଷା ଶେଷ ହୋଇଛି। ଆଜି ଗଣିତ ପରୀକ୍ଷା ହୋଇଥିଲା। ସକାଳ ୮ଟାରୁ ଏହି ପରୀକ୍ଷା ଆରମ୍ଭ ହୋଇ ୧୦ଟାରେ ଶେଷ ହୋଇଥିଲା। ସୂଚନାଯୋଗ୍ୟ, ମାର୍ଚ୍ଚ ୧୦ରେ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିଲା। ଚଳିତବର୍ଷ ୫ ଲକ୍ଷ…

ଲୋକାର୍ପଣ ହୋଇପାରୁନି ପାନୀୟ ଜଳ ପ୍ରକଳ୍ପ

ନିଶ୍ଚିନ୍ତକୋଇଲି,୨୦।୩ (ସ୍ବ.ପ୍ର.): ନିଶ୍ଚିନ୍ତକୋଇଲି ବ୍ଲକରେ ପ୍ରତି ପରିବାରକୁ ଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ପାଇଁ ବିଭିନ୍ନ ସ୍ଥାନରେ ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ହେଉଛି। କିନ୍ତୁ ଦୁଃଖର ବିଷୟ ବିଭାଗୀୟ ଯନ୍ତ୍ରୀଙ୍କ ଅପାରଗତା ଓ ଉଦାସୀନ ତଥା ଲାଞ୍ଚଖୋର ମନୋଭାବ…

ପଖାଳକୁ ଜିଆଇ ଟ୍ୟାଗ୍‌ ମାନ୍ୟତା ମିଳୁ

କଟକ ଅଫିସ,୨୦ା୩: ଓଡ଼ିଶାର ପାରମ୍ପରିକ ଖାଦ୍ୟ କହିଲେ ପଖାଳକୁ ବୁଝାଏ। ଯାହା ପ୍ରତ୍ୟେକ ଓଡ଼ିଆଙ୍କ ପ୍ରିୟ ଖାଦ୍ୟ। ସୋମବାର ବିଶ୍ୱରେ ଥିବା ଓଡ଼ିଆମାନେ ପଖାଳ ଦିବସ ପାଳନ କରିବେ। କିନ୍ତୁ ଦୁର୍ଭାଗ୍ୟର ବିଷୟ ବର୍ତ୍ତମାନ ସୁଦ୍ଧା ପଖାଳକୁ ଜିଆଇ ଟ୍ୟାଗ୍‌ ମିଳିପାରିନାହିଁ।…

ଷ୍ଟେଟ୍‌ ଡେଣ୍ଟାଲ କାଉନ୍‌ସିଲ୍‌ ପୁନଃଗଠିତ: ଏସ୍‌ସିବିର ଡା. ଆଶିଷ ବାରିକ ନୂତନ ସଭାପତି

କଟକ ଅଫିସ,୨୦ା୩: ବହୁ ବର୍ଷ ପରେ ଷ୍ଟେଟ୍‌ ଡେଣ୍ଟାଲ କାଉନ୍‌ସିଲ୍‌ ପୁନଃଗଠିତ ହୋଇଛି। ରାଜ୍ୟ ସରକାରଙ୍କ ସହାୟତାରେ ଅତିରିକ୍ତ ଡିଏମ୍‌ଇଟି ପ୍ରଫେସର ଡା. ଉମାକାନ୍ତ ଶତପଥୀ ଓ ଭାରପ୍ରାପ୍ତ ରେଜିଷ୍ଟ୍ରାର ଡା. ସୁବାସ ଚନ୍ଦ୍ର ରାଜ ନୂତନ ସଦସ୍ୟ ଓ କର୍ମକର୍ତ୍ତା…

ପଦ୍ମଶ୍ରୀ ଶ୍ରୀନିବାସ ଉଦ୍‌ଗାତା ପାଇଲେ ସାହିତ୍ୟ ଭାରତୀ ସମ୍ମାନ

କଟକ ଅଫିସ,୨୦ା୩:ସାହିତ୍ୟ ସବୁବେଳେ ବେଦନାର ଭାଷାକୁ ରୂପାୟିତ କରିଥାଏ। ମଣିଷ ଯେତେବେଳେ ସଭ୍ୟ ହେଲା ସେତେବେଳେ ସାହିତ୍ୟକୁ ଚିହ୍ନିଲା। ସାହିତ୍ୟ ଏକ ଆଧ୍ୟାତ୍ମିକ ଶକ୍ତି। ଏହା ମାନବତାକୁ ଉତ୍ତରଣକୁ ନେଇଯାଏ। ମଣିଷର ବ୍ୟଥା ଓ ବେଦନାରୁ ସାହିତ୍ୟ ସୃଷ୍ଟି ହୋଇଥାଏ ବୋଲି…

ମାଟ୍ରିକ ପ୍ରଶ୍ନପତ୍ରରେ ତ୍ରୁଟିକୁ ସ୍ବୀକାର କଲେ ବୋର୍ଡ କର୍ତ୍ତୃପକ୍ଷ

କଟକ ଅଫିସ,୧୮ା୩: ମାଟ୍ରିକ ପରୀକ୍ଷାରେ ଶନିବାର ଇତିହାସ ଓ ଭୂଗୋଳ ପ୍ରଶ୍ନପତ୍ରରେ ତ୍ରୁଟି ଥିବା ଜଣାପଡ଼ିଥିଲା। ସେଟ୍‌ ‘ବି’ ଭିତରେ ‘ଏ’ ସେଟ୍‌ର ପ୍ରଶ୍ନ ପଡ଼ିଥିଲା। ଆଜି ବରଗଡ଼, ଢେଙ୍କାନାଳରୁ ଏପରି ଖବର ଆସିଥିଲା। ତେବେ ଏହି ଭୁଲ୍‌କୁ ସ୍ବୀକାର କରିଛନ୍ତି…

୮ ସପ୍ତାହରେ ୧୦ ଲକ୍ଷ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ

କଟକ ଅଫିସ,୧୮ା୩: ରାୟଗଡ଼ାର ଜଣେ ଆଦିବାସୀ ଯୁବକଙ୍କ ହାଜତ ମୃତ୍ୟୁ ମାମଲାର ବିଚାର କରି ହାଇକୋର୍ଟ ଆବେଦନକାରୀ ତଥା ମୃତକଙ୍କ ସ୍ତ୍ରୀଙ୍କୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାୟ ପ୍ରଦାନ କରିଛନ୍ତି। ସିଆରପିଏଫ୍‌ ଏବଂ ଓଡ଼ିଶା ପୋଲିସ ୫ ଲକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?