କଟକ

ଗୁଡ଼ିରେ ମାଞ୍ଜାସୂତା ବ୍ୟବହାର ନିଷେଧ ହେଉ

କଟକ ଅଫିସ,୪ା୧: ମକର ସଂକ୍ରାନ୍ତିରେ ଗୁଡ଼ି ଉଡ଼ାଇବାର ପରମ୍ପରା ରହିଆସିଛି। ହେଲେ ଗୁଡ଼ି ଉଡ଼ାଇବାର ଅପରିଣାମଦର୍ଶୀ କାର୍ଯ୍ୟ ଯୋଗୁ ଜନସାଧାରଣ ବିପଦର ସମ୍ମୁଖୀନ ହେଉଛନ୍ତି। ଏହାର ପ୍ରମୁଖ କାରଣ ପାଲଟିଥିବା ଗୁଡ଼ିରେ ମାଞ୍ଜାସୂତା ବ୍ୟବହାରକୁ ନିଷେଧ କରାଯିବା ନେଇ କଟକ ମେରିଆବଜାର…

କମିଶନର-କର୍ପୋରେଟର ବିବାଦ ସମାଧାନ ହେବ

କଟକ ଅଫିସ,୩୦ା୧୨: କଟକର ଏକ ଘରୋଇ ହୋଟେଲରେ ସିଏମ୍‌ସିର ବିଜେଡି କର୍ପୋରେଟରମାନଙ୍କୁ ନେଇ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ଆସନ୍ତା ଜାନୁୟାରୀ ୧୧ରେ ବାରବାଟୀ ଷ୍ଟାଡିୟମରେ ହେବାକୁ ଥିବା ହକି ବିଶ୍ୱକପ୍‌ ଉଦ୍‌ଘାଟନୀ ଉତ୍ସବକୁ ସୁରୁଖୁରୁରେ ସମ୍ପନ୍ନ କରିବା…

ରାୟଗଡ଼ା ଗଲା କ୍ରାଇମ୍‌ବ୍ରାଞ୍ଚର ଆଉ ଏକ ୪ଜଣିଆ ଟିମ୍‌

କଟକ ଅଫିସ,୩୦ା୧୨:୨ ରୁଷୀୟ ପର୍ଯ୍ୟଟକଙ୍କ ମୃତ୍ୟୁ ମାମଲାର ତଦନ୍ତ ପାଇଁ କ୍ରାଇମ୍‌ବ୍ରାଞ୍ଚର ଆଉ ଏକ ଦଳ ରାୟଗଡ଼ା ଅଭିମୁଖେ ଗୁରୁବାର ସନ୍ଧ୍ୟାରେ ଯାତ୍ରା କରିଛନ୍ତି। ଡିଏସ୍‌ପି ସରୋଜକାନ୍ତ ମହାନ୍ତୋଙ୍କ ନେତୃତ୍ୱରେ ଗଠିତ ଏହି ୪ ଜଣିଆ ତଦନ୍ତକାରୀ ଟିମ୍‌ରେ ଜଣେ ଇନ୍ସପେକ୍ଟର,…

ନିର୍ବାଚନର ୧୦ ମାସ ପରେ ବି ବ୍ଲକ ପରିସରରେ ଗଦା ହୋଇଛି ଭୋଟ୍‌ ବାକ୍ସ

କଟକ ସଦର,୨୯ା୧୨(ଡି.ଏନ୍‌.ଏ.): କଟକ ସଦର ବ୍ଲକ ପରିସରରେ ଥିବା ସାଇକେଲ ଷ୍ଟାଣ୍ଡରେ ଗଦା ହୋଇଛି ଭୋଟ୍‌ ବାକ୍ସ। ପଞ୍ଚାୟତ ନିର୍ବାଚନ ସରିବାର ୧୦ ମାସ ବିତି ଯାଇଥିଲେ ମଧ୍ୟ ବିଡିଓ କିମ୍ବା ଜିଲା ପ୍ରଶାସନର ଏଥି ପ୍ରତି ନଜର ନାହିଁ। କାରଣ…

ଭଙ୍ଗାଯାଉନି ବିପଦସଙ୍କୁଳ ଅଙ୍ଗନୱାଡି ଗୃହ

ସାଲେପୁର,୨୮।୧୨(ଡି.ଏନ୍‌.ଏ.): ପିଲାମାନଙ୍କୁ ଉନ୍ନତ ଶିକ୍ଷା ଯୋଗାଇ ଦେବା ପାଇଁ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରୁଛନ୍ତି। ମାତ୍ର ବିଭାଗୀୟ ଅଧିକାରୀଙ୍କ ଖାମଖିଆଲି ନୀତି ଯୋଗୁ ଏସବୁ ଯୋଜନା ଲାଭ ପିଲାମାନେ ଉଠାଇପାରୁନାହାନ୍ତି। ଏହାର ଉଦାହରଣ ସାଲେପୁର ବ୍ଲକ ଅନ୍ତର୍ଗତ ସତ୍ୟଭାମାପୁର ପଞ୍ଚାୟତର…

ଏସ୍‌ସିବିରେ ହୃତ୍‌ପିଣ୍ଡ ପ୍ରତିରୋପଣ ପାଇଁ ପ୍ରସ୍ତୁତି

କଟକ ଅଫିସ, ୨୭ା୧୨:ଏସ୍‌ସିବି ମେଡିକାଲରେ ହୃତ୍‌ପିଣ୍ଡ ପ୍ରତିରୋପଣ ପାଇଁ ସରକାରୀ ଭାବେ ପ୍ରସ୍ତୁତି ଆରମ୍ଭ ହୋଇଛି। ପ୍ରାଥମିକ ପର୍ଯ୍ୟାୟରେ ରୋଗୀଙ୍କ ପଞ୍ଜୀକରଣ ଲାଗି କାର୍ଡିଓଲୋଜି ବିଭାଗରେ ସ୍ବତନ୍ତ୍ର ଭାବେ ଏକ ହାର୍ଟ ଫେଲ୍ୟୁଅର କ୍ଲିନିକ ଆସନ୍ତା ୨୯ ତାରିଖଠାରୁ କାର୍ଯ୍ୟାରମ୍ଭ କରିବ…

୨ ଇଞ୍ଜେକଶନ ଦେଇ ୨.୨୨ ଲକ୍ଷ ଠକେଇ ଅଭିଯୋଗ

କଟକ ଅଫିସ,୨୬/୧୨: ସ୍ଥାନୀୟ ଏକ ଘରୋଇ ମେଡିକାଲ ୨ଟି ଇଞ୍ଜେକସନ ଦେଇ ଜଣେ ରୋଗୀଙ୍କଠାରୁ ୨.୨୨ ଲକ୍ଷ ଟଙ୍କା ଠକିନେଇଥିବା ଚାଉଳିଆଗଞ୍ଜ ଥାନାରେ ରବିବାର ଅଭିଯୋଗ ହୋଇଛି। ଝାଡ଼ଖଣ୍ଡର ଜଣେ ରୋଗୀ ଚିକିତ୍ସା ପାଇଁ ଉକ୍ତ ମେଡିକାଲକୁ ଆସିଥିଲେ। ସେଠାରେ ତାଙ୍କୁ…

ପୋଖରୀରେ ବୁଡ଼ି ଦୁଇ ଭଉଣୀଙ୍କ ଜୀବନ ଗଲା

ନିଶ୍ଚିନ୍ତକୋଇଲି,୨୫ା୧୨(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧିନସ୍ଥ ସୁକରପଡ଼ା ପଞ୍ଚାୟତ ମଧୁବନ ଗ୍ରାମର ସତ୍ୟସୁନ୍ଦର ପଣ୍ଡାଙ୍କ ଦୁଇ ଝିଅ ଚାନ୍ଦିନୀ (୮) ଓ ନଳିନୀ (୬) ରବିବାର ସକାଳେ ଘର ପାଖ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ଫେରିବାରେ ବିଳମ୍ବ ହେବାରୁ ପରିବାର…

ସାକ୍ଷୀଙ୍କ ଆତ୍ମହତ୍ୟା ନେଇ ଉଦ୍‌ବେଗ ପ୍ରକାଶ କଲେ କୋର୍ଟ

କଟକ ଅଫିସ, ୨୩ା୧୨:ହାତୀମୃତ୍ୟୁକୁ ଅତ୍ୟନ୍ତ ସମ୍ବେଦନଶୀଳ ଭାବେ ଗ୍ରହଣ କରିଛନ୍ତି ହାଇକୋର୍ଟ। ଗୁରୁବାର ଶୁଣାଣି ବେଳେ ହାଇକୋର୍ଟ ଶିମିଳିପାଳ ହାତୀ ମୃତ୍ୟୁ ମାମଲାରେ ଜଣେ ସାକ୍ଷୀ ଆତ୍ମହତ୍ୟା କରିବା ଘଟଣାରେ ଉଦ୍‌ବେଗ ପ୍ରକାଶ କରିବା ସହ କେଉଁ ପରିସ୍ଥିତିରେ ସେ ଆତ୍ମହତ୍ୟା…

ଆସୁଛି ବଡ଼ଦିନ: ଜମିଲାଣି ବେପାର

କଟକ ଅଫିସ,୨୨ା୧୨: ଆସନ୍ତା ୨୫ ତାରିଖରେ ବଡ଼ଦିନ। ହାତରେ ଆଉ ମାତ୍ର କେଇଟା ଦିନ। ଏହିଦିନ ପ୍ରଭୁ ଯିଶୁଖ୍ରୀଷ୍ଟଙ୍କ ଧରାବତରଣ ଉତ୍ସବ ପାଳନ ନେଇ ଖ୍ରୀଷ୍ଟ ଧର୍ମାବଲମ୍ବୀମାନଙ୍କ ମଧ୍ୟରେ ତତ୍ପରତା ପ୍ରକାଶ ପାଇଛି। ଲୋକମାନେ ବଡ଼ଦିନକୁ ଜାକଜମକରେ ପାଳନ କରିବା ଲାଗି…

ଅବକାରୀ ହେପାଜତରେ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ଭାଇ

ଚୌଦ୍ୱାର,୨୨।୧୨(ଡି.ଏନ୍‌.ଏ.): ଚୌଦ୍ୱାର ଥାନା ଅନ୍ତର୍ଗତ ମହିଁସାଲଣ୍ଡା ଗ୍ରାମର ଶରତ ପ୍ରଧାନ ମଙ୍ଗଳବାର ଅପରାହ୍ନରେ ଗୁରୁଡ଼ିଝାଟିଆ ଥାନା କୁମାରପୁର-ବଳିପୁର ରାସ୍ତାରେ ଠିଆହୋଇଥିଲେ। ଏହି ସମୟରେ ଅବକାରୀ ବିଭାଗର ପାଟ୍ରୋଲିଂ ଟିମ୍‌ ତାଙ୍କ ଆଡ଼କୁ ଆସିବାରୁ ସେ ଭୟରେ ଦୌଡ଼ି ପଳାଇ ଯାଇଥିଲେ। ତେବେ…

ବର୍ଷାଙ୍କ ସାକ୍ଷ୍ୟଗ୍ରହଣ, ଓଡ଼ିଆରେ ଉତ୍ତର ଦେଲେ

କଟକ ଅଫିସ, ୨୧ା୧୨: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ତାଙ୍କ ସ୍ବାମୀ ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତିଙ୍କ ପାରିବାରିକ ବିବାଦ ମାମଲାର ଶୁଣାଣି ମଙ୍ଗଳବାର ପରିବାର ଅଦାଲତରେ ହୋଇଛି। ବର୍ଷା ପ୍ରତିପକ୍ଷ ଓକିଲଙ୍କ ପ୍ରଶ୍ନର ଉତ୍ତର ଓଡ଼ିଆରେ ଦେଇଛନ୍ତି। ତେବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri