କଟକ

ଶାରଦା ଚିଟ୍‌ଫଣ୍ଡ ଠକେଇ ମାମଲା: ନିର୍ଦ୍ଦେଶିକାଙ୍କ ଜାମିନ ଆବେଦନ ଖାରଜ

କଟକ ୧୩।୩: ଶାରଦା ଚିଟ୍‌ଫଣ୍ଡ ଠକେଇ ମାମଲାରେ ନିର୍ଦ୍ଦେଶିକା ଦେବଯାନୀ ମୁଖାର୍ଜୀଙ୍କ ଜାମିନ ଆବେଦନ ସୋମବାର ଖାରଜ ହୋଇଯାଇଛି। ଓଡ଼ିଶା ହାଇକୋର୍ଟ ଦେବଯାନୀଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି । ଶାରଦା ଚିଟ୍‌ଫଣ୍ଡ ସଂସ୍ଥା ନାଁରେ କୋଟି କୋଟି ଟଙ୍କା ଠକେଇ…

ଲୁଟେରାଙ୍କୁ ନିସ୍ତୁକ ମାଡ଼, ପୋଲିସ ଜିମା ଦେଲେ ଲୋକେ

ନିଶ୍ଚିନ୍ତକୋଇଲି,୧୩।୩(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଞ୍ଚଳରେ ସୋମବାର ଜଣେ ଲୁଟେରାଙ୍କୁ ଲୋକମାନେ କାବୁ କରି ନିର୍ଦ୍ଧୁମ ଛେଚି ପୋଲିସ ଜିମା ଦେଇଛନ୍ତି। ମିଳିଥିବା ସୂଚନା ମୁତାବକ, ୨ ଜଣ ଲୁଟେରା ସୁଚା ଚେନ ଛିଣ୍ଡାଇ ଫେରାର ହୋଇଯିବାକୁ ଉଦ୍ୟମ କରୁଥିଲେ।…

ବଢୁଛି ବେଆଇନ ମଦ କାରବାର

ଖୁଣ୍ଟୁଣୀ,୧୩ା୩(ଡି.ଏନ୍‌.ଏ.): ଖୁଣ୍ଟୁଣୀ ଥାନା ଅଞ୍ଚଳରେ ବେଆଇନ ଭାବେ ଦେଶୀମଦ କାରବାର ବୃଦ୍ଧି ପାଇବାରେ ଲାଗିଛି। ବଣିଆବନ୍ଧ ସଂରକ୍ଷିତ ଜଙ୍ଗଲ ସମେତ ଅନେକ ସ୍ଥାନରେ ଦେଶୀମଦ ପ୍ରସ୍ତୁତ କରାଯାଇ ବିକ୍ରି ପାଇଁ କଟକ, ଚୌଦ୍ୱାର, ଢେଙ୍କାନାଳ ଓ ବାରଙ୍ଗ ଅଞ୍ଚଳକୁ ପଠାଯାଉଛି। ଏହାଦ୍ୱାରା…

ପୁନଃ ନିର୍ମାଣ ଅପେକ୍ଷାରେ ଶୀତଳ ଭଣ୍ଡାର

କଟକ ସଦର,୧୩ା୩ (ଡି.ଏନ୍‌.ଏ.): କଟକ ସଦର ବ୍ଲକ ଅନ୍ତର୍ଗତ ୪୨ ମୌଜା ଅଞ୍ଚଳରେ ଥିବା ସମବାୟ ଶୀତଳ ଭଣ୍ଡାର ୧୯୯୯ ମହାବାତ୍ୟା ପରଠାରୁ ଅଚଳ ଅବସ୍ଥାରେ ରହିଛି। ଏହାକୁ ପୁନଃ ନିର୍ମାଣ କରିବା ପାଇଁ ରାଜ୍ୟ ସରକାରଙ୍କ ଉପରେ ଚାପ ପଡୁଛି।…

ସର୍ବସାଧାରଣଙ୍କ ପାଇଁ ଖୋଲିଲା ମ୍ୟୁଜିୟମ ଅଫ୍‌ ଜଷ୍ଟିସ୍‌

କଟକ ଅଫିସ,୧୧ା୩: କଟକ ବାରବାଟୀ ଦୁର୍ଗ ପରିସରସ୍ଥ ମ୍ୟୁଜିୟମ୍‌ ଅଫ୍‌ ଜଷ୍ଟିସ୍‌କୁ ସର୍ବସାଧାରଣଙ୍କ ଲାଗି ଶୁକ୍ରବାରଠାରୁ ଖୋଲାଯାଇଛି। ଏହି ନ୍ୟାୟିକ ସଂଗ୍ରହାଳୟ ସପ୍ତାହରେ ସୋମବାର ବ୍ୟତୀତ ଅନ୍ୟ ସବୁଦିନ ପୂର୍ବାହ୍ନ ୧୦ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଖୋଲାରହିବ। ସଂଗ୍ରହାଳୟ ମଧ୍ୟକୁ ପ୍ରବେଶ…

ମନ୍ଦିର ସମ୍ମୁଖରେ ନିର୍ମାଣକୁ ନେଇ ବିରୋଧ

ଆଠଗଡ଼,୧୦ା୩(ଡି.ଏନ୍‌.ଏ.): କଟକ ଜିଲା ଅନ୍ତର୍ଗତ ଆଠଗଡ଼ ସହରସ୍ଥିତ ରଘୁନାଥ ମନ୍ଦିର ସମ୍ମୁଖରେ ଦେବୋତ୍ତର ପକ୍ଷରୁ ଗୃହ ନିର୍ମାଣକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ ଆଠଗଡ଼ ସହରର ଶ୍ରଦ୍ଧାଳୁମାନେ ମନ୍ଦିର ସମ୍ମୁଖରେ ଶୁକ୍ରବାର ପୂର୍ବାହ୍ନରେ ୬୫ ନମ୍ବର ରାଜ୍ୟ ରାଜପଥ ଅବରୋଧ…

ପାସ୍‌ ହେଲା ୬୦୫ କୋଟିର ବଜେଟ

କଟକ ଅଫିସ,୧୦ା୩: କଟକ ମହାନଗର ନିଗମ (ସିଏମ୍‌ସି)ର ଚିଠା ବଜେଟରୁ ପୂର୍ଣ୍ଣାଙ୍ଗ ବଜେଟ୍‌ ଆୟବ୍ୟୟ ବୃଦ୍ଧି ପାଇଛି। ପୂର୍ବରୁ ଚିଠା ବଜେଟ୍‌ରେ ସମ୍ଭାବ୍ୟ ଆୟ ୫୮୭ କୋଟି ଦର୍ଶାଯାଇଥିବାବେଳେ ଏହାକୁ ପରିବର୍ତ୍ତନ କରାଯାଇ ପୂର୍ଣ୍ଣାଙ୍ଗ ବଜେଟ୍‌ରେ ସମ୍ଭାବ୍ୟ ଆୟ ୬୦୫ କୋଟି…

ଆଜିଠୁ ମାଟ୍ରିକ ସମ୍ମେଟିଭ-୨ ପରୀକ୍ଷା

କଟକ ଅଫିସ,୧୦ା୩:ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ) ଦ୍ବାରା ପରିଚାଳିତ ମାଟ୍ରିକ ସମ୍ମେଟିଭ-୨ ପରୀକ୍ଷା ଶୁକ୍ରବାରଠାରୁ ଆରମ୍ଭ ହେବ। ଏହି ପରୀକ୍ଷା ମାର୍ଚ୍ଚ ୨୦ ତାରିଖରେ ସରିବ। ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ମଧ୍ୟ ଏହି ସମୟ…

ଶୁକ୍ରବାରଠୁ ଆରମ୍ଭ ମାଟ୍ରିକ ପରୀକ୍ଷା: ଘଣ୍ଟାଏ ପୂର୍ବରୁ ପହଞ୍ଚିବ ପ୍ରଶ୍ନପତ୍ର

କଟକ ଅଫିସ,୯।୩: ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଶୁକ୍ରବାରଠୁ ଆରମ୍ଭ ହେଉଛି। ଏହା ମାର୍ଚ୍ଚ ୧୦ ଅର୍ଥାତ୍‌ ଶୁକ୍ରବାରଠୁ ଆରମ୍ଭ ହୋଇ ମାର୍ଚ୍ଚ ୧୭ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ତେବେ ପରୀକ୍ଷାର ଘଣ୍ଟାଏ ପୂର୍ବରୁ ପ୍ରଶ୍ନପତ୍ର କେନ୍ଦ୍ରରେ ପହଞ୍ଚିବ। ପ୍ରଶ୍ନପତ୍ର…

ହୋଲି ଖେଳି ସାରି ନଦୀକୁ ଗାଧୋଇବାକୁ ଯାଇ ୨ ଯୁବକ ନିଖୋଜ

କଟକ ଅଫିସ,୮ା୩: ହୋଲି ଖେଳି ସାରି ସାଙ୍ଗମାନଙ୍କ ସହ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ୨ ଯୁବକ ନିଖୋଜ ହୋଇଯାଇଛନ୍ତି। କଟକ ଜିଲା ସାଲେପୁର ବୁହାଳ ଗାଁ ନାଗାମଠ ନିକଟ ଚିତ୍ରୋତ୍ପଳା ନଦୀରେ ଭାସିଯାଇ ଏହି ଦୁଇ ଯୁବକ ନିଖୋଜ ହୋଇଯାଇଛନ୍ତି।…

୯୮ ପ୍ରାର୍ଥୀଙ୍କ ନାମାଙ୍କନ

କଟକ ଅଫିସ,୭ା୩: ଆସନ୍ତା ଏପ୍ରିଲ ୧୫ରେ ହେବାକୁ ଥିବା ଓଡ଼ିଶା ରାଜ୍ୟ ବାର୍‌ କାଉନ୍‌ସିଲ୍‌ ନିର୍ବାଚନ ନିମନ୍ତେ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ସୋମବାର ଶେଷ ହୋଇଛି। ବାର୍‌ କାଉନ୍‌ସିଲ୍‌ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ମାର୍ଚ୍ଚ ୧ରୁ ନାମାଙ୍କନପତ୍ର ଦାଖଲ…

୫ଶ୍ରେଣୀକୁ ଜଣେ ଶିକ୍ଷୟିତ୍ରୀ

ନିଶ୍ଚିନ୍ତକୋଇଲି,୪ା୩(ସ୍ବ.ପ୍ର.): ପ୍ରାଥମିକ ଶିକ୍ଷାକୁ ବାଧ୍ୟତାମୂଳକ କରିବା ସହ ଏହା ଏକ ମୌଳିକ ଆବଶ୍ୟକତା ଭାବେ ଗ୍ରହଣ କରି ସରକାର ବିଦ୍ୟାଳୟର ଭିତି ଭୂମି ବିକାଶରେ କୋଟି କୋଟି ଟଙ୍କା ବ୍ୟୟ କରି ବିଦ୍ୟାଳୟକୁ ଆଧୁନିକ ଓ ଶିକ୍ଷଣ ଉପଯୋଗୀ କରିଛନ୍ତି। ଶିକ୍ଷାଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?