କଟକ

ବ୍ଲକ କାର୍ଯ୍ୟାଳୟ ଘେରାଉ ପରେ ବୋମା ମାଡ଼

ତିଗିରିଆ,୪। ୩(ଡି. ଏନ. ଏ. ): ତିଗିରିଆ ବ୍ଲକର ବିଭିନ୍ନ ପଞ୍ଚାୟତରେ ମହିଳା ଗୋଷ୍ଠୀ କର୍ମକର୍ତ୍ତା ନିଯୁକ୍ତିରେ ଅନିୟମିତତା ହୋଇଥିବା ଅଭିଯୋଗ କରି ଶୁକ୍ରବାର ବ୍ଲକ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା। ଆନ୍ଦୋଳନକାରୀମାନେ ଯେଉଁ ଗାଡ଼ିରେ ଆସିଥିଲେ ତା’ଉପରକୁ ବୋମାମାଡ଼ ହୋଇଥିବା ଅଭିଯୋଗ…

ତୀର୍ଥଯାତ୍ରାରେ ୨୪୬ ବରିଷ୍ଠ ନାଗରିକ

କଟକ ଅଫିସ, ୪ା୩: ୨୪୬ ଜଣ ବରିଷ୍ଠ ନାଗରିକ ପୁଷ୍କର ଓ ଆଜମେର ତୀର୍ଥଯାତ୍ରାରେ ବାହାରିଛନ୍ତି। ରାଜ୍ୟ ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା କାର୍ଯ୍ୟକ୍ରମ ଜରିଆରେ ଜିଲାପାଳ ଭବାନୀ ଶଙ୍କର ଚୟନୀଙ୍କ ତତ୍ତ୍ୱାବଧାନରେ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ କଟକ ଜିଲାରୁ ୨୪୬…

ଧାର୍ଯ୍ୟ ସମୟରେ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ

କଟକ ଅଫିସ,୪ା୩: କଟକ ସହରରେ ଚାଲିଥିବା ଏକାଧିକ ନିର୍ମାଣାଧୀନ କାର୍ଯ୍ୟକୁ ଅଧିକ ତ୍ୱରାନ୍ବିତ କରିବା ପାଇଁ ପ୍ରଶାସନ ଗୁରୁତ୍ୱ ଦେଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର କଟକ ଉନ୍ନୟନ କର୍ତ୍ତୃପକ୍ଷ (ସିଡ଼ିଏ) ଅଧ୍ୟକ୍ଷ ଅନିଲ କୁମାର ସାମଲ ସହରରେ ବିଭିନ୍ନ ନିର୍ମାଣାଧୀନ କାର୍ଯ୍ୟର…

‘କୃଷି କ୍ଷେତ୍ରରେ ବିକଳ୍ପ ଯୋଜନା ପ୍ରସ୍ତୁତ ଆବଶ୍ୟକ’

କଟକ ଅଫିସ, ୪ା୩: ଜନହିତକର କାର୍ଯ୍ୟ ନିର୍ବାହ ପୂର୍ବରୁ ତାହାର ଆନୁଷଙ୍ଗିକ ଦିଗକୁ ଧ୍ୟାନ ଦେବା ଆବଶ୍ୟକ। ଏଥିସହ କାର୍ଯ୍ୟଶୈଳୀର ଅନୁଶୀଳନ ଓ ପ୍ରଗତିକୁ ତୁଳନାତ୍ମକ ବିଚାର କଲେ କାର୍ଯ୍ୟଧାରାରେ ପରିବର୍ତ୍ତନ ଅଣାଯାଇପାରିବ। ଜିଲା ପରିଷଦର ସଭ୍ୟାସଭ୍ୟମାନେ ସ୍ଥାନୀୟ ବିଧାୟକଙ୍କ ସହିତ…

ପ୍ରଥମ ଦିନରେ ୩ ଫିଲ୍ମ ପ୍ରଦର୍ଶିତ

କଟକ ଅଫିସ,୪ା୩: ଭାରତୀୟ ସିନେ ଜଗତର କିମ୍ବଦନ୍ତୀ ପୁରୁଷ ସତ୍ୟଜିତ୍‌ ରାୟଙ୍କ ଜନ୍ମ ଶତବାର୍ଷିକୀକୁ ସାରା ଦେଶରେ ପାଳନ କରିବା ପାଇଁ ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରୟାସ ଜାରି ରହିଛି। ସିନେ ନିର୍ଦ୍ଦେଶକ, ସଂଳାପ ଲେଖକ,…

ପଦ୍ମଶ୍ରୀ ଶ୍ରୀନିବାସ ଉଦ୍‌ଗାତା ପାଇବେ ସାହିତ୍ୟ ଭାରତୀ ସମ୍ମାନ

କଟକ ଅଫିସ,୩ା୩:ଗଙ୍ଗାଧର ରଥ ଫାଉଣ୍ଡେଶନ ପକ୍ଷରୁ ସର୍ବୋଚ୍ଚ ‘ସାହିତ୍ୟ ଭାରତୀ ସମ୍ମାନ : ୨୦୨୩’ ସାହିତି୍ୟକ ପଦ୍ମଶ୍ରୀ ଶ୍ରୀନିବାସ ଉଦ୍‌ଗାତାଙ୍କୁ ପ୍ରଦାନ କରାଯିବ। ଏହି ସମ୍ମାନ ବାବଦକୁ ତାଙ୍କୁ ୧ ଲକ୍ଷ ଟଙ୍କା ଓ କୋଣାର୍କ ସୂର୍ଯ୍ୟ ମନ୍ଦିରର ରୌପ୍ୟ ପ୍ରତିକୃତି…

କଟକରେ ପୋଲିସ-ଅପରାଧୀ ଗୁଳି ବିନିମୟ: ଶଙ୍କର ଆହତ, ବନ୍ଧୁକ-ଗୁଳି ଜବତ

କଟକ ଅଫିସ,୨ା୩: କଟକ ଜିଲା ବିଡ଼ାନାସୀ ଥାନା ଅଧୀନ ଭୁଆସୁଣି ପଡ଼ିଆରେ ଗୁରୁବାର ରାତି ପ୍ରାୟ ସାଢେ ୮ଟାରେ ପୋଲିସ-ଅପରାଧୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ରାଣୀହାଟ ଗୋପାଳସାହିର ଶଙ୍କର ଓରଫ ଦୀପକ ନାୟକ ଆହତ ହୋଇଛନ୍ତି। ଚିକିତ୍ସା ଲାଗି…

ବିଭୁ ହୋତା ପାଇଲେ କିଶୋରୀଚରଣ ପୁରସ୍କାର

କଟକ ଅଫିସ, ୨ା୩: କଥାକାର କିଶୋରୀଚରଣ ଦାସଙ୍କ ୯୯ତମ ଜୟନ୍ତୀ ଉତ୍ସବ କଟକ ଶ୍ରୀରାମଚନ୍ଦ୍ର ଭବନରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। କିଶୋରୀଚରଣ ସ୍ମୃତି ସଂସଦ ଆନୁକୂଲ୍ୟରେ ଆୟୋଜିତ ଉତ୍ସବକୁ ସାହିତି୍ୟକ ଅଧ୍ୟାପକ ବିଶ୍ୱରଞ୍ଜନ ଉଦ୍‌ଘାଟନ କରି କହିଥିଲେ, କିଶୋରୀଚରଣ ଥିଲେ ଭାରତୀୟ…

ରେଭେନ୍‌ଶା କ୍ୟାମ୍ପସରେ ଯୁବତୀଯୁବକଙ୍କ ଅସଂଯତ ଭିଡିଓ ଭାଇରାଲ

କଟକ ଅଫିସ,୨ା୩: ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ପରିସରରେ ବୁଧବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଅସଂଯତ ଅବସ୍ଥାରେ ଯୁବତୀଯୁବକଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ତେବେ ସେମାନେ ଅଧ୍ୟୟନରତ ଛାତ୍ରୀଛାତ୍ର କି ବାହାର ପିଲା ତାହା…

ଦିଲ୍ଲୀ, ଲକ୍ଷ୍ନୌରୁ ଆସୁଛି ନକଲି ମେଡିସିନ

କଟକ ଅଫିସ,୧ା୩: ପୁରୀଘାଟ ଥାନା ଅଧୀନ ଟାଉନହଲ୍‌ ରୋଡ୍‌ସ୍ଥିତ ଶ୍ରୀ ଡିଷ୍ଟ୍ରିବ୍ୟୁଟର ନାମକ ଏକ ଗୋଦାମରେ ସୋମବାର ଡ୍ରଗ୍ସ କଣ୍ଟ୍ରୋଲ ଅଧିକାରୀମାନେ ଚଢ଼ାଉ କରି ପର୍ଯ୍ୟାପ୍ତ ପରିମାଣର ନକଲି ଓ-୨ ମେଡିସିନ ଜବତ କରିଥିଲେ। ଏହି କାରବାର ସହ ଜଡ଼ିତ ଡିଷ୍ଟ୍ରିବ୍ୟୁଟର…

୭ ବିଦ୍ୟାଳୟରେ ମୌଳିକ ସୁବିଧା ନାହିଁ

କଟକ ଅଫିସ,୧ା୩: ଆମିକସ୍‌କ୍ୟୁରି ପ୍ରଫୁଲ୍ଲ କୁମାର ରଥ ବୌଦ୍ଧ ଜିଲାର ୭ଟି ବିଦ୍ୟାଳୟ ପରିଦର୍ଶନ କରିବା ପରେ ମୌଳିକ ସୁବିଧା ନ ଥିବା ସଂକ୍ରାନ୍ତୀୟ ରିପୋର୍ଟ ଗତ ୨୨ ତାରିଖରେ ହାଇକୋର୍ଟରେ ଦାଖଲ କରିଛନ୍ତି। ୭ଟି ବିଦ୍ୟାଳୟ ମଧ୍ୟରୁ ୪ଟି ଉଚ୍ଚ…

ବଦଳିଲା ଶେଷ ପରୀକ୍ଷା ତାରିଖ

କଟକ ଅଫିସ,୧ା୩: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌)-୨୦୨୧ର ମୁଖ୍ୟ ଲିଖିତ ପରୀକ୍ଷା ସୂଚୀରେ ପରିବର୍ତ୍ତନ କରାଯାଇଛି। ଏ ନେଇ ମଙ୍ଗଳବାର ଓପିଏସ୍‌ସି ପକ୍ଷରୁ ସଂଶୋଧିତ ପରୀକ୍ଷା ସୂଚୀର ବିଜ୍ଞପ୍ତି ପ୍ରକାଶ ପାଇଛି। ମାର୍ଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?