ପୁଣି ନକଲି ଔଷଧ ଜବତ, ମାଲିକ ଅଟକ
କଟକ ଅଫିସ,୨୮।୨: କଟକରେ ପୁଣି ନକଲି ଔଷଧ ଜବତ ହୋଇଛି। ସ୍ପେଶାଲ ଟାସ୍କ ଫୋର୍ସ ପକ୍ଷରୁ କଟକର ମଙ୍ଗଳବାର ଚୌଧୁରୀବଜାର ସ୍ଥିତ ଶ୍ରୀ ଡିଷ୍ଟ୍ରିବ୍ୟୁଟର ଉପରେ ଚଢାଉ କରାଯାଇଥିଲା। ସେଠାରେ ଥିବା ଅଢେଇ ଲକ୍ଷ ଟଙ୍କାର ନକଲି ‘ଓ-୨ ଔଷଧକୁ ଜବତ…
ଗୋପାଳଙ୍କ ପରିବାରକୁ ସୁରକ୍ଷା ଦେବା ମାମଲା ଖାରଜ
କଟକ ଅଫିସ,୨୮ା୨: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ମାମଲାର ଅଭିଯୁକ୍ତ ଗୋପାଳ ଦାସ ଓ ତାଙ୍କ ପରିବାରକୁ ସୁରକ୍ଷା ଯୋଗାଇଦେବା ନେଇ ହାଇକୋର୍ଟରେ ରୁଜୁ ମାମଲାର ଶୁଣାଣି ସୋମବାର ହୋଇଥିଲା। ଗୋପାଳଙ୍କ ପରିବାର ସଦସ୍ୟ ସୁରକ୍ଷା ଆବଶ୍ୟକ କଲେ…
ଆରମ୍ଭ ହେଲାଣି ରାଜ୍ୟ ବାର୍ କାଉନ୍ସିଲ୍ ନିର୍ବାଚନୀ ଉଷ୍ମତା
କଟକ ଅଫିସ,୨୭ା୨:ଓଡ଼ିଶା ରାଜ୍ୟ ବାର୍ କାଉନ୍ସିଲ ନିର୍ବାଚନ ଆସନ୍ତା ଏପ୍ରିଲ ୧୫ରେ ଅନୁଷ୍ଠିତ ହେବ। କାଉନ୍ସିଲ ପକ୍ଷରୁ ଏନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଆଇନଜୀବୀମାନଙ୍କ ମଧ୍ୟରେ ଉତ୍ସୁକତା ଦେଖିବାକୁ ମିଳିଛି। ବିଭିନ୍ନ ପଦବୀରେ ପ୍ରତିଦ୍ୱନ୍ଦ୍ୱିତା କରିବା ନିମନ୍ତେ…
ଅସାମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ମିଶନଶକ୍ତି ଗୃହ
ମଙ୍ଗୁଳି-ଚୌଦ୍ୱାର, ୨୬।୨(ଡି.ଏନ୍.ଏ.): ଚୌଦ୍ୱାର ପୌରପାଳିକା ଅନ୍ତର୍ଗତ ୯ନଂ. ଓ୍ବାର୍ଡରେ ୨ ବର୍ଷ ହେବ ଏକ ମିଶନଶକ୍ତି ଗୃହ ନିର୍ମାଣ ହୋଇଛି। ହେଲେ ଏପର୍ଯ୍ୟନ୍ତ ଏହା ଉଦ୍ଘାଟନ ହୋଇ ନ ଥିବାରୁ ଅସାମାଜିକ ବ୍ୟକ୍ତିଙ୍କ ଆଡ୍ଡାସ୍ଥଳୀ ପାଲଟିଛି। ମିଳିଥିବା ସୂଚନା ଅନୁଯାୟୀ, ୨୦୨୧…
ଜବତ ଡାଏରିର ଫରେନସିକ ରିପୋର୍ଟ ନେଲା ପୋଲିସ
ଖୁଣ୍ଟୁଣୀ,୨୬।୨(ଡି.ଏନ୍.ଏ.): ବହୁଚର୍ଚ୍ଚିତ ବରିଷ୍ଠ ମହିଳା କ୍ରିକେଟର ରାଜଶ୍ରୀ ସ୍ବାଇଁଙ୍କ ମତ୍ୟୁ ଘଟଣାକୁ ଇତି ମଧ୍ୟରେ ୪୨ଦିନ ବିତିଗଲାଣି। ତଥାପି ମୃତ୍ୟୁର କାରଣ ରହସ୍ୟ ଏଯାବତ ଜଣାପଡ଼ି ନାହିଁ। ତେବେ ଗୁରୁଡ଼ିଝାଟିଆ ପୋଲିସକୁ ଗତ ମାସ ୧୭ ତାରିଖରେ କେବଳ ଶବ ବ୍ୟବଚ୍ଛେଦ…
ଏଣିକି ନୂଆ ବିଷୟ ପଢ଼ିବେ ଦଶମ ଛାତ୍ରୀଛାତ୍ର
କଟକ ଅଫିସ,୨୫।୨ : ଆସନ୍ତା ଶିକ୍ଷା ବର୍ଷଠାରୁ ଦଶମ ଶ୍ରେଣୀ ଛାତ୍ରୀଛାତ୍ରୀ ନୂଆ ବିଷୟ ପଢ଼ିବେ। ଏହା ସହ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ପ୍ରକାଶିତ ଭୌତ୍ତିକ ବିଜ୍ଞାନ ବହିରେ ଷ୍ଟାର ଚିହ୍ନ ଥିବା ବିଷୟଗୁଡ଼ିକୁ ୨୦୨୩-୨୪ ଶିକ୍ଷାବର୍ଷ ନିମନ୍ତେ ପାଠ୍ୟକ୍ରମରେ…
ମାର୍ଚ୍ଚ ୫ରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା
କଟକ ଅଫିସ,୨୫ା୨: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଏବଂ ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ଆସନ୍ତା ମାର୍ଚ୍ଚ ୫ରେ ଅନୁଷ୍ଠିତ ହେବ। ୯୨୯ଟି କେନ୍ଦ୍ରରେ ୧ଲକ୍ଷ ୭୩ ହଜାର ୧୬୩ ଜଣ…
କର୍ମଚାରୀଙ୍କୁ ନିଶାଦ୍ରବ୍ୟ ମନା
କଟକ ଅଫିସ,୨୪ା୨: ଏସ୍ସିବି ମେଡିକାଲରେ କାମ କରୁଥିବା କୌଣସି କର୍ମଚାରୀ ନିଶାଦ୍ରବ୍ୟ ସେବନ କରିପାରିବେ ନାହିଁ। ମେଡିକାଲରେ ଡ୍ୟୁଟିରେ ଥିବା ବେଳେ ଯଦି କେହି କର୍ମଚାରୀ ନିଶାଦ୍ରବ୍ୟ ରଖିଥିବେ କିମ୍ବା ଖାଉଥିବେ ତାଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏନେଇ…
୧୦ ବର୍ଷ ପରେ ବାର୍ କାଉନ୍ସିଲ୍ ନିର୍ବାଚନ
କଟକ ଅଫିସ,୨୪ା୨: ଦୀର୍ଘ ୧୦ ବର୍ଷର ବ୍ୟବଧାନ ପରେ ରାଜ୍ୟ ବାର୍ କାଉନ୍ସିଲ୍ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏନେଇ କାଉନସିଲ୍ ପକ୍ଷରୁ ବିଧିବଦ୍ଧ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ନିର୍ବାଚନ ଆସନ୍ତା ୧୫ରେ ହେବ ବୋଲି ଘୋଷଣା କରାଯାଇଛି। ଆସନ୍ତା…
୪୧ ପଞ୍ଚାୟତରେ ୨୪ କାର୍ଯ୍ୟନିର୍ବାହୀ ଅଧିକାରୀ
ନିଶ୍ଚିନ୍ତକୋଇଲି,୨୪ା୨(ସ୍ବ.ପ୍ର.): ପଞ୍ଚାୟତ ଓ ବ୍ଲକ ସ୍ତରରେ ଗ୍ରାମାଞ୍ଚଳର ବିକାଶ ପାଇଁ ପ୍ରକଳ୍ପ ଏବଂ ଯୋଜନାଗୁଡ଼ିକର ସଫଳ ରୂପାୟନ ହୋଇଥାଏ। ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନାକୁ କାର୍ଯ୍ୟକାରୀ କରିବାକୁ ଦକ୍ଷ ପ୍ରଶାସନିକ ଅଧିକାରୀ ଏବଂ କର୍ମଚାରୀଙ୍କ ଆବଶ୍ୟକତା ରହିଛି।…
ସତ୍ୟପାଠ ଦାଖଲ ପାଇଁ ରାଜ୍ୟ ସରକାର ସମୟ ନେଲେ
କଟକ ଅଫିସ,୨୪ା୨: ଅନୁସୂଚିତ ଜାତି(ଏସ୍ସି) ଓ ଅନୁସୂଚିତ ଜନଜାତି(ଏସ୍ଟି) ଛାତ୍ରୀଛାତ୍ରଙ୍କୁ ତୁରନ୍ତ ଷ୍ଟାଇପେଣ୍ଡ୍ ପ୍ରଦାନ ସମ୍ପର୍କିତ ମାମଲାର ଶୁଣାଣି ଗୁରୁବାର ହାଇକୋର୍ଟରେ ହୋଇଥିଲା। ଏଠାରେ ସତ୍ୟପାଠ ଦାଖଲ ପାଇଁ ରାଜ୍ୟ ସରକାର ସମୟ ନେଇଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ଗୁରୁବାର ଶୁଣାଣିବେଳେ…
କଟକ ଜିଲାରେ ପୋଲିସ ଅଧିନିୟମ ଧାରା ୩୦ ବଳବତ୍ତର
କଟକ ଅଫିସ,୨୪ା୨: କଟକ ଜିଲା ପୋଲିସ ଆରକ୍ଷୀ ଅଧୀକ୍ଷକଙ୍କ ଆଦେଶନାମା ଅନୁଯାୟୀ ପୋଲିସ ଅଧିନିୟମ ଧାରା ୩୦ ଗତ ୧୭ ତାରିଖଠାରୁ ଆସନ୍ତା ମେ’ ୧୮ ତାରିଖ ପର୍ଯ୍ୟନ୍ତ ଲାଗୁ କରାଯାଇଛି। ଜିଲା ପୋଲିସ ଆରକ୍ଷୀ ଅଧୀକ୍ଷକଙ୍କ ଆଦେଶନାମା ଅନୁଯାୟୀ, ସାଲେପୁର,…

