କଟକ

ପିଲାଙ୍କୁ ଭିନ୍ନ ଶିକ୍ଷା ନ ଦେବା ଭବିଷ୍ୟତ ପାଇଁ ଅପରାଧ

କଟକ ଅଫିସ,୨୭ା୧୧: କଳାପ୍ରେମୀମାନେ ହିଁ ସେମାନଙ୍କ ପିଲାଙ୍କୁ କିଛି ନୂଆ ଶିଖାଇବାକୁ ଚାହାନ୍ତି। ଆମ ଶିକ୍ଷା ବ୍ୟବସ୍ଥା ଯେଭଳି ରହିଛିି ତାହା ସହ ପିଲାଙ୍କୁ ତାଙ୍କ ଜୀବନରେ ଭିନ୍ନ ସ୍ବାଦ ନ ଦେବା ତାହା ଭବିଷ୍ୟତର ସମାଜ ପାଇଁ ଏକ ବଡ଼…

ଭୋଟର ପରିଚୟପତ୍ର ପାଇଁ ଲୋକେ ହଇରାଣ

କଟକ ଅଫିସ,୨୭ା୧୧: ସରକାରୀ ସେବାକୁ ଲୋକାଭିମୁଖୀ କରିବା ପାଇଁ ସମ୍ପୂର୍ଣ୍ଣ ବ୍ୟବସ୍ଥାକୁ ଅନ୍‌ଲାଇନ୍‌ କରାଯାଉଛି। ସାଧାରଣ ଲୋକେ ଆଉ ସରକାରୀ ଦପ୍ତରରେ ଦୀର୍ଘଦିନ ଅଥବା ଦୀର୍ଘ ସମୟ ଅପେକ୍ଷା କରିବାର ଆବଶ୍ୟକତା ପଡ଼ୁନାହିଁ। ମାତ୍ର ଭୋଟର ପରିଚୟପତ୍ର କ୍ଷେତ୍ରରେ କିଛି ବ୍ୟତିକ୍ରମ…

ରାଣୀ ପଣ୍ଡାଙ୍କ କାର୍‌ ଦୁର୍ଘଟଣା,ଚିକିତ୍ସାଧୀନ ଅବସ୍ଥାରେ ବାଇକ୍‌ ଆରୋହୀଙ୍କ ମୃତ

ଆଠଗଡ,୨୬।୧୧(ଡି.ଏନ.ଏ.) କଟକ ଜିଲା ଆଠଗଡ ବ୍ଲକ ଡାଳଖାଇ ଛକ ନିକଟରେ ଗୁରୁବାର ରାତିରେ ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ଡାଙ୍କ କାର୍‌ ଦୁର୍ଘଟଣା ଗସ୍ତ ହୋଇଛି। ଏକ ବାଇକ୍‌ ସହ ତାଙ୍କ କାର୍‌ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ…

କଟକରେ ହେବ ମଲ୍ଟିପର୍ପସିଂ ପାର୍କ

କଟକ ଅଫିସ,୨୫ା୧୧: କଟକ ମହାନଗର ନିଗମ(ସିଏମ୍‌ସି) ଅଞ୍ଚଳରେ ପ୍ରଥମଥର ସହରବାସୀଙ୍କ ପାଇଁ ମଲ୍ଟିପର୍ପସିଂ ପାର୍କ ନିର୍ମାଣ ହେବ। ଜୁଡିସିଆଲ ଏକାଡେମୀ ନେତାଜୀ ସେତୁ ନିକଟରେ ଏହି ପାର୍କ ନିର୍ମାଣ କରିବାକୁ ସିଏମ୍‌ସି ଯୋଜନା ପ୍ରସ୍ତୁତ କରିଛି। ଏଥିରେ ଫୁଡ୍‌ କୋର୍ଟ ବ୍ୟବସ୍ଥା…

୫ ପଞ୍ଚାୟତରେ ଦୁର୍ନୀତି

ମଙ୍ଗୁଳି/ଜଗତପୁର/ଟାଙ୍ଗୀ-ଚୌଦ୍ୱାର,୨୫ା୧୧(ଡି.ଏନ୍‌.ଏ): ଟାଙ୍ଗୀ-ଚୌଦ୍ୱାର ବ୍ଲକରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ କରି ଯୁବ ସଂଗଠକ ଅଭୟ ବାରିକଙ୍କ ନେତୃତ୍ୱରେ ଶତାଧିକ ମହିଳା ପୁରୁଷ ଗୁରୁବାର ବ୍ଲକ କାର୍ଯ୍ୟାଳୟ ଘେରାଉ କରିଛନ୍ତି। ପ୍ରାୟ ତିନି ଘଣ୍ଟା ବ୍ଲକ କାର୍ଯ୍ୟାଳୟକୁ ଆନ୍ଦୋଳନକାରୀ ଅଚଳ କରିଦେଇଥିଲେ ।…

ଆଜିଠାରୁ ଦଶମ ଶ୍ରେଣୀ ଏସ୍‌ଏ-୧ ପରୀକ୍ଷା

କଟକ ଅଫିସ, ୨୩ା୧୧: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ପ୍ରଥମ ସମ୍ମେଟିଭ ଆସେସମେଣ୍ଟ (ଏସ୍‌ଏ-୧) ପରୀକ୍ଷା ବୁଧବାରଠାରୁ ଆରମ୍ଭ ହେବ। ରାଜ୍ୟରେ ମୋଟ ୫ଲକ୍ଷ ୩୨ହଜାର ୭୧୨ ପରୀକ୍ଷାର୍ଥୀ ହାଇସ୍କୁଲ ସାର୍ଟିଫିକେଟ ନିମନ୍ତେ ଏହି ପରୀକ୍ଷା…

ଧୂଳି ନ ଉଡ଼ିବାକୁ ୨୧ଲକ୍ଷ ଖର୍ଚ୍ଚ

କଟକ ଅଫିସ,୨୩ା୧୧: ବାଲିଯାତ୍ରାରେ ଅନିୟମିତତା ଅଭିଯୋଗରେ ଜିଲା ପ୍ରଶାସନ ବିବାଦରେ ଥିବା ବେଳେ ଏବେ ଏହା ଭିତରକୁ ଟାଣି ହୋଇଆସିଛି କଟକ ମହାନଗର ନିଗମ(ସିଏମ୍‌ସି) ା ବିରୋଧୀ କର୍ପୋରେଟର ଅଭିଯୋଗ କରିଛନ୍ତି ଯେ ଏହି ବାଲିଯାତ୍ରାରେ ପ୍ରାୟ ୯ କୋଟି ଟଙ୍କା…

‘ସ୍ବଚ୍ଛତାର ସହ ହୋଇଛି ଏଏସ୍‌ଓ ପରୀକ୍ଷା’

  କଟକ ଅଫିସ, ୨୩ା୧୧: ଆସନ୍ତା ବର୍ଷ ମାର୍ଚ୍ଚ ସୁଦ୍ଧା ବିଭିନ୍ନ ବିଭାଗରେ ଖାଲି ପଡ଼ିଥିବା ୨୫ଶହ ପଦବୀ ପୂରଣ କରିବା ପାଇଁ ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଲକ୍ଷ୍ୟ ରଖିଛି। ୨୦୨୨-୨୩ ବର୍ଷ ପାଇଁ ପ୍ରାୟ ୪ହଜାର ପଦବୀ ପୂରଣ…

ବୁଧବାରଠୁ ଦଶମ ସମେଟିଭ୍‌-୧ ପରୀକ୍ଷା

କଟକ ଅଫିସ,୨୨।୧୧: ଦଶମ ସମେଟିଭ୍‌-୧ ପରୀକ୍ଷା ବୁଧବାରଠୁ ଆରମ୍ଭ ହେବ। ଏଥିପାଇଁ ବୋର୍ଡ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଚଳିତବର୍ଷ ୫ ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ପରୀକ୍ଷା ଦେବେ। ସମେଟିଭ୍‌ ୧ ଓ ସମେଟିଭ ୨ ମାର୍କକୁ ଦେଖି ଛାତ୍ରଛାତ୍ରୀଙ୍କ ଫଳ…

ଝୁଲା ପୋଲ ଅନିଶ୍ଚିତତା,ନୂଆ ବ୍ରିଜ୍‌କୁ ଅପେକ୍ଷା

ଖୁଣ୍ଟୁଣୀ,୨୨।୧୧(ଡି.ଏନ୍‌.ଏ.):କଟକ ଜିଲା ଆଠଗଡ଼ ବ୍ଲକ ଅନ୍ତର୍ଗତ ମଞ୍ଚେଶ୍ୱର ନିକଟ ମହାନଦୀ ପଠାରେ ଥିବା ଧବଳେଶ୍ୱରଙ୍କ ପୀଠକୁ ସଂଯୋଗ କରୁଥିବା ଝୁଲା ପୋଲ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ବନ୍ଦ ରହିଛି। କେବେ ମରାମତି ହୋଇ ଭକ୍ତମାନେ ଯାତାୟାତ କରିବା ସହ ଠାକୁରଙ୍କୁ ଦର୍ଶନ କରିବେ…

ବଟି ଆଦାୟ ଭିଡିଓ ଭାଇରାଲ, ବଦଳିଲେ ଥାନାଧିକାରୀ

କଟକ ଅଫିସ,୨୨ା୧୧: କଟକ ବାଲିଯାତ୍ରାରେ ପାର୍କିଂ ଟେଣ୍ଡର ନେଇଥିବା ଜଣେ ବ୍ୟକ୍ତିଙ୍କଠାରୁ ବଟି ଦାବି କରିବା ଏବଂ ନ ଦେଲେ ମିଥ୍ୟା କେସ୍‌ରେ ଫସାଇ ଦେବାକୁ ମଧ୍ୟ ଧମକ ଦେଉଥିଲେ ଥାନାଧିକାରୀ। ଏହାର ଭିଡିଓ ଭାଇରାଲ ହେବା ପରେ କଟକ ଡିସିପିଙ୍କ…

ସହରରେ ଚାଲୁଛି ନମ୍ବରବିହୀନ ଗାଡ଼ି

କଟକ ଅଫିସ,୨୧ା୧୧: ରାଜ୍ୟ ସରକାର ତଥା ପରିବହନ ବିଭାଗ ପ୍ରତ୍ୟେକ ଗାଡ଼ିରେ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍‌ ଲଗାଇବାକୁ ବାଧ୍ୟତାମୂଳକ କରିଛନ୍ତି। ହେଲେ ବିନା ନମ୍ବର ପ୍ଲେଟ୍‌ରେ କଟକ ସହରରେ ବହୁସଂଖ୍ୟକ ଗାଡି ଚାଲୁଛି। ବିଶେଷକରି ସହରର ପ୍ରମୁଖ ରାସ୍ତାରେ ଅନାୟାସରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri