ସନ୍ତରଣ ଶିଖିବା ବେଳେ ମହାନଦୀରେ ବୁଡ଼ି ଯୁବକଙ୍କ ଜୀବନ ଗଲା
କଟକ ଅଫିସ,୧୧ା୧୨: ସନ୍ତରଣ ଶିଖୁଥିବା ବେଳେ ରବିବାର ମହାନଦୀରେ ବୁଡ଼ି ଜଣେ ଯୁବକଙ୍କ ଜୀବନ ଯାଇଛି। ମୃତକ ଜଣକ ହେଲେ ସୋହେଲ ଖାନ୍। ତାଙ୍କ ଘର କଟକର ପୀରବଜାର ଅଞ୍ଚଳରେ। ସୋହେଲ ଆଜି ସକାଳେ ସନ୍ତରଣ ଶିଖିବା ପାଇଁ ୨୦/୨୫ ଜଣଙ୍କ…
କ୍ରୀଡ଼ା ହବ୍ ହେବ ରେଭେନ୍ଶା
କଟକ ଅଫିସ,୧୧ା୧୨: ରେଭେନ୍ଶା ବିଶ୍ୱବିଦ୍ୟାଳୟ କ୍ରୀଡା ହବ୍ ହେବ। ଆସନ୍ତା ଫେବୃୟାରୀରେ ଏହି ବିଶ୍ୱବିଦ୍ୟାଳୟରେ ଆନ୍ତଃ ବିଶ୍ୱବିଦ୍ୟାଳୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେବ। ପ୍ରାୟ ୧୦୦୦ ପ୍ରତିଯୋଗୀ ଏଥିରେ ଭାଗ ନେବେ। ପ୍ରଥମ ଥର ପାଇଁ ଭିନ୍ନକ୍ଷମ ଛାତ୍ରୀଛାତ୍ରଙ୍କ ନିମନ୍ତେ ସ୍ବତନ୍ତ୍ର…
ଟଙ୍କା, ସୁନା ଲୋଭରେ ବୃଦ୍ଧଙ୍କୁ ହତ୍ୟାକଲେ ନାତି
ନିଶ୍ଚିନ୍ତକୋଇଲି/ସାଲେପୁର, ୧୧ା୧୨(ସ୍ବ.ପ୍ର./ଡି.ଏନ୍.ଏ.): କଟକ ଜିଲା ନେମାଳ ଥାନା ଅଧୀନ କଳମିଶ୍ରି ପଞ୍ଚାୟତ ଲେଣ୍ଡୁରା ଭଗବାନପୁର ଗ୍ରାମରେ ଗଳାକାଟି ବୃଦ୍ଧଙ୍କୁ ହତ୍ୟା ଘଟଣାର ଶନିବାର ପୋଲିସ ପର୍ଦ୍ଦାଫାଶ କରିଛି। ଏହି ଘଟଣାରେ ସମ୍ପର୍କୀୟ ନାତି ଓମ୍ପ୍ରକାଶ ମୁଦୁଲି(୧୮)ଙ୍କୁ ପୋଲିସ ଗିରଫ କରି କୋର୍ଟ…
୨ କାର୍, ୫ ବାଇକ୍ ଉପରେ ମାଡ଼ିଗଲା ଟ୍ରକ୍
କଟକ ଅଫିସ,୧୦ା୧୨: ଜଗତପୁର ଖଇରା ପୋଲ ନିକଟରେ ଶନିବାର ସନ୍ଧ୍ୟାରେ ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ୨ କାର୍ ଏବଂ ୫ଟି ବାଇକ୍ ଉପରେ ଏକ ଟ୍ରକ୍ ମାଡ଼ିଯିବାରୁ ୭ ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଏସ୍ସିବି ସ୍ଥାନାନ୍ତର…
ସୁନା, ଟଙ୍କା ଚୋରି ବେଳେ ଜେଜେଙ୍କୁ ହତ୍ୟା, ଗୃହଦାହ: ନାତି ଗିରଫ
ନିଶ୍ଚିନ୍ତକୋଇଲି,୧୦।୧୨(ସ୍ବ.ପ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ନେମାଳ ଥାନା ଲେଣ୍ଡୁରା ଭଗବାନପୁର ଗାଁରେ ଘଟିଥିବା ଏକ ହତ୍ୟା ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ଟଙ୍କା ଏବଂ ସୁନା ପାଇଁ ନାତି ଓଁକାର ମୁଦୁଲି ଜେଜେ ହୃଷୀକେଶ ମୁଦୁଲିଙ୍କୁ ହତ୍ୟା କରିଛନ୍ତି। ଏତଦ୍ବ୍ୟତୀତ…
ଅଭିଯୁକ୍ତଙ୍କୁ ୧୦ ଦିନ ଅନ୍ତରୀଣ ଜାମିନ
କଟକ ଅଫିସ,୧୦ା୧୨: ନୟାଗଡ଼ ଜିଲା ଯଦୁପୁର ଅଞ୍ଚଳର ୫ ବର୍ଷର ଶିଶୁକନ୍ୟା ପରୀ ହତ୍ୟା ମାମଲାରେ ଅଭିଯୁକ୍ତ ନାବାଳକଙ୍କୁ ହାଇକୋର୍ଟ ଶୁକ୍ରବାର ୧୦ ଦିନ ପାଇଁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ଜାମିନରେ ଯିବା ଦିନଠାରୁ ଠିକ୍ ୧୦ ଦିନ ପରେ…
ଘରେ ପଶି ବୃଦ୍ଧଙ୍କୁ ହତ୍ୟା, ସଶସ୍ତ୍ର ଡକାୟତି
ନିଶ୍ଚିନ୍ତକୋଇଲି/ନେମାଳ, ୧୦।୧୨(ସ୍ବ.ପ୍ର./ଡି.ଏନ୍.ଏ.): କଟକ ଜିଲା ନେମାଳ ଥାନା ଅଧୀନ କଳମିଶ୍ରୀ ପଞ୍ଚାୟତ ଲେଣ୍ଡୁରା ଭଗବାନପୁର ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ସଶସ୍ତ୍ର ଡକାୟତି ସହ ହତ୍ୟାକାଣ୍ଡ ହୋଇଛି। ଦୁର୍ବୃତ୍ତମାନେ ଘରେ ପଶି ଜଣେ ବୃଦ୍ଧଙ୍କୁ ହତ୍ୟା କରିବା ସହ ତାଙ୍କ ସ୍ତ୍ରୀଙ୍କୁ…
କାର୍ରେ ନେଉଥିଲେ ୭ ମେଣ୍ଢା, ପାଟ୍ରୋଲିଂ ସମୟରେ ଧରାପଡ଼ିଲେ ଚୋର
କଣ୍ଟାପଡ଼ା,୭ା୧୨(ଡି.ଏନ୍.ଏ.): କଟକ ଜିଲା ଗୋବିନ୍ଦପୁର ଥାନା ଅନ୍ତର୍ଗତ ଅଧିକାଂଶ ଅଞ୍ଚଳରୁ ଛେଳି ମେଣ୍ଢା ଚୋରି ହୋଇ ଆସୁଥିଲା। ଅଞ୍ଚଳରେ ଲୋକମାନଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଥିଲା। ଗତ ରାତିରେ ଓଡି ୦୫ କ୍ୟୁ ୬୩୬୨ ନମ୍ବର ବିଶିଷ୍ଟ ଏକ କାର୍ରେ ୫…
ଡିସେମ୍ବର ସୁଦ୍ଧା ଗୋଶାଳା, ଏମ୍ସିସି ଖୋଲିବ
କଟକ ଅଫିସ, ୭ା୧୨: ସହରରେ କଠିନ ବର୍ଜ୍ୟବସ୍ତୁର ସୁପରିଚାଳନା ପାଇଁ କଟକ ମହାନଗର ନିଗମ(ସିଏମ୍ସି) ପକ୍ଷରୁ ଆଗାମୀ ଦିନରେ ମୋଟ ୧୮ଟି ମାଇକ୍ରୋ କମ୍ପୋଷ୍ଟିଂ ସେଣ୍ଟର (ଏମ୍ସିସି) ଖୋଲାଯିବ। ଏନେଇ ସିଏମ୍ସି ବିଜୁ ଭବନଠାରେ ମଙ୍ଗଳବାର ଏକ ସମୀକ୍ଷା ବୈଠକରେ ଅନୁଷ୍ଠିତ…
ବାଲି ସଇରାତ ନ ଥାଇ ବେଆଇନ ବାଲି ଉଠାଣ
ମାହାଙ୍ଗା ୭ା୧୨(ସ୍ବ.ପ୍ର.): ମାହାଙ୍ଗା ତହସିଲରେ ବେଆଇନ୍ ବାଲି ଉଠାଣ ଦିନକୁ ଦିନ ବଢ଼ି ଚାଲିଛି। ମାତ୍ର ତହସିଲ ଅବା ପୋଲିସ ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉନାହିଁ। ମାହାଙ୍ଗାର ବିଭିନ୍ନ ବାଲିଘାଟରୁ ବାଲି ଉଠାଯାଇ ଟ୍ରିପ ଟ୍ରିପ ବାହାର ଜିଲାକୁ ଚାଲାଣ…
ଓଡ଼ିଶା ପୋଲିସକୁ ୨ ବ୍ରୋଞ୍ଜ ପଦକ
କଟକ ଅଫିସ,୭ା୧୨: ୭୧ତମ ସର୍ବଭାରତୀୟ ପୋଲିସ ହକି ଚାମ୍ପିୟନଶିପ୍ରେ ଓଡ଼ିଶା ପୋଲିସର ମହିଳା ଓ ପୁରୁଷ ଟିମ୍ ଦଳଗତ ପ୍ରଦର୍ଶନ କରି ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ଓଡ଼ିଶା ପୋଲିସର ପୁରୁଷ ଟିମ୍ ସିଆଇଏସଏଫ୍କୁ ୬-୪ ଗୋଲରେ ପରାସ୍ତ କରି ତୃତୀୟ…
ଗାଁରେ ପଡୁଛି ଗୁଳି, ଲୋକେ ଆତଙ୍କିତ
ଆଠଗଡ,୬।୧୨(ସ୍ବ.ପ୍ର.):ଆଠଗଡ଼ ଖୁଣ୍ଟୁଣୀ ଥାନା ଅନ୍ତର୍ଗତ ନୂଆଶାସନ ଗ୍ରାମରେ ଆଠମାସ ହେବ ଗୁଳି ପଡୁଛି । ଏନେଇ ଗଁା ଲୋକେ ଭୟଭୀତ ହୋଇଯାଇଛନ୍ତି। ପ୍ରତ୍ୟେକ ଦିନ ଗୁଳି ଗ୍ରାମର ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳୁଛି। ଏହି ଗୁଳି ବାଜି ସାଧାରଣ ଲୋକେ ଆହତ…
Archives


