କଟକ

ଓଡିଶାର ଦୀର୍ଘତମ ସେତୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

କଟକ ଅଫିସ, ୨୦।୧୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାର ଦୀର୍ଘତମ ସେତୁକୁ ସୋମବାର ଲୋକାର୍ପିତ କରିଛନ୍ତି। ୧୧୧ କୋଟି ବ୍ୟୟରେ ଏହି ସେତୁ ନିର୍ମିତ ହୋଇଛି। ୩.୪ କିଲୋମିଟର ଦୀର୍ଘ ଏହି ସେତୁର ଆକାର ଇଂରାଜୀ T ଅକ୍ଷର ସଦୃଶ।...

ମିଳିଲା ଜାମିନ, ହେଲେ ଜେଲ୍‌ରେ ମୁକୁଳି ପାରିବେନି

କଟକ ଅଫିସ,୧୮।୧୨ : ଅର୍ଥତତ୍ତ୍ୱ ମୁଖ୍ୟ ପ୍ରଦୀପ ସେଠୀଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ମାମଲା ସହିତ ଅନ୍ୟ ଦୁଇଟି ମାମଲାରେ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ମଞ୍ଜୁର କରିଛନ୍ତି । ବିଚାରପତି ସଞ୍ଜୀବ କୁମାର ପାଣିଗ୍ରାହୀଙ୍କୁ ନେଇ ଗଠିତ ଖଣ୍ଡପୀଠ ପ୍ରଦୀପଙ୍କ ତିନୋଟି...

ଓଡ଼ିଶାରେ ଓମିକ୍ରନ ସନ୍ଦିଗ୍ଧ

କଟକ ଅଫିସ,୧୮ା୧୨: କଟକରେ ସନ୍ଦିଗ୍ଧ ଓମିକ୍ରନ ରୋଗୀ ସାମ୍ନାକୁ ଆସିବା ନେଇ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ସୂଚନା ଦେଇଛନ୍ତି। ଜଣେ ନାଇଜେରିଆ ଫେରନ୍ତାଙ୍କ ପିଜିଟିଭ୍‌ ନେଇ ଖବର ଆସିଛି। ସମ୍ପୃକ୍ତ ବ୍ୟକ୍ତିଙ୍କୁ ଚିହ୍ନଟ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ...

ହାଇକୋର୍ଟରେ ରିପୋର୍ଟ ଦାଖଲ

କଟକ ଅଫିସ,୧୬ା୧୨: ରାଜ୍ୟରେ ଖାଲି ପଡିଥିବା ଡାକ୍ତର ପଦବୀ ପୂରଣ ସମ୍ପର୍କିତ ମାମଲାର ଶୁଣାଣି ବୁଧବାର ହାଇକୋର୍ଟରେ ହୋଇଥିଲା। ୩୦ଟି ଜିଲାର ଆଇନସେବା ପ୍ରାଧିକରଣ(ଡିଏଲଏସଏ) ପକ୍ଷରୁ ମୁଦା ଲଫାପା ମଧ୍ୟରେ ତଦନ୍ତ ରିପୋର୍ଟ ହାଇକୋର୍ଟଙ୍କ ନିକଟରେ ଦାଖଲ କରାଯାଇଛି। ଏହି...

ପିଣ୍ଡି ହଟାଇବା ଦାବିରେ ତହସିଲ ସମ୍ମୁଖରେ ଧାରଣା

ନିଶ୍ଚିନ୍ତକୋଇଲି,୧୫।୧୨(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ତହସିଲ ଅଧିନସ୍ଥ ହରିରାଜପୁର ମୌଜାରେ ଜଣେ ବ୍ୟକ୍ତିଙ୍କ ଘର ଆଗରେ ଏକ ଗୋଚର ଜମିରେ ଥିବା ପିଣ୍ଡି ହଟାଇବାକୁ ଉପଜିଲାପାଳ ଆଦେଶ ଦେଇଥିଲେ। ତେବେ ତହସିଲ ପକ୍ଷରୁ ଏହାକୁ ହଟାଯାଇ ନ ଥିଲା। ଏହାର...

ମହାନଦୀରେ ଅଜଣା ମୃତଦେହ

ସାଲେପୁର,୧୩।୧୨(ଡି.ଏନ୍‌.ଏ.): କଟକ ଜିଲା କିଶନନଗର କାଳିକାପୁର ମହାନଦୀରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବାର ଦେଖିବାକୁ ମିଳିଛି । ସ୍ଥାନୀୟ ଲୋକେ ମୃତଦେହ ଭାସୁଥିବାର ଦେଖି ବାଉଁଶ ଦ୍ବାରା ଅଟକାଇଥିଲେ । ପରେ କିଶନନଗର ପୋଲିସକୁ ଖବର ଦେଇଥିଲେ ।...

କଟକ ଗସ୍ତରେ ମୁଖ୍ୟମନ୍ତ୍ରୀ; ବିଜୁ ସ୍ବାସ୍ଥ୍ୟସ୍ମାର୍ଟ ହେଲ୍‌ଥ କାର୍ଡର ହେବ ଶୁଭାରମ୍ଭ

କଟକ ଅଫିସ, ୧୩।୧୨: ରାଜ୍ୟରେ ବିଜୁ ସ୍ବାସ୍ଥ୍ୟସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର କାର୍ଯ୍ୟକ୍ରମ ଜାରି ରହିଛି। ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଗଞ୍ଜାମ ଜିଲାରେ ଏହି ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ କରିଥିବା ବେଳେ ସୋମବାର କଟକ ଜିଲାରେ...

ଆଇନମନ୍ତ୍ରୀଙ୍କ ସଭା ମଞ୍ଚକୁ ଚପଲମାଡ଼

ମାହାଙ୍ଗା,୧୩ା୧୨(ସ୍ବ.ପ୍ର.): ମାହାଙ୍ଗା ବିଧାୟକ ତଥା ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସଭାମଞ୍ଚ ଉପରକୁ ରବିବାର ରାତିରେ ଚପଲ ମାଡ଼ ହୋଇଛି। ଚପଲମାଡ଼ କରିଥିବା ଯୁବକ ବିଜେଡି କର୍ମୀଙ୍କ ଆକ୍ରମଣରେ ଲହୁଲୁହାଣ ହୋଇଛନ୍ତି। ମାହାଙ୍ଗା ଥାନା ପୋଲିସ ତାଙ୍କୁ ଗୁରୁତର ଅବସ୍ଥାରେ...

ସ୍ତ୍ରୀଙ୍କୁ ହେମଦସ୍ତାରେ ଛେଚି ହତ୍ୟା କରିବା ପରେ ବିଷ ପିଇଲେ ସ୍ବାମୀ

କଣ୍ଟାପଡ଼ା,୧୨ା୧୨(ଡି.ଏନ୍‌.ଏ.): ପାରିବାରିକ କଳହକୁ କେନ୍ଦ୍ରକରି ରବିବାର ହେମଦସ୍ତାରେ ଛେଚି ସ୍ତ୍ରୀଙ୍କୁ ହତ୍ୟା କରିବା ପରେ ବିଷପିଇ ସ୍ବାମୀ ଆତ୍ମହତ୍ୟା ଉଦ୍ୟମ କରିବା ଘଟଣା କଟକ ଜିଲା ଗୋବିନ୍ଦପୁର ଥାନା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ମୃତ ମହିଳା ଜଣକ ହେଲେ...

ପ୍ରତିପକ୍ଷଙ୍କୁ ଜବାବ ତଲବ

କଟକ ଅଫିସ,୧୧।୧୨: ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ବିବାଦ ସମ୍ପର୍କିତ ମାମଲାର ଶୁଣାଣି ଶୁକ୍ରବାର ହାଇକୋର୍ଟରେ ହୋଇଥିଲା। ଆସନ୍ତା ୧୩ ସୁଦ୍ଧା ଜବାବ ତଲବ ପାଇଁ ଅରିନ୍ଦମ ସିହ୍ନାଙ୍କୁ ନେଇ ଗଠିତ ଖଣ୍ଡପୀଠ ସମସ୍ତ ପ୍ରତିପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୧୩...

ମାହାଙ୍ଗା ଡବଲ ମର୍ଡର ଘଟଣା: କୋର୍ଟରେ ହାଜର ହେଲେ ଥାନାଧିକାରୀ

ନିଶ୍ଚିନ୍ତକୋଇଲି,୧୦ା୧୨(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଡବଲ ମର୍ଡର ଘଟଣା ଦିନକୁ ଦିନ ରୋଚକ ମୋଡ଼ ନେଉଛି। ଶେଷରେ ଜେଏମ୍‌ଏଫ୍‌ସି ଆଦେଶ ଆଗରେ ମୁଣ୍ଡ ନୁଆଇଁଛି ପୋଲିସ। ଶୁକ୍ରବାର କୋର୍ଟରେ ହାଜର ହୋଇଛନ୍ତି ମାହାଙ୍ଗା ଥାନାଧିକାରୀ। ମାହାଙ୍ଗା ଡବଲ ମର୍ଡର ଘଟଣାରେ...

ନୂଆ ରୂପ ନେବ ନନ୍ଦନକାନନ ବସ୍‌ଷ୍ଟାଣ୍ଡ

ବାରଙ୍ଗ,୧୦ା୧୨(ଡି.ଏନ୍‌.ଏ.): ନୂଆ ରୂପ ନେବ ନନ୍ଦନକାନନ ବସ୍‌ଷ୍ଟାଣ୍ଡ। ଏହାର ଉନ୍ନତୀକରଣ କରାଯିବ। ବସ୍‌ଷ୍ଟାଣ୍ଡରେ ରହିବ ମାର୍କେଟ କମ୍ପ୍ଲେକ୍ସ। ମାର୍କେଟ କମ୍ପ୍ଲେକ୍ସରେ ନନ୍ଦନକାନନ ବସ୍‌ଷ୍ଟାଣ୍ଡ ବଣିକ ସଂଘର ବ୍ୟବସାୟୀଙ୍କୁ ଥଇଥାନ କରାଯିବ। ଏନେଇ ନନ୍ଦନକାନନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଭୁବନେଶ୍ୱର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri