କଟକ

ଜଳଯୋଗାଣ ଦାବିରେ କୃଷକଙ୍କ ଧାରଣା

କଣ୍ଟାପଡ଼ା,୨ା୧୧(ଡି.ଏନ୍‌.ଏ.): ପ୍ରତାପନଗରୀ ଜଳସେଚନ ବିଭାଗ ଫୁଲନଖରା ଡିଷ୍ଟ୍ରିବ୍ୟୁଟାରି କେନାଲ ପାର୍ଶ୍ୱରେ ଥିବା କଣ୍ଟାପଡ଼ା ଓ ଶିଶୁଆ ମୌଜାର ଶତାଧିକ ଏକର ଜମିରେ କେନାଲ ଜଳ ଅଭାବରୁ ଜମିଫାଟି ଆଁ କରିଛି। ଫଳରେ ଜଳ ଅଭାବରୁ ଏଠାରେ ଏକପ୍ରକାର ମରୁଡ଼ି ପରିସ୍ଥିତି ଉପୁଜିଛି।…

ଭର୍ଚୁଆଲରେ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିବେ ଭକ୍ତ

ଆଠଗଡ,୨।୧୧(ଡି.ଏନ.ଏ): ଏଥର ଭର୍ଚୁଆଲରେ ଧବଳେଶ୍ୱରଙ୍କ ଦର୍ଶକ କରିବେ ଭକ୍ତ। ଝୁଲାପୋଲ ନିକଟରେ ଏକ ବଡ ଏଲ୍‌ଇଡି ଟିଭି ଲଗାଯିବ। ଏହି ମାଧ୍ୟମରେ ବାବା ଧବଳେଶ୍ୱରଙ୍କୁ ଭକ୍ତ ଦର୍ଶନ କରିବେ। ବାବାଙ୍କ ସମସ୍ତ ରୀତିନୀତି ସମ୍ପନ୍ନ କରାଯିବା ସହ ଗଜଭୋଗ ବି ଶ୍ରଦ୍ଧାଳୁ…

ଏଥର ବାଲିଯାତ୍ରାରେ ଲାଇଟ୍‌ ଆଣ୍ଡ୍‌ ସାଉଣ୍ଡ୍‌ ଶୋ

କଟକ ଅଫିସ, ୨ା୧୧- ଚଳିତବର୍ଷ ବାଲିଯାତ୍ରାକୁ ଅଧିକ ଆକର୍ଷଣୀୟ କରିବା ପାଇଁ ଜିଲା ପ୍ରଶାସନ ଓ କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ପ୍ରଥମଥର ଲେଜର ଲାଇଟ୍‌ ଶୋ ବ୍ୟବସ୍ଥା କରାଯାଇଛି। ଏଥିରେ ଲାଇଟ୍‌ ଆଣ୍ଡ୍‌ ସାଉଣ୍ଡ୍‌ ବ୍ୟବହାର କରାଯାଇ କଟକର…

ସ୍କୁଲ ରୋଷେଇ ଘରେ ତାଲା ପକାଇଲେ ମହିଳା ଗୋଷ୍ଠୀ

ଗୋପ,୨।୧୧(ଡି.ଏନ୍‌.ଏ.): ଦୀର୍ଘବର୍ଷ ଧରି ଗୋପ ବ୍ଲକ ଅନ୍ତର୍ଗତ ପୟରା ପଞ୍ଚାୟତର ହେଲାରି ଜମରା ପ୍ରାଥମିକ ସ୍କୁଲର ଛାତ୍ରୀଛାତ୍ରଙ୍କ ଲାଗି ମଧ୍ୟାହ୍ନଭୋଜନ ରୋଷେଇ କରୁଥିବା ମହିଳା ଗୋଷ୍ଠୀଙ୍କଠାରୁ ଦାୟିତ୍ୱ ଛଡ଼ାଇ ନେବା ପରେ ମଙ୍ଗଳବାର ଗୋଷ୍ଠୀର ମହିଳାମାନେ ରୋଷେଇ ଘରେ ତାଲା ପକାଇ…

ଇଞ୍ଜିନିୟରିଂ ଛାତ୍ରୀଙ୍କୁ ଛୁରାମାଡ଼

କଟକ ଅଫିସ,୨ା୧୧: କଟକ ଜିଲା ସଦର ଥାନା ଅନ୍ତର୍ଗତ ପ୍ରତାପନଗରୀଠାରେ ଜଣେ ଯୁବକଙ୍କ ଏକତରଫା ପ୍ରେମର କରୁଣ ପରିସ୍ଥିତି ମଙ୍ଗଳବାର ଦେଖିବାକୁ ମିଳିଛି। ସମ୍ପୃକ୍ତ ଯୁବକଙ୍କ ଛୁରାମାଡ଼ରେ ଜଣେ ଇଞ୍ଜିନିୟରିଂ ଛାତ୍ରୀ ଗୁରୁତର ହୋଇଛନ୍ତି। ଚିକିତ୍ସା ଲାଗି ତାଙ୍କୁ ସ୍ଥାନୀୟ ମହୀଧରପଡ଼ା…

ଏକତରଫା ପ୍ରେମ କରି ନିରାଶ ହେବା ପରେ ଇଞ୍ଜିନିୟରିଂ ଛାତ୍ରୀଙ୍କୁ ଛୁରାମାଡ଼

କଟକ ଅଫିସ,୧ା୧୧: ଏକତରଫା ପ୍ରେମ କରି ନିରାଶ ହେବା ପରେ ଇଞ୍ଜିନିୟରିଂ ଛାତ୍ରୀଙ୍କୁ ଛୁରାମାଡ଼ କଲେ ଯୁବକ। ଏଥିରେ ଛାତ୍ରୀଙ୍କ ହାତ ଓ ଜଂଘରେ ଗଭୀର କ୍ଷତ ସୃଷ୍ଟି ହୋଇଛି। ଏଭଳି ଘଟଣା କଟକ ଜିଲା ସଦର ଥାନା ଅନ୍ତର୍ଗତ ପ୍ରତାପନଗରୀଠାରେ…

କାର୍ତ୍ତିକରେ ଧବଳେଶ୍ୱର ଖାଁ ଖାଁ

ଆଠଗଡ଼,୧।୧୧(ଡି.ଏନ୍‌.ଏ.): କରୋନା ମହାମାରୀ ପରେ ଏବର୍ଷ ଭକ୍ତଙ୍କ ଏକ ପ୍ରକାର ଆଶା ଥିଲା ଶୈବ ପୀଠ ଧବଳେଶ୍ୱରରେ ପଞ୍ଚକ ଓ କାର୍ତ୍ତିକପୂର୍ଣ୍ଣିମା ପାଳନ ଲାଗି। ମାତ୍ର ଏବର୍ଷ ମଧ୍ୟ ଶ୍ରଦ୍ଧାଳୁଙ୍କୁ ବାବା ଧବଳେଶ୍ୱରଙ୍କ ଦର୍ଶନ ଅନୁମତି ମିଳିବ ନାହିଁ । ଧବଳେଶ୍ୱର…

ଯୁଦ୍ଧ ଇତିହାସର କାହାଣୀ ଦେଖିବେ ଦର୍ଶକ

କଟକ ଅଫିସ,୧ା୧୧:ବାଲିଯାତ୍ରାରେ ଦେଖିବାକୁ ମିଳିବ ଭାରତୀୟ ନୌସେନାର ଝଲକ। ଯୁବପିଢ଼ିଙ୍କୁ ଆକର୍ଷଣ କରିବାକୁ ନିଆରା ଯୋଜନା ପ୍ରସ୍ତୁତି କରିଛି ଜିଲା ପ୍ରଶାସନ। ଚଳିତବର୍ଷ ବାଲିଯାତ୍ରାରେ ଭାରତୀୟ ନୈସେନାର ପରାକାଷ୍ଠା, ନୌସେନା ଜାହାଜ ଏବଂ ନୌସେନା ବ୍ୟାଣ୍ଡ ପ୍ରଦର୍ଶିତ ହେବ। ଉଦ୍‌ଘାଟନୀ ଉତ୍ସବରେ…

ସୁଗାର-ଫ୍ରି ମିଠାରେ ରହୁଛି ସୁଗାର

କଟକ ଅଫିସ,୧ା୧୧:ସୁଗାର ଫ୍ରି ମିଠାରେ ମଧ୍ୟ ସୁଗାରର କିଛି ଅଂଶ ରହୁଛି। ବଜାରରେ ବିଭିନ୍ନ ମିଠା ଦୋକାନରେ ବିକ୍ରି ହେଉଥିବା ସୁଗାର ଫ୍ରି ରସଗୋଲା, ଛେନାପୋଡ଼ ପ୍ରଭୃତି ମିଠା ସାମଗ୍ରୀରେ ସୁଗାରର କିଛି ମାତ୍ରା ରହୁଥିବା ଅଭିଯୋଗ ହୋଇଛି। ସୁଗାର ଫ୍ରି…

ସତ୍ୟପାଠ ଦାଖଲ କଲା ରାଜ୍ୟ ପରିବହନ ବିଭାଗ

କଟକ ଅଫିସ,୧ା୧୧:ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍‌ ମାମଲାରେ ସୋମବାର ରାଜ୍ୟ ପରିବହନ ବିଭାଗ ପକ୍ଷରୁ ହାଇକୋର୍ଟରେ ସତ୍ୟପାଠ ଦାଖଲ କରାଯାଇଛି। ବିଭିନ୍ନ କାରଣରୁ ହାଇସିକ୍ୟୁରିଟି ନମ୍ବର ପ୍ଲେଟ ତିଆରି ନିମନ୍ତେ ଲୋକଙ୍କୁ ଅସୁବିଧା ହେଉଥିବାରୁ ଆଉ ଏକମାସ ଅବଧି ବୃଦ୍ଧି କରାଯାଇଥିବା ସତ୍ୟପାଠରେ…

ଧବଳେଶ୍ୱର ପୀଠରେ ୧୪୪ ଧାରା

ଆଠଗଡ଼,୩୧।୧୦(ଡି.ଏନ୍‌.ଏ.): ଆଠଗଡ଼ର ଧବଳେଶ୍ୱର ପୀଠରେ ସୋମବାର ୧୪୪ ଧାରା ଜାରି କରାଯାଇଛି। ଝୁଲାପୋଲର ମରାମତି ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି। ଡଙ୍ଗା ଯୋଗେ ଏତେ ସଂଖ୍ୟକ ଶ୍ରଦ୍ଧାଳୁଙ୍କୁ ଘାଟ ପାରି କରିବା ସମ୍ଭବ ନ ଥିବାରୁ ୧୪୪ ଧାରା ଜାରି ରହିଛି।…

ଗୁଜରାଟ ଟ୍ରାଜେଡି ପରେ ଧବଳେଶ୍ୱର ଝୁଲା ପୋଲକୁ ନେଇ ଚିନ୍ତାରେ ପ୍ରଶାସନ

କଟକ ଅଫିସ,୩୧ା୧୦: ଗୁଜରାଟ ଟ୍ରାଜେଡି ପରେ ପ୍ରଶାସନର ଚେତା ପଶିଛି। ଧବଳେଶ୍ୱର ଝୁଲା ପୋଲକୁ ନେଇ ଘାରିଛି ଚିନ୍ତା। ସୋମବାର ଧବଳେଶ୍ୱର ଝୁଲା ପୋଲରେ ଯାତାୟାତ କରୁଥିବା ଯାତ୍ରୀଙ୍କ ସଂଖ୍ୟାକୁ କମ୍‌ କରି ଦିଆଯାଇଥିବା ବେଳେ ମଙ୍ଗଳବାର ଏହି ଝୁଲା ପୋଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri