କଟକ

ବାଲିଯାତ୍ରା: ୮ ଦିନରେ ୮୬୮ ପ୍ଲଟ୍‌ ପଞ୍ଜୀକରଣ

କଟକ ଅଫିସ,୧୬ା୧୦: ଓଡ଼ିଶାର ଐତିହ୍ୟ ସହ ଜଡ଼ିତ ବାଲିଯାତ୍ରା ଏବେ ବ୍ୟବସାୟ ତଥା ମନୋରଞ୍ଜନର ଭିତ୍ତିଭୂମି ପାଲଟିଛି। ଚଳିତବର୍ଷ ବାଲିଯାତ୍ରାରୁ ଜିଲା ପ୍ରଶାସନ ରେକର୍ଡ ପରିମାଣର ଆୟ ବୃଦ୍ଧି ନିମନ୍ତେ ଲକ୍ଷ୍ୟ ରଖିଛି। ଯାହାକି ଅନ୍‌ଲାଇନ୍‌ ମାଧ୍ୟମରେ ବାଲିଯାତ୍ରା ପଡ଼ିଆର ପ୍ଲଟ୍‌ଗୁଡ଼ିକୁ…

ମେଡିସିନ୍‌ କିଣା ଉପରେ ଲାଗିଲା କଟକଣା

କଟକ ଅଫିସ,୧୫।୧୦: ଓଡ଼ିଶା ବାହାରୁ ମେଡିସିନ୍‌ କିଣା ଉପରେ ଲାଗିଲା କଟକଣା। ନକଲି ଔଷଧ କାରବାର ଘଟଣା ସାମ୍ନାକୁ ଆସିବା ପରେ ଓଡ଼ିଶା କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ଆସୋସିଏଶନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଏଥିସହ ପଞ୍ଜୀକୃତ କମ୍ପାନୀରୁ ମେଡିସିନ୍‌ ବ୍ୟବସାୟୀ…

‘ଅର୍ଚ୍ଚନାଙ୍କ କଳା ସାମ୍ରାଜ୍ୟର ତଦନ୍ତ କରୁ ଇଡି’

କଟକ ଅଫିସ,୧୫ା୧୦: ବହୁଚର୍ଚ୍ଚିତ ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ମାମଲା ଏବେ ହାଇକୋର୍ଟରେ ପହଞ୍ଚତ୍ଛି। ପୋଲିସ ତଦନ୍ତ ଆଗେଇ ପାରୁ ନ ଥିବାରୁ ମାମଲାର ତଦନ୍ତ ଭାର କେନ୍ଦ୍ର ସରକାରଙ୍କ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)କୁ ଦେବା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେବାକୁ ପ୍ରାର୍ଥନା…

ଓସିଏ ସଭାପତି ପ୍ରାର୍ଥୀ ହେବେ ପ୍ରଣବ

ପୁରୀ ଅଫିସ/କଟକ ଅଫିସ୍‌, ୧୫ା୧୦: ଓଡ଼ିଶା କ୍ରିକେଟ୍‌ ଆସୋସିଏଶନ୍‌ (ଓସିଏ) ନିର୍ବାଚନ ନେଇ ଶୁକ୍ରବାର ପୁରୀସ୍ଥିତ ଏକ ଘରୋଇ ହୋଟେଲରେ ଅନୌପଚାରିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଯାଜପୁର ବିଧାୟକ ତଥା ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କୁ ଓସିଏର…

୪ରେ ବର୍ଷାଙ୍କ ଆବେଦନର ଶୁଣାଣି

କଟକ ଅଫିସ,୧୪।୧୦: ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଏବଂ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ମାମଲା ଥମିବାର ନାଁ ନେଉନାହିଁ। ସୋସିଆଲ ମିଡିଆରେ ଆକ୍ଷେପକୁ ନେଇ ବର୍ଷାଙ୍କ ଆବେଦନ ଶୁଣାଣି ନଭେମ୍ବର ୪ରେ ହେବ ବୋଲି ସୂଚନା ମିଳିଛି।…

ରାଷ୍ଟ୍ରପତିଙ୍କ ଜୀବନୀ ଲେଖି ଚର୍ଚ୍ଚାରେ ତେଜସ୍ବିନୀ

ରଘୁନାଥପୁର,୧୪ା୧୦(ଡି.ଏନ.ଏ.): ମାତ୍ର ୧୭ ବର୍ଷ ବୟସରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜୀବନୀ ସମ୍ପର୍କରେ ଲେଖି ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକ ସାଦେଇପୁର ଗ୍ରାମର ଯୁକ୍ତ ଦୁଇ ବିଜ୍ଞାନ ଛାତ୍ରୀ ତେଜସ୍ବିନୀ ପଣ୍ଡା ଚର୍ଚ୍ଚାରେ ରହିଛନ୍ତି। ବାପା ଶୁଭେନ୍ଦୁ ବର୍ତ୍ତମାନ ପୋଲିସ ବିଭାଗରେ…

ହାଇକୋର୍ଟରେ ବିଧାୟକ ମହମ୍ମଦ ମୋକିମଙ୍କ ମାମଲା: ଶୁଣାଣି ଶେଷ, ରାୟ ସଂରକ୍ଷିତ

କଟକ ଅଫିସ,୧୪ା୧୦: ବାରବାଟୀ-କଟକ ବିଧାୟକ ତଥା ମେଟ୍ରୋ ବିଲ୍‌କଡର୍ସର ପରିଚାଳନା ନିର୍ଦ୍ଦେଶକ ଇଂ. ମହମ୍ମଦ ମୋକିମଙ୍କ ପକ୍ଷରୁ ନିମ୍ନ ଅଦାଲତର ଦଣ୍ଡାଦେଶ ରାୟ ବିରୋଧରେ ହାଇକୋର୍ଟରେ ଆଗତ ମାମଲାର ଶୁଣାଣି ଶେଷ ହୋଇଛି। ବିଚାରପତି ବିଭୁପ୍ରସାଦ ରାଉତରାୟଙ୍କ ଇଜଲାସରେ ଗୁରୁବାର ଶୁଣାଣି…

ପତିତପାବନଙ୍କୁ ଏନ୍‌ଆଇଏଲ୍‌ଡି ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ

କଣ୍ଟାପଡ଼ା, ୧୪ା୧୦(ଡି.ଏନ୍‌.ଏ.): କେନ୍ଦ୍ର ସରକାରଙ୍କ ସାମାଜିକ ନ୍ୟାୟ ଓ ଅଧିକାରିତା ମନ୍ତ୍ରଣାଳୟ ଅଧୀନ କଟକ ଜିଲା ଓଲଟପୁରସ୍ଥିତ ଏସ୍‌ଭି ନିର୍‌ତାରର କାର୍ଯ୍ୟକାରୀ ନିର୍ଦ୍ଦେଶକ ପ୍ରଫେସର ଡା. ପତିତପାବନ ମହାନ୍ତିଙ୍କୁ କୋଲକାତାସ୍ଥିତ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଫର୍‌ ଲୋକୋମୋଟର ଡିଜାବିଲିଟିଜ୍‌ (ଏନ୍‌ଆଇଏଲ୍‌ଡି)ର କାର୍ଯ୍ୟକାରୀ ନିର୍ଦ୍ଦେଶକ…

ପଟ୍ଟାମୁଣ୍ଡାଇ କେନାଲରେ ୩ ଯୁବକ ଭାସିଯିବା ଘଟଣା: ୨ ମୃତଦେହ ମିଳିଲା, ଜଣଙ୍କର ପତ୍ତା ମିଳୁନି

କଟକ ଅଫିସ,୧୩ା୧୦: କଟକ ଜିଲା ଜଗତପୁର ବେଲମାଳିଆ ମନ୍ଦିର ନିକଟ ପଟ୍ଟାମୁଣ୍ଡାଇ କେନାଲରେ ବୁଧବାର ୩ ଯୁବକ ଭାସି ଯାଇଥିଲେ। ଗୁରୁବାର ୨ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ଦ୍ୱୟ ତ୍ରିଲୋଚନ ମହଲା ଓ ବାଦଲ ସାହୁ। ତ୍ରିଲୋଚନଙ୍କ ଘର…

ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍‌ ପଞ୍ଜୀକରଣ ଅବଧି ବର୍ଷେ ବଢ଼ାଯାଉ

କଟକ ଅଫିସ,୧୩ା୧୦:ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟ ପରିବହନ ବିଭାଗ ପକ୍ଷରୁ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ଲଗାଇବା ନିମନ୍ତେ ପଞ୍ଜୀକରଣ ଅବଧି ୧ ମାସ ବୃଦ୍ଧି କରାଯାଇଛି । ହେଲେ ଜନସାଧାରଣଙ୍କ ସ୍ବାର୍ଥ ଦୃଷ୍ଟିରୁ ଏହି ଅବଧିକୁ ୧ ବର୍ଷ ବୃଦ୍ଧି…

କାଠଯୋଡ଼ି ବନ୍ଧରେ ଜମୁଛି କୁଲା, ବାଉଁଶିଆ ବେପାର

କଟକ ଅଫିସ, ୧୩ା୧୦: କଟକର ଐତିହାସିକ ଦେବୀଗଡ଼ା ଘାଟ। ଦୀର୍ଘବର୍ଷ ହେବ କାଠଯୋଡି ନଦୀର ଉକ୍ତ ଘାଟରେ ପାର୍ବଣ ସମୟରେ ଦେବଦେବୀଙ୍କ ମୂର୍ତ୍ତି ବିସର୍ଜନ କରାଯାଇଆସୁଛି। ବିଶେଷକରି ମା’ ଦୁର୍ଗାଙ୍କ ଭସାଣି ଶୋଭାଯାତ୍ରା ଦେଖିବାକୁ ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରୁ ଲୋକମାନେ…

ଚିଲିକାରେ ନୌକାୟନ ଅଭିଯାନ

କଟକ ଅଫିସ, ୧୩ା୧୦: ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ (ଏନ୍‌ସିସି) ଓଡ଼ିଶା ନିର୍ଦ୍ଦେଶାଳୟ ପକ୍ଷରୁ ଚିଲିକା ହ୍ରଦରେ ନୌକାୟନ ଅଭିଯାନ ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି। କଟକସ୍ଥିତ ଏନ୍‌ସିସି ଗ୍ରୁପ୍‌ ହେଡକ୍ବାର୍ଟରର ଗ୍ରୁପ କମାଣ୍ଡର କର୍ନେଲ ରଜନୀଶ କାପୁର ଏହାକୁ ଉଦ୍‌ଘାଟନ କରିଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri