ଉଚ୍ଚସ୍ତରୀୟ ତଦନ୍ତ ଦାବିରେ ଭାଜପାର ବିକ୍ଷୋଭ
କଟକ ଅଫିସ,୧୫।୧: ମହିଳା କ୍ରିକେଟର ରାଜଶ୍ରୀ ସ୍ବାଇଁଙ୍କ ରହସ୍ୟଜନକ ମୃତ୍ୟୁର ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛି ଭାଜପା। କଟକ ନଗର ଭାଜପା ସଭାପତି ଲଲାଟେନ୍ଦୁ ବଡୁଙ୍କ ନେତୃତ୍ୱରେ ବାରବାଟୀ ଷ୍ଟାଡିୟମସ୍ଥିତ ଓସିଏ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ମଧ୍ୟାହ୍ନ ୧୨ଟାରେ ବିକ୍ଷୋଭ ପ୍ରଦର୍ଶନ…
ସିଂହନାଥ ପୀଠରେ ୧୪୪ ଧାରା ଜାରି
ବଡ଼ମ୍ବା,୧୫ା୧(ଡି.ଏନ୍.ଏ.): ମକରମେଳା ଅବସରରେ କଟକ ଜିଲା ବଡ଼ମ୍ବାର ସିଂହନାଥ ପୀଠ ପ୍ରବଳ ଭକ୍ତଙ୍କ ସମାଗମ ହୋଇଥିଲା। ଫଳରେ ଦଳାଚକଟାରେ ଜଣଙ୍କ ପ୍ରାଣହାନି ଘଟିଥିବା ବେଳେ ଅନେକ ଆହତ ହୋଇଥିଲେ। ଏହି ଘଟଣା ପରଠାରୁ ସିଂହନାଥ ପୀଠରେ ୧୪୪ ଧାରା ଜାରି ହୋଇଛି।…
ମହିଳା କ୍ରିକେଟର ରାଜଶ୍ରୀଙ୍କ ମୃତ୍ୟୁ ଘଟଣା
କଟକ ଅଫିସ୍/ ପୁରୀ ଅଫିସ୍ ୧୫।୧: ମହିଳା କ୍ରିକେଟର ରାଜଶ୍ରୀ ସ୍ବାଇଁଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ଜାତୀୟ ମାନବାଧିକାର ଆୟୋଗ(ଏନ୍ଏଚ୍ଆର୍ସି)ଙ୍କ ନିକଟରେ ଶନିବାର ମାମଲା ରୁଜୁ ହୋଇଛି। ଆୟୋଗଙ୍କ ଏକ ଟିମ୍ ଦ୍ୱାରା ଘଟଣାର ତଦନ୍ତ କରାଯିବା ସହ ରାଜଶ୍ରୀଙ୍କ ପରିବାରକୁ…
ବିଦ୍ୟୁତ୍ ଆଘାତରେ ଦନ୍ତା ହାତୀ ମୃତ
ଖୁଣ୍ଟୁଣୀ,୧୪ା୧(ଡି.ଏନ୍.ଏ.): କଟକ ଜିଲା ଖୁଣ୍ଟୁଣୀ ବନାଞ୍ଚଳ ଅଧୀନ କାଦୁଆ ନୂଆଗଁା ଗ୍ରାମର ଏକ ଫାର୍ମରେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଶନିବାର ଦନ୍ତାହାତୀର ମୃତ୍ୟୁ ଘଟିଛି। ଫାର୍ମରେ ବେଆଇନ ବିଦ୍ୟୁତ୍ ତାର ଘେରାଇବା ଅଭିଯୋଗରେ ମାଲିକ କାଦୁଆ ନୂଆଗଁାର ଫଗୁ ସାହୁଙ୍କୁ ବନ…
ଟି-ବ୍ରିଜ୍ରେ ଦଳାଚକଟା
ବଡ଼ମ୍ବା (ଡି.ଏନ୍.ଏ.)/ଆଠଗଡ଼(ସ୍ବ.ପ୍ର.)/କଟକ ଅଫିସ୍,୧୫।୧: ମକର ସଂକ୍ରାନ୍ତିରେ କଟକ ଜିଲା ବାଙ୍କୀ ବୈଦେଶ୍ୱରରୁ ବଡ଼ମ୍ବା ଗୋପୀନାଥପୁରକୁ ମହାନଦୀରେ ସଂଯୋଗ କରୁଥିବା ଟି-ବ୍ରିଜ୍ରେ ଅଘଟଣ ଘଟିଛି। ବଡ଼ମ୍ବା ଥାନା ଅନ୍ତର୍ଗତ ସିଂହନାଥ ମନ୍ଦିରକୁ ସଂଯୋଗ କରୁଥିବା ଏହି ବ୍ରିଜ୍ ଉପରେ ଅସମ୍ଭାଳ ଭିଡ଼ ହେବାରୁ…
ବଡ଼ମ୍ବା ଟି-ବ୍ରିଜ୍ ଦଳାଚକଟା ଘଟଣା: ଜଣଙ୍କର ଜୀବନ ଗଲା
ବଡ଼ମ୍ବା,୧୪ା୧(ଡି.ଏନ୍.ଏ.): କଟକ ଜିଲା ବଡ଼ମ୍ବା-ଗୋପୀନାଥପୁର ଟି-ବ୍ରିଜ୍ରେ ଶନିବାର ଦଳାଚକଟାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଊର୍ଦ୍ଧ୍ୱ ଗୁରୁତର ହୋଇଛନ୍ତି। ମୃତକ ଜଣକ ହେଲେ ଅଞ୍ଜନା ସ୍ବାଇଁ(୪୫)। ଗୁରୁତରଙ୍କ ମଧ୍ୟରୁ ୩ ଜଣଙ୍କୁ କଟକ ପଠାଯାଇଥିବା ବେଳେ ଅନ୍ୟମାନେ ବଡ଼ମ୍ବା ଡାକ୍ତରଖାନାରେ…
ବଡ଼ମ୍ବା ଟି-ବ୍ରିଜ୍ରେ ଦଳାଚକଟା: ୧୨ ଗୁରୁତର
ବଡ଼ମ୍ବା,୧୪ା୧(ଡି.ଏନ୍.ଏ.): କଟକ ଜିଲା ବଡ଼ମ୍ବା-ଗୋପୀନାଥପୁର ଟି-ବ୍ରିଜରେ ଶନିବାର ଦଳାଚକଟା ହେବାରୁ ୧୨ ଜଣ ଗୁରୁତର ହୋଇଛନ୍ତି। ଏହି ଗୁରୁତରମାନଙ୍କ ମଧ୍ୟରେ ମହିଳା ଏବଂ ଶିଶୁ ରହିଛନ୍ତି। ଗୁରୁତରମାନଙ୍କୁ ବଡ଼ମ୍ବା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମକରମେଳା ପାଇଁ ସିଂହନାଥ ପୀଠରେ ଲକ୍ଷାଧିକ ଭକ୍ତଙ୍କ…
୨ରୁ ଊର୍ଦ୍ଧ୍ୱ ଆଇନଜୀବୀ ନ ରହିବା ଉପରେ ରହିତାଦେଶ
କଟକ ଅଫିସ,୧୪ା୧: କେନ୍ଦ୍ରାପଡା ଏମ୍ପି ତଥା ଅଭିନେତା ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ମାମଲାର ଶୁଣାଣିବେଳେ ୨ରୁ ଊର୍ଦ୍ଧ୍ୱ ଆଇନଜୀବୀ ନ ରହିବା ଉପରେ ହାଇକୋର୍ଟ ଅନ୍ତରୀଣ ରହିତାଦେଶ ଜାରି କରିଛନ୍ତି। ଏଥିସହ ହାଇକୋର୍ଟ ଅନୁଭବଙ୍କ…
ଜଙ୍ଗଲରୁ ମହିଳା କ୍ରିକେଟରଙ୍କ ଝୁଲନ୍ତା ମୃତଦେହ ଜବତ
କଟକ ଅଫିସ/ଖୁଣ୍ଟୁଣୀ (ଡି.ଏନ.ଏ.),୧୪ା୧: ଦୁଇ ଦିନ ହେବ ନିଖୋଜ ଥିବା ସିନିୟର ମହିଳା କ୍ରିକେଟର ରାଜଶ୍ରୀ ସ୍ବାଇଁ(୨୬)ଙ୍କ ଝୁଲନ୍ତା ମୃତଦେହ ଶୁକ୍ରବାର ଖୁଣ୍ଟୁଣୀ ବନାଞ୍ଚଳ ଅଧୀନ ବ୍ରାହ୍ମଣବସ୍ତ ସଂରକ୍ଷିତ ଜଙ୍ଗଲରୁ ପୋଲିସ ଜବତ କରିଛି। ମୃତଦେହ ଝୁଲୁଥିବା ସ୍ଥାନଠାରୁ କିଛି ଦୂରରେ…
ରାଜ୍ୟ ସରକାରଙ୍କୁ ବିସ୍ତୃତ ରିପୋର୍ଟ ଦାଖଲ ନିର୍ଦ୍ଦେଶ
କଟକ ଅଫିସ,୧୩ା୧: ରାଜ୍ୟରେ ଚାଲିଥିବା ବେଆଇନ ଗୋହତ୍ୟା ଓ ଗୋ-ଚାଲାଣ ରୋକିବାକୁ ସରକାର କ’ଣସବୁ ପଦକ୍ଷେପ ନେଇଛନ୍ତି, ସେ ସମ୍ପର୍କରେ ବିସ୍ତୃତ ରିପୋର୍ଟ ଦାଖଲ କରିବାକୁ ହାଇକୋର୍ଟ ଗୁରୁବାର ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ବିଚାରପତି ଏସ୍. ମୁରଲୀଧର ଓ ବିଚାରପତି ମୁରାହରି…
ଫେବୃୟାରୀ ୨୭ ସୁଦ୍ଧା ତଦନ୍ତ ରିପୋର୍ଟ ଦାଖଲ ନିର୍ଦ୍ଦେଶ
ମଙ୍ଗୁଳି-ଜଗତପୁର,୧୩ା୧(ଡି.ଏନ.ଏ.): ଚୌଦ୍ୱାର ପୌରପାଳିକା ଅଧୀନ ୧୯ଟି ଓ୍ବାର୍ଡରେ ଉନ୍ନତି ଯୋଜନାରେ ବିଭିନ୍ନ ପ୍ରକଳ୍ପ ନିର୍ମାଣ ବାବଦରେ ଲକ୍ଷାଧିକ ଟଙ୍କା ହଡ଼ପ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ ସୂଚନା ଅଧିକାର କର୍ମୀ ମନୋଜ ସାହୁ ଓ ଶ୍ରୀକାନ୍ତ ପାକଳ ଗତ ମେ’ରେ…
ଧବଳେଶ୍ୱରଙ୍କ ପୀଠକୁ ଯିବା ପ୍ରତିବନ୍ଧକ ହଟିଲା
ଖୁଣ୍ଟୁଣୀ,୧୨ା୧(ଡି.ଏନ୍.ଏ.): କଟକ ଜିଲା ଧବଳେଶ୍ୱରଙ୍କ ପୀଠକୁ ଯିବାକୁ ଏଣିକି ସମସ୍ତ ପ୍ରତିବନ୍ଧକ ହଟିଛି। ପ୍ରାୟ ୩୫ ଲକ୍ଷ ଟଙ୍କା ବ୍ୟୟରେ ମଞ୍ଚେଶ୍ୱରର ପାଇକେରାପୁର ମହାନଦୀ ତୁଠଠାରୁ ଧବଳେଶ୍ବର ପର୍ଯ୍ୟଟନ କମ୍ୟୁନିଟି କେନ୍ଦ୍ର ଯାଏ ଦୀର୍ଘ ୨ କିମିରୁ ଊର୍ଦ୍ଧ୍ୱ ବାଲିରେ ନିର୍ମିତ…

