ଟ୍ରକ୍ ଧର୍ମଘଟ ପ୍ରତ୍ୟାହୃତ
କଟକ ଅଫିସ, ୧୨ା୧: ଓଡ଼ିଶା ରାଜ୍ୟ ଟ୍ରକ୍ ମାଲିକ ମହାସଂଘ ପକ୍ଷରୁ ୧୧ ତାରିଖ ମଧ୍ୟରାତ୍ରିରୁ ହେବାକୁ ଥିବା ଟ୍ରକ୍ ଧର୍ମଘଟ ପ୍ରତ୍ୟାହୃତ ହୋଇଛି। ପରିବହନ ବିଭାଗ ପ୍ରମୁଖ ସଚିବ ଉଷା ପାଢୀଙ୍କ ସହ ଆଲୋଚନା ଓ ରାଜ୍ୟରେ ପୁରୁଷ ହକି…
ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା କଲେ କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ
କଟକ ଅଫିସ,୧୧ା୧: ବାରବାଟୀରେ ବୁଧବାର ହକି ବିଶ୍ୱକପ୍ର ଉଦ୍ଘାଟନୀ ଉତ୍ସବ ଅନୁଷ୍ଠିତ ହୋଇଛି। କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ ଅନୁରାଗ ଠାକୁର ଏଥିରେ ଯୋଗଦେଇ ଓଡ଼ିଶାକୁ ଭୂୟସୀ ପ୍ରଶଂସା କରିବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମଧ୍ୟ ପ୍ରଶଂସା କରିଛନ୍ତି। ସେ କହିଛନ୍ତି, ଓଡ଼ିଶା…
କମ୍ପୁଛି ବାରବାଟୀ: ହକି ବିଶ୍ୱକପ୍ ଉଦ୍ଘାଟନୀ ଉତ୍ସବ ଆରମ୍ଭ
କଟକ ଅଫିସ,୧୧ା୧: ବୁଧବାର ହକି ବିଶ୍ୱକପ ଉଦ୍ଘାଟନୀ ଉତ୍ସବ ବାରବାଟୀ ଷ୍ଟାଡିୟମରେ ଆରମ୍ଭ ହୋଇଛି। ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମରେ ଆଜି କମ୍ପିଛି ବାରବାଟୀ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆନୁଷ୍ଠାନିକ ଭାବେ ହକି ମହାକୁମ୍ଭର ଉଦ୍ଘାଟନ କରିଛନ୍ତି। ବଲିଉଡ୍ ସୁପରଷ୍ଟାର ରଣବୀର ସିଂ,…
୪ ପିଲାଙ୍କ ହାତଗୋଡ଼ ବାନ୍ଧି ଅପହରଣ
ମଙ୍ଗୁଳି/ଜଗତପୁର,୧୧ା୧(ଡି.ଏନ୍.ଏ.): କଟକ ଜିଲା ଜଗତ୍ପୁର ଥାନା ଅଧୀନ ୪୮ନମ୍ବର ୱାର୍ଡ ଭୁବନପୁର ଅଞ୍ଚଳରୁ ମଙ୍ଗଳବାର ସକାଳେ ଏକ ଟାଟା ଏସିରେ ୪ଜଣ ଛୋଟ ପିଲାଙ୍କୁ ୩ଜଣ ଦୁର୍ବୃତ୍ତ ଅପହରଣ କରି ନେଉଥିବାବେଳେ ଜଣଙ୍କୁ ଉଦ୍ଧାର କରାଯାଇଛି। ଅନ୍ୟ ତିନି ଜଣ ପିଲାଙ୍କୁ…
ଆଜିଠୁ ଧବଳେଶ୍ୱରଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ
ଖୁଣ୍ଟୁଣୀ,୧୧ା୧(ଡି.ଏନ୍.ଏ.): ସବୁ ଅପେକ୍ଷାର ଅନ୍ତ ଘଟିଛି, ଶେଷରେ କଟକ ମହାନଦୀ ପଠାରେ ଥିବା ପ୍ରସିଦ୍ଧ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିବାର ଭକ୍ତଙ୍କୁ ସୁଯୋଗ ମିଳିଛି। ଦିନେ, ସପ୍ତାହେ କି ମାସେ ନୁହେଁ, ପ୍ରାୟ ଦୁଇ ମାସର ବ୍ୟବଧାନ ପରେ ବୁଧବାର ପୂର୍ବାହ୍ନ…
ଆଜି ଦୁଲୁକିବ ବାରବାଟୀ ଷ୍ଟାଡିୟମ
କଟକ ଅଫିସ,୧୧ା୧: ହକି ବିଶ୍ୱକପର ଉଦଘାଟନୀ ଉତ୍ସବ ପାଇଁ ଆରମ୍ଭ ହୋଇ ଯାଇଛି କାଉଣ୍ଟଡାଉନ। ଉଦଘାଟନୀ ସଂନ୍ଧ୍ୟା କାର୍ଯ୍ୟକ୍ରମ ପାଇଁ ଶେଷ ହୋଇଛି ସମସ୍ତ ପ୍ରସ୍ତୁତି। ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ସାଙ୍ଗକୁ ପୁରୁଷ ହକି ବିଶ୍ୱକପର ଶୁଭାରମ୍ଭ ଉତ୍ସବକୁ ଦେଖିବ ସାରା…
ପୁରୁଷ ହକି ବିଶ୍ୱକପ୍ ଉଦ୍ଘାଟନୀ ଉତ୍ସବ: ପୂର୍ବାହ୍ନ ୨ଟାରୁ ବନ୍ଦ ରହିବ ସ୍କୁଲ, କଲେଜ
କଟକ ଅଫିସ,୧୦।୧: କଟକର ବାରବାଟୀ ଷ୍ଟାଡିୟମରେ ପୁରୁଷ ହକି ବିଶ୍ୱକପ୍ର ଉଦ୍ଘାଟନୀ ଉତ୍ସବ ବୁଧବାର ଅନୁଷ୍ଠିତ ହେବ। ଏଥିପାଇଁ କଟକ ସହରରେ ଥିବା ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲ, କଲେଜଗୁଡିକ ବୁଧବାର ପୂର୍ବାହ୍ନ ୨ଟାରୁ ଛୁଟି କରିଦେବା ପାଇଁ ବୋଲି…
ବାରବାଟୀ ଷ୍ଟାଡିୟମ ସ୍ଥିତି ପରଖିଲେ ୫-ଟି ସଚିବ
କଟକ ଅଫିସ,୧୦ା୧: ଆସନ୍ତା ୧୧ ତାରିଖରେ ବାରବାଟୀରେ ଅନୁଷ୍ଠିତ ହେବ ପୁରୁଷ ହକି ବିଶ୍ୱକପ୍ର ଉଦ୍ଘାଟନୀ ଉତ୍ସବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ତେବେ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେବେ। ଏଥିଲାଗି ୫-ଟି ସଚିବ ଭି.କେ. ପାଣ୍ଡିଆନ୍…
ଡିଏମ୍ଡି ଆକ୍ରାନ୍ତଙ୍କ ଚିକିତ୍ସା ଖର୍ଚ୍ଚ ସରକାର ବହନ କରନ୍ତୁ
କଟକ ଅଫିସ,୯ା୧: ଡୁଚେନ ମସ୍କୁଲାର ଡିସ୍ଟ୍ରୋପି (ଡିଏମ୍ଡି) ରୋଗରେ ପୀଡ଼ିତ ଥିବା ଶିଶୁଙ୍କ ଚିକିତ୍ସା ପାଇଁ ସରକାର ସବୁ ପ୍ରକାର ସହାୟତା ଯୋଗାଇ ଦେବାକୁ ସେମାନଙ୍କ ଅଭିଭାବକ ନିବେଦନ କରିଛନ୍ତି। ଏହି ରୋଗ ଶିଶୁଙ୍କ ମାଂସପେଶୀ ଦୁର୍ବଳ ସହ ଶଯ୍ୟାଶାୟୀ କରିଦେଇଥିବା…
ସହମତିରେ ଶାରୀରିକ ସମ୍ପର୍କ ବଳାତ୍କାର ନୁହେଁ : ହାଇକୋର୍ଟ
କଟକ ଅଫିସ,୮ା୧: ବିବାହ ପ୍ରତିଶ୍ରୁତି ଦେଇ ସହମତିରେ ପ୍ରାପ୍ତ ବୟସ୍କା ମହିଳାଙ୍କ ସହିତ ଶାରିରୀକ ସମ୍ପର୍କ ରଖିଲେ ବଳାତ୍କାର ନୁହେଁ ବୋଲି ଓଡ଼ିଶା ହାଇକୋର୍ଟ ରାୟ ଦେଇଛନ୍ତି। ଜଷ୍ଟିସ ସଞ୍ଜୀବ କୁମାର ପାଣିଗ୍ରାହୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଏକ ବଳାତ୍କାର ମାମଲାରେ…
‘ବିଚାରପତି ପ୍ରଭାବିତ ନ ହେବା ଉଚିତ୍’
କଟକ ଅଫିସ,୮।୧: ନବନିଯୁକ୍ତ ୫୦ ଜଣ ସିଭିଲ୍ ଜଜ୍ଙ୍କ ଶପଥ ଗ୍ରହଣ ଉତ୍ସବ କଟକସ୍ଥିତ ଓଡ଼ିଶା ଜୁଡିସିଆଲ୍ ଏକାଡେମୀରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍. ମୁରଲୀଧର ମୁଖ୍ୟ ଅତିଥି ଭାବେ ଯୋଗଦେଇ ନବନିଯୁକ୍ତ ସିଭିଲ ଜଜ୍ମାନଙ୍କୁ…
ଶୁଣାଣି ଶେଷ, ରାୟ ସଂରକ୍ଷିତ
କଟକ ଅଫିସ,୭ା୧: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ଏମ୍ପି ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ମଧ୍ୟରେ ସୋସିଆଲ ମିଡିଆ ବିବାଦର ଶୁଣାଣି ଶୁକ୍ରବାର ହାଇକୋର୍ଟରେ ହୋଇଥିଲା। ବିଚାରପତି ଏହାର ଶୁଣାଣି କରି ରାୟ ସଂରକ୍ଷିତ ରଖିଛନ୍ତି। ବର୍ଷାଙ୍କ ପକ୍ଷରୁ ଏ ନେଇ…

