କଟକ

ବିପଦକୁ ଡାକୁଛି ମୁକୁଳା ଡ୍ରେନ୍‌

କଟକ ଅଫିସ,୨୧ା୯:ରୌପ୍ୟ ନଗରୀ କଟକରେ ବର୍ଷା ହେଲେ ପରିସ୍ଥିତି ଜଟିଳ ହୋଇପଡୁଛି। ଅନେକ ସ୍ଥାନରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହେବା ସହ ଡ୍ରେନର ଉଦ୍‌ବୃତ୍ତ ପାଣି ରାସ୍ତାରେ ଲହଡ଼ି ମାରୁଛି। ସହରର ବିଭିନ୍ନ ସ୍ଥାନରେ ଡ୍ରେନ୍‌ ସବୁ ମୁକୁଳା ପଡ଼ିଥିବାବେଳେ...

ଅବାଧ, ନିରପେକ୍ଷ କରିବାକୁ ନିର୍ଦ୍ଦେଶ

କଟକ ଅଫିସ,୨୧ା୯:ଚଳିତ ମାସ ୩୦ ତାରିଖରେ ପିପିଲି ବିଧାନସଭା ନିର୍ବାଚନମଣ୍ଡଳୀରେ ଉପନିର୍ବାଚନ ହେବାକୁ ଯାଉଛି। ଏ ନେଇ ସୋମବାର ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟରେ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଅଭୟ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ...

ପ୍ରକାଶ ପାଇଲା ଓଟିଇଟି ପରୀକ୍ଷା ଫଳ

କଟକ ଅଫିସ,୨୦ା୯: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତବର୍ଷର ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ପରୀକ୍ଷାର୍ଥୀମାନେ ନିଜ ପରୀକ୍ଷାଫଳ ବୋର୍ଡ ୱେବସାଇଟ୍‌ ‘www.bseodisha.ac.in’ରେ ଦେଖିପାରିବେ। ଓଏମ୍‌ଆର୍‌ ଉତ୍ତର ଖାତା...

କ୍ଷତିପୂରଣ ଦାବିରେ ଚାଷୀଙ୍କ ଧାରଣା

କଣ୍ଟାପଡା,୧୮।୯(ଡି.ଏନ.ଏ.): ଲଘୁଚାପ ବର୍ଷାରେ ହୋଇଥିବା ଫସଲହାନୀ ଜନିତ କ୍ଷତିପୂରଣ ଦାବିରେ କଣ୍ଟାପଡା ବ୍ଲକ ଅଞ୍ଚଳର କେତେଜଣ ଚାଷୀ ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଶୁକ୍ରବାର ଧାରଣାରେ ବସିଥିଲେ। କଟକ ସଦର ଉପଜିଲାପାଳ ପ୍ରତାପ ବେଉରା ଅପରାହ୍ନରେ ପହଞ୍ଚି ଧାରଣାରତ ଚାଷୀଙ୍କ...

ଭିନ୍ନ ମତ ରଖିଲେ ପୂଜା କମିଟି ସଦସ୍ୟ

କଟକ ଅଫିସ, ୧୮।୯: ମୂର୍ତ୍ତି ଉଚ୍ଚତା ବୃଦ୍ଧି ଓ ପରଦା ଆଢୁଆଳରେ ପୂଜା କରିବା ପ୍ରସଙ୍ଗକୁ ନେଇ ଶୁକ୍ରବାର ସ୍ଥାନୀୟ ଦେଉଳସାହିସ୍ଥିତ ମୋନାଲିସା ପ୍ୟାଲେସ୍‌ରେ କଟକ ମହାନଗର ଓ ପୂର୍ବାଞ୍ଚଳ ଶାନ୍ତି ପକ୍ଷରୁ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ବିଭିନ୍ନ...

ମୂର୍ତ୍ତି ଉଚ୍ଚତା ବିବାଦ: ଆବେଦନ ଖାରଜ କଲେ ହାଇକୋର୍ଟ

କଟକ ଅଫିସ,୧୭ା୯: ଦଶହରାରେ ମା’ ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା ବିବାଦର ରାୟ ଆଜି ପ୍ରକାଶ ପାଇଛି। ମୂର୍ତ୍ତି ଉଚ୍ଚତା ବୃଦ୍ଧିକୁ ନେଇ ହୋଇଥିବା ଆବେଦନକୁ ହାଇକୋର୍ଟ ଖାରଜ କରିଛନ୍ତି। ସରକାରୀ ନିୟମରେ ଆଉ ପରିବର୍ତ୍ତନ ହେବ ନାହିଁ ବୋଲି ରୋକ୍‌ଠୋକ୍‌...

ଦୁଷ୍ମନ୍ତ ଦାସ ଆତ୍ମହତ୍ୟା ଘଟଣା: ହାଇକୋର୍ଟରେ ମାମଲା ଦାଏର

କଟକ ଅଫିସ,୧୭ା୯: ଜଗତ୍‌ସିଂହପୁର ଜିଲା କୁଜଙ୍ଗ ଥାନା ଅଧୀନ ପଙ୍କପାଳ ଗ୍ରାମର ଦୁଷ୍ମନ୍ତ ଦାସ ଆତ୍ମହତ୍ୟା ଘଟଣାକୁ ନେଇ ଗୁରୁବାର ହାଇକୋର୍ଟରେ ମାମଲା ଦାଏର ହୋଇଛି। ଏହି ଘଟଣାରେ ହାଇକୋର୍ଟ ହସ୍ତକ୍ଷେପ କରି ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତିଙ୍କ ନେତୃତ୍ୱରେ ଏକ...

ହାଇକୋର୍ଟରେ ମୂର୍ତ୍ତି ଉଚ୍ଚତା ବିବାଦ ମାମଲା: ଶୁଣାଣି ଶେଷ, ଆଜି ରାୟ ପ୍ରକାଶ ପାଇବ

କଟକ ଅଫିସ,୧୭ା୯: ହାଇକୋର୍ଟରେ ମୂର୍ତ୍ତି ଉଚ୍ଚତା ବିବାଦ ସମ୍ପର୍କିତ ଆଗତ ମାମଲାର ଶୁଣାଣି ଗୁରୁବାର ହୋଇଛି। ଶୁକ୍ରବାର ଏହି ମାମଲାର ରାୟ ପ୍ରକାଶ ପାଇବ। ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ଜଷ୍ଟିସ ବି.ପି. ରାଉତରାୟଙ୍କୁ ନେଇ ଗଠିତ ଖଣ୍ଡପୀଠ...

ସରକାରଙ୍କୁ ରିପୋର୍ଟ ତଲବ

ନୂଆଦିଲ୍ଲୀ/କଟକ ଅଫିସ, ୧୬।୯:  ଓଡ଼ିଶା ଆଡ୍‌ମିନିଷ୍ଟ୍ରେଟିଭ୍‌ ଟ୍ରିବ୍ୟୁନାଲ(ଓଏଟି) ଉଚ୍ଛେଦକୁ ବିରୋଧ କରି ସୁପ୍ରିମକୋର୍ଟରେ ହୋଇଥିବା ମାମଲାର ବୁଧବାର ଶୁଣାଣି ହୋଇଛି। ଓଏଟିକୁ ଉଚ୍ଛେଦ କରାଯାଇ ଏଠାରେ ଥିବା ସମସ୍ତ ମାମଲାକୁ ହାଇକୋର୍ଟକୁ ସ୍ଥାନାନ୍ତର କରାଯିବା ଘଟଣାକୁ ପ୍ରତିବାଦ କରି ଓଡ଼ିଶା...

ତେଜିବାରେ ଲାଗିଛି ମୂର୍ତ୍ତି ଉଚ୍ଚତା ବିବାଦ : କଂଗ୍ରେସର ମଉନ ପ୍ରତିବାଦ

କଟକ ଅଫିସ, ୧୫।୯: ଦୁର୍ଗାପୂଜା ପାଖେଇ ଆସୁଥିବା ବେଳେ ଦେବୀଙ୍କ ମୃଣ୍ମୟୀ ପ୍ରତିମାର ଉଚ୍ଚତାକୁ ନେଇ ବିବାଦ ତେଜିବାରେ ଲାଗିଛି। ମୂର୍ତ୍ତିର ଉଚ୍ଚତା ୪ ଫୁଟରୁ ଅଧିକ ନ ହେବା ନେଇ ରାଜ୍ୟ ସରକାର ନିଜ ନିଷ୍ପତ୍ତିରେ ଅଟଳ ରହିଛନ୍ତି।...

ମୂର୍ତ୍ତି ଉଚ୍ଚତା ବିବାଦ:ହାଇକୋର୍ଟରେ ମାମଲା

କଟକ ଅଫିସ,୧୫ା୯:୮ ଫୁଟ ଉଚ୍ଚତାର ମୂର୍ତ୍ତି ନିର୍ମାଣ କରିବାକୁ କଟକ ବାଲୁବଜାର ପୂଜା କମିଟି ସମ୍ପାଦକ ରମେଶ ଚନ୍ଦ୍ର ବେହେରା ମଙ୍ଗଳବାର ହାଇକୋର୍ଟରେ ମାମଲା ଦାଏର କରିଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ତଥା ପୂଜା କମିଟି ସଭାପତି ସୂର୍ଯ୍ୟକାନ୍ତ ସାଙ୍ଗନାରିଆ...

ପୁଣି ଏକ୍‌ମୋ ଚିକିତ୍ସାବେଳେ ଗଲା ଜୀବନ

କଟକ ଅଫିସ, ୧୩।୯: ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲର ଏକ୍‌ମୋ ସପୋର୍ଟରେ ଚିକିତ୍ସାଧୀନ ଥିବା ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲାର ଜ୍ୟୋତିର୍ମୟୀ ପଣ୍ଡା(୩୮)। ଏସ୍‌ସିବିରେ ଏହା ଦ୍ୱିତୀୟ ଏକ୍‌ମୋ ମୃତ୍ୟୁ ବୋଲି ଡାକ୍ତରଖାନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri