କଟକ

ଜାତୀୟ ମାନବାଧିକାର ଆୟୋଗରେ ମାମଲା

କଟକ ଅଫିସ,୨୩ା୯: ନକଲି ମେଡିସିନ୍‌ କାରବାର ମାମଲାକୁ ନେଇ ଜନସାଧାରଣ ଧୀରେଧୀରେ ପ୍ରତିକ୍ରିୟାଶୀଳ ହେବାକୁ ଲାଗିଲେଣି। ବୁଧବାର ଏହି ମାମଲାର ସିବିଆଇ ତଦନ୍ତ ଦାବି କରି ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ ହୋଇଥିବା ବେଳେ ଗୁରୁବାର ଜାତୀୟ ମାନବ ଅଧିକାର…

ପୁଣି ଧରାପଡ଼ିଲା ନକଲି ଟେଲ୍‌ମା-୪୦

କଟକ ଅଫିସ,୨୩ା୯: ବାରଣ ସତ୍ତ୍ୱେ ନକଲି ମେଡିସିନ କାରବାର ଥମିବାର ନାଁ ଧରୁନି। ଡ୍ରଗ୍ସ କଣ୍ଟ୍ରୋଲର ବିଭାଗ ପକ୍ଷରୁ ଗୁରୁବାର ପୁଣି କଟକର ୩ଟି ଏଜେନ୍ସିରେ ଚଢ଼ାଉ କରାଯାଇ ନକଲି ଟେଲ୍‌ମା-୪୦ ଓ ଟେଲ୍‌ମା-ଏଏମ୍‌ ମେଡିସିନ ଜବତ କରାଯାଇଛି। ଜବତ ନକଲି…

ଗଛରେ ପିଟିହେଲା ସ୍କୁଲ୍‌ ବସ୍‌

କଟକ ଅଫିସ,୨୨ା୯: ଗୁରୁବାର ସକାଳେ ଏକ ସ୍କୁଲ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କଟକ ସିଡିଏ-୮ ଅଭିମୁଖେ ଯାଉଥିବା ଏହି ବସ୍‌ରେ ପ୍ରାୟ ୩୦ ପିଲା ଥିବା ବେଳେ ସେମାନେ ସୁରକ୍ଷିତ ଥିବା ଜଣାଯାଇଛି। ସୂଚନାନୁଯାୟୀ, ଆଜି ସକାଳୁ ୩୦ ପିଲାଙ୍କୁ ନେଇ…

ଦୁର୍ଦ୍ଦାନ୍ତ ଅପରାଧୀ ଜୁମାଙ୍କ ସମେତ ୪ ଗିରଫ

ଫୁଲନଖରା,୨୧ା୯(ଡି.ଏନ୍‌.ଏ.): ଗାଡ଼ି ଓ ସୁନା ଚୋରି ଅଭିଯୋଗରେ ୪ ଅଭିଯୁକ୍ତଙ୍କୁ କଟକ ସଦର ଥାନା ପୋଲିସ ଗରିଫ କରିଛି। ସେମାନେ ହେଲେ କୋରାପୁଟ ଜିଲା ଲକ୍ଷ୍ମୀପୁର ଥାନା ଅଞ୍ଚଳର ଅବଦୁଲ୍‌ ନାଦୀ ଖାଁ ଓରଫ ଜୁମା (୧୯),କଟକ ଜିଲା ଜଗତପୁର ଥାନା…

ଅକ୍ଟୋବର ୧୬ରେ ଓସିଏସ୍‌ ପ୍ରିଲିମ୍‌: ୨ଟି ସିଟିଂରେ ହେବ ପରୀକ୍ଷା

କଟକ ଅଫିସ, ୨୧।୯: ଅକ୍ଟୋବର ୧୬ ତାରିଖରେ ଓଡ଼ିଶା ସିଭିଲ ସର୍ଭିସ(ଓସିଏସ୍‌) ୨୦୨୧ ପ୍ରିଲିମ୍‌ ପରୀକ୍ଷା ଅନୁଷ୍ଠିତ ହେବ ା ଏ ନେଇ ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ, ଆସନ୍ତା ୧୬ ତାରିଖରେ…

ପ୍ରକାଶ ପାଇଲା ଓଜେଏସ୍‌ ମେନ୍‌ ପରୀକ୍ଷାଫଳ

କଟକ ଅଫିସ, ୨୦ା୯- ଓପିଏସ୍‌ସି ଦ୍ୱାରା ପରିଚାଳିତ ଓଡ଼ିଶା ଜୁଡିସିଆଲ ସର୍ଭିସ୍‌ (ଓଜେଏସ୍‌)-୨୦୨୧ର ମେନ୍‌ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏହି ପରୀକ୍ଷାରେ ୩୨୧ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ସେମାନଙ୍କ ରୋଲ୍‌ ନମ୍ବର ଓପିଏସ୍‌ସି ୱେବ୍‌ସାଇଟ୍‌ରେ ଉପଲବ୍ଧ ରହିଛି।…

ପୁଣି ନକଲି ଔଷଧ ଠାବ

କଟକ ଅଫିସ, ୨୦ା୯:ନକଲି ମେଡିସିନ୍‌କୁ ନେଇ କଟକରେ ପୁଣି ତନାଘନା ଜୋରଦାର ହୋଇଛି। ସୋମବାର ପୁରୀଘାଟ ଥାନା ପୋଲିସ ଏକ ଟ୍ରାନ୍ସପୋର୍ଟ ଏଜେନ୍ସିରୁ ୧୩୫୦ ଷ୍ଟ୍ରିପ୍‌ ନକଲି ଟେଲ୍‌ମା-୪୦ ମେଡିସିନ୍‌ ଜବତ କରିଛି। ଜବତ ମେଡିସିନ୍‌ର ମୂଲ୍ୟ ପ୍ରାୟ ୩ ଲକ୍ଷ…

ପୁଣି କଟକରୁ ଜବତ ହେଲା ନକଲି ଔଷଧ

କଟକ ଅଫିସ, ୧୯।୯: କଟକରୁ ସୋମବାର ପୁଣି ନକଲି ଔଷଧ ଜବତ ହୋଇଛି। ନକଲି ଟେଲ୍ମା-୪୦ ଔଷଧ ଜବତ ହୋଇଛି । ପୁରୀ ଘାଟ ଥାନା ପୋଲିସ ପକ୍ଷରୁ ଦୋଳମୁଣ୍ଡାଇ ମହତାବ ରୋଡସ୍ଥିତ ଏକ ଟ୍ରାନ୍ସପୋର୍ଟ କମ୍ପାନୀରୁ ଚଢ଼ାଉ କରାଯାଇ ଏହି…

ଏସ୍‌ସିବି ଟିକେଟ କାଉଣ୍ଟର ଭିତରେ ମଦ ପିଇବା ଭିଡିଓ ଭାଇରାଲ : ନିଲମ୍ବିତ ହେଲେ କର୍ମଚାରୀ

କଟକ ଅଫିସ, ୧୯।୯: କଟକ ଏସ୍‌ସିବି ମେଡିକାଲ ଟିକେଟ କାଉଣ୍ଟର ଭିତରେ ଜଣେ କର୍ମଚାରୀ ମଦ ପିଇବା ଭିଡିଓ ଭାଇରାଲ ହୋଇଥିଲା। ଏହି ଘଟଣାରେ ସୋମବାର ଏସ୍‌ସିବି କର୍ତ୍ତୃପକ୍ଷ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଲିଫ୍ଟ ଅପରେଟର ତଥା ଠିକା କର୍ମଚାରୀ ସନ୍ତୋଷ…

ମହିଳାଙ୍କୁ ବଞ୍ଚାଇବା ପାଇଁ ଦୁର୍ଘଟଣାର ଶିକାର ହେଲେ ୨ ଆଇନଜୀବୀ

ନିଶ୍ଚିନ୍ତକୋଇଲି,୧୯।୯(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ତହସିଲର ନିକଟ କଟକ-ଚାନ୍ଦବାଲି ରାସ୍ତାରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ସାଲେପୁର କୋଟର ୨ ଆଇନଜୀବୀ ଗୁରୁତର ହୋଇଛନ୍ତିି। ସେମାନେ ହେଲେ ପ୍ରବୋଧ କୁମାର ଜେନା, ପ୍ରତାପ କୁମାର ଜେନା। ଉଭୟ…

ରାସ୍ତା ଖରାପ ପାଇଁ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ, ବିଳମ୍ବରୁ ମହିଳାଙ୍କ ମୃତ୍ୟୁ

ସାଲେପୁର,୧୯।୯(ଡି.ଏନ୍‌.ଏ.):ଦୁଇଟି ପଞ୍ଚାୟତର ବିବାଦ ଯୋଗୁ ବର୍ଷ ବର୍ଷ ଧରି ରାସ୍ତା ନିର୍ମାଣ ହୋଇପାରୁନାହିଁ। ଫଳରେ ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଏହାର ପରିଣତି ସ୍ବରୂପ ରବିବାର ଜଣେ ମହିଳା ଡାକ୍ତରଖାନା ପହଞ୍ଚତ୍ବାରେ ବିଳମ୍ବ ହେବାରୁ ତାଙ୍କର ଜୀବନ ହାନି ହୋଇଥିବା ପରିବାର…

ଡିସେମ୍ବର ୫ ସୁଦ୍ଧା ମାମଲାର ଫଇସଲା କର

କଟକ ଅଫିସ,୧୯ା୯:କଟକ ମହାନଗର ନିଗମ(ସିଏମ୍‌ସି) ୩୭ ନଂ. ୱାର୍ଡ ଅଞ୍ଚଳର ଏକ ଗୋଚର ଜମିରେ ବେଆଇନ ଭାବେ ବର୍ଜ୍ୟବସ୍ତୁ ପ୍ରକ୍ରିୟାକରଣ ପ୍ଲାଣ୍ଟ ନିର୍ମାଣ କରାଯାଇଥିବା ନେଇ ହାଇକୋର୍ଟରେ ମାମଲା ଦାଏର କରାଯାଇଥିଲା। ହାଇକୋର୍ଟର ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ବିଚାରପତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri