କଟକ

୪ ପିଲାଙ୍କ ହାତଗୋଡ଼ ବାନ୍ଧି ଅପହରଣ

ମଙ୍ଗୁଳି/ଜଗତପୁର,୧୧ା୧(ଡି.ଏନ୍‌.ଏ.): କଟକ ଜିଲା ଜଗତ୍‌ପୁର ଥାନା ଅଧୀନ ୪୮ନମ୍ବର ୱାର୍ଡ ଭୁବନପୁର ଅଞ୍ଚଳରୁ ମଙ୍ଗଳବାର ସକାଳେ ଏକ ଟାଟା ଏସିରେ ୪ଜଣ ଛୋଟ ପିଲାଙ୍କୁ ୩ଜଣ ଦୁର୍ବୃତ୍ତ ଅପହରଣ କରି ନେଉଥିବାବେଳେ ଜଣଙ୍କୁ ଉଦ୍ଧାର କରାଯାଇଛି। ଅନ୍ୟ ତିନି ଜଣ ପିଲାଙ୍କୁ…

ଆଜିଠୁ ଧବଳେଶ୍ୱରଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ

ଖୁଣ୍ଟୁଣୀ,୧୧ା୧(ଡି.ଏନ୍‌.ଏ.): ସବୁ ଅପେକ୍ଷାର ଅନ୍ତ ଘଟିଛି, ଶେଷରେ କଟକ ମହାନଦୀ ପଠାରେ ଥିବା ପ୍ରସିଦ୍ଧ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିବାର ଭକ୍ତଙ୍କୁ ସୁଯୋଗ ମିଳିଛି। ଦିନେ, ସପ୍ତାହେ କି ମାସେ ନୁହେଁ, ପ୍ରାୟ ଦୁଇ ମାସର ବ୍ୟବଧାନ ପରେ ବୁଧବାର ପୂର୍ବାହ୍ନ…

ଆଜି ଦୁଲୁକିବ ବାରବାଟୀ ଷ୍ଟାଡିୟମ

କଟକ ଅଫିସ,୧୧ା୧: ହକି ବିଶ୍ୱକପର ଉଦଘାଟନୀ ଉତ୍ସବ ପାଇଁ ଆରମ୍ଭ ହୋଇ ଯାଇଛି କାଉଣ୍ଟଡାଉନ। ଉଦଘାଟନୀ ସଂନ୍ଧ୍ୟା କାର୍ଯ୍ୟକ୍ରମ ପାଇଁ ଶେଷ ହୋଇଛି ସମସ୍ତ ପ୍ରସ୍ତୁତି। ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ସାଙ୍ଗକୁ ପୁରୁଷ ହକି ବିଶ୍ୱକପର ଶୁଭାରମ୍ଭ ଉତ୍ସବକୁ ଦେଖିବ ସାରା…

ପୁରୁଷ ହକି ବିଶ୍ୱକପ୍‌ ଉଦ୍‌ଘାଟନୀ ଉତ୍ସବ: ପୂର୍ବାହ୍ନ ୨ଟାରୁ ବନ୍ଦ ରହିବ ସ୍କୁଲ, କଲେଜ

କଟକ ଅଫିସ,୧୦।୧: କଟକର ବାରବାଟୀ ଷ୍ଟାଡିୟମରେ ପୁରୁଷ ହକି ବିଶ୍ୱକପ୍‌ର ଉଦ୍‌ଘାଟନୀ ଉତ୍ସବ ବୁଧବାର ଅନୁଷ୍ଠିତ ହେବ। ଏଥିପାଇଁ କଟକ ସହରରେ ଥିବା ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲ, କଲେଜଗୁଡିକ ବୁଧବାର ପୂର୍ବାହ୍ନ ୨ଟାରୁ ଛୁଟି କରିଦେବା ପାଇଁ ବୋଲି…

ବାରବାଟୀ ଷ୍ଟାଡିୟମ ସ୍ଥିତି ପରଖିଲେ ୫-ଟି ସଚିବ

କଟକ ଅଫିସ,୧୦ା୧: ଆସନ୍ତା ୧୧ ତାରିଖରେ ବାରବାଟୀରେ ଅନୁଷ୍ଠିତ ହେବ ପୁରୁଷ ହକି ବିଶ୍ୱକପ୍‌ର ଉଦ୍‌ଘାଟନୀ ଉତ୍ସବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ତେବେ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେବେ। ଏଥିଲାଗି ୫-ଟି ସଚିବ ଭି.କେ. ପାଣ୍ଡିଆନ୍‌…

ଡିଏମ୍‌ଡି ଆକ୍ରାନ୍ତଙ୍କ ଚିକିତ୍ସା ଖର୍ଚ୍ଚ ସରକାର ବହନ କରନ୍ତୁ

କଟକ ଅଫିସ,୯ା୧: ଡୁଚେନ ମସ୍‌କୁଲାର ଡିସ୍‌ଟ୍ରୋପି (ଡିଏମ୍‌ଡି) ରୋଗରେ ପୀଡ଼ିତ ଥିବା ଶିଶୁଙ୍କ ଚିକିତ୍ସା ପାଇଁ ସରକାର ସବୁ ପ୍ରକାର ସହାୟତା ଯୋଗାଇ ଦେବାକୁ ସେମାନଙ୍କ ଅଭିଭାବକ ନିବେଦନ କରିଛନ୍ତି। ଏହି ରୋଗ ଶିଶୁଙ୍କ ମାଂସପେଶୀ ଦୁର୍ବଳ ସହ ଶଯ୍ୟାଶାୟୀ କରିଦେଇଥିବା…

ସହମତିରେ ଶାରୀରିକ ସମ୍ପର୍କ ବଳାତ୍କାର ନୁହେଁ : ହାଇକୋର୍ଟ

କଟକ ଅଫିସ,୮ା୧: ବିବାହ ପ୍ରତିଶ୍ରୁତି ଦେଇ ସହମତିରେ ପ୍ରାପ୍ତ ବୟସ୍କା ମହିଳାଙ୍କ ସହିତ ଶାରିରୀକ ସମ୍ପର୍କ ରଖିଲେ ବଳାତ୍କାର ନୁହେଁ ବୋଲି ଓଡ଼ିଶା ହାଇକୋର୍ଟ ରାୟ ଦେଇଛନ୍ତି। ଜଷ୍ଟିସ ସଞ୍ଜୀବ କୁମାର ପାଣିଗ୍ରାହୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଏକ ବଳାତ୍କାର ମାମଲାରେ…

‘ବିଚାରପତି ପ୍ରଭାବିତ ନ ହେବା ଉଚିତ୍‌’

କଟକ ଅଫିସ,୮।୧: ନବନିଯୁକ୍ତ ୫୦ ଜଣ ସିଭିଲ୍‌ ଜଜ୍‌ଙ୍କ ଶପଥ ଗ୍ରହଣ ଉତ୍ସବ କଟକସ୍ଥିତ ଓଡ଼ିଶା ଜୁଡିସିଆଲ୍‌ ଏକାଡେମୀରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ମୁଖ୍ୟ ଅତିଥି ଭାବେ ଯୋଗଦେଇ ନବନିଯୁକ୍ତ ସିଭିଲ ଜଜ୍‌ମାନଙ୍କୁ…

ଶୁଣାଣି ଶେଷ, ରାୟ ସଂରକ୍ଷିତ

କଟକ ଅଫିସ,୭ା୧: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ମଧ୍ୟରେ ସୋସିଆଲ ମିଡିଆ ବିବାଦର ଶୁଣାଣି ଶୁକ୍ରବାର ହାଇକୋର୍ଟରେ ହୋଇଥିଲା। ବିଚାରପତି ଏହାର ଶୁଣାଣି କରି ରାୟ ସଂରକ୍ଷିତ ରଖିଛନ୍ତି। ବର୍ଷାଙ୍କ ପକ୍ଷରୁ ଏ ନେଇ…

ସୌମ୍ୟ ମୃତ୍ୟୁ ମାମଲା: ତଦନ୍ତ କରିବ କ୍ରାଇମବ୍ରାଞ୍ଚ

କଟକ ଅଫିସ,୬।୧: ବହୁଚର୍ଚ୍ଚିତ ମଡେଲ ସୌମ୍ୟ ରଞ୍ଜନ ପାଣିଗ୍ରାହୀଙ୍କ ମୃତ୍ୟୁ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ଏନେଇ ଶୁକ୍ରବାର ହାଇକୋର୍ଟ କ୍ରାଇମବ୍ରାଞ୍ଚ ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ୩ ମାସ ମଧ୍ୟରେ ତଦନ୍ତ ସାରିବାକୁ ହାଇକୋର୍ଟ କହିଛନ୍ତି। ସୂଚନାଯୋଗ୍ୟ, ଗତ ବର୍ଷ…

ମାଡ଼ିଚାଲିଛି ଲମ୍ଫି ଭୂତାଣୁ, ଗୋଚାଷୀ ଭୟଭୀତ

ନିଶ୍ଚିନ୍ତକୋଇଲି,୬।୧(ସ୍ବ.ପ୍ର): କରୋନା ଭଳି ଗୋରୁ ଏବେ ଭାଇରସ ଆକ୍ରାନ୍ତ। ଗୋରୁ ଗାଈଙ୍କ ଦେହରେ ଛୋଟ ଆବୁ ହେବା ପରେ ଏହା ଫାଟି ପାଣି ବାହାରୁଛି। ଫଳରେ ଆକ୍ରାନ୍ତ ଗୋରୁ ଅସହ୍ୟ ଯନ୍ତ୍ରଣାରେ ଛଟପଟ ହେଉଛନ୍ତି। ଗ୍ରାମାଞ୍ଚଳ ଲୋକେ ଏହାକୁ ଗୋରୁ ବସନ୍ତ…

୫ ଲକ୍ଷ କ୍ଷତିପୂରଣ ଦେବେ ରାଜ୍ୟ ସରକାର

କଟକ ଅଫିସ,୬ା୧: କଟକ କଲେଜ ଛକ ନିକଟରେ ୨୦୧୯ରେ ଟ୍ରକ ଧକ୍କାରେ ମୃତ ଯୁକ୍ତ ୩ ଛାତ୍ରୀଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ରାଜ୍ୟ ସରକାର ପ୍ରଦାନ କରିବେ। ଓଡ଼ିଶା ରାଜ୍ୟ ମାନବାଧିକାର ଆୟୋଗ(ଓଏଚ୍‌ଆର୍‌ସି)ରେ ଏନେଇ ଆଗତ ମାମଲାର ବିଚାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?