ଶିଶୁଭବନ କଟକ: ୮୦୦ ରୋଗୀଙ୍କ ଲାଗି ୨୧ ଆଇସିୟୁ
କଟକ ଅଫିସ, ୧୫ା୯: କଟକ ଶିଶୁଭବନରେ ଦିନକୁ ଦିନ ଶିଶୁ ରୋଗୀ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ରାଜ୍ୟ ସମେତ ରାଜ୍ୟ ବାହାରୁ ମଧ୍ୟ ଲୋକମାନେ ସେମାନଙ୍କ ପିଲାଙ୍କୁ ଉତ୍ତମ ଚିକିତ୍ସା ପାଇଁ ଏଠାକୁ ଆଣୁଛନ୍ତି। ତେବେ ଏହି ଚିକିତ୍ସାଳୟରେ ୨୦୦…
ଷ୍ଟାର ଦମ୍ପତି ବିବାଦ: ସତ୍ୟପାଠ ଦାଖଲ କଲେ ବର୍ଷା ପ୍ରିୟଦର୍ଶିନୀ
କଟକ ଅଫିସ,୧୪ା୯: ଷ୍ଟାର୍ ଦମ୍ପତି ତଥା ଅଭିନେତା ଅନୁଭବ ମହାନ୍ତି ଏବଂ ତାଙ୍କ ସ୍ତ୍ରୀ ବର୍ଷା ପ୍ରିୟଦର୍ଶିନୀ ବୁଧବାର କଟକ ଫ୍ୟାମିଲି କୋର୍ଟରେ ହାଜର ହୋଇଥିଲେ। ବର୍ଷା ଅଦାଲତରେ ହାଜର ହୋଇ ତାଙ୍କର ସତ୍ୟପାଠ ଦାଖଲ କରିଛନ୍ତି। ଏଥିରେ ଅଯଥା ସମୟ…
୨୯ ସୁଦ୍ଧା ତଥ୍ୟ ଦାଖଲ ନିର୍ଦ୍ଦେଶ
କଟକ ଅଫିସ,୧୪ା୯: ପୋଲିସ ତଦନ୍ତରେ ମନ୍ଥରତା କରୁଥିବା ନେଇ ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କ ଦ୍ୱାରା ହାଇକୋର୍ଟରେ ଆଗତ ମାମଲାର ଶୁଣାଣି ମଙ୍ଗଳବାର ହୋଇଛି। ବିଚାରପତି ବିଶ୍ୱଜିତ ମହାନ୍ତିଙ୍କ ଖଣ୍ଡପୀଠ ମାମଲାର ଶୁଣାଣି କରି ସରକାରୀ ଓକିଲ ମାମଲା ସମ୍ପର୍କିତ ତଥ୍ୟ ଦାଖଲ…
କଟକ ଦମ୍ପତିଙ୍କ ସମେତ ୮ ଦଗ୍ଧ
କଟକ ଅଫିସ/ ସିକନ୍ଦରାବାଦ,୧୪ା୯: ତେଲଙ୍ଗାନାର ସିକନ୍ଦରାବାଦସ୍ଥିତ ଏକ ଇଲେକ୍ଟ୍ରିକ୍ ସ୍କୁଟର ଶୋ’ରୁମ୍ରେ ସୋମବାର ବିଳମ୍ବିତ ରାତିରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ୮ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୫ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଅଗ୍ନିକାଣ୍ଡରେ ମୃତକଙ୍କ ମଧ୍ୟରେ ଏକ ଓଡ଼ିଆ ଦମ୍ପତି ରହିଛନ୍ତି।…
ହାଇକୋର୍ଟରେ ଓଟିଏମ୍ ପୁନରୁଦ୍ଧାର ମାମଲା: ୨୦୦କୋଟିରେ କିଣିବାକୁ ଚାହୁଁଛି ଘରୋଇ ସଂସ୍ଥା
କଟକ ଅଫିସ, ୧୩।୯: କଟକ ଚୌଦ୍ୱାରସ୍ଥିତ ବୟନଶିଳ୍ପ ଓଟିଏମ୍ ପୁନରୁଦ୍ଧାର ମାମଲାରେ ହାଇକୋର୍ଟ ଅତିରିକ୍ତ ସତ୍ୟପାଠ ଦାଖଲ କରିବାକୁ ଅଫିସିଆଲ ଲିକ୍ୟୁଡେଟରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ଗୁରୁବାର ସୁଦ୍ଧା ସତ୍ୟପାଠ ଦାଖଲ ପାଇଁ ନିର୍ଦ୍ଦେଶ ଜାରି ହୋଇଛି। ଅନ୍ୟପକ୍ଷରେ ଦୀର୍ଘଦିନ ଧରି…
ଦୁଇ ଅଭିଯୁକ୍ତ ଷ୍ଟକିଷ୍ଟଙ୍କ ଆତ୍ମସମର୍ପଣ
କଟକ ଅଫିସ,୧୩ା୯:କଟକରେ ନକଲି ଔଷଧ କାରବାର ମାମଲାରେ କମିଶନରେଟ ପୋଲିସର ତନାଘନା ଆରମ୍ଭ ହୋଇଛି। ଫେରାର ଥିବା ୪ ଅଭିଯୁକ୍ତଙ୍କ ମଧ୍ୟରୁ ମୁଖ୍ୟ ଦୁଇ ଅଭିଯୁକ୍ତ ଷ୍ଟକିଷ୍ଟ ସୋମବାର ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ ଯାଉଁଳିଆପଟି ପୂଜା ଏଣ୍ଟରପ୍ରାଇଜ୍ର…
ବିଷ ପିଇଥିଲେ ଆଇଟିଆଇ ଛାତ୍ର: ଏସ୍ସିବିରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ
କଟକ ଅଫିସ,୧୨ା୯: ବିଷ ପିଇ କଟକ ବଡ଼ ମେଡିକାଲରେ ଚିକିତ୍ସାଧୀନ ଥିବା ଆଇଟିଆଇ ଛାତ୍ର ଆଶୁତୋଷ ମଲ୍ଲିକଙ୍କ ମୃତ୍ୟୁ ଘଟିଛି। ଆଶୁତୋଷ ଭଦ୍ରକର ଏକ ଘରୋଇ ଆଇଟିଆଇ କଲେଜରେ ପ୍ରଥମ ବର୍ଷ ଇଲେକ୍ଟ୍ରି ବିଭାଗର ଛାତ୍ର ଥିଲେ। ଚିକିତ୍ସାଧୀନ ଅବସ୍ଥାରେ ରବିବାର…
ବଦଳିଗଲା ବନ୍ୟା କ୍ଷୟକ୍ଷତି ରିପୋର୍ଟ
ସମ୍ବଲପୁର,୧୨ା୯(ବ୍ୟୁରୋ): ଲଘୁଚାପଜନିତ ଲଗାଣ ବର୍ଷା ଓ ହୀରାକୁଦ ଡ୍ୟାମ୍ରୁ ବନ୍ୟାଜଳ ନିଷ୍କାସନ ଯୋଗୁ ସମ୍ବଲପୁର ଜିଲା ପ୍ରଭାବିତ ହୋଇଥିଲା। ତଳିଆ ଅଞ୍ଚଳରେ ପାଣି ପଶିବା ସହ ଘରଦ୍ୱାର ଭାଙ୍ଗିଥିଲା। ଧାନ ଓ ଅନ୍ୟାନ୍ୟ ଫସଲ ମଧ୍ୟ ନଷ୍ଟ ହୋଇଥିଲା। କ୍ଷତିପୂରଣ ଦେବା…
ସଦସ୍ୟ ଅଭାବ: ଚାଲିପାରୁନି ସେଲ୍ସ ଟ୍ୟାକ୍ସ ଟ୍ରିବ୍ୟୁନାଲ
କଟକ ଅଫିସ ୧୨ା୯: ଅଧିକାରୀ ଏବଂ କର୍ମଚାରୀ ଅଭାବରୁ ରାଜ୍ୟ ଅର୍ଥ ବିଭାଗ ଅଧୀନରେ ଥିବା ବିକ୍ରିକର ନ୍ୟାୟାଧିକରଣ(ସେଲ୍ସ ଟ୍ୟାକ୍ସ ଟ୍ରିବ୍ୟୁନାଲ) ଦୀର୍ଘ ଦିନ ହେବ ଅଚଳାବସ୍ଥାରେ ରହିଛି। ଫଳରେ ଏଥିରେ ବିଚାର ଅପେକ୍ଷାରେ ଥିବା ମାମଲା ସଂଖ୍ୟା ଦିନକୁ ଦିନ…
ପୂର୍ବ ପ୍ରସିଦ୍ଧି ଅପେକ୍ଷାରେ ‘ଅନ୍ନପୂର୍ଣ୍ଣା ଥିଏଟର’
କଟକ ଅଫିସ, ୧୧ା୯: ମଞ୍ଚନାଟକ ତଥା କଳାକାର ଓ ସଂସ୍କୃତିର ଉତ୍ପତ୍ତି ସ୍ଥଳର ଅନ୍ୟନାମ ହେଉଛି ଅନ୍ନପୂର୍ଣ୍ଣା ଥିଏଟର। କଟକସ୍ଥିତ ଅନ୍ନପୂର୍ଣ୍ଣା ଥିଏଟର ୧୯୩୮ରେ ପ୍ରତିଷ୍ଠା ହୋଇଥିଲା। ବହୁ କଳାକାରଙ୍କୁ ସ୍ବତନ୍ତ୍ର ପରିଚୟ ଦେଇଛି ଏହି ଥିଏଟର। ରଙ୍ଗୀନ ପରଦାରେ ଆଜି…
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ରେ ୨ ବର୍ଷର ବାଳକ ଆର୍ଚିସମାନ
ବଡ଼ମ୍ବା,୧୧।୯(ସ୍ବ.ପ୍ର.): ଇଂଲିଶ୍ ଶବ୍ଦକୁ ଓଡ଼ିଆରେ ଅନୁବାଦ କରିବା ସହ ବିଭିନ୍ନ ଖାଦ୍ୟ ପଦାର୍ଥ ତଥା ଜିନିଷର ନାମକୁ ଇଂଲିଶ୍ରେ କହି ଇଣ୍ଡିଆ ବୁକ ଅଫ୍ ରେକର୍ଡରେ ସ୍ଥାନ ପାଇଛନ୍ତି ଜଣେ ୨ ବର୍ଷର ବାଳକ। ସେ ହେଲେ କଟକ ଜିଲା ବଡ଼ମ୍ବା…
ନବମୀରେ ହୁଏ ମାଛଭୋଗ
କଟକ ଅଫିସ,୧୧ା୯: ଶାରଦୀୟ ପୂଜା ପାଇଁ ଚଳଚଞ୍ଚଳ ହୋଇଛି କଟକର ବିଭିନ୍ନ ପୂଜାମଣ୍ଡପ। ମା’ଙ୍କର ଆଗମନ ପାଇଁ କମିଟି କର୍ମକର୍ତ୍ତାମାନଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ପୂଜାକୁ ଅଧିକ ଆକର୍ଷଣୀୟ କରିବା ପାଇଁ ସମସ୍ତେ ଲାଗି ପଡିଛନ୍ତି। ଏହି ପୂଜାଦୌଡରେ ନିଜକୁ…
Archives


