କଟକ

ଓଡ଼ିଶା ବାହାରକୁ ଆଉ ଯିବାକୁ ପଡ଼ିବନି : ଏସିବି ମେଡିକାଲରେ ହେବ ମାଗଣାରେ ଇକ୍‌ମୋ ଚିକିତ୍ସା

କଟକ ଅଫିସ, ୨୭।୮: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଏସିବି ମେଡିକାଲ କଲେଜ ହସ୍ପିଟାଲରେ ଇକ୍‌ମୋ ମେଶିନ୍‌ ଉଦ୍‌ଘାଟନ କରିଛନ୍ତି। ଉଦ୍‌ଘାନ ପରେ ସେ କହିଛନ୍ତି, ପୂର୍ବ ଭାରତର ଇକମୋ ହବ୍‌ ହେବ ଏସିବି ମେଡିକାଲ। ଏହା ସହିତ ରାଜ୍ୟ...

ମାହାଙ୍ଗା ଡବଲ ମର୍ଡର ସହ ମନ୍ତ୍ରୀଙ୍କ ଲିଙ୍କ୍‌ର ତଦନ୍ତ ହେବ

ନିଶ୍ଚିନ୍ତକୋଇଲି,୨୬ା୮(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଡର୍ବଲ ମର୍ଡର ଘଟଣା ଗୁରୁବାର ନୂଆ ମୋଡ଼ ନେଇଛି। ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ପ୍ରତାପ ଜେନାଙ୍କ ସମ୍ପୃକ୍ତି ନେଇ ହୋଇଥିବା ଅଭିଯୋଗର ସାନି ତଦନ୍ତ କରିବାକୁ ମାହାଙ୍ଗା ଆଇଆଇସିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସାଲେପୁର...

ବର୍ଷା-ଅନୁଭବ ପାରିବାରିକ ବିବାଦର ଅନ୍ତ

କଟକ ଅଫିସ,୨୬ା୮: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଏବଂ ଏମ୍‌ପି ତଥା ଅଭିନେତା ସ୍ବାମୀ ଅନୁଭବଙ୍କ ପାରିବାରିକ ବିବାଦର ଅନ୍ତ ଘଟାଇଛନ୍ତି ହାଇକୋର୍ଟ। ତ୍ୱରିତ ଶୁଣାଣି ପାଇଁ ଅନୁଭବ ଆବେଦନ କରିଥିବାରୁ ଏହି ମାମଲାର ଆଜି ଅନ୍ତ ଘଟାଇଛନ୍ତି ହାଇକୋର୍ଟ। ସୂଚନାଯୋଗ୍ୟ,...

‘ଖାଉଟି ସାମଗ୍ରୀ ବଣ୍ଟନର ସୋସିଆଲ ଅଡିଟ୍‌ କର’

କଟକ ଅଫିସ, ୨୫ା୮: ଜାତୀୟ ଖାଦ୍ୟ ସୁରକ୍ଷା ଆଇନ କାର୍ଯ୍ୟକାରୀ ନେଇ ସ୍ବଚ୍ଛତା ନିମନ୍ତେ ଖାଉଟି ସାମଗ୍ରୀ ବଣ୍ଟନର ସୋସିଆଲ ଅଡିଟ କର। ଏହାର ଭିଡିଓଗ୍ରାଫି କରି ରାଜ୍ୟ ଖାଦ୍ୟ କମିଶନଙ୍କ ୱେବସାଇଟରେ ଅପଲୋଡ୍‌ କର। ଏଥିସହ ଜୁନ ୧ରୁ...

୭ ବର୍ଷ ପରେ ଧରାପଡ଼ିଲେ ଧଳସାମନ୍ତଙ୍କ ଘନିଷ୍ଠ ସହଯୋଗୀ

କଟକ ଅଫିସ,୨୩।୮: କୁଖ୍ୟାତ ଅପରାଧୀ ଧଳସାମନ୍ତ ଭ୍ରାତାଙ୍କ ଘନିଷ୍ଠ ସହଯୋଗୀ ଦିଲୁ ଓରଫ ପ୍ରଦୀପ କୁମାର ସାହୁଙ୍କୁ ଗିରଫ କରିଛି କମିଶନରେଟ ପୋଲିସ। ଏନେଇ ସୋମବାର ଡିସିପି କାର୍ଯ୍ୟାଳୟରେ ଏକ ଖବରଦାତା ସମ୍ମିଳନୀରେ ପୋଲିସ୍‌ କମିଶନର(ସିପି) ସୌମେନ୍ଦ୍ର ପ୍ରିୟଦର୍ଶୀ ସୂଚନା...

୫ ବର୍ଷ ପରେ ଧଳସାମନ୍ତ ବ୍ରଦର୍ସଙ୍କ ଘନିଷ୍ଠ ସହଯୋଗୀ ଗିରଫ

କଟକ ଅଫିସ,୨୩ା୮: କୁଖ୍ୟାତ ଅପରାଧୀ ଧଳସାମନ୍ତ ବ୍ରଦର୍ସଙ୍କ ଘନିଷ୍ଠ ସହଯୋଗୀ ପ୍ରଦୀପ କୁମାର ସାହୁ (ଦିଲୁ)ଙ୍କୁ ଗିରଫ କରାଯାଇଛି। କଟକ ଅର୍ବାନ ପୋଲିସ ତାଙ୍କୁ ଆଜି ଗିରଫ କରିଥିବା ଏକ ଖବରଦାତା ସମ୍ମିଳନୀରେ ଦେଇଛନ୍ତି ଟୁଇନ୍‌ସିଟି କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ।...

ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଗୋପାଳପୁର ବିଧାୟକ

କଟକ ଅଫିସ,୨୩।୮। ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଲୋକାୟୁକ୍ତଙ୍କ ବିରୋଧରେ ସୁପ୍ରିମକୋର୍ଟ ଯାଇଛନ୍ତି। ସେ ଲୋକାୟୁକ୍ତଙ୍କ ବିରୋଧରେ ଫୌଜଦାରୀ ମାମଲା ରୁଜୁ କରିବାକୁ ସର୍ବୋଚ୍ଚ କୋର୍ଟରେ ଆବେଦନ କରିଛନ୍ତି। ସୁପ୍ରିମକୋର୍ଟରେ ଲୋକାୟୁକ୍ତ ଜାଲ ଡକ୍ୟୁମେଣ୍ଟ ଦେଇଥିବା ସେ ଅଭିଯୋଗ କରିଛନ୍ତି।...

ସିବିଆଇ ତଦନ୍ତ ଦାବିରେ ହାଇକୋର୍ଟରେ ମାମଲା

କଟକ ଅଫିସ,୧୯।୮: ମାନବପ୍ରେମୀ ଆଦିତ୍ୟ ଦାସ ମୃତ୍ୟୁ ସମେତ ଓଡ଼ିଶାର ବିଭିନ୍ନ ଜିଲାରେ ଘଟିଥିବା ଚର୍ଚ୍ଚିତ ୧୨ଟି ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବିରେ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାଏର ହୋଇଛି। ଏଥିରେ ସିବିଆଇ, ମୁଖ୍ୟ ଶାସନ ସଚିବ, ଗୃହ...

ପୁରୀ ହାଜତ ମୃତ୍ୟୁ ମାମଲା: ଅନ୍ତ ଘଟାଇଲେ ହାଇକୋର୍ଟ

କଟକ ଅଫିସ,୧୯।୮: ପୁରୀ ହାଜତ ମୃତ୍ୟୁକୁ ନେଇ ହୋଇଥିବା ଜନସ୍ବାର୍ଥ ମାମଲାର ଶୁଣାଣି କରି ବୁଧବାର ହାଇକୋର୍ଟ ଅନ୍ତ ଘଟାଇଛନ୍ତି। ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ଜଷ୍ଟିସ ବି.ପି. ରାଉତରାୟଙ୍କ ମିଳିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିଥିଲେ।...

ଆତ୍ମଜୀବନୀ ପ୍ରକାଶ ନ କରିବାକୁ ଅନ୍ତରୀଣ ନିର୍ଦ୍ଦେଶ

କଟକ ଅଫିସ,୧୯।୮: କଟକ ବାଣିଜି୍ୟକ ଅଦାଲତରେ ମଙ୍ଗଳବାର ବ୍ୟାସକବି ଫକୀର ମୋହନ ସେନାପତିଙ୍କ ପାଣ୍ଡୁଲିପି ଛପା ମାମଲାର ଶୁଣାଣି ହୋଇଥିଲା। ଅଦାଲତର ସିନିୟର ସିଭିଲ ଜଜ୍‌ ବୁଧବାର ଏହାର ଶୁଣାଣି କରିଥିଲେ। ଏହି ମାମଲାର ଚୂଡାନ୍ତ ରାୟ ପ୍ରକାଶ ନ...

ଭିଜିଲାନ୍ସ ହାତରେ ମହିଳା କଲେଜର କିରାଣି

କଟକ ଅଫିସ,୧୮ା୮: କଟକ କଲ୍ୟାଣୀ ସ୍ଥିତ କୁସୁମଦେବୀ ସତସଙ୍ଗ ମହିଳା କଲେଜର କନିଷ୍ଠ କିରାଣୀ ଜ୍ୟୋତ୍ସ୍ନା ପରିଡ଼ା ବୁଧବାର ୯ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ଅଭିଯୋଗକାରୀ ରାଧାରାଣୀ ସାହୁଙ୍କ...

ସ୍କୁଲ ମିଶ୍ରଣ ନୀତି ପ୍ରତ୍ୟାହାର ନ ହେଲେ ଗଣ ଆନ୍ଦୋଳନ

କଟକ ଅଫିସ,୧୪ା୮: ରାଜ୍ୟ ସରକାର ଉପସ୍ଥାନ କମ୍‌ ଆଳରେ ୧୪,୩୭୯ ପ୍ରାଥମିକ ବିଦ୍ୟାଳୟ ବନ୍ଦ କରିବା ପାଇଁ ଘୋଷଣା କରିଛନ୍ତି। ସେଥିମଧ୍ୟରୁ କଟକ ଜିଲାର ୪୪୮ ଓ ମହାନଗର ନିଗମର ୨୫ ସରକାରୀ ପ୍ରାଥମିକ ବିଦ୍ୟାଳୟ ବନ୍ଦ ହେବାକୁ ଯାଉଛି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri