କଟକ

ଧୂଳି ନ ଉଡ଼ିବାକୁ ୨୧ଲକ୍ଷ ଖର୍ଚ୍ଚ

କଟକ ଅଫିସ,୨୩ା୧୧: ବାଲିଯାତ୍ରାରେ ଅନିୟମିତତା ଅଭିଯୋଗରେ ଜିଲା ପ୍ରଶାସନ ବିବାଦରେ ଥିବା ବେଳେ ଏବେ ଏହା ଭିତରକୁ ଟାଣି ହୋଇଆସିଛି କଟକ ମହାନଗର ନିଗମ(ସିଏମ୍‌ସି) ା ବିରୋଧୀ କର୍ପୋରେଟର ଅଭିଯୋଗ କରିଛନ୍ତି ଯେ ଏହି ବାଲିଯାତ୍ରାରେ ପ୍ରାୟ ୯ କୋଟି ଟଙ୍କା…

‘ସ୍ବଚ୍ଛତାର ସହ ହୋଇଛି ଏଏସ୍‌ଓ ପରୀକ୍ଷା’

  କଟକ ଅଫିସ, ୨୩ା୧୧: ଆସନ୍ତା ବର୍ଷ ମାର୍ଚ୍ଚ ସୁଦ୍ଧା ବିଭିନ୍ନ ବିଭାଗରେ ଖାଲି ପଡ଼ିଥିବା ୨୫ଶହ ପଦବୀ ପୂରଣ କରିବା ପାଇଁ ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଲକ୍ଷ୍ୟ ରଖିଛି। ୨୦୨୨-୨୩ ବର୍ଷ ପାଇଁ ପ୍ରାୟ ୪ହଜାର ପଦବୀ ପୂରଣ…

ବୁଧବାରଠୁ ଦଶମ ସମେଟିଭ୍‌-୧ ପରୀକ୍ଷା

କଟକ ଅଫିସ,୨୨।୧୧: ଦଶମ ସମେଟିଭ୍‌-୧ ପରୀକ୍ଷା ବୁଧବାରଠୁ ଆରମ୍ଭ ହେବ। ଏଥିପାଇଁ ବୋର୍ଡ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଚଳିତବର୍ଷ ୫ ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ପରୀକ୍ଷା ଦେବେ। ସମେଟିଭ୍‌ ୧ ଓ ସମେଟିଭ ୨ ମାର୍କକୁ ଦେଖି ଛାତ୍ରଛାତ୍ରୀଙ୍କ ଫଳ…

ଝୁଲା ପୋଲ ଅନିଶ୍ଚିତତା,ନୂଆ ବ୍ରିଜ୍‌କୁ ଅପେକ୍ଷା

ଖୁଣ୍ଟୁଣୀ,୨୨।୧୧(ଡି.ଏନ୍‌.ଏ.):କଟକ ଜିଲା ଆଠଗଡ଼ ବ୍ଲକ ଅନ୍ତର୍ଗତ ମଞ୍ଚେଶ୍ୱର ନିକଟ ମହାନଦୀ ପଠାରେ ଥିବା ଧବଳେଶ୍ୱରଙ୍କ ପୀଠକୁ ସଂଯୋଗ କରୁଥିବା ଝୁଲା ପୋଲ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ବନ୍ଦ ରହିଛି। କେବେ ମରାମତି ହୋଇ ଭକ୍ତମାନେ ଯାତାୟାତ କରିବା ସହ ଠାକୁରଙ୍କୁ ଦର୍ଶନ କରିବେ…

ବଟି ଆଦାୟ ଭିଡିଓ ଭାଇରାଲ, ବଦଳିଲେ ଥାନାଧିକାରୀ

କଟକ ଅଫିସ,୨୨ା୧୧: କଟକ ବାଲିଯାତ୍ରାରେ ପାର୍କିଂ ଟେଣ୍ଡର ନେଇଥିବା ଜଣେ ବ୍ୟକ୍ତିଙ୍କଠାରୁ ବଟି ଦାବି କରିବା ଏବଂ ନ ଦେଲେ ମିଥ୍ୟା କେସ୍‌ରେ ଫସାଇ ଦେବାକୁ ମଧ୍ୟ ଧମକ ଦେଉଥିଲେ ଥାନାଧିକାରୀ। ଏହାର ଭିଡିଓ ଭାଇରାଲ ହେବା ପରେ କଟକ ଡିସିପିଙ୍କ…

ସହରରେ ଚାଲୁଛି ନମ୍ବରବିହୀନ ଗାଡ଼ି

କଟକ ଅଫିସ,୨୧ା୧୧: ରାଜ୍ୟ ସରକାର ତଥା ପରିବହନ ବିଭାଗ ପ୍ରତ୍ୟେକ ଗାଡ଼ିରେ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍‌ ଲଗାଇବାକୁ ବାଧ୍ୟତାମୂଳକ କରିଛନ୍ତି। ହେଲେ ବିନା ନମ୍ବର ପ୍ଲେଟ୍‌ରେ କଟକ ସହରରେ ବହୁସଂଖ୍ୟକ ଗାଡି ଚାଲୁଛି। ବିଶେଷକରି ସହରର ପ୍ରମୁଖ ରାସ୍ତାରେ ଅନାୟାସରେ…

ଅବସରର ୩୦ବର୍ଷ ପରେ ବି ମିଳୁନି ପେନ୍‌ସନ

ସାଲେପୁର,୨୧।୧୧(ଡି.ଏନ୍‌.ଏ.): ଜଣେ ଶିକ୍ଷା କର୍ମଚାରୀ ଚାକିରିରୁ ଅବସର ନେବାର ୩୦ବର୍ଷ ବିତିଯାଇଥିଲେ ମଧ୍ୟ ଅଦ୍ୟାବଧି ସମ୍ପୃକ୍ତ କର୍ମଚାରୀଙ୍କୁ ଅବସରକାଳୀନ ବକେୟା ଅର୍ଥ, ପେନ୍‌ସନ୍‌ ମିଳିପାରି ନାହିଁ। ଏ ନେଇ ସମ୍ପୃକ୍ତ କର୍ମଚାରୀ ଜଣକ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟଠାରୁ ଆରମ୍ଭ କରି…

ପୋଲିସ ସହ ଆଇନ ବିଦ୍ୟାର୍ଥୀଙ୍କ ବୃତ୍ତିଗତ ସମ୍ପର୍କ ଆରମ୍ଭ: ଡିଜିପି

କଟକ ଅଫିସ,୧୯ା୧୧: ଓଡ଼ିଶା ପୋଲିସ ଓ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ(ଏନ୍‌ଏଲ୍‌ୟୁ) ମଧ୍ୟରେ ଶୁକ୍ରବାର ଏକ ବୁଝାମଣାପତ୍ର (ଏମ୍‌ଓୟୁ) ସ୍ବାକ୍ଷରିତ ହୋଇଛି। ମୁଖ୍ୟ ଅତିଥି ଭାବେ ଡିଜିପି ସୁନୀଲ ବଂଶଲ ଯୋଗଦେଇ ଏହି ଏମ୍‌ଓୟୁ ଏକ ଅନନ୍ୟ କାର୍ଯ୍ୟକ୍ରମ ଓ ଏହା ନିଶ୍ଚିତ…

ଚିନ୍ତା ବଢ଼ାଇଛନ୍ତି ୧୯ଟିକିଆ ହାତୀପଲ

ଖୁଣ୍ଟୁଣୀ/ଚୌଦ୍ୱାର,୧୯l୧୧(ଡି.ଏନ୍‌.ଏ): ଚନ୍ଦକାରୁ ୧୫ଦିନ ହେଲା ପଳାଇ ଆସିଥିବା ୧୯ଟିକିଆ ହାତୀପଲ ଖୁଣ୍ଟୁଣୀ ବନାଞ୍ଚଳର ସୁନିଆଁମୁହଁ ସଂରକ୍ଷିତ ଜଙ୍ଗଲରେ ବିଚରଣ କରୁଥିତ୍ଲା ବେଳେ ଶୁକ୍ରବାର ଭୋର ସମୟରେ କୁଶପଙ୍ଗି ଦେଇ ୫୫ନଂ ଜାତୀୟ ରାଜପଥ ପାର୍ଶ୍ୱ ଡିହସାହିକୁ ଚାଲି ଆସିଛନ୍ତି। ସେମାନେ ସକାଳ…

ବାଲିଯାତ୍ରା: ସମ୍ପୂର୍ଣ୍ଣ ଆୟବ୍ୟୟର ଅଡିଟ୍‌ ହେଉ

କଟକ ଅଫିସ,୧୯ା୧୧: ଐତିହାସିକ କଟକ ବାଲିଯାତ୍ରା ଗୁରୁବାର ଶେଷ ହୋଇଛି। ବାଲିଯାତ୍ରାରେ ଜିଲା ପ୍ରଶାସନ ମନମୁଖି କାର୍ଯ୍ୟକ୍ରମ କରିଥିବା ନେଇ ସ୍ଥାନୀୟ ସର୍କିଟ୍‌ ହାଉସ୍‌ଠାରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ କଟକ ମହାନଗର ପୂଜା କମିଟି ଓ ଶାନ୍ତି କମିଟି ପକ୍ଷରୁ…

ସରିଲା ଐତିହାସିକ କଟକ ବାଲିଯାତ୍ରା: ୨୦୦ କୋଟିର ବ୍ୟବସାୟ

କଟକ ଅଫିସ,୧୮ା୧୧: ଦୀର୍ଘ ୧୦ ଦିନ ଧରି ପ୍ରବଳ ଜନ ସମାଗମ ମଧ୍ୟରେ ଚାଲିଥିବା ଐତିହାସିକ କଟକ ବାଲିଯାତ୍ରା ଗୁରୁବାର ଶେଷ ହୋଇଛି। ଏଥିସହ ବ୍ୟବସାୟ ଓ ସ୍ବତନ୍ତ୍ର ଆୟୋଜନ ବିଗତ ବର୍ଷଗୁଡ଼ିକର ରେକର୍ଡ ଭାଙ୍ଗିଛି। ରାଜ୍ୟ ସରକାରଙ୍କ ସହଯୋଗରେ ବାଲିଯାତ୍ରା…

ସରକାରଙ୍କ ପକ୍ଷରୁ ସତ୍ୟପାଠ ଦାଖଲ

କଟକ ଅଫିସ,୧୮ା୧୧:ଭୁବନେଶ୍ୱର ଲୋକସେବା ଭବନ ନିକଟ ଜମିରେ ବହୁତଳ ପ୍ରାସାଦ ବିଶିଷ୍ଟ ବିଧାୟକ କଲୋନି ନିର୍ମାଣ ପାଇଁ ବେଆଇନ ଭାବେ ଗଛ କଟା ନେଇ ହାଇକୋର୍ଟରେ ଆଗତ ଜନସ୍ବାର୍ଥ ମାମଲାର ଶୁଣାଣି ଗୁରୁବାର ହୋଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ସତ୍ୟପାଠ ଦାଖଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?