କଟକ

ସ୍ତ୍ରୀଙ୍କୁ ପଚରାଉଚରା କଲା ପୋଲିସ

କଟକ ଅଫିସ,୭ା୯: କଟକ ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ସୁବାସ କୁମାର ବିହାରୀ(୪୯)ଙ୍କ ମୃତ୍ୟୁ ଘଟଣାରେ ତାଙ୍କ ସ୍ତ୍ରୀ ଅପରିଜିତାଙ୍କୁ ମଙ୍ଗଳବାର ମର୍କତନଗର ଥାନା ପୋଲିସ ପଚରାଉଚରା କରିଛି। ସିଡିଏସ୍ଥିତ ସରକାରୀ କ୍ବାର୍ଟର୍ସରେ ଅପରିଜିତାଙ୍କ ସହ ପରିବାର ଲୋକଙ୍କୁ ମଧ୍ୟ ପଚରାଉଚରା…

ଚାକିରି ଲାଗି ପ୍ରାର୍ଥୀଙ୍କୁ ମଗାଯାଉଛି ଟଙ୍କା: ଟୋଲ୍‌ ଫ୍ରି ନମ୍ବର ଜାରି କଲା ଓପିଏସ୍‌ସି

କଟକ ଅଫିସ,୬ା୯- ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପକ୍ଷରୁ କରାଯାଉଥିବା ବିଭିନ୍ନ ପରୀକ୍ଷାରେ ପ୍ରାର୍ଥୀମାନଙ୍କୁ ଯୋଗ୍ୟତା ତାଲିକାରେ ସ୍ଥାନ ଦେବାକୁ କେତେଜଣ ଅସାଧୁ ବ୍ୟକ୍ତି ପ୍ରତିଶ୍ରୁତି ଦେଇ ଟଙ୍କା ମାଗୁଛନ୍ତି। ଏ ସମ୍ପର୍କରେ ଓପିଏସ୍‌ସି ନିକଟରେ ଅଭିଯୋଗ ହୋଇଛି। ଏହାପରେ ଓପିଏସ୍‌ସି ପକ୍ଷରୁ…

ଆସିବେ ମା’ : ଏବେଠୁ ଚଳଚଞ୍ଚଳ କଟକ

କଟକ ଅଫିସ, ୬।୯: ଆଶ୍ୱିନରେ ମା’ଙ୍କ ଆଗମନକୁ ନେଇ କଟକ ସହର ପୁଣି ଚଳଚଞ୍ଚଳ ହୋଇ ଉଠିଛି। ରୂପା ତାରକସି କାରଖାନାରେ ଭିଡ଼ ଜମୁଥିବା ଦେଖିବାକୁ ମିଳିଛି। କାରିଗର ଏବେଠାରୁ କାର୍ଯ୍ୟରେ ବ୍ୟସ୍ତ ହୋଇଗଲେଣି। ବର୍ଷକୁ ଥରେ ଚାନ୍ଦି ସଫେଇ କାମ…

ବାଲିଯାତ୍ରାକୁ ବିଶ୍ୱସ୍ତରୀୟ ମାନ୍ୟତା ପାଇଁ ପ୍ରୟାସ

କଟକ ଅଫିସ, ୬ା୯:ଐତିହ୍ୟ ବାଲିଯାତ୍ରାକୁ ବିଶ୍ୱସ୍ତରୀୟ ମାନ୍ୟତା ପ୍ରଦାନ ପାଇଁ କଟକ ଜିଲା ପ୍ରଶାସନ ପକ୍ଷରୁ ପ୍ରୟାସ ଜାରି ରହିଛି। ଚଳିତ ବର୍ଷ ନଭେମ୍ବର ୮ରୁ ୧୫ ତାରିଖ ପର୍ଯ୍ୟନ୍ତ ବାଲିଯାତ୍ରା ହେବାକୁ ଯାଉଥିବାବେଳେ ଏ ନେଇ ଏକ ପ୍ରସ୍ତୁତି ବୈଠକ…

ନକଲି ସୁନାବତି ଦେଇ ୧୦ ଲକ୍ଷ ଠକିନେଲେ

କଟକ ଅଫିସ,୫ା୯:ଏକ କିଲୋ ଓଜନର ନକଲି ସୁନାବତି ଦେଇ ୧୦ ଲକ୍ଷ ଟଙ୍କା ଠକିନେବା ଅଭିଯୋଗରେ କ୍ୟାଣ୍ଟନ୍‌ମେଣ୍ଟ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ସେ ହେଲେ ବାଲେଶ୍ୱର ଜିଲା ବାଲିଆପାଳ ଥାନା ଅନ୍ତର୍ଗତ କେନ୍ଦୁଆଡିଅ…

ଝିଅପୁଅ ପରେ ମା’ ଆଖିବୁଜିଲେ

ବଡ଼ମ୍ବା,୫ା୯(ଡି.ଏନ୍‌.ଏ):କଟକ ଜିଲା ବଡ଼ମ୍ବା ଥାନା ଅନ୍ତର୍ଗତ ଅଭିମାନପୁର ପଞ୍ଚାୟତସ୍ଥିତ ବୀରବରପୁର ଗ୍ରାମରେ ଘରେ ତିଆରି ଚାଟ୍‌ ଖାଇ ଗୋବିନ୍ଦ୍ର ପାତ୍ରଙ୍କ ପରିବାରର ୪ ସଦସ୍ୟଙ୍କ ମଧ୍ୟରୁ ଝିଅ ରୁଚିକା ଓ ପୁଅ ରୁଦ୍ରଙ୍କ ଶନିବାର ଭୋର ସମୟରେ ମୃତ୍ୟୁ ହୋଇଥିବା ବେଳେ…

ବିଚାରପତିଙ୍କ ମୃତ୍ୟୁର ଭିନ୍ନ ମୋଡ଼

କଟକ ଅଫିସ, ୩।୯: କଟକ ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ ବିଚାରପତି ସୁବାସ କୁମାର ବିହାରୀଙ୍କ ଆତ୍ମହତ୍ୟା ମାମଲା ନୂଆ ମୋଡ଼ ନେଇଛି। ସୁବାସଙ୍କ ପରିବାର ମା’ ଓ ଭାଇ ତାଙ୍କ ଆତ୍ମହତ୍ୟାକୁ ସହଜରେ ଗ୍ରହଣ କରିପାରୁ ନାହାନ୍ତି। ଏହା ଆତ୍ମହତ୍ୟା ନୁହେଁ,…

ବିଷାକ୍ତ ଖାଦ୍ୟ ଖାଇ ଦୁଇ ଜଣଙ୍କ ଜୀବନଗଲା, ୨ ଗୁରୁତର

  ବଡ଼ମ୍ବା,୩।୯(ଡି.ଏନ୍‌.ଏ.): ବିଷାକ୍ତ ଖାଦ୍ୟ ଖାଇ ଦୁଇ ଜଣଙ୍କ ଜୀବନଗଲା ଦୁଇ ଗୁରୁତର । ଏଭଳି ଅଭାବନୀୟ ଘଟଣା ଘଟିଛି କଟକ ଜିଲା ଆଠଗଡ଼ ବଡ଼ମ୍ବା ଥାନା ମାଣିଆବନ୍ଧ ଫାଣ୍ଡି ଅଭିମାନପୁର ପଞ୍ଚାୟତ ବୀରବରପୁର ଗାଁରେ। ଗୁରୁତରଙ୍କୁ ଚିକିତ୍ସା ପାଇଁ ଭର୍ତ୍ତି…

ସ୍ବର୍ଗଦ୍ବାରରେ ବିଚାରପତିଙ୍କ ଶେଷକୃତ୍ୟ ସମ୍ପନ୍ନ

କଟକ ଅଫିସ, ୩।୯: କଟକ ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ ବିଚାରପତି ସୁବାସ କୁମାର ବିହାରୀଙ୍କ ପୁରୀ ସ୍ବର୍ଗଦ୍ବାରରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ବଡ଼ ଝିଅ ପ୍ରୀତିସ୍ନିଗ୍ଧା ମୁଖାଗ୍ନି ଦେଇଛନ୍ତି। ଶୁକ୍ରବାର ସୁବାସ ସିଡିଏ ସେକ୍ଟର ୯ ସରକାରୀ ବାସଭବନରେ ରଶି ଲଗାଇ…

ଛୁଟିରେ ରହି ଆତ୍ମହତ୍ୟା କଲେ ବିଚାରପତି !

କଟକ ଅଫିସ, ୨।୯: କଟକ ସ୍ବତନ୍ତ୍ର ପକ୍ସୋ କୋର୍ଟ ବିଚାରପତି ସୁବାସ କୁମାର ବିହାରୀ ଶୁକ୍ରବାର ଆତ୍ମହତ୍ୟା କରିଛନ୍ତି। ସେ ସିଡିଏ ସେକ୍ଟର-୯ସ୍ଥିତ ସରକାରୀ ଘରେ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ସିଡିଏର ଏକ ଘରୋଇ ଡାକ୍ତରଖାନାରେ ଡାକ୍ତର ତାଙ୍କୁ ମୃତ…

ଅଡ଼ଶପୁରକୁ ଗଡ଼ିଲା ମୋ’ ବସ୍‌

କଣ୍ଟାପଡା,୨ା୯(ଡି.ଏନ୍‌.ଏ.): ଦୀର୍ଘଦିନର ଦାବି ପରେ କଣ୍ଟାପଡା ବ୍ଲକ ଅନ୍ତର୍ଗତ ଅଡଶପୁରଠାରୁ ଭୁବନେଶ୍ୱରକୁ ମୋ’ବସ୍‌ ଗଡିବା ଗୁରୁବାରଠାରୁ ଆରମ୍ଭ ହୋଇଛି। ଏଥିପାଇଁ ସ୍ଥାନୀୟ ଅଞ୍ଚଳବାସୀ ଆନନ୍ଦିତ ହୋଇଛନ୍ତି। ହେଲେ ବହୁଦିନର ଦାବି ପୂରଣ ହୋଇଥିବାରୁ ଏହାର ଶ୍ରେୟ ନେବା ପାଇଁ ପ୍ରତିଯୋଗିତା ଆରମ୍ଭ…

‘ଉନ୍ନତ କିସମ ଧାନ ପ୍ରସ୍ତୁତି ଉପରେ ଗୁରୁତ୍ୱଦେବି’

କଟକ ଅଫିସ,୨ା୯:ଜାତୀୟ ଧାନ ଗବେଷଣା ପ୍ରତିଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ନିର୍ଦ୍ଦେଶକ ଭାବେ ଡ. ଭାସ୍କର ଚନ୍ଦ୍ର ପାତ୍ର ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଅନୁଷ୍ଠାନର ଦୀର୍ଘ ୭୬ ବର୍ଷର ଯାତ୍ରାରେ ଡ. ପାତ୍ର ହେଉଛନ୍ତି ୨୬ତମ ନିର୍ଦ୍ଦେଶକ। ଧାନ ଗବେଷଣା କ୍ଷେତ୍ରରେ ତାଙ୍କର ଦୀର୍ଘ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri