ନଦୀରେ ବୁଡ଼ି ନିଖୋଜ ଛାତ୍ରଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ମିଳିଲା
ଫୁଲନଖରା,୩୧ା୮(ଡି.ଏନ୍.ଏ.): କଟକ ସଦର ଥାନା ଅନ୍ତର୍ଗତ ପ୍ରତାପନଗରୀସ୍ଥିତ କୁଆଖାଇ ନଦୀଘାଟରେ ଗାଧୋଇବାକୁ ଯାଇ ୫ଛାତ୍ର ନଦୀସ୍ରୋତରେ ଭାସି ଯାଇଥିଲେ। ସେମାନଙ୍କ ମଧ୍ୟରୁ ଜଣେ ଛାତ୍ରଙ୍କ ମୃତଦେହ ମିଳିଛି। ସେ ହେଲେ ଭୁବନେଶ୍ବର ପଟିଆ ଅଞ୍ଚଳର ଆଶୁତୋଷ ପାଲ। ଅନ୍ୟ ଜଣେ ଛାତ୍ର…
ଗଣେଶ ପୂଜାରେ ଅଘଟଣ: ନଦୀରେ ୫ ଛାତ୍ର ବୁଡ଼ିଗଲେ, ୩ ଉଦ୍ଧାର
ଫୁଲନଖରା,୩୧ା୮(ଡି.ଏନ୍.ଏ.): କଟକ ସଦର ଥାନା ଅନ୍ତର୍ଗତ ପ୍ରତାପନଗରୀସ୍ଥିତ କୁଆଖାଇ ନଦୀର ଘାଟରେ ଗାଧୋଇବାକୁ ଯାଇ ୫ ଛାତ୍ର ନଦୀ ସ୍ରୋତରେ ଭାସି ଯାଇଥିଲେ। ସେମାନଙ୍କ ମଧ୍ୟରୁ ସ୍ଥାନୀୟ ଲୋକମାନେ ୩ଜଣଙ୍କୁ ଉଦ୍ଧାର କରିଥିବା ବେଳେ ୨ଜଣ ନିଖୋଜ ଅଛନ୍ତି। ସମସ୍ତ ଛାତ୍ର…
ପରଲୋକରେ ଜଷ୍ଟିସ ଦେବପ୍ରିୟ ମହାପାତ୍ର
କଟକ ଅଫିସ, ୩୧।୮: ସୁର୍ପିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଦେବପ୍ରିୟ ମହାପାତ୍ରଙ୍କ ବୁଧବାର କଟକର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ବୟସ ହୋଇଥିଲା। ଓଡ଼ିଶା ରାଜ୍ୟ ମାନବାଧିକାର କମିଶନର ପ୍ରଥମ ଅଧ୍ୟକ୍ଷ ଥିଲେ…
ଓପିଏସ୍ସି ସଦସ୍ୟ ଭାବେ ଶପଥ ନେଲେ ସରିତା ସୁପକାର
କଟକ ଅଫିସ, ୩୧ା୮: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍ସି)ର ନୂତନ ସଦସ୍ୟ ଭାବେ ଡ. ସରିତା ସୁପକାର ମଙ୍ଗଳବାର ଶପଥ ଗ୍ରହଣ କରିଛନ୍ତି। କଟକସ୍ଥିତ ଓପିଏସ୍ସି କାର୍ଯ୍ୟାଳୟରେ ଅନୁଷ୍ଠିତ ସମାରୋହରେ ସୁପକାରଙ୍କୁ ଓପିଏସ୍ସି ଅଧ୍ୟକ୍ଷ ଡ. ସତ୍ୟଜିତ୍ ମହାନ୍ତି ଶପଥ ପାଠ କରାଇଥିଲେ।…
ବଢୁଛି ଚୋରି, ମାମଲା ରୁଜୁକରି ପୋଲିସ ଚୁପ୍
ଖୁଣ୍ଟୁଣୀ,୩୧ା୮(ଡି.ଏନ୍.ଏ.): ଖୁଣ୍ଟୁଣୀ ଥାନା ଅଞ୍ଚଳରେ କିଛି ମାସ ହେବ ଚୋରି ଘଟଣା ବୃଦ୍ଧି ପାଇବାରେ ଲାଗିଛି। ଏନେଇ ଅଭିଯୋଗକାରୀମାନେ ଥାନାରେ ଅଭିଯୋଗ କରିଛନ୍ତି। ହେଲେ ପୋଲିସ କେବଳ ମାମଲା ରୁଜୁ କରି ଚୁପ୍ ବସିଛି। ଅଭିଯୁକ୍ତମାନଙ୍କୁ ଗିରଫ କରିପାରି ନ ଥିବାବେଳେ…
ବର୍ଷା-ଅନୁଭବ ମାମଲା, ୭ରେ ଶୁଣାଣି
କଟକ ଅଫିସ, ୩୦ା୮: ବହୁଚର୍ଚ୍ଚିତ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଏବଂ ଅଭିନେତା ତଥା କେନ୍ଦ୍ରାପଡ଼ା ଏମ୍ପି ଅନୁଭବ ମହାନ୍ତି ପାରିବାରିକ ବିବାଦ ମାମଲାରେ ବର୍ଷାଙ୍କ ଆବେଦନର ଶୁଣାଣି ୭ ତାରିଖକୁ ଘୁଞ୍ଚତ୍ଛି। ଫ୍ୟାମିଲି କୋର୍ଟର ନିର୍ଦ୍ଦେଶକୁ ନେଇ ବର୍ଷା ହାଇକୋର୍ଟରେ ପହଞ୍ଚତ୍ଛନ୍ତି।…
ଓପିଏସ୍ସିରେ ଯୋଗଦେଲେ ୨ ନୂତନ ସଦସ୍ୟ
କଟକ ଅଫିସ,୩୦ା୮:ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି)ର ନୂତନ ସଦସ୍ୟ ଭାବେ ସନତ କୁମାର ମହାନ୍ତି ଯୋଗଦେଇଛନ୍ତି। ସୋମବାର ଓପିଏସସି ଅଧ୍ୟକ୍ଷ ଡ. ସତ୍ୟଜିତ ମହାନ୍ତି ତାଙ୍କୁ ଶପଥ ପାଠ କରାଇଛନ୍ତି। ମହାନ୍ତି ପୂର୍ବରୁ ଖୋର୍ଦ୍ଧା ଜିଲାପାଳ ଥିଲେ। ଗତ ମାର୍ଚ୍ଚରେ ସେ…
ବିକୃତ ଗଣେଶ ମୂର୍ତ୍ତି ନିର୍ମାଣ ମାମଲା:ହସ୍ତକ୍ଷେପ କରିବାକୁ ମନାକଲେ ହାଇକୋର୍ଟ
କଟକ ଅଫିସ,୩୦ା୮: ବିକୃତ ଗଣେଶ ମୂର୍ତ୍ତି ନିର୍ମାଣ ପ୍ରସଙ୍ଗକୁ ନେଇ ଆଗତ ମାମଲାରେ ହସ୍ତକ୍ଷେପ କରିବାକୁ ସୋମବାର ହାଇକୋର୍ଟ ମନା କରିଦେଇଛନ୍ତି। ଏଥିସହ ମୁଖ୍ୟ ବିଚାରପତି ଡ. ଏସ୍. ମୁରଲୀଧର ଏବଂ ବିଚାରପତି ଚିତ୍ତରଞ୍ଜନ ଦାଶଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି…
ବିକୃତ ଗଣେଶ ମୂର୍ତ୍ତି ମାମଲାରେ ହସ୍ତକ୍ଷେପ କରିବାକୁ ମନା କରିଦେଲେ ହାଇକୋର୍ଟ
କଟକ ଅଫିସ,୨୯।୮: କଟକରେ ବିକୃତ ଗଣେଶ ମୂର୍ତ୍ତି ତିଆରି ସଂପର୍କିତ ମାମଲାରେ ହାଇକୋର୍ଟ ସୋମବାର ହସ୍ତକ୍ଷେପ କରିବାକୁ ମନା କରିଦେଇଛନ୍ତି। ତେବେ ବିକୃତ ମୂର୍ତ୍ତି ନିର୍ମାଣ ପାଇଁ ସମସ୍ତ ନିଷ୍ପତ୍ତି ପୋଲିସ ଏବଂ ପ୍ରଶାସନ ଉପରେ ଛାଡ଼ିଦେଇଛନ୍ତି ହାଇକୋର୍ଟ। ସୂଚନାଯୋଗ୍ୟ, କଟକରେ…
ମହାନଦୀକୁ ଡେଇଁ ଯୁବକ ନିଖୋଜ
କଟକ ଅଫିସ,୨୭।୮: ମହାନଦୀକୁ ଡେଇଁ ଯୁବକ ନିଖୋଜ। କଟକ ମୁଣ୍ଡଳି ବ୍ରିଜ୍ ଉପରେ ସ୍କୁଟି ରଖି ଯୁବକ ଡେଇଁ ପଡିଥିବା ଜଣାପଡିଛି। ତେବେ ଯୁବକ ଜଣଙ୍କ ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଅଞ୍ଚଳର ବୋଲି ସୂଚନା ମିଳିଛି। ଯୁବକଙ୍କ ଡିଏଲ୍ ଓ ପ୍ୟାନ୍ କାର୍ଡ…
ପାନାମା ପଣ୍ୟବାହୀ ଜାହାଜକୁ ମୁକ୍ତକର: ହାଇକୋର୍ଟ
କଟକ ଅଫିସ,୨୭ା୮: ବ୍ୟବସାୟିକ ବିବାଦକୁ ନେଇ ପାରାଦୀପ ବନ୍ଦରରେ ଅଟକ ରଖାଯାଇଥିବା ପାନାମାର ପଣ୍ୟବାହୀ ଜାହାଜ ‘ଏମ୍ଭି ମେରାଇନ୍ ହର୍ନବିଲ୍ (ଆଇଏମ୍ଓ ନଂ- ୯୫୯୪୩୬୫)’କୁ ମୁକ୍ତ କରିବା ପାଇଁ ଶୁକ୍ରବାର ହାଇକୋର୍ଟ ବନ୍ଦର କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ଜାହାଜ କର୍ତ୍ତୃପକ୍ଷଙ୍କ…
ଆସନ୍ତାକାଲି ଏଏସ୍ଓ ପରୀକ୍ଷା
କଟକ ଅଫିସ,୨୬ା୮- ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍ସି) ପକ୍ଷରୁ ଶନିବାର ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍ଓ) ଲିଖିତ ପରୀକ୍ଷା କରାଯିବ। ୩ଟି ସିଟିଂରେ ପରୀକ୍ଷା ଦେବାକୁ ରାଜ୍ୟର ପ୍ରାୟ ୨ ଲକ୍ଷ ୧୮ ହଜାର ପରୀକ୍ଷାର୍ଥୀ ଫର୍ମପୂରଣ କରିଛନ୍ତି। ଏଥିପାଇଁ ବିଭିନ୍ନ ଜିଲାର…
Archives


