କଟକ

ଶ୍ରୀମନ୍ଦିର ନାଟମଣ୍ଡପ ମରାମତି: ମାର୍ଚ୍ଚ ୨୦ ସୁଦ୍ଧା ସମ୍ପୂର୍ଣ୍ଣ ହେବ କାର୍ଯ୍ୟ

କଟକ,୨୨ା୨(କାର୍ତ୍ତିକ ସାହୁ): ଭାରତୀୟ ପ୍ରତ୍ନତତ୍ତ୍ୱ ଗବେଷଣା ସଂସ୍ଥା(ଏଏସ୍‌ଆଇ) ପୁରୀ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି କାର୍ଯ୍ୟ ମାର୍ଚ୍ଚ ୨୦ ତାରିଖ ସୁଦ୍ଧା ଶେଷ କରି ଶ୍ରୀମନ୍ଦିର ପ୍ରଶାସନକୁ ଦାୟିତ୍ୱ ହସ୍ତାନ୍ତର କରାଯିବ ବୋଲି ଏଏସ୍‌ଆଇ ପୁରୀ ସର୍କଲ୍‌ର ସୁପରିନ୍‌ଟେଣ୍ଡିଂ ଆର୍କିଓଲୋଜିଷ୍ଟ୍‌ ଡ....

ବାରବାଟୀ ଷ୍ଟାଡିୟମରେ ହେବ ଆଇପିଏଲ ମ୍ୟାଚ!

କଟକ,୨୨।୨: କଟକ ବାରବାଟୀ ଷ୍ଟାଡିୟମରେ ଆଇପିଏଲ ମ୍ୟାଚ ହୋଇପାରେ। ଦିଲ୍ଲୀ କ୍ୟାପିଟାଲ୍ସ ପ୍ରଥମ ୨ଟି ମ୍ୟାଚ କଟକ ଏବଂ ପୁଣେରେ ଖେଳିପାରେ। ଅରୁଣ ଜେଟଲୀ ଷ୍ଟାଡିୟମ ପ୍ରସ୍ତୁତ ନ ଥିବାରୁ ଅନ୍ୟତ୍ର ମ୍ୟାଚ ହେବା ନେଇ ସୂତ୍ରରୁ ପ୍ରକାଶ ପାଇଛି।...

ନାଲକୋ ଛକରେ କାର୍‌-ଟ୍ରାକ୍ଟର ମୁହାଁମୁହିଁ ଧକ୍କା, ଭାଙ୍ଗିଲା ଟ୍ରାଫିକ ପୋଷ୍ଟ

ବାରଙ୍ଗ,୨୨।୨: ପୁଣି ଘଟିଲା ମର୍ମନ୍ତୁଦ ସଡକ ଦୁର୍ଘଟଣା। ନାଲକୋ ଛକରେ କାର୍‌ ଟ୍ରାକ୍ଟର ମୁହାଁମୁହିଁ ଧକ୍କା। ଜୋରଦାର ଧକ୍କାରେ ଭାଙ୍ଗିଲା ଟ୍ରାଫିକ ପୋଷ୍ଟ। ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଘଟଣାସ୍ଥଳରେ ଦୁଇଟି ପିସିଆର ସହ ମୈତ୍ରୀ...

ରାଜ୍ୟ ଆଇନଜୀବୀ ପରିଷଦର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି:ବାର୍‌ ଆସୋସିଏସନ୍‌କୁ ନିର୍ବାଚନୀ ଖର୍ଚ୍ଚ ବନ୍ଦ

କଟକ,୨୧ା୨ (କାର୍ତ୍ତିକ ସାହୁ) ବହୁ ପ୍ରତିକ୍ଷିତ ଆଡ୍‌ଭୋକେଟ୍‌ ଏକାଡେମୀ ଗଠନ ନିମନ୍ତେ ରାଜ୍ୟ ଆଇନ୍‌ଜୀବୀ ପରିଷଦ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ତତ୍‌ସଂକ୍ରାନ୍ତୀୟ ଆବଶ୍ୟକୀୟ ଭିତ୍ତିଭୂମି ପାଇଁ ଭୂମି ଓ ପାଣ୍ଠି ପ୍ରଦାନ ନିମନ୍ତେ ରାଜ୍ୟ ସରକାରଙ୍କ ନିକଟରେ ତୁରନ୍ତ...

ମାହାଙ୍ଗା ଡବଲ ମର୍ଡର ମାମଲା: ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୧ା୨ (କାର୍ତ୍ତିକ ସାହୁ): ମାହାଙ୍ଗା ଡବଲ ମର୍ଡର ଘଟଣାରେ ବିଧାୟକ ପ୍ରତାପ ଜେନାଙ୍କ ପକ୍ଷରୁ ଆଗତ କ୍ରିମିନାଲ ରିଭିଜନ୍‌ ପିଟିସନ୍‌ ମାମଲାର ଶୁଣାଣି ନିମନ୍ତେ ହାଇକୋର୍ଟରେ ବିଚାରପତିଙ୍କ ବେଞ୍ଚ ବଦଳିଥିବା ଜଣାଯାଇଛି। ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କ ନିଷ୍ପତ୍ତି କ୍ରମେ ବିଧାୟକ...

ଏଆଇ ସର୍ଭିଲାନ୍ସରେ ମାଟ୍ରିକ ପରୀକ୍ଷା ଅବ୍ୟବସ୍ଥା: ୫ ଜିଲା ଶିକ୍ଷାଧିକାରୀଙ୍କୁ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

କଟକ,୨୧ା୨(କାର୍ତ୍ତିକ ସାହୁ): ଚଳିତ ମାଟ୍ରିକ ପରୀକ୍ଷାର ପ୍ରଥମ ଦିନ ମାତୃଭାଷା ପରୀକ୍ଷାରେ କେତେକ ପରୀକ୍ଷାକେନ୍ଦ୍ରର ଅବ୍ୟବସ୍ଥା ସମ୍ପର୍କରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସି (ଏଆଇ) ସର୍ଭିଲାନ୍ସ ଅବଗତ କରାଇଛି। ପରୀକ୍ଷା ଡ୍ୟୁଟିରେ ଥିବା ଏଥିରେ ସମ୍ପୃକ୍ତ ଅଛନ୍ତି। ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ମୁଖ୍ୟାଳୟର...

ନାବାଳିକା ବଳତ୍କାର ମାମଲା: ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ

କଟକ,୨୦ା୨ (କାର୍ତ୍ତିକ ସାହୁ) କଟକ ଜିଲା ବୈଦେଶ୍ୱର ଥାନା ଅଞ୍ଚଳରେ ୨୦୧୯ ମସିହା ସେପ୍ଟେମ୍ବର ୧୬ ତାରିଖରେ ରୁଜୁ ହୋଇଥିବା ଏକ ନାବାଳିକା ବଳାତ୍କାର ମାମଲାରେ ରାୟ ମଙ୍ଗଳବାର ପ୍ରକାଶ ପାଇଛି। କଟକସ୍ଥିତ ଆଡହକ୍‌ ଆଡିସିନାଲ୍‌ ସେସନ୍‌ ତଥା ଏଫ୍‌ଟିଏସ୍‌ସି...

ଭଡ଼ାଘରେ ଝୁଲିପଡ଼ିଲେ ଆଇଟିଆଇ ଛାତ୍ର

କଟକ,୨୦ା୨ (କାର୍ତ୍ତିକ ସାହୁ):କଟକ ଜିଲା ମଧୁପାଟଣା ଥାନା ଅଧୀନ ନୟାଚୌକ ଅଞ୍ଚଳର ଏକ ଭଡ଼ାଘରୁ ଜଣେ ଛାତ୍ରଙ୍କ ମୃତଦେହକୁ ସୋମବାର ଅପରାହ୍ନରେ ପୋଲିସ ଜବତ କରିଛି। ସେ ହେଲେ କେନ୍ଦ୍ରାପଡ଼ା ଜିଲା କୋରୁଆ ଗ୍ରାମର ଅମରେନ୍ଦ୍ର ମୁଦୁଲିଙ୍କ ପୁତ୍ର ସନ୍ଦୀପ...

ବାରବାଟୀ-କଟକ ଆସନ ପାଇଁ ବିଜେଡିର ୫ ମୁହଁ

କଟକ, ୨୦ା୨(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଜିଲା ବିଜେଡି ସଭାପତି ଦେବାଶିଷ ସାମନ୍ତରାୟ ବାରବାଟୀ-କଟକ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡିରୁ ପ୍ରାର୍ଥୀ ହେବେ ବୋଲି ଜୋରଦାର ଆଲୋଚନା ହେଉଥିଲା। ତାଙ୍କୁ ରାଜ୍ୟ ସଭା ପ୍ରାର୍ଥୀ କରାଯାଇଥିବାରୁ କଟକରେ ରାଜନୈତିକ ପାଣିପାଗ ବଦଳିଛି।...

ମାଟ୍ରିକ ପରୀକ୍ଷା: ସାଢ଼େ ୭ଟାରେ ପରୀକ୍ଷାର୍ଥୀଙ୍କ ପ୍ରବେଶ, ସିସିଟିଭି ନଜରରେ ନୋଡ଼ାଲ କେନ୍ଦ୍ର

କଟକ,୧୫ା୨ (କାର୍ତ୍ତିକ ସାହୁ): ଚଳିତ ବର୍ଷର ମାଟ୍ରିକ, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଏକ ସଙ୍ଗେ ଫେବୃଆରୀ ୨୦ତାରିଖ ମଙ୍ଗଳବାରଠାରୁ ଆରମ୍ଭ ହେଉଛି। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ରହିଛି। ଏଥର ୫ ଲକ୍ଷ ୫୧ ହଜାର ୬୧୧...

ଦିଅରଙ୍କ ସହ ବାଇକ୍‌ରେ ଯାଉଥିଲେ ମହିଳା, ଧକ୍କା ଦେଲା ହାଇଓ୍ବା: ଜଣେ ମୃତ

ଆଠଗଡ,୧୯।୨(ସତ୍ୟପ୍ରସାଦ ରଥ): ତିଗିରିଆ ଥାନା ପାଞ୍ଚଗାଁ ଛକରେ ସୋମବାର ସକାଳୁ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଏକହାଇୱା ଧକ୍କାରେ ମହିଳା ମୃତ୍ୟୁ ଘଟିଥିବାବେଳେ ଜଣେ ଆହତ ହୋଇଛନ୍ତି। ମୃତକ ଜଣକ ହେଲେ ବଡ଼ମ୍ବା ଥାନା ଅନ୍ତର୍ଗତ ନୂଆ ମଙ୍ଗରାଜପୁର...

ସୁନାଚେନ୍‌ ଛିନ୍‌ତାଇ ଗ୍ୟାଙ୍ଗ୍‌ର ୩ ଜଣଙ୍କୁ ବାନ୍ଧିଲା ପୋଲିସ

କଟକ,୧୮ା୨(କାର୍ତ୍ତିକ ସାହୁ): ପୁରୀଘାଟ ଥାନା ପୋଲିସ ଏକ ସୁନାଚେନ୍‌ ଛିନ୍‌ତାଇ ଗ୍ୟାଙ୍ଗ୍‌ର ୩ ସଦସ୍ୟଙ୍କୁ ଗିରଫ କରି ରବିବାର କୋର୍ଟଚାଲାଣ କରିଛି। ସେମାନେ ହେଲେ ଯାଜପୁର ଜିଲା ଯଖପୁରା ଥାନା ଅନ୍ତର୍ଗତ ଦଶମାଣିଆର ଦୀପକ ପ୍ରଧାନ (୧୯), ଭୋଳା ପ୍ରଧାନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri