ସମିତିସଭ୍ୟାଙ୍କ ଅନଶନ, ଡିଇଓଙ୍କୁ ଚିଠି ଲେଖିଲେ ବିଇଓ
ନିଶ୍ଚିନ୍ତକୋଇଲି,୧୫।୮(ସ୍ବ.ପ୍ର.): କ୍ଷେତ୍ରମୋହନ ବିଦ୍ୟାପୀଠ ରୂପାନ୍ତରୀଣ ଯୋଜନାରୁ ବାଦ ପଡିଛି। ଏହାକୁ ନେଇ କଟରପଡ଼ା ସମିତିସଭ୍ୟା ସ୍ବାଗତିକା ନାୟକ ବିଇଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସୋମବାର ଆମରଣ ଅନଶନ କରିଛନ୍ତି। ତାଙ୍କ ସହ ପୂର୍ବତନ ସରପଞ୍ଚ ସୁଶାନ୍ତ ନାୟକ ଓ ଗ୍ରାମବାସୀ ଯୋଗଦେଇଛନ୍ତି। ଅନ୍ୟପକ୍ଷେ…
୨୦୧୯ ପର୍ଯ୍ୟନ୍ତ ଅନାଦେୟ ଇ-ଚାଲାଣ ପ୍ରତ୍ୟାହାର
କଟକ ଅଫିସ,୧୫ା୮: ରାଜ୍ୟର ବିଭିନ୍ନ ଯାନ ଉପରେ ୨୦୧୯ ଡିସେମ୍ବର ୩୧ ପର୍ଯ୍ୟନ୍ତ ଅନାଦେୟ ହୋଇ ପଡ଼ିରହିଥିବା ଇ-ଚାଲାଣଗୁଡ଼ିକୁ ପ୍ରତ୍ୟାହାର କରିନିଆଯାଇଛି। ଏ ନେଇ ରାଜ୍ୟ ପରିବହନ କର୍ତ୍ତୃପକ୍ଷ ବିଜ୍ଞପ୍ତି ମାଧ୍ୟମରେ ସୂଚନା ଦେଇଛନ୍ତି। ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ…
ଶପଥ ନେବେ ଓଡ଼ିଶା ହାଇକୋର୍ଟର ୨ ନୂଆ ବିଚାରପତି
କଟକ ଅଫିସ, ୧୩।୮: ଶପଥ ନେବେ ଓଡ଼ିଶା ହାଇକୋର୍ଟର ୨ ନୂଆ ବିଚାରପତି ଗୌରୀଶଙ୍କର ଶତପଥୀ ଏବଂ ଚିତ୍ତରଞ୍ଜନ ଦାସ। ଶନିବାର ଅପରାହ୍ନ ୩ଟା ୩୦ରେ ହାଇକୋର୍ଟର ମୁଖ୍ୟ ବିଚାରପତି ଶପଥ ତାଙ୍କୁ ପାଠ କରାଇବେ। ତେବେ ଏହାକୁ ମିଶାଇ ହାଇକୋର୍ଟର…
ଶାଖା କେନାଲ ରାସ୍ତା ମଝିରେ ଗର୍ତ୍ତ
ମାହାଙ୍ଗା ୧୩ା୮(ସ୍ବ.ପ୍ର.): ମାହାଙ୍ଗା ବ୍ଲକ ଅନ୍ତର୍ଗତ ତଥା ନିଶ୍ଚିିନ୍ତକୋଇଲି ଗ୍ରାମ୍ୟ ଉନ୍ନୟନ ବିଭାଗ ଉପଖଣ୍ଡ ଅଧୀନରେ ଥିବା ୮ ଏଫ୍ ଶାଖା କେନାଲ ବନ୍ଧ ଗ୍ରାମ୍ୟ ଉନ୍ନୟନ ରାସ୍ତାର ଗୋତରା ସେନାପତି ସାହି ନିକଟରେ ଏକ ବିରାଟ ଗର୍ତ୍ତ ସୃଷ୍ଟି ହୋଇଛି।…
ଓଡ଼ିଶା ହାଇକୋର୍ଟର ୨ ନୂଆ ବିଚାରପତି
କଟକ ଅଫିସ,୧୩ା୮: ଓଡ଼ିଶା ହାଇକୋର୍ଟର ନୂତନ ବିଚାରପତି ଭାବେ ୨ ଜଣଙ୍କୁ ରାଷ୍ଟ୍ରପତି ନିଯୁକ୍ତି ଦେଇଛନ୍ତି। ସମ୍ବିଧାନର ଧାରା ୨୧୭ ଅନୁଯାୟୀ ବରିଷ୍ଠତା ଭିତ୍ତିରେ ବରିଷ୍ଠ ବିଚାର ବିଭାଗୀୟ ଅଧିକାରୀ ଗୌରୀଶଙ୍କର ଶତପଥୀ ଓ ଚିତ୍ତରଞ୍ଜନ ଦାଶଙ୍କୁ ଏହି ନିଯୁକ୍ତି ମିଳିଥିବା…
ଚିଙ୍ଗୁଡ଼ିଘେରି ସମ୍ପୂର୍ଣ୍ଣ ଉଚ୍ଛେଦ ଉପରେ ଗୁରୁତ୍ୱ
କଟକ ଅଫିସ,୧୨ା୮: ଚିଲିକା ଓ ଭିତରକନିକାର ଆର୍ଦ୍ରଭୂମି ସୁରକ୍ଷା ପ୍ରସଙ୍ଗରେ ଚିଙ୍ଗୁଡ଼ିଘେରି ଉଚ୍ଛେଦ ପ୍ରକ୍ରିୟାକୁ ହାଇକୋର୍ଟ ଗୁରୁତ୍ୱ ଦେଇଛନ୍ତି। ପ୍ରଶାସନ ପକ୍ଷରୁ ବେଆଇନ ଚିଙ୍ଗୁଡ଼ି ଘେରି ଉଚ୍ଛେଦ ହେଉଥିବାବେଳେ ପୁନର୍ବାର ସେଠାରେ ଚିଙ୍ଗୁଡ଼ି ଘେରି ତିଆରି ହେଉଛି। ଏପରି କି କେତେକ…
ଏଥର ଅମରନାଥ ଗୁମ୍ଫା ଆକୃତିର ତୋରଣ
କଟକ ଅଫିସ,୧୨ା୮: କରୋନା ମହାମାରୀ ଯୋଗୁ କଟକରେ ଗତ ୨ ବର୍ଷ ଧରି ନିରାଡମ୍ବର ଭାବେ ଦୁର୍ଗାପୂଜା ପାଳିତ ହୋଇଥିଲା। ହେଲେ ଚଳିତବର୍ଷ କରୋନା ସ୍ଥିତିରେ ସୁଧାର ଆସିଥିବାରୁ ଦୁର୍ଗାପୂଜା ଧୁମ୍ଧାମ୍ରେ ପାଳନ କରିବା ପାଇଁ ଶାନ୍ତି କମିଟି ପକ୍ଷରୁ ନିଷ୍ପତ୍ତି…
ଉଦ୍ଘାଟନ ହୋଇପାରୁନି ସିଆର୍ଆର୍ଆଇ ଥାନା
କଟକ ଅଫିସ,୧୨ା୮: କଟକ ବିଦ୍ୟାଧରପୁର ନିକଟ ଜାତୀୟ ଧାନ ଗବେଷଣା ପ୍ରତିଷ୍ଠାନ (ସିଆର୍ଆର୍ଆଇ) ଥାନାର ନୂତନ କୋଠା ପ୍ରାୟ ୮ ମାସ ହେବ ନିର୍ମାଣ ସରିଛି। ଉକ୍ତ କୋଠାରେ ଥାନାର ବୋର୍ଡ ଲଗାଯାଇଛି। ହେଲେ ଏବେବି ସେଠାରେ ଫାଣ୍ଡି କାର୍ଯ୍ୟ ଚାଲିଛି।…
ଫସଲ ଜଳମଗ୍ନ, ଆଜବେଷ୍ଟସ ଗୃହ ନଷ୍ଟ
ବଡ଼ମ୍ବା/ତିଗିରିଆ,୧୨ା୮(ଡି. ଏନ୍.ଏ.): ଲଗାଣ ବର୍ଷା ଯୋଗୁ ବଡ଼ମ୍ବା ଓ ତିଗିରଆ ବ୍ଲକରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବଡ଼ମ୍ବା ବ୍ଲକରେ ବହୁ ଚାଷ ଜମି ଜଳମଗ୍ନ ହୋଇଯାଇଛି। ବିଶେଷ କରି ବଡମ୍ବାର ଶଙ୍ଖାମେରୀ ଓ ଗୋପମଥୁରା ପଞ୍ଚାୟତର ବହୁ ଫସଲ ନଷ୍ଟ ହୋଇଯାଇଛି।…
ଅକ୍ଟୋବର ୭ରୁ ଅଗ୍ନିପଥ ଯୋଜନାରେ ନିଯୁକ୍ତି ରାଲି
କଟକ ଅଫିସ, ୧୦ା୮: ଭାରତ ସରକାରଙ୍କ ଅଗ୍ନିପଥ ଯୋଜନାରେ ସୈନ୍ୟ ବାହିନୀରେ ନିଯୁକ୍ତି ରାଲି ପାରାଦୀପସ୍ଥିତ ଗୋପବନ୍ଧୁ ଷ୍ଟାଡିୟମରେ ଆସନ୍ତା ଅକ୍ଟୋବର ୭ରୁ ୧୪ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଣୁ ପ୍ରାର୍ଥୀମାନେ ଅଗଷ୍ଟ ୧ରୁ ୩୦ ତାରିଖ ମଧ୍ୟରେ ଆବେଦନ…
ଏପଟେ ଗୋ’ ପୂଜା, ସେପଟେ ଚାଲାଣ
ନିଶ୍ଚିନ୍ତକୋଇଲି,୧୧ା୮(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧିନସ୍ଥ ସୁକରପଡ଼ା ଏକ ପୋଖରୀ ନିକଟରୁ ମଇଁଷି ସମେତ ଦୁଇଟି ଗୋରୁ ଚାଲାଣ କଣ୍ଟେନର ଜବତ ହୋଇଥିବା ଥାନାଧିକାରୀ ସୂଚନା ଦେଇଛନ୍ତି। ଗୋ’ଚାଲାଣ ସମ୍ପର୍କରେ ଖବର ପାଇ ଗୋ ସୁରକ୍ଷା ସମିତି ପକ୍ଷରୁ ପୋଲିସକୁ…
ଅଟୋ ଚାଳକଙ୍କୁ ବୀଭତ୍ସ ହତ୍ୟା
କଟକ ସଦର, ୧୧।୮(ଡି.ଏନ.ଏ.): କଟକ ଜିଲା କିଶନନଗର ଥାନା ଅନ୍ତର୍ଗତ ପ୍ରହରାଜପୁର ଗ୍ରାମରେ ଜଣେ ଅଟୋ ଚାଳକଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି। ମୃତକ ହେଲେ ଅବଦୁଲ କାଦର୍ (୪୬)। ତାଙ୍କ ମୃତଦେହ ଗୁରୁବାର ସକାଳେ ସ୍ଥାନୀୟ ନମାଜ ପଡିଆ ନିକଟରେ…
Archives


