କଟକ

ମହାନଦୀକୁ ଡେଇଁ ଯୁବକ ନିଖୋଜ

କଟକ ଅଫିସ,୨୭।୮: ମହାନଦୀକୁ ଡେଇଁ ଯୁବକ ନିଖୋଜ। କଟକ ମୁଣ୍ଡଳି ବ୍ରିଜ୍‌ ଉପରେ ସ୍କୁଟି ରଖି ଯୁବକ ଡେଇଁ ପଡିଥିବା ଜଣାପଡିଛି। ତେବେ ଯୁବକ ଜଣଙ୍କ ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଅଞ୍ଚଳର ବୋଲି ସୂଚନା ମିଳିଛି। ଯୁବକଙ୍କ ଡିଏଲ୍‌ ଓ ପ୍ୟାନ୍‌ କାର୍ଡ…

ପାନାମା ପଣ୍ୟବାହୀ ଜାହାଜକୁ ମୁକ୍ତକର: ହାଇକୋର୍ଟ

କଟକ ଅଫିସ,୨୭ା୮: ବ୍ୟବସାୟିକ ବିବାଦକୁ ନେଇ ପାରାଦୀପ ବନ୍ଦରରେ ଅଟକ ରଖାଯାଇଥିବା ପାନାମାର ପଣ୍ୟବାହୀ ଜାହାଜ ‘ଏମ୍‌ଭି ମେରାଇନ୍‌ ହର୍ନବିଲ୍‌ (ଆଇଏମ୍‌ଓ ନଂ- ୯୫୯୪୩୬୫)’କୁ ମୁକ୍ତ କରିବା ପାଇଁ ଶୁକ୍ରବାର ହାଇକୋର୍ଟ ବନ୍ଦର କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ଜାହାଜ କର୍ତ୍ତୃପକ୍ଷଙ୍କ…

ଆସନ୍ତାକାଲି ଏଏସ୍‌ଓ ପରୀକ୍ଷା

କଟକ ଅଫିସ,୨୬ା୮- ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପକ୍ଷରୁ ଶନିବାର ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ) ଲିଖିତ ପରୀକ୍ଷା କରାଯିବ। ୩ଟି ସିଟିଂରେ ପରୀକ୍ଷା ଦେବାକୁ ରାଜ୍ୟର ପ୍ରାୟ ୨ ଲକ୍ଷ ୧୮ ହଜାର ପରୀକ୍ଷାର୍ଥୀ ଫର୍ମପୂରଣ କରିଛନ୍ତି। ଏଥିପାଇଁ ବିଭିନ୍ନ ଜିଲାର…

ପଦ୍ମଶ୍ରୀ କମଳା ପୂଜାରୀଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର

କଟକ ଅଫିସ,୨୬ା୮:କଟକ ଏସ୍‌ସିବି ମେଡିକାଲରେ ଚିକିତ୍ସିତ ହେଉଥିବା ପଦ୍ମଶ୍ରୀ କମଳା ପୂଜାରୀଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ତାଙ୍କ ଚିକିତ୍ସା ପାଇଁ ଭେଷଜ ବିଭାଗୀୟ ମୁଖ୍ୟ ପ୍ରଫେସର ଡା. ଜୟନ୍ତ କୁମାର ପଣ୍ଡାଙ୍କ ନେତୃତ୍ୱରେ ୪ ଜଣିଆ ଡାକ୍ତରୀ ଟିମ୍‌ ଗଠନ କରାଯାଇଛି।…

ହାତୀ ମୃତ୍ୟୁ ରୋକିବାକୁ ଗଠନ ହେବ ଜଏଣ୍ଟ ଟାସ୍କ ଫୋର୍ସ

କଟକ ଅଫିସ,୨୫।୮: ରାଜ୍ୟରେ ହାତୀ ମୃତ୍ୟୁ ମାମଲା ସାମ୍ନାକୁ ଆସିବାରେ ଲାଗିଛି। ତେବେ ଏହାକୁ ରୋକିବା ପାଇଁ ଜଏଣ୍ଟ ଟାସ୍କ ଫୋର୍ସ ଗଠନ କରାଯିବ। ପୋଲିସ ଓ ବନ ବିଭାଗକୁ ନେଇ ଏହି ଜଏଣ୍ଟ ଟାସ୍କ ଫୋର୍ସ ଗଠିତ ହେବ ।…

କଟକର ଗରିମା ତୁଳସୀପୁର

କଟକ ଅଫିସ,୨୫ା୮: ପ୍ରାଚୀନ କଟକ ସହରର ପ୍ରମୁଖ ପରିଚିତି ପୂର୍ବାଞ୍ଚଳର ତୁଳସୀପୁର। ସାମାଜିକ, ଅର୍ଥନୈତିକ, ନ୍ୟାୟିକ, ଆଧ୍ୟାତ୍ମିକ, ରାଜନୈତିକ, ସାଂସ୍କୃତିକ, ଶୈକ୍ଷିକ ଆଦି ବିଭିନ୍ନ ଦିଗକୁ ଅବଲୋକନ କଲେ କଟକର ଗାରିମାକୁ ରାଜ୍ୟ, ଜାତୀୟ ତଥା ଅନ୍ତର୍ଜାତୀୟସ୍ତରରେ ଉଜ୍ଜ୍ୱଳ କରିଛି ଏହି…

କେନାଲକୁ ଓଲଟିଲା ମାଛ ବୋଝେଇ ପିକଅପ୍‌: ମାନବିକତା ଦେଖାଇ ପାଣିରୁ ମାଛ କାଢି ଫେରାଇଲେ ଲୋକେ

ମାହାଙ୍ଗା,୨୪ା୮(ସ୍ବ.ପ୍ର.): ମାହାଙ୍ଗା ଥାନା ହଳଦିଆ ପଞ୍ଚାୟତ ଇଟାମୁଣ୍ଡଳୀ ଗଁା ନିକଟରେ ବୁଧବାର ସକାଳେ ଏକ ମାଛ ବୋଝେଇ ପିକ୍‌ଅପ୍‌ ଭ୍ୟାନଟି ନିଶ୍ଚିନ୍ତକୋଇଲିରୁ ପଞ୍ଚୁପାଣ୍ଡବକୁ ଯାଉଥିବା ଭାରସାମ୍ୟ ହରାଇ କେନାଲ ପାଣି ମଧ୍ୟକୁ ଓଲଟି ପଡିଥିଲା। ପିକ୍‌ଅପ୍‌ ଭ୍ୟାନରେ ଥିବା ଗାଡି ଚାଳକଙ୍କ…

ବାରବାଟୀରେ ଖେଳାଯିବ ଲିଜେଣ୍ଡ କ୍ରିକେଟ ଲିଗ୍‌ର ୩ ମ୍ୟାଚ୍‌

କଟକ ଅଫିସ,୨୪।୮: ଲିଜେଣ୍ଡ କ୍ରିକେଟ ଲିଗ୍‌(ଏଲ୍‌ଏଲ୍‌ସି)ର ତିନୋଟି ମ୍ୟାଚ୍‌ କଟକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ। ସେପ୍ଟେମ୍ବେର ୨୭, ୨୯ ଓ ୩୦ରେ ଏହି ମ୍ୟାଚ ଅନୁଷ୍ଠିତ ହେବ। ଭାରତ ସମେତ ବିଶ୍ୱର ବିଭିନ୍ନ ଦେଶର ଅନ୍ତର୍ଜାତୀୟ ଖେଳାଳି ଏଥିରେ ଭାଗ ନେବେ…

ସାମ୍ବାଦିକ କରାଇଦେବା ନାଁରେ ବ୍ଲାକମେଲ

କଟକ ଅଫିସ, ୨୩ା୮:କଟକର ପୁରୁଣା ସଚିବାଳୟ ମାର୍ଗରେ ସୋମବାର ଜଣେ ମହିଳା ଏବଂ ଜଣେ ବ୍ୟକ୍ତିଙ୍କ ମଧ୍ୟରେ ଧସ୍ତାଧସ୍ତି ଓ ମାର୍‌ପିଟ୍‌ ହୋଇଛି। ସମ୍ପୃକ୍ତ ବ୍ୟକ୍ତି ତାଙ୍କୁ ସାମ୍ବାଦିକା କରାଇଦେବା ନାଁରେ ବ୍ଲାକ୍‌ମେଲ୍‌ କରୁଥିବା ମହିଳା ଜଣକ ଅଭିଯୋଗ ଆଣିଛନ୍ତି। ଦୁହେଁ…

ଦାବିରେ ରହିଗଲା ‘ଫିଲିଗ୍ରୀ ହବ୍‌’

କଟକ ଅଫିସ, ୨୨ା୮(ପୁରୁଷୋତ୍ତମ ସାହୁ): କଟକର ତାରକସି ହସ୍ତକଳା କାରୁକାର୍ଯ୍ୟ ଦିନକୁ ଦିନ ଲୁପ୍ତ ହେବାକୁ ଯାଉଛି। ଯେଉଁ ହସ୍ତକଳା କଟକକୁ ଏକଦା ରୌପ୍ୟ ନଗରୀ(ସିଲ୍‌ଭର ସିଟି)ର ପରିଚୟ ଦେଇଥିଲା ସେହି କାରୁକାର୍ଯ୍ୟ ଏବେ ଇତିହାସ ପାଲଟିବାକୁ ଯାଉଛି। ପାଞ୍ଚଶହ ବର୍ଷ…

୨୭ରେ ଏଏସ୍‌ଓ ପରୀକ୍ଷା

କଟକ ଅଫିସ,୨୧।୮: ବନ୍ୟା ଯୋଗୁ ଘୁଞ୍ଚିଥିବା ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ) ଲିଖିତ ପରୀକ୍ଷା ଆସନ୍ତା ୨୭ ତାରିଖରେ ହେବ। ଏନେଇ ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପକ୍ଷରୁ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଉକ୍ତ ଦିନ ୩ଟି ସିଟିଂରେ ପରୀକ୍ଷା ହେବ।…

ଘରୋଇ ଚିକିତ୍ସାଳୟକୁ କାରଣ ଦର୍ଶାଅ ନୋଟିସ୍‌

କଟକ ଅଫିସ,୨୦ା୮: କଟକରେ ଡେଙ୍ଗୁ ମୃତ୍ୟୁକୁ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ସମ୍ପୃକ୍ତ ଯୁବକଙ୍କର ଡେଙ୍ଗୁ ଚିହ୍ନଟ ହେବା ପରେ ସେ ଚିକିତ୍ସିତ ହେଉଥିବା ଘରୋଇ ଚିକିତ୍ସାଳୟକୁ ଶୁକ୍ରବାର କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ମିଳିଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri