ଧାର ଟଙ୍କା ପାଇଁ ଯୁବକଙ୍କୁ ବାନ୍ଧି ସ୍କୁଟି ପଛରେ ଦୌଡ଼ାଇବା ଘଟଣା: ୨ ଅଭିଯୁକ୍ତ ଗିରଫ
କଟକ ଅଫିସ,୧୮ା୧୦:ଧାର ନେଇଥିବା ଟଙ୍କା ଶୁଝି ନ ପାରିବାରୁ ଶାସ୍ତିବିଧାନ ସ୍ବରୂପ ଜଣେ ଯୁବକଙ୍କୁ ହାତବାନ୍ଧି ଦଉଡ଼ି ଦ୍ୱାରା ବାଇକ ପଛରେ ଦୌଡ଼ାଇବା ଭଳି ବର୍ବର କାଣ୍ଡ ରବିବାର ସନ୍ଧ୍ୟାରେ କଟକ ସହରରେ ଦେଖିବାକୁ ମିଳିଥିଲା। ଜନଗହଳିପୂର୍ଣ୍ଣ ରାସ୍ତାରେ ଏଭଳି ଘଟଣା…
୯ମ,୧୦ମ ପାଇଁ ୪ ନୂଆ ପାଠ୍ୟକ୍ରମ
କଟକ ଅଫିସ, ୧୮ା୧୦:ଶିକ୍ଷାବର୍ଷ ଅଧାରେ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ)ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ନବମ ଓ ଦଶମ ଶ୍ରେଣୀ ପାଇଁ ବୋର୍ଡ ନୂଆ ପାଠ୍ୟକ୍ରମ ଆଣିଛି। ନବମ ଓ ଦଶମ ଶ୍ରେଣୀରେ ୪ଟି ନୂଆ ବିଷୟ ରହିବ। ବୁକ୍ ରିଭ୍ୟୁ,…
ଫ୍ୟାମିଲି କୋର୍ଟରେ ବର୍ଷା-ଅନୁଭବ
କଟକ ଅଫିସ,୧୭।୧୦: ଅଭିନେତା ତଥା ଏମ୍ପି ଅନୁଭବ ମହାନ୍ତି ଏବଂ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାଦ ମାମଲା ତୁଟିବାର ନାଁ ନେଉନାହିଁ। ସୋମବାର ଉଭୟ ପୁଣି ଥରେ କଟକ ଫ୍ୟାମିଲି କୋର୍ଟରେ ହାଜର ହୋଇଥିବା ବେଳେ ଆଜି ବି ବର୍ଷାଙ୍କ ସାକ୍ଷ୍ୟ ଗ୍ରହଣ…
କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ: ଭୋଟ ଦେଲେନି ବିଧାୟକ ମୋକିମ
କଟକ ଅଫିସ,୧୭।୧୦: କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ସୋମବାର ମତଦାନ ପ୍ରକ୍ରିୟା ଶେଷ ହୋଇଛି। ଇତି ମଧ୍ୟରେ କଂଗ୍ରେସର ପଦାଧିକାରୀ ନିଜ ମତ ସାବ୍ୟସ୍ତ କରିଥିବା ବେଳେ ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମ ଭୋଟ ଦେଇ ନ ଥିବା ଜଣାପଡିଛି। ଏହାକୁ…
ନବୀନଙ୍କ ଜନ୍ମଦିନରେ ରକ୍ତଦାନ କଲେ ସଂଖ୍ୟାଲଘୁ ମହିଳା, ପୁରୁଷ
ନିଶ୍ଚିନ୍ତକୋଇଲି,୧୬ା୧୦(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ସୁକରପଡ଼ା ଡାକବଙ୍ଗଳାରେ ନିଶ୍ଚିନ୍ତକୋଇଲି ସଂଖ୍ୟାଲଘୁ ସେଲ ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା ଯୋଗଦେଇ ନବୀନଙ୍କ ଦୀର୍ଘ ନିରାମୟ ଜୀବନ କାମନା…
ଥାନାର ଦ୍ୱାରସ୍ଥ ହେଲେ ଅନୁଭବ
କଟକ ଅଫିସ,୧୬।୧୦: ଥାନାର ଦ୍ୱାରସ୍ଥ ହୋଇଛନ୍ତି ଅଭିନେତା ତଥା ଏମ୍ପି ଅନୁଭବ ମହାନ୍ତି । ବିଭିନ୍ନ ସୋସିଆଲ ମିଡିଆ ପ୍ଲାଟଫର୍ମ ଇନ୍ଷ୍ଟାଗ୍ରାମ ଏବଂ ଫେସ୍ବୁକ୍ରେ ତାଙ୍କ ନାମରେ ନକଲି ଆକାଉଣ୍ଟ ଖୋଲାଯିବା ନେଇ ସେ କଟକ ସାଇବର ଓ ଅର୍ଥନୈତିକ ଅପରାଧ…
ବାଲିଯାତ୍ରା: ୮ ଦିନରେ ୮୬୮ ପ୍ଲଟ୍ ପଞ୍ଜୀକରଣ
କଟକ ଅଫିସ,୧୬ା୧୦: ଓଡ଼ିଶାର ଐତିହ୍ୟ ସହ ଜଡ଼ିତ ବାଲିଯାତ୍ରା ଏବେ ବ୍ୟବସାୟ ତଥା ମନୋରଞ୍ଜନର ଭିତ୍ତିଭୂମି ପାଲଟିଛି। ଚଳିତବର୍ଷ ବାଲିଯାତ୍ରାରୁ ଜିଲା ପ୍ରଶାସନ ରେକର୍ଡ ପରିମାଣର ଆୟ ବୃଦ୍ଧି ନିମନ୍ତେ ଲକ୍ଷ୍ୟ ରଖିଛି। ଯାହାକି ଅନ୍ଲାଇନ୍ ମାଧ୍ୟମରେ ବାଲିଯାତ୍ରା ପଡ଼ିଆର ପ୍ଲଟ୍ଗୁଡ଼ିକୁ…
ମେଡିସିନ୍ କିଣା ଉପରେ ଲାଗିଲା କଟକଣା
କଟକ ଅଫିସ,୧୫।୧୦: ଓଡ଼ିଶା ବାହାରୁ ମେଡିସିନ୍ କିଣା ଉପରେ ଲାଗିଲା କଟକଣା। ନକଲି ଔଷଧ କାରବାର ଘଟଣା ସାମ୍ନାକୁ ଆସିବା ପରେ ଓଡ଼ିଶା କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ଆସୋସିଏଶନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଏଥିସହ ପଞ୍ଜୀକୃତ କମ୍ପାନୀରୁ ମେଡିସିନ୍ ବ୍ୟବସାୟୀ…
‘ଅର୍ଚ୍ଚନାଙ୍କ କଳା ସାମ୍ରାଜ୍ୟର ତଦନ୍ତ କରୁ ଇଡି’
କଟକ ଅଫିସ,୧୫ା୧୦: ବହୁଚର୍ଚ୍ଚିତ ବ୍ଲାକ୍ମେଲର ଅର୍ଚ୍ଚନା ନାଗ ମାମଲା ଏବେ ହାଇକୋର୍ଟରେ ପହଞ୍ଚତ୍ଛି। ପୋଲିସ ତଦନ୍ତ ଆଗେଇ ପାରୁ ନ ଥିବାରୁ ମାମଲାର ତଦନ୍ତ ଭାର କେନ୍ଦ୍ର ସରକାରଙ୍କ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)କୁ ଦେବା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେବାକୁ ପ୍ରାର୍ଥନା…
ଓସିଏ ସଭାପତି ପ୍ରାର୍ଥୀ ହେବେ ପ୍ରଣବ
ପୁରୀ ଅଫିସ/କଟକ ଅଫିସ୍, ୧୫ା୧୦: ଓଡ଼ିଶା କ୍ରିକେଟ୍ ଆସୋସିଏଶନ୍ (ଓସିଏ) ନିର୍ବାଚନ ନେଇ ଶୁକ୍ରବାର ପୁରୀସ୍ଥିତ ଏକ ଘରୋଇ ହୋଟେଲରେ ଅନୌପଚାରିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଯାଜପୁର ବିଧାୟକ ତଥା ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କୁ ଓସିଏର…
୪ରେ ବର୍ଷାଙ୍କ ଆବେଦନର ଶୁଣାଣି
କଟକ ଅଫିସ,୧୪।୧୦: ଅଭିନେତା ତଥା ଏମ୍ପି ଅନୁଭବ ମହାନ୍ତି ଏବଂ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ମାମଲା ଥମିବାର ନାଁ ନେଉନାହିଁ। ସୋସିଆଲ ମିଡିଆରେ ଆକ୍ଷେପକୁ ନେଇ ବର୍ଷାଙ୍କ ଆବେଦନ ଶୁଣାଣି ନଭେମ୍ବର ୪ରେ ହେବ ବୋଲି ସୂଚନା ମିଳିଛି।…
ରାଷ୍ଟ୍ରପତିଙ୍କ ଜୀବନୀ ଲେଖି ଚର୍ଚ୍ଚାରେ ତେଜସ୍ବିନୀ
ରଘୁନାଥପୁର,୧୪ା୧୦(ଡି.ଏନ.ଏ.): ମାତ୍ର ୧୭ ବର୍ଷ ବୟସରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜୀବନୀ ସମ୍ପର୍କରେ ଲେଖି ଜଗତ୍ସିଂହପୁର ଜିଲା ରଘୁନାଥପୁର ବ୍ଲକ ସାଦେଇପୁର ଗ୍ରାମର ଯୁକ୍ତ ଦୁଇ ବିଜ୍ଞାନ ଛାତ୍ରୀ ତେଜସ୍ବିନୀ ପଣ୍ଡା ଚର୍ଚ୍ଚାରେ ରହିଛନ୍ତି। ବାପା ଶୁଭେନ୍ଦୁ ବର୍ତ୍ତମାନ ପୋଲିସ ବିଭାଗରେ…

