କଟକ

ପୂର୍ବ ଶତ୍ରୁତା ଲାଗି ମହିଳାଙ୍କୁ ଏସିଡ୍‌ ମାଡ

ଆଠଗଡ଼,୧୩।୭(ଡି.ଏନ୍‌.ଏ.): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମହିଳାଙ୍କୁ ଏସିଡ ମାଡ଼ ହୋଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି। କଟକ ଜିଲା ତିଗିରିଆ ଥାନା ଅନ୍ତର୍ଗତ ଜେମାଦେଇପୁର ସାନପାଟଣାରେ । ବାଇକ୍‌ରେ ଦୁଇ ଦୁର୍ବୃତ୍ତ ଆସି ମହିଳାଙ୍କୁ ଏସିଡ ମାଡ କରି ଫେରାର୍‌ ହୋଇଯାଇଛନ୍ତି।…

ଜାପାନରେ ଓଡ଼ିଆ ମନୋବିଜ୍ଞାନୀ ଶୀତଲ

କଟକ ଅଫିସ, ୧୩।୭: ଅନେକ ଓଡ଼ିଆ ନିଜ ପ୍ରତିଭା ବଳରେ ଦେଶବିଦେଶରେ ନାମ ଅର୍ଜନ କରୁଛନ୍ତି। ଶିକ୍ଷକମାନଙ୍କୁ ଶିକ୍ଷା କ୍ଷେତ୍ରରେ ପ୍ରଶିକ୍ଷଣ ଦେବା ସହ ଅଧିକ ଜ୍ଞାନ ଅର୍ଜନ କରିବା ପାଇଁ ଜାପାନ ସରକାରଙ୍କ ଶିକ୍ଷା ବିଭାଗର ନିମନ୍ତ୍ରଣ କ୍ରମେ ଓଡ଼ିଆ…

ସାକ୍ଷ୍ୟ ଗ୍ରହଣ ପାଇଁ କୋର୍ଟକୁ ଆସିଲେ ଅନୁଭବ

କଟକ ଅଫିସ,୧୨।୭:କଟକ ପରିବାର ଅଦାଲତରେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ଏମ୍‌ପି ଅନୁଭବ ମହାନ୍ତିଙ୍କ ବିବାଦ ମାମଲାରେ ସାକ୍ଷ୍ୟ ଗ୍ରହଣ ପାଇଁ ସୋମବାର କୋର୍ଟରେ ଉପସ୍ଥିତ ହୋଇଥିଲେ ଏମ୍‌ପି ଅନୁଭବ ମହାନ୍ତି। ପ୍ରତିପକ୍ଷ ଓକିଲ ଅର୍ଥାତ ବର୍ଷାଙ୍କ ଆଇନଜୀବୀ ତାଙ୍କୁ ଜେରା…

ମାଟ୍ରିକ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ

କଟକ ଅଫିସ,୧୨ା୭:ମାଟ୍ରିକ ପରୀକ୍ଷାଫଳକୁ ନେଇ ଅସନ୍ତୁଷ୍ଟ ଥିବା ପରୀକ୍ଷାର୍ଥୀଙ୍କ ନିମନ୍ତେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ସୋମବାରଠାରୁ ଉତ୍ତର ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ପରୀକ୍ଷାର୍ଥୀମାନେ ଅନ୍‌ଲାଇନ ମାଧ୍ୟମରେ…

ଜୀବନ୍ତ ଜଳିଗଲେ ଦିବ୍ୟାଙ୍ଗ ଯୁବତୀ

କଟକ ଅଫିସ ,୧୨/୭: କଟକ ସୂତାହାଟ ଅଞ୍ଚଳର ଖ୍ରୀଷ୍ଟିଆନ ସାହିରେ ସୋମବାର ରାତିରେ ଅଗ୍ନିକାଣ୍ଡରେ ଜଣେ ଦିବ୍ୟାଙ୍ଗ ଯୁବତୀ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ମୃତା ହେଲେ ୨୧ ବର୍ଷୀୟା ଲତିଫା ଶେଖ। ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଏ ନେଇ…

ଶିକ୍ଷକଙ୍କ ମାଡ଼ରେ ୫ ଛାତ୍ର ଲହୁଲୁହାଣ

ନରସିଂହପୁର,୧୧ା୭ (ସ୍ବ.ପ୍ର.): ରାଜ୍ୟ ସରକାର ବିଦ୍ୟାଳୟକୁ ଦଣ୍ଡମୁକ୍ତ ଅଞ୍ଚଳଭାବେ ଘୋଷଣା କରିଛନ୍ତି। ଏହାସତ୍ତ୍ୱେ କେତେଜଣ ଶିକ୍ଷକ ନିୟମ ଉଲ୍ଲଂଘନ କରି ପିଲାଙ୍କୁ ମାଡ଼ ମାରୁଛନ୍ତି। କଟକ ଜିଲା ନରସିଂହପୁର ଥାନା ଅନ୍ତର୍ଗତ ଦେବଭୂଇଁ ପଞ୍ଚାୟତର ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟରେ ଏଭଳି ଘଟଣା…

ପିଲା ପଢ଼ିବେ ଜଳବାୟୁ ପରିବର୍ତ୍ତନ, କୋଭିଡ୍‌ ପାଠ

ଭୁବନେଶ୍ୱର, (ବ୍ୟୁରୋ)/କଟକ ଅଫିସ, ୧୧।୭: ଏଣିକି ସ୍କୁଲରେ କୋଭିଡ୍‌ ସଂକ୍ରାନ୍ତ ପାଠ ପଢ଼ାଯିବ। ୨୦୨୨-୨୩ ଶିକ୍ଷାବର୍ଷରୁ ଜଳବାୟୁ ପରିବର୍ତ୍ତନ ଓ କୋଭିଡ୍‌ ପରିଚାଳନା ସଂକ୍ରାନ୍ତ ବିଷୟବସ୍ତୁ ସ୍କୁଲ ପାଠ୍ୟକ୍ରମରେ ସାମିଲ କରାଯିବ ବୋଲି ରବିବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର…

ଦୁଗ୍ଧ ଟ୍ୟାଙ୍କର ଦୁର୍ଘଟଣା ଗ୍ରସ୍ତ: ଚାଲିଗଲା ହେଲପର୍‌ଙ୍କ ଜୀବନ

କଟକ ସଦର,୯ା୭: କଟକ-ନୂଆଗାଁ ଜାତୀୟ ରାଜପଥ କନ୍ଦରପୁର ଥାନା ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଦୁଗ୍ଧ ଟ୍ୟାଙ୍କର ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏଥିରେ ହେଲପର୍‌ ସୁରେନ୍ଦ୍ର ଲେଙ୍କାଙ୍କ ମୃତ୍ୟୁ ଘଟିଛି। ତାଙ୍କ ଘର ଜଗତସିଂହପୁର ଜିଲା ତିର୍ତ୍ତୋଲ ଥାନା ଅଧୀନ…

୪୫ହଜାର ପିଲା କାହିଁକି ଅନୁପସ୍ଥିତ ରହିଲେ ତାହା ସେମାନେ ହିଁ କହିବେ : ମନ୍ତ୍ରୀ

କଟକ ଅଫିସ,୭ା୭: ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ୪୫,୦୯୧ ଛାତ୍ରୀଛାତ୍ର ଅନୁପସ୍ଥିତ ରହିଥିଲେ। ତେବେ କାହିଁକି ଅନୁପସ୍ଥିତ ରହିଲେ, ତାହା କେବଳ ସେମାନେ ହିଁ କହିପାରିବେ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି ା ବୁଧବାର ୨୦୨୧-୨୨ ଶିକ୍ଷାବର୍ଷର ପରୀକ୍ଷା…

ଆଇନ ଛାତ୍ରୀଛାତ୍ରଙ୍କ ପରୀକ୍ଷା ବର୍ଜନ

କଟକ ଅଫିସ,୭ା୭: ମଧୁସୂଦନ ଆଇନ ମହାବିଦ୍ୟାଳୟର ଛାତ୍ରୀଛାତ୍ର ପରୀକ୍ଷା ବର୍ଜନ କରିଛନ୍ତି। ମହାବିଦ୍ୟାଳୟର ୩ କର୍ମଚାରୀ କରୋନା ପଜିଟିଭ୍‌ ଭାବେ ଚିହ୍ନଟ ହୋଇଥିବାରୁ ପରୀକ୍ଷା କେନ୍ଦ୍ର ବଦଳାଇବା ଏବଂ ଅନ୍‌ଲାଇନ୍‌ରେ ପରୀକ୍ଷା ଦେବାକୁ ଛାତ୍ରୀଛାତ୍ର ଦାବି କରିଛନ୍ତିି।

ପୁଅର ପନିକି ଚୋଟରେ ଆଖି ବୁଜିଲେ ମା’

ନିଶ୍ଚିନ୍ତକୋଇଲି,୬।୭(ସ୍ବ.ପ୍ର.): ପୁଅର ପନିକି ଚୋଟରେ ମା’ଙ୍କ ମୃତ୍ୟୁ। କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଶୁକରପଡା ଗ୍ରାମରେ ବୁଧବାର ଏଭଳି ଘଟଣା ଘଟିଛି। ମୃତ ମହିଳା ହେଲେ ପ୍ରମିଳା ସ୍ବାଇଁ। ଅଭିଯୁକ୍ତ ପୁଅ ଜିତେନ୍ଦ୍ର ସ୍ବାଇଁ ଫେରାର ହୋଇ ଯାଇଛନ୍ତି। ସୂଚନାନୁଯାୟୀ, ପ୍ରମିଳାଙ୍କ…

ଅପରାହ୍ନ ୨ଟା ପରେ ଓ୍ବେବ୍‌ସାଇଟ୍‌ରୁ ରେଜଲ୍ଟ ଜାଣିପାରିବେ ଛାତ୍ରୀଛାତ୍ର, କିଭଳି ଜାଣନ୍ତୁ…

କଟକ ଅଫିସ,୬।୭: ଚଳିତ ବର୍ଷର ମାଟ୍ରିକ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ଦିନ ଦୁଇଟା ପରେ ପରୀକ୍ଷାର୍ଥୀମାନେ ନିଜ ନିଜର ରେଜଲ୍ଟ ୱେବସାଇଟ୍‌ରୁ ଜାଣିପାରିବେ । ପରୀକ୍ଷାର୍ଥୀମାନେ WWW.BSEODISHA.AC.IN ଓ ORISSARESULTS.NIC.IN ଓ୍ବେବ୍‌ସାଇଟ୍‌ରୁ ରେଜଲ୍ଟ ଜାଣିପାରିବେ। ଏହାଛଡ଼ା ଏସ୍‌ଏମ୍‌ଏସ୍‌ ଜରିଆରେ ବି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri