କଟକ

୯ବର୍ଷର ପୁତୁରାଙ୍କୁ ଚେଙ୍କ

କଟକ ଅଫିସ, ୯।୧୦: ମା’ଙ୍କ ଅକାଳ ବିୟୋଗ ପରେ ବାପା ୨ୟ ବିବାହ କଲେ। ହେଲେ ସେମାନଙ୍କଠାରୁ ଠିକ୍‌ରେ ଯତ୍ନ ନ ପାଇବାରୁ ଦାଦାଖୁଡ଼ୀଙ୍କୁ ଭରସା କଲେ। ସେମାନେ ମଧ୍ୟ ନିଷ୍ଠୁର ହୋଇଗଲେ। ପାଠପଢ଼ା ବୟସରେ କାମ ନ କରିବାରୁ ୯ବର୍ଷୀୟ…

ବାଲିଯାତ୍ରା ଲାଗି ଆରମ୍ଭ ହେଲା ପ୍ଲଟ୍‌ ବୁକିଂ

କଟକ ଅଫିସ, ୮ା୧୦: ବାଲିଯାତ୍ରା ପାଇଁ ଆରମ୍ଭ ହେଲା ପ୍ଲଟ ବୁକିଂ। ଉଭୟ ଉପର ଓ ତଳ ବାଲିଯାତ୍ରା ପଡ଼ିଆ ଲାଗି ଏକ ହଜାର ବର୍ଗ ଫୁଟ ଯାଏ ବ୍ୟବସାୟୀମାନେ ପ୍ଲଟ୍‌ ବୁକିଂ କରି ପାରିବେ। ଗୋଟିଏ ପ୍ଲଟ୍‌କୁ ପଞ୍ଜିକରଣ କରିବାକୁ…

ଓଟିଇଟି ପାଇଁ ୧୦ରୁ ଆବେଦନ

କଟକ ଅଫିସ, ୮ା୧୦: ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି)-୨୦୨୨ ଦ୍ୱିତୀୟ ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଆବେଦନ ତାରିଖ ଘୋଷଣା କରାଯାଇଛି। ଆସନ୍ତା ୧୦ରୁ ୧୯ ତାରିଖ ମଧ୍ୟରେ ପରିକ୍ଷାର୍ଥୀମାନେ ଆବେଦନ କରିପାରିବେ। ଏଥିପାଇଁ ବୋର୍ଡ ୱେବ୍‌ସାଇଟ୍‌ www.bseodisha.ac.inରେ ସମସ୍ତ…

ଦେବୀଗଡ଼ାରେ ମା’ଙ୍କୁ ମେଲାଣି

କଟକ ଅଫିସ,୭ା୧୦: ଶେଷ ହୋଇଛି ଦୁର୍ଗାପୂଜା। ଗୁରୁବାର ଧରାପୃଷ୍ଠରୁ ବିଦାୟ ନେଉଛନ୍ତି ଜଗଜ୍ଜନନୀ ମା’ ଦୁର୍ଗା। ଚଳିତବର୍ଷ କଟକ ସହରର ୧୭୨ଟି ମଣ୍ଡପରେ ପୂଜା ଆୟୋଜନ କରାଯାଇଥିଲା। ୨ ବର୍ଷର କୋଭିଡ୍‌ କଟକଣା ପରେ ଏବର୍ଷ ପୁଣି ଭସାଣି ଉତ୍ସବ ଆୟୋଜନ…

କଟକ ପାର୍ବଣର ନିଆରା ପରମ୍ପରା

ଐତିହାସିକ ସହର କଟକ ଦଶହରାର ସ୍ବତନ୍ତ୍ରତା ରହିଛି। ଏକଦା ଏଠାରେ ମୁଖ୍ୟ ଆକର୍ଷଣ ଥିଲା ଜରି ଓ ଚାନ୍ଦି ମେଢ। ଏବେ ବିଭିନ୍ନ ପୂଜା କମିଟି ମଧ୍ୟରେ ସୁନାମେଢ଼ ପାଇଁ ପ୍ରତିଯୋଗିତା ଦେଖାଦେଇଛି। ସେହିପରି ମାଛଭୋଗ, ଦହିପଖାଳ, ସିନ୍ଦୂରଖେଳ, କୁମାରୀ ପୂଜା…

ଡିଜିଟାଇଜେଶନ ହୋଇପାରୁନି ପାକ୍ସ

କଟକ ଅଫିସ, ୨।୧୦: କୃଷକଙ୍କ ଆର୍ଥିକ ମାନଦଣ୍ଡରେ ଉନ୍ନତି ଆଣିବା ଲକ୍ଷ୍ୟରେ କୋ-ଅପରେଟିଭ ସୋସାଇଟି କାର୍ଯ୍ୟକାରୀ ହେଉଛି। ରାଜ୍ୟରେ ମୋଟ୍‌ ୨୭୧୦ ପ୍ରାଥମିକ କୃଷି ସମବାୟ ସମିତି(ପାକ୍ସ) ରହିଛି। ହେଲେ ବିଭିନ୍ନ ସମୟରେ ପାକ୍ସଗୁଡ଼ିକରେ ଦୁର୍ନୀତି ହେଉଥିବା ଅଭିଯୋଗ ହେଉଛି। କେଉଁଠି…

ସରିଲା ଷଷ୍ଠୀ

କଟକ ଅଫିସ, ୧ା୧୦- ଦଶହରା ପାଇଁ ଉତ୍ସବ ମୁଖର କଟକ ସହର। କରୋନା ଯୋଗୁ ଦୁଇବର୍ଷ ଧରି ପୂଜା ଫିକା ପଡିଥିଲା। ଚଳିତବର୍ଷ କରୋନା ହ୍ରାସ ପାଇଥିବାରୁ ଓ କଟକଣା ନ ଥିବାରୁ ଦୁର୍ଗାପୂଜାକୁ ଆଡମ୍ବରପୂର୍ଣ୍ଣ କରିବା ପାଇଁ ବିଭିନ୍ନ ପୂଜା…

ଦୁର୍ଗାପୂଜା ପାଇଁ ମୁତୟନ ହେବେ ୨୩୦ ପ୍ଲାଟୁନ୍‌ ଫୋର୍ସ

କଟକ ଅଫିସ,୧ା୧୦: ଚଳିତବର୍ଷ ଦୁର୍ଗାପୂଜାରେ ଶାନ୍ତିଶୃଙ୍ଖଳା ରକ୍ଷା କରିବା ଓ ଅପରାଧ ନିୟନ୍ତ୍ରଣ ପାଇଁ ରାଜ୍ୟ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ପ୍ରତି ଜିଲାର ପୋଲିସବାହିନୀ ସହ ଅଧିକ ୨୩୦ ପ୍ଲାଟୁନ୍‌ ଫୋର୍ସ ମୁତୟନ କରାଯାଇଛି। ସେଥିମଧ୍ୟରେ କଟକରେ ୫୦…

ଆଜିଠୁ ହାଇକୋର୍ଟର ପୂଜା ଅବକାଶ

କଟକ ଅଫିସ,୧।୧୦: ଅକ୍ଟୋବର ପହିଲାରୁ ହାଇକୋର୍ଟର ପୂଜା ଅବକାଶ ଆରମ୍ଭ ହେଉଛି । ଏଥିପାଇଁ ଅକ୍ଟୋବର ୯ ପର୍ଯ୍ୟନ୍ତ ଅଦାଲତ ବନ୍ଦ ରହିବ । ୧୦ ତାରିଖରୁ ହାଇକୋର୍ଟରେ ପୂର୍ବ ପରି କାର୍ଯ୍ୟ ଚାଲିବ । ପୂଜା ଅବକାଶରେ ୩ ଦିନ…

ଏଚ୍‌ଏସ୍‌ଆର୍‌ପି ଅବଧି ମାସେ ବଢ଼ିଲା

ଭୁବନେଶ୍ୱର(ବ୍ୟୁରୋ)/କଟକ ଅଫିସ, ୧।୧୦: ଜନ ଅସନ୍ତୋଷକୁ ଦେଖି ରାଜ୍ୟ ସରକାର ହାଇସିକ୍ୟୁରିଟି ରେଜିଷ୍ଟ୍ରେଶନ ପ୍ଲେଟ୍‌ (ଏଚଏସ୍‌ଆରପି) ଲଗାଇବା ଅବଧି ଆଉ ୧ ମାସ ବୃଦ୍ଧି କରିଛନ୍ତି। ଏ ନେଇ ଶୁକ୍ରବାର ରାଜ୍ୟ ପରିବହନ ପ୍ରାଧିକରଣ (ଏସଟିଏ)ଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।…

ଜଷ୍ଟିସ ଯଶୱନ୍ତ ସିଂ ହେବେ ହାଇକୋର୍ଟର ମୁଖ୍ୟ ବିଚାରପତି

କଟକ ଅଫିସ,୩୦।୯: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ ହେବେ ଜଷ୍ଟିସ ଯଶୱନ୍ତ ସିଂ। ସୁପ୍ରିମକୋର୍ଟ କଲେଜିୟମ ଏ ନେଇ ନିଷ୍ପତ୍ତି ନେଇଛନ୍ତି। ଜଷ୍ଟିସ ଯଶୱନ୍ତ ବର୍ତ୍ତମାନ ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଅଛନ୍ତି। ସୂଚନାଯୋଗ୍ୟ, ୧୯୬୧ ଫେବୃଆରୀ ୨୩ରେ…

ଏସ୍‌ସିବିରେ ଖୁବ୍‌ଶୀଘ୍ର ହେବ ଯକୃତ ପ୍ରତିରୋପଣ

କଟକ ଅଫିସ,୩୦ା୯: କଟକସ୍ଥିତ ଏସ୍‌ସିବି ମେଡିକାଲ କଲେଜରେ ଖୁବ୍‌ଶୀଘ୍ର ଯକୃତ ପ୍ରତିରୋପଣ ଆରମ୍ଭ ହେବ। ଏଥିପାଇଁ ରୋଗୀଙ୍କୁ ଦେୟ ଦେବାକୁ ପଡ଼ିବ ନାହିଁ। ସମ୍ପୂର୍ଣ୍ଣ ସରକାରୀ ଖର୍ଚ୍ଚରେ ରୋଗୀଙ୍କଠାରେ ଯକୃତ ପ୍ରତିରୋପଣ କରାଯିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ଘୋଷଣା କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?