୩ ସ୍କୁଲରେ ଶୂନ ରେଜଲ୍ଟ,୧୧୭୦ରେ ସବୁ ପାସ୍
କଟକ ଅଫିସ,୬।୭: ବୁଧବାର ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷାଫଳ। ଚଳିତ ବର୍ଷ ୫ ଲକ୍ଷ ୨୬ ହଜାର ୮୧୮ ପିଲା ପରୀକ୍ଷା ଦେଇଥିବା ବେଳେ କୃତକାର୍ଯ୍ୟ ହୋଇଛନ୍ତି ୫,୧୭,୮୪୭। ତଦନୁଯାୟୀ ପାସ ହାର ୯୦.୫୫% ରହିଛି। ତେବେ ୩ ସ୍କୁଲରେ କୌଣସି…
ଫେଲ୍ ହେଲେ ୮୬୯୯ ପିଲା
କଟକ ଅଫିସ,୬।୭: ବୁଧବାର ଚଳିତ ବର୍ଷର ମାଟ୍ରିକ ପରୀକ୍ଷାଫଳ ପ୍ରକାଶ ପାଇଛି । ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାସ କଟକ ବୋର୍ଡ କାର୍ଯ୍ୟାଳୟରେ ଅନୁଷ୍ଠାନିକଭାବେ ଏହା ପ୍ରକାଶ କରିଛନ୍ତି । ଚଳିତ ବର୍ଷ ପାସ ହାର ୯୦.୫୫ ପ୍ରତିଶତ…
ପଞ୍ଚାୟତ ସମିତି ବୈଠକ ବାତିଲ: ଅଧକ୍ଷ ନିବାଚନ ସ୍ଥଗିତ
କଟକ ସଦର,୬।୭(ଡି.ଏନ୍. ଏ.): କଟକ ସଦର ବ୍ଲକ ଅଧକ୍ଷ ନିର୍ବାଚନ ପାଇଁ ବୁଧବାର ସ୍ବତନ୍ତ୍ର ବୈଠକ ଡକାଯାଇଥିଲା। ମାତ୍ର ନିର୍ଦ୍ଧାରିତ ସମୟ ୧୧ଟା ସୁଦ୍ଧା କେହି ସଭ୍ୟା, ସଭ୍ୟ ବୈଠକକୁ ନ ଆସିବାରୁ ନିର୍ବାଚନକୁ ବାତିଲ କରିଦିଆ ଯାଇଛି ବୋଲି ନିର୍ବାଚନ…
ପ୍ରକାଶ ପାଇଲା ମାଟ୍ରିକ୍ ପରୀକ୍ଷାଫଳ
କଟକ ଅଫିସ, ୬।୭: ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷାଫଳ । କଟକ ବୋର୍ଡ କାର୍ଯ୍ୟାଳୟରେ ବୁଧବାର ପରୀକ୍ଷାଫଳ ପ୍ରକାଶ କରାଯାଇଛି। ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ଆନୁଷ୍ଠାନିକ ଭାବେ ପରୀକ୍ଷାଫଳ ପ୍ରକାଶ କରିଛନ୍ତି। ତେବେ ଚଳିତ ବର୍ଷ…
ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ରିପୋର୍ଟ ତଲବ
କଟକ ଅଫିସ୍, ୬ା୭: ରାଜ୍ୟରେ ହାତୀବଂଶ ରକ୍ଷା ଏବଂ ସୁରକ୍ଷା ଦିଗରେ କ’ଣ ସବୁ ପଦକ୍ଷେପ ନିଆଯାଉଛି, ସେ ସମ୍ପର୍କରେ ବିସ୍ତୃତ ରିପୋର୍ଟ ସତ୍ୟପାଠ ମାଧ୍ୟମରେ ପ୍ରଦାନ କରିବାକୁ ରାଜ୍ୟ ସରକାରଙ୍କୁ ମଙ୍ଗଳବାର ହାଇକୋର୍ଟ ରିପୋର୍ଟ ତଲବ କରିଛନ୍ତି। ବନ୍ୟ ପ୍ରାଣୀ(ସୁରକ୍ଷା)…
ଆଜି ମାଟ୍ରିକ୍ ପରୀକ୍ଷାଫଳ
କଟକ ଅଫିସ, ୬ା୭: ମାଟ୍ରିକ୍ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇବ। ମଧ୍ୟମା ଓ ମୁକ୍ତ ବିଦ୍ୟାଳୟର ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ। ଛାତ୍ରୀଛାତ୍ରମାନେ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ୱେବ୍ସାଇଟ୍ ଏବଂ ଏସ୍ଏମ୍ଏସ୍ ମାଧ୍ୟମରେ ଫଳାଫଳ ଜାଣିପାରିବେ। ୱେବ୍ସାଇଟ୍ www.bseodisha.ac.in…
ଅନୁଭବ-ବର୍ଷା ଭିଡ଼ିଓ ଭାଇରାଲ ମାମଲା: ଆସନ୍ତା ୧୧ରେ ହେବ ଶୁଣାଣି
କଟକ ଅଫିସ,୫।୭: କେନ୍ଦ୍ରାପଡ଼ା ଏମ୍ପି ତଥା ଅଭିନେତା ଅନୁଭବ ମହାନ୍ତି ଏବଂ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବରିକ ବିବାଦ ମାମଲା ଥମିବାର ନାଁ ନେଉନାହିଁ। ଅନୁଭବ କିଛି ଦିନ ତଳେ ସୋସିଆଲ ମିଡ଼ିଆରେ ବର୍ଷାଙ୍କ ବିରୋଧରେ ବିଭିନ୍ନ ଭିଡିଓ ଶେୟାର କରିଥିଲେ।…
ଫ୍ୟାମିଲି କୋର୍ଟରେ ଅନୁଭବ
କଟକ ଅଫିସ,୪।୭: ଅଭିନେତା ତଥା କେନ୍ଦ୍ରାପଡ଼ା ଏମ୍ପି ଅନୁଭବ ମହାନ୍ତି ସୋମବାର କଟକ ଫ୍ୟାମିଲି କୋର୍ଟରେ ହାଜର ହୋଇଛନ୍ତି। ସେ କୋର୍ଟରେ ସାକ୍ଷ୍ୟ ପ୍ରଦାନ କରିଥିବା ଜଣାପଡ଼ିଛି। ୫ ଓ ୬ ତାରିଖ ଯାଏ ଏହି ସାକ୍ଷ୍ୟ ଗ୍ରହଣ ପ୍ରକ୍ରିୟା ଚାଲିବ…
ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଓଡ଼ିଶା ରିଟେଲର ମହାସଂଘର ବିକ୍ଷୋଭ
ନିଶ୍ଚିନ୍ତକୋଇଲି,୪ା୭(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ସମୁଖରେ ଓଡ଼ିଶା ରିଟେଲର ସଂଘ ବ୍ଲକ ସଭାପତି ଅମୀୟ କୁମାର ଦାସଙ୍କ ନେତୃତ୍ୟରେ ଶତାଧିକ ରିଟେଲର ଏକ ଶୋଭାଯାତ୍ରାରେ ବଜାର ନିକଟରୁ ଆସି ସୋମବାର ବ୍ଲକ ସମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ୫ଦଫା ଦାବି…
୬ରେ ମାଟ୍ରିକ ରେଜଲ୍ଟ
ଭୁବନେଶ୍ୱର,୪ା୭(ବ୍ୟୁରୋ): ଆଉ ମାତ୍ର ଦିନକ ପରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ଆସନ୍ତା ୬ ତାରିଖ ଅପରାହ୍ନ ୧ଟାରେ ରେଜଲ୍ଟ ପ୍ରକାଶ ପାଇବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ଛାତ୍ରୀଛାତ୍ର ବୋର୍ଡ…
୬ ମାସ ନ ପୂରୁଣୁ ଛାତରୁ ଗଳୁଛି ପାଣି
ନରସିଂହପୁର,୩।୭( ସ୍ବ.ପ୍ର.): ରାଜ୍ୟ ସରକାର ବିଦ୍ୟାଳୟ ରୂପାନ୍ତରଣ ଯୋଜନାରେ କଟକ ଜିଲା ନରସିଂହପୁର ଅଞ୍ଚଳର ପୁରାତନ ଅନନ୍ତ ନାରାୟଣ ହାଇସ୍କୁଲ ସାମିଲ ହୋଇଛି। ୨୦୨୧ ନଭେମ୍ବରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମୋଡ଼ରେ ଏହାକୁ ଉଦ୍ଘାଟନ କରିଥିଲେ। କିନ୍ତୁ ୬ ନ…
ଫେରିଲା କଟକଣା: କଟକରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ
କଟକ ଅଫିସ,୨।୭: କଟକରେ ବାଧ୍ୟତାମୂଳକ ହେଲା ମାସ୍କ। କୋଭିଡ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ସହରରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରିଛି କଟକ ମହାନଗର ନିଗମ(ସିଏମ୍ସି)। ନିର୍ଦ୍ଦେଶନାମା ଅନୁଯାୟୀ କଟକରେ ରହୁଥିବା ଏବଂ ଆସୁଥିବା ଲୋକେ ମାସ୍କ ପିନ୍ଧିବେ। ଏହାଛଡ଼ା ବାହାରକୁ…
Archives


