କଟକ

ସମ୍ଭାବ୍ୟ ବାତ୍ୟା ‘ୟାସ୍‌’ ମୁକାବିଲା ନେଇ ପଞ୍ଚାୟତିରାଜ ମନ୍ତ୍ରୀଙ୍କ ଭର୍ଚୁଆଲ ବୈଠକ

ନିଶ୍ଚିନ୍ତକୋଇଲି,୨୪ା୫(ସ୍ବ.ପ୍ର.): ସମ୍ଭାବ୍ୟ ବାତ୍ୟ ‘ୟାସ୍‌’ର ମୁକାବିଲା ପାଇଁ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ଏକ ଭର୍ଚୁଆଲ ସମୀକ୍ଷା ବୈଠକ କରିଛନ୍ତି। ଏହି ବୈଠକରେ ବାତ୍ୟାର ଭୟାବହତାକୁ ଦୃଷ୍ଟିରେ ରଖି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ, ଶୂନ୍ୟ ମୃତାହତ ଉପରେ ମନ୍ତ୍ରୀ...

କରୋନା କିଟ୍‌ ବାଣ୍ଟିଲେ ବିଧାୟକ

ଟାଙ୍ଗୀ(କଟକ)୨୪।୫(ଡି.ଏନ୍‌.ଏ): କରୋନାକୁ ସାମ୍ନା କରିବାକୁ ରବିବାର ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା ଆଶା, ଅଙ୍ଗନଓ୍ବାଡି କର୍ମୀମାନଙ୍କୁ କରୋନା ସୁରକ୍ଷା ଉପକରଣ ବାଣ୍ଟିଛନ୍ତି। ଟାଙ୍ଗୀ-ଚୌଦ୍ୱାର ବ୍ଲକ ଗରୁଡଗାଁ, ସଫା, କରଞ୍ଜି ପଞ୍ଚାୟତରେ ଅନୁଷ୍ଠିତ ଉକ୍ତ କିଟ୍‌ ବଣ୍ଟନ କାର୍ଯ୍ୟକ୍ରମରେ ଯୋଗଦେଇ ବିଧାୟକ...

ପୋଲିସ ଉପସ୍ଥିତିରେ ରାଜସ୍ବ ନିରୀକ୍ଷକଙ୍କୁ ଆକ୍ରମଣ

ନିଶ୍ଚିନ୍ତକୋଇଲି, ୨୩ା୫(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ତହସିଲରେ ଶନିବାର ବେଆଇନ୍‌ ବାଲି ବୋଝେଇ ଗାଡ଼ି ଉପରେ ଚଢ଼ାଉବେଳେ ଜଣେ ରାଜସ୍ବ ନିରୀକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିଲା। ଏହାପରେ ଗୁରୁତର ଅବସ୍ଥାରେ ତାଙ୍କୁ ମାହାଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେ...

ଆରଆଇଙ୍କୁ ପୋଲିସ କର୍ମଚାରୀଙ୍କ ଉପସ୍ଥିତିରେ ମରଣାନ୍ତକ ଆକ୍ରମଣ

ନିଶ୍ଚିନ୍ତକୋଇଲି,୨୨।୫(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ତହସିଲ ଅଞ୍ଚଳରେ ଦିନକୁ ଦିନ ବେଆଇନ ଓ ଚୋରା କାରବାର ବୃଦ୍ଧି ପାଉଛି। ଏହାକୁ ରୋକିବାକୁ ଯାଇ ମାହାଙ୍ଗା ଆରଆଇ ଗଣେଶ୍ୱର ହେମ୍ବ୍ରମଙ୍କ ଉପରେ ସଂଘବଦ୍ଧ ଆକ୍ରମଣ କରାଯାଇଛି। ପୋଲିସ କର୍ମଚାରୀଙ୍କ ଉପସ୍ଥିତିରେ ତାଙ୍କୁ...

ଆତଙ୍କବାଦ ନିରୋଧୀ ଶପଥ ପାଠ

କଟକ ଅଫିସ, ୨୨ା୫: ରାଜ୍ୟ ପୋଲିସ ମୁଖ୍ୟାଳୟ ପରିସରରେ ଶୁକ୍ରବାର ଆତଙ୍କବାଦ ନିରୋଧୀ ଦିବସ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ପୂର୍ବାହ୍ନରେ ପୋଲିସ ଅଧିକାରୀ ଓ କର୍ମଚାରୀମାନେ ସାମାଜିକ ଦୂରତା ରକ୍ଷା ସହ ମାସ୍କ ପରିଧାନ କରି ଆତଙ୍କବାଦ ନିରୋଧୀ...

ବିସ୍ଥାପିତଙ୍କୁ ବାସଗୃହ, ଖାଦ୍ୟ, ଚିକିତ୍ସା ଯୋଗାଇଦିଅ

କଟକ ଅଫିସ/ ଭୁବନେଶ୍ୱର(ବ୍ୟୁରୋ),୨୦।୫: କଟକ ନୂଆପଡା ବାଲିସାହିଠାରେ ଥିବା ବିସ୍ଥାପିତଙ୍କୁ ତୁରନ୍ତ ବାସଗୃହ, ଖାଦ୍ୟ ଓ ଚିକିତ୍ସା ସୁବିଧା ଯୋଗାଇ ଦେବା ପାଇଁ କଟକ ଜିଲାପାଳ ଓ କଟକ ମହାନଗର ନିଗମ (ସିଏମ୍‌ସି) କମିଶନରଙ୍କୁ ବୁଧବାର ଓଡ଼ିଶା ମାନବାଧିକାର ଆୟୋଗ...

ନାମ ପଞ୍ଜୀକରଣ ପରେ ବି ମିଳୁନି ଟିକା

କଟକ ଅଫିସ, ୨୦।୫: କଟକ ସହରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କରୋନା କବଳରୁ ରକ୍ଷା ପାଇବା ପାଇଁ ଟିକା ନେବାକୁ ଲୋକଙ୍କ ମଧ୍ୟରେ ଆଗ୍ରହ ବଢିବାରେ ଲାଗିଛି। ବର୍ତ୍ତମାନ ସହରର ୧୯ଟି ଟିକାକରଣ କେନ୍ଦ୍ରରେ ଟିକାଦାନ...

ପୁଅର ମୃତ୍ୟୁ ଖବର ଶୁଣି ଆଖିବୁଜିଲେ ମା

ଚୌଦ୍ୱାର,୨୦।୫(ଡି.ଏନ.ଏ.): ମୃତ୍ୟୁ କେତେବେଳେ କେମିତି ଆସେ ତାହା କେହି ଜାଣିପାରନ୍ତି ନାହିଁ। ବର୍ତ୍ତମାନ ରାତିପାହିଲେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଥିବା ଖବର ଶୁଣିବାକୁ ମିଳୁଛି। କେଉଁଠି ମାଆବାପା ଆଗରେ ପୁଅ ଚାଲିଯାଉଛି ତ ଆଉ କେଉଁଠି ପିଲାଙ୍କ ଆଗରେ ମାଆବାପାଙ୍କ...

୨୦ରୁ ହାଇକୋର୍ଟ ଶଟ୍‌ଡାଉନ୍‌

କଟକ ଅଫିସ, ୨୦।୫: କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଆସନ୍ତା ୨୦ରୁ ୨୭ ତାରିଖ ପର୍ଯ୍ୟନ୍ତ ହାଇକୋର୍ଟ ସମ୍ପୂର୍ଣ୍ଣ ଶଟ୍‌ଡାଉନ୍‌ କରାଯାଇଛି । ଆସନ୍ତା ୨୮ ତାରିଖରୁ ପୁନର୍ବାର ରୋଷ୍ଟର କୋର୍ଟ କାର୍ଯ୍ୟକାରୀ ହେବ। ତେବେ ୨୦ରୁ ୨୭...

ଏସ୍‌ସିବି କୋଭିଡ୍‌ ହସ୍ପିଟାଲ ସମ୍ମୁଖରେ ହୋହଲ୍ଲା

କଟକ ଅଫିସ, ୧୮।୫: ଏସ୍‌ସିବି ମେଡିକାଲ ପରିସରସ୍ଥ କୋଭିଡ୍‌ ହସ୍ପିଟାଲ ସମ୍ମୁଖରେ ସୋମବାର ସକାଳେ ରୋଗୀଙ୍କ ସମ୍ପର୍କୀୟମାନେ ହୋହଲ୍ଲା କରିଥିଲେ। କୋଭିଡ୍‌ ୱାର୍ଡ ଭିତରକୁ ରୋଗୀ ସମ୍ପର୍କୀୟଙ୍କୁ ପ୍ରବେଶ ଅନୁମତି ଦିଆ ନ ଯିବାରୁ ସେମାନେ ପାଟିତୁଣ୍ଡ କରିଥିଲେ। ରୋଗୀ...

ଟିକାକରଣରେ ପାତରଅନ୍ତର ଅଭିଯୋଗ

ଚୌଦ୍ୱାର,୧୮।୫(ଡି.ଏନ.ଏ.)- ଚୌଦ୍ୱାର ସହରାଞ୍ଚଳ ସ୍ବାସ୍ଥ୍ୟକେନ୍ଦ୍ରରେ ସୋମବାର ଟିକାକରଣରେ ପାତରଅନ୍ତର କରାଯାଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ଟାଙ୍ଗୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ୩ଜଣ କର୍ମଚାରୀ ଟିକା ନେଇ ଚୌଦ୍ୱାର ସହରାଞ୍ଚଳ ସ୍ବାସ୍ଥ୍ୟକେନ୍ଦ୍ରରେ ପୂର୍ବାହ୍ନ ୯ଟାରେ ପହଞ୍ଚିଥିଲେ। ହେଲେ ପୂର୍ବରୁ ଅନ୍‌ଲାଇନ...

କୋଭିଡ୍‌ କଟକଣା ପାଇଁ ସ୍ବତନ୍ତ୍ର ବୈଠକ: ଟେଷ୍ଟିଂ, ଟିକାଦାନ ଅଲଗା

ନିଶ୍ଚିନ୍ତକୋଇଲି,୧୭।୫(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକଇଲି ବ୍ଲକରେ କରୋନା ସଂକ୍ରମଣ ଦିନକୁ ଦିନ ବଢିଚାଲିଛି। ଏହି ବ୍ଲକରେ କରୋନା ୬ ମୁଣ୍ଡ ନେଇଥିବା ବେଳେ ୧୫୦ରୁ ଊର୍ଦ୍ଧ୍ୱ ଆକ୍ଟିଭ୍‌ କେସ ରହିଛି । ନିଶ୍ଚିନ୍ତକୋଇଲି ମେଡିକାଲରେ ଗୋଟିଏ ସ୍ଥାନରେ ଟିିକା ଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri