ଘର ତଳୁ ୧୨ ପିତ୍ତଳ ମୂର୍ତ୍ତି ଉଦ୍ଧାର
କଟକ ସଦର, ୨୬।୬(ଡି.ଏନ୍.ଏ.): କଟକ-ପାରାଦୀପ ରାସ୍ତାପାର୍ଶ୍ୱ ନାହାଭଙ୍ଗା ଗ୍ରାମର ଶମ୍ଭୁନାଥ ବେହେରାଙ୍କ ଘର ଚଟାଣ ତଳୁ ଶୁକ୍ରବାର ୧୨ଟି ପିତ୍ତଳ ମୂର୍ତ୍ତି ଉଦ୍ଧାର କରାଯାଇଛି। ସେଥିମଧ୍ୟରେ ବ୍ରହ୍ମା, ବିଷ୍ଣୁ, ମହେଶ୍ୱର, ଦୁର୍ଗା, ଗରୁଡ଼ ମୂର୍ତ୍ତି ଓ ଶାଳଗ୍ରାମ ରହିଛି। ପରେ ମୂର୍ତ୍ତିଗୁଡିକ…
ଓଲଟି ପଡ଼ିଲା ସ୍କୁଲ ବସ୍
ଚୌଦ୍ୱାର,୨୫।୬(ଡି.ଏନ୍.ଏ.): ଚୌଦ୍ୱାର ମଣ୍ତାପଡ଼ା ରାସ୍ତା ପୋଟଳେଇ ମନ୍ଦିର ନିକଟରେ ଶନିବାର ଏକ ସ୍କୁଲବସ୍ ଓଲଟି ପଡିଛି। ଏହି ଦୁର୍ଘଟଣାରେ ୬ଜଣ ଛାତ୍ରୀଛାତ୍ର ଅଳ୍ପକେ ବର୍ତ୍ତି ଯାଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ମୁତାବକ, ଏକ ଘରୋଇ ସ୍କୁଲ ବସ୍ ଛାତ୍ରୀଛାତ୍ରଙ୍କୁ ଆଣିବା ପାଇଁ…
ପୋଲିସ ଅବହେଳା ଜୀବନ ନେଲା
ଭୁବନେଶ୍ୱର,(ବ୍ୟୁରୋ)/କଟକ ସଦର,୨୫ା୬(ଡି.ଏନ.ଏ.): ଗୁଣନିଧିଙ୍କ ମୃତ୍ୟୁକୁ ରାଜ୍ୟ ମାନବାଧିକାର କମିଶନ (ଓଏଚ୍ଆର୍ସି) ଗୁରୁତ୍ୱର ସହ ନେଇଛନ୍ତି। ଏହି ଘଟଣାରେ କମିଶନ ଶୁକ୍ରବାର ନିଜ ଆଡୁ ଏକ ମାମଲା (ନଂ. ୧୨୦୯/୨୨) ରୁଜୁ କରି ଡିଜିପି ଏବଂ ଆଇଜିଙ୍କୁ ତଦନ୍ତ ରିପୋର୍ଟ ମାଗିଛନ୍ତି। କମିଶନ…
ଆଖି ବୁଜିଲେ ଥାନା ପରିସରରେ ଆତ୍ମହତ୍ୟା ଉଦ୍ୟମ କରିଥିବା ବ୍ୟକ୍ତି
କଟକ ସଦର,୨୪।୬(ଡି.ଏନ୍.ଏ.): କଟକ ସଦର ବ୍ଲକ ଅନ୍ତର୍ଗତ କିଶନନଗର ଥାନା ପରିସରରେ ଦେହରେ ନିଆଁ ଲଗାଇଥିବା ବ୍ୟକ୍ତିଙ୍କ ମୃତ୍ୟୁ। କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ହେଲେ ଇଷାଣୀ ବରମପୁରର ଗୁଣନିଧି ବିଷୋୟୀ।…
ଅସରାଏ ବର୍ଷାରେ ତାରପୁର ବାଇପାସ ରାସ୍ତା ବେହାଲ
ରଘୁନାଥପୁର,୨୪ା୬(ଡି.ଏନ୍.ଏ.): ଅସରାଏ ବର୍ଷାରେ ରଘୁନାଥପୁର ବ୍ଲକ ତାରପୁର ବାଇପାସ ରାସ୍ତାର ଅବସ୍ଥା ବେହାଲ ହୋଇଯାଉଛି। କିଛି ବ୍ୟବସାୟୀ ସରକାରୀ ଜମିକୁ ମାଡିବସି ଜଳ ନିଷ୍କାସନ ପଥକୁ ସଙ୍କୁଚିତ କରିଦେଇଥିବାରୁ, ଆବଶ୍ୟକ ସମୟରେ ବର୍ଷାଜଳ ନିଷ୍କାସିତ ହୋଇପାରୁ ନାହିଁ। ଫଳରେ କୃତ୍ରିମ ବନ୍ୟା…
ଥାନା ପରିସରରେ ଆତ୍ମହତ୍ୟା ଉଦ୍ୟମ କଲେ ଜଣେ ବ୍ୟକ୍ତି
କଟକ ସଦର,୨୩ା୬(ଡି.ଏନ୍.ଏ.): କଟକ ସଦର ବ୍ଲକ ଅନ୍ତର୍ଗତ କିଶନନଗର ଥାନା ପରିସରରେ ଗୁରୁବାର ସକାଳେ ଜଣେ ଅଜଣା ବ୍ୟକ୍ତି ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଅବଶ୍ୟ ଲୋକମାନେ ନିଆଁ ଲିଭାଇବା ସହ ଆହତ ବ୍ୟକ୍ତିଙ୍କୁ ଚିକିତ୍ସା ପାଇଁ କଟକ…
ଅଗଷ୍ଟ ୨୧ରେ ଏଏସ୍ଓ ଲିଖିତ ପରୀକ୍ଷା
କଟକ ଅଫିସ,୨୩ା୬- ଆସନ୍ତା ଅଗଷ୍ଟ ୨୧ ତାରିଖରେ ଆସିଷ୍ଟାଣ୍ଟ ସେକ୍ସନ ଅଫିସର(ଏଏସ୍ଓ) ଲିଖିତ ପରୀକ୍ଷା ଅନୁଷ୍ଠିତ ହେବ। ଏଥିପାଇଁ ଓଡ଼ିଶା ଲୋକ ସେବା ଆୟୋଗ(ଓପିଏସ୍ସି) ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ୩୦ଟି ଜିଲା ଓ ୩ଟି ସବ୍ଡିଭିଜନରେ ଏହି ପରୀକ୍ଷା…
ଓଡ଼ିଶା ହାଇକୋର୍ଟରେ ପଡ଼ିରହିଛି ୧,୭୩,୫୧୦ ମାମଲା
କଟକ ଅଫିସ,୨୨ା୬: ଓଡ଼ିଶା ହାଇକୋର୍ଟରେ ୨୦୨୧ ସୁଦ୍ଧା ୧ ଲକ୍ଷ ୭୩ ହଜାର ୫୧୦ ମାମଲା ପଡ଼ିରହିଛି। ସେହିପରି ୧ ଲକ୍ଷ ୨୮ ହଜାର ୯୪୩ଟି ନୂଆ ମାମଲା ଦାୟର ହୋଇଛି। ଏଗୁଡ଼ିକ ମଧ୍ୟରୁ ୧ ଲକ୍ଷ ୫ ହଜାର ୩୩୪…
ସାଇକେଲ ଆରୋହୀଙ୍କୁ ଧକ୍କା ଦେଲା ବାଲି ବୋଝେଇ ଟ୍ରକ୍, ଚାଲିଗଲା ଜୀବନ
ନିଶ୍ଚିନ୍ତକୋଇଲି,୨୨ା୬(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ନେମାଳ ଥାନା ଅନ୍ତର୍ଗତ ବନ୍ଧକାଟିଆ ପଞ୍ଚାୟତ ଫତେପୁର ଗ୍ରାମର ବିଷ୍ଣୁଚରଣ ସିଂ ୪୭ ବର୍ଷ ସାଇକେଲ ଯୋଗେ ଆସୁଥିବା ବେଳେ ତିଳକଣା ପଞ୍ଚାୟତ ଅଫିସ ସମ୍ମୁଖରେ ଏକ ବାଲି ବୋଝେଇ ଟ୍ରକ୍ ପିଟି ହୋଇଯିବାରୁ…
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲା ରଦ୍ଦ କଲେ ହାଇକୋର୍ଟ
କଟକ ଅଫିସ,୨୨ା୬: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ଲାଗି ରହିଥିବା ସମସ୍ତ ବିବାଦର ଅନ୍ତ ଘଟିଛି। ପ୍ରକଳ୍ପକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ଦାୟର ହୋଇଥିବା ସମସ୍ତ ମାମଲା ଉପରେ ବୁଧବାର ପୂର୍ଣ୍ଣଚ୍ଛେଦ ଟାଣିଛନ୍ତି ହାଇକୋର୍ଟ। ଦାୟର ଜନସ୍ବାର୍ଥ ମାମଲା ସହ ଅନ୍ୟ…
ଅନୁଭବଙ୍କ ଘରେ ରହିବେ ବର୍ଷା
କଟକ ଅଫିସ,୨୧।୬: କେନ୍ଦ୍ରାପଡ଼ା ଏମ୍ପି ତଥା ଅଭିନେତା ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷାଙ୍କ ପାରିବାରିକ ବିବାଦ ନୂଆ ମୋଡ଼ ନେଇଛି। ଏଣିକି ଅନୁଭବଙ୍କ ଘରେ ରହିବେ ବର୍ଷା । ବର୍ଷାଙ୍କୁ ଅନୁଭବଙ୍କ ଘର ଛାଡ଼ି ଅନ୍ୟତ୍ର ରହିବା ନିର୍ଦ୍ଦେଶ ଉପରେ…
ମୋକିମଙ୍କ ପିଟିଶନ ଖାରଜ କଲେ ହାଇକୋର୍ଟ
କଟକ ଅଫିସ,୨୧ା୬: ବାରବାଟୀ-କଟକ ବିଧାନସଭା ନିର୍ବାଚନ ମାମଲାର ଶୁଣାଣି କରି ବିଧାୟକ ମହମ୍ମଦ ମୋକିମଙ୍କ ପିଟିଶନକୁ ହାଇକୋର୍ଟ ସୋମବାର ଖାରଜ କରିଛନ୍ତି। ଏଥିସହ ବିଧାୟକ ମହମ୍ମଦ ମୋକିମଙ୍କୁ ୫ହଜାର ଟଙ୍କା ଜରିମାନା ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରାର୍ଥତ୍ପତ୍ର ଦାଖଲ ବେଳେ…
Archives


