କଟକ

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ ସଚେତନ ରହିବାକୁ ରାଜ୍ୟ ପରିବହନ ପ୍ରାଧିକରଣ (ଏସ୍‌ଟିଏ) ପକ୍ଷରୁ ପରାମର୍ଶ ଦିଆଯାଇଛି। ବିଭିନ୍ନ…

ହାଇକୋର୍ଟ ଗେଟ୍ ଆଗରେ ଗାଡ଼ିରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା….

କଟକ,୩୧।୩(ପ୍ରଭୁକଲ୍ୟାଣ ପାଲ୍/କାର୍ତ୍ତିକ ସାହୁ): ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି ହୁତୁହୁତୁ ହୋଇ ଜଳିଯାଇଛି । ତେବେ ଅଗ୍ନିକାଣ୍ଡର କାରଣ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ…

ନବୀନ ନିବାସରେ କଟକ-ଚୌଦ୍ୱାରର ୮ କର୍ପୋରେଟର: ଡକରା ପରେ…

ଭୁବନେଶ୍ୱର,୩୦।୩: ନବୀନ ନିବାସରେ ପହଞ୍ଚିଛନ୍ତି କଟକ-ଚୌଦ୍ୱାରର ୮ କର୍ପୋରେଟର। ପ୍ରତାପ ଜେନାଙ୍କ ନେତୃତ୍ୱରେ ନବୀନ ନିବାସରେ ପହଞ୍ଚିଥିବା ସୂଚନା ମିଳିଛି। କଟକ ରାଜନୀତି ସରଗରମକୁ ନେଇ ନବୀନ ନିବାସରୁ ଡକରା ଯାଇଥିଲା। ତେବେ ପୂର୍ବରୁ ଏହା ମଧ୍ୟ ଚର୍ଚ୍ଚା ହେଉଥିଲା କି…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)। ମିଳିଥିବା ସୂଚନା ମୁତାବକ, ଯାଜପୁର ଜିଲା ସଦର ଥାନା ଅନ୍ତର୍ଗତ ଚିତାହାଟ ଅଞ୍ଚଳର…

ରଥଯାତ୍ରା ପାଇଁ କାଠ ଚିରା ଆରମ୍ଭ

କଟକ,୨୭।୩: ଶୁକ୍ରବାର ପବିତ୍ର ଶ୍ରୀରାମ ନବମୀ। ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଏହି ପରିପ୍ରେକ୍ଷୀରେ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ରଥ କାଠ ଚିରଟ ଆରମ୍ଭ ହୋଇଛି। ବିଧି ଅନୁସାରେ ରାମ ନବମୀରୁ ରଥ କାଠ ଚିରଟ ଆରମ୍ଭ ହୋଇଛି। ପୁରୀରୁ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ସୁବର୍ଣ୍ଣପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ କୂଅରେ ବ୍ଲିଚିଂ ପକାଇ ବିଶୋଧିତ କରାଯିବା ସହ…

ଏପ୍ରିଲ ୬ରୁ ସକାଳୁଆ କୋର୍ଟ

କଟକ,୨୫।୩(କୁମାରଶ୍ରୀ): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତା ଏପ୍ରିଲ ୬ରୁ ରାଜ୍ୟର ସମସ୍ତ ଜିଲା ଓ ଅଧୀନସ୍ଥ ଅଦାଲତ ସକାଳୁଆ ହେବ। ମଙ୍ଗଳବାର ଏ ନେଇ ହାଇକୋର୍ଟ ରେଜିଷ୍ଟ୍ରାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। କୋର୍ଟ କାର୍ଯ୍ୟ ସକାଳ ୭ଟାରୁ ଅପରାହ୍ନ…

ଲିଙ୍କ୍ ରୋଡ୍ LIC ଅଫିସରେ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା….

କଟକ,୨୪।୩: କଟକ ଲିଙ୍କ୍‌ରୋଡରେ ଥିବା LIC ଅଫିସ୍‌ରେ ଅଗ୍ନିକାଣ୍ଡ । ହୁତୁ ହୁତୁ ହୋଇ ଜଳୁଛି ବିଲ୍ଡିଂ । କେଉଁ ପରିସ୍ଥିତିରେ ନିଆଁ ଲାଗିଲା ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରିନଥିବା ବେଳେ ଅଗ୍ନିଶମ ବାହିନୀ ପକ୍ଷରୁ ନିଆଁ ଲିଭା କାର୍ଯ୍ୟ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ ଓ ଜିଲା ମାଜିଷ୍ଟ୍ରେଟ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ । ପ୍ରାୟ ଅଧଘଣ୍ଟା ରାସ୍ତା ଅବରୋଧ ଯୋଗୁ ଯାତାୟତରେ ବାଧା ସୃଷ୍ଟି ହୋଇଥିଲା। ଏପରି…

ପୁଣି SCB ମେଡିକାଲରେ ଅଘଟଣ: ଜଳିଲା ଇଲେକ୍ଟ୍ରି ବୋର୍ଡ

କଟକ,୧୮।୩: ପୁଣି SCB ମେଡିକାଲରେ ଅଘଟଣ। ଶର୍ଟସର୍କିଟରୁ ନନ ଟ୍ରମା କେୟାରରେ ଏକ ଇଲେକ୍ଟ୍ରି ବୋର୍ଡ ଜଳିଯାଇଛି। କିଛି ଅଘଟଣ ପୂର୍ବରୁ ଅଗ୍ନିଶମ କର୍ମଚାରୀ ଆୟତ୍ତ କରିଛନ୍ତି। ତେବେ ଅଘଟଣରୁ ଅଳ୍ପକେ ବର୍ତ୍ତିଲା SCB ମେଡିକାଲ। ନନ ଟ୍ରମା କେୟାରରେ ଶତାଧିକ…

ବାଘ ଘାସ ଖାଇବାର କାଲି ଦେଖିଲି, କାହାକୁ ଏମିତି କହିଦେଲେ ଭକ୍ତ ଦାସ

କଟକ,୧୭।୩(ପ୍ରଭୁ କଲ୍ୟାଣ ପାଲ): ରାଜ୍ୟ ସଭା ନିର୍ବାଚନରେ ୩ କଂଗ୍ରେସ ବିଧାୟକଙ୍କ କ୍ରସ ଭୋଟିଂ ନେଇ ବିଧାୟକ, ବିଧାୟିକାଙ୍କୁ ନିଲମ୍ବନ କରାଯାଇଛି। ଏହି ପ୍ରସଙ୍ଗରେ ପିସିସି ସଭାପତି ଭକ୍ତ ଦାସ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି, ସେ କହିଛନ୍ତି ସେମାନଙ୍କ ଭଲ ଭବିଷ୍ୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?